ଆମ ଜିଲା ଖବର

କରୋନାକୁ ମାତ୍‌ ଦେଲା ମାଲକାନଗିରିର ୧୩ ମାସର ଶିଶୁ

କୋରୁକୋଣ୍ଡା,୬।୮(ଡି.ଏନ.ଏ.): ମାଲକାନଗିରି ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପରିସ୍ଥଳେ କରୋନାକୁ ହରାଇଛନ୍ତି ୧୩ ମାସର ଜଣେ ଶିଶୁ। ସେ ହେଲେ ଦୀପମ ମଣ୍ଡଳ। ତାଙ୍କ ଘର କାଲିମେଳା ବ୍ଲକ ଅନ୍ତର୍ଗତ ଏମଭି-୪୫ ଗ୍ରାମରେ। ଚେନ୍ନାଇରୁ ମା’ଙ୍କ ସହ ଫେରିଥିବା…

ଆଜି ବରଗଡ଼ରେ ୮୧ ନୂଆ କରୋନା ପଜିଟିଭ୍‌: ଜାଣନ୍ତୁ କେଉଁ ବ୍ଲକରୁ କେତେ

ବରଗଡ଼ ଅଫିସ,୬ା୮: ବରଗଡ଼ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗୁରୁବାର ଜିଲାରେ ୮୧ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୩୨ ଆକ୍ରାନ୍ତ ରହିଛନ୍ତି। ସେହିପରି ସୋହେଲାରୁ ୪, ଭେଡ଼େନରୁ ୩,…

ବଢ଼ିଲା ବୈତରଣୀ

ଭଣ୍ଡାରିପୋଖରୀ,୬ା୮(ଡି.ଏନ୍‌.ଏ.): ଦୁଇଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବୈତରଣୀର ଆଖୁଆପଦା ଆନିକଟଠାରେ ଜଳସ୍ତର ବୃଦ୍ଧି ପାଇଛି। ତେବେ ଆନିକଟଠାରେ ବନ୍ୟାଜଳ ଗୁରୁବାର ସକାଳ ୭ଟାରୁ ୧୭.୩୫ ମିଟରରୁ ବଢ଼ିବା ଆରମ୍ଭ କରି ମଧ୍ୟାହ୍ନ ୧୨ଟା ସୁଦ୍ଧା ୧୭.୩୬ ରେ ପହଞ୍ଚି…

ବଲାଙ୍ଗୀର ୪ ଦିନ ଶଟ୍‌ଡାଉନ୍‌ ଘୋଷଣା: ବନ୍ଦ ରହିବ ଏସବୁ କାର୍ଯ୍ୟ

ବଲାଙ୍ଗୀର ଅଫିସ,୬।୮: ବଲାଙ୍ଗୀର ଜିଲାକୁ ଗୁରୁବାର ୪ ଦିନ ପାଇଁ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଅଗଷ୍ଟ ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ନେଇ ଜିଲାପାଳ ଘୋଷଣା କରିଛନ୍ତି। ଏହି ସମୟରେ ଜିଲା…

ଏହି ବ୍ଲକରେ ୧୦ କରୋନା ଯୋଦ୍ଧାଙ୍କ ସମେତ ୧୪ ପଜିଟିଭ୍‌ ଚିହ୍ନଟ

ଦାରିଙ୍ଗବାଡ଼ି,୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ପୁଣି ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ପ୍ରଶାସନ ସୂତ୍ରରୁ ଜଣାପଡ଼ିଛି। ସେମାନଙ୍କ ମଧ୍ୟରେ ଦାରିଙ୍ଗବାଡ଼ି ବ୍ଲକର ୧୦ ଜଣ କରୋନା ଯୋଦ୍ଧା ରହିଛନ୍ତି। କରୋନା ଯୋଦ୍ଧାଙ୍କ ମଧ୍ୟରେ ଏକାଧିକ କନିଷ୍ଠଯନ୍ତ୍ରୀଙ୍କ…

ଭଦ୍ରକରେ ୮୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୬ା୮: ଗୁରୁବାର ଭଦ୍ରକରେ ପୁଣି ୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୪୫ ଜଣ ସ୍ଥାନୀୟ ସଂକ୍ରମିତ। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୮୦୫ରେ ପହଞ୍ଚିଥିବା ଜିଲା…

ବ୍ୟାଙ୍କ କଲୋନୀକୁ ବ୍ୟାପିଲା ସଂକ୍ରମଣ

କନ୍ଧମାଳ ଜିଲା ଜି.ଉଦୟଗିରି ସହରରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ମହାଗୁଡା ସାହି, କଚେରୀ ସାହି, ବସଷ୍ଟାଣ୍ଡ ସାହି, ବରାଳିନୀ ସାହି, ଲକ୍ଷ୍ମ୍ମୀ ବଜାର କଣ୍ଟେନମେଣ୍ଟ ଜୋନ ହେବା ପରେ ଗୁରୁବାର ବ୍ୟାଙ୍କ କଲୋନୀକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ…

ଖୋର୍ଦ୍ଧା ଏସ୍‌ପିଙ୍କୁ କରୋନା

ଖୋର୍ଦ୍ଧା ଅଫିସ,୬।୮: ଖୋର୍ଦ୍ଧା ଜିଲାର ଆଗଧାଡିର କରୋନା ଯୋଦ୍ଧା ଭାବେ ପରିଚିତ ଜିଲା ଆରକ୍ଷୀ ଅଧିକ୍ଷକ ଅଜୟ ପ୍ରତାପ ସ୍ବାଇଁ ଗୁରୁବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାପିଡ୍‌ ଆଣ୍ଟିଜେନ ଟେଷ୍ଟ ରିପୋର୍ଟ ପଜିଟିଭ୍‌ ଆସିଥିବା ଏସ୍‌ପି ସ୍ପଷ୍ଟ କରିଛନ୍ତି। ପୂର୍ବରୁ…

ଖୋଲାଯାଉଛି ତାଳଧ୍ୱଜ ରଥ

ପୁରୀ ଅଫିସ,୬।୮: ସିଂହଦ୍ୱାର ସମ୍ମୁଖରେ ଥିବା ୩ ରଥ ଖୋଲା କାର୍ଯ୍ୟ ଜାରି ରହିଛି। ବୁଧବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଖୋଲା ଶେଷ ହୋଇଥିବା ବେଳେ ଗୁରୁବାର ସକାଳୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଆରମ୍ଭ ହୋଇଛି। ଦର୍ପଦଳନ ରଥର…

ପାହାଡ଼ରେ ଗୁମ୍ଫା ଠାବ

ନୟାଗଡ଼ ଅଫିସ/ରଣପୁର, ୬ା୮(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ବଧିପାଟଣା ନିକଟ ମେଳାତଇଲା ପାହାଡରେ ଏକ ପୁରାତନ ଗୁମ୍ଫା ଠାବ ହୋଇଛି। ଗୁମ୍ଫାଟିରେ ବୈଷ୍ଣବଦେବୀ ପୂଜା ପାଉଛନ୍ତି। ଜଣେ ଛେଳି ଚରାଳି ଗୁମ୍ଫାଟିକୁ ଦେଖିବା ପରେ ଏହା ଲୋକଲୋଚନକୁ…

କଟକଣା କୋହଳ ସତ୍ତ୍ବେ ବସ୍‌ ବନ୍ଦ

କଟକ ଅଫିସ,୬ା୮: କରୋନା କଟକଣା କୋହଳ ସତ୍ତ୍ୱେ ବସ୍‌ ସେବା ବନ୍ଦ ରହିଛି। ମାର୍ଚ୍ଚରୁ ଘରୋଇ ବସ୍‌ଗୁଡ଼ିକ ବାଦାମବାଡ଼ି-ଲିଙ୍କ୍‌ରୋଡ ମୁଖ୍ୟରାସ୍ତା କଡ଼ରେ ପଡ଼ିରହି ଖତ ଖାଉଛି। ସରକାରୀ ବସ୍‌ ସେବାର ମଧ୍ୟ ସମଦଶା। କଟକରୁ କୌଣସି ବସ୍‌ ଗଡୁ ନ ଥିବାରୁ…

ଫାଇଦାରେ ଆଗୁଆ, ନିଯୁକ୍ତିରେ ପଛୁଆ

ଯାଜପୁର ଅଫିସ୍‌,୬ା୮: କଳିଙ୍ଗନଗରରେ ଶିଳ୍ପାୟନ ପଛରେ ମୂଳ ଲକ୍ଷ୍ୟ ରହିଥିଲା ସ୍ଥାନୀୟ ଅଞ୍ଚଳ ସମେତ ରାଜ୍ୟର ନିଯୁକ୍ତି ଏବଂ ଅର୍ଥନୈତିକ କ୍ଷେତ୍ରରେ ବିକାଶ। ଏହି ଅଞ୍ଚଳକୁ ଶିଳ୍ପ ସ୍ଥାପନ କରିବାକୁ ଆସିଥିବା ଦେଶର ଅଗ୍ରଣୀ ଶିଳ୍ପ ସଂସ୍ଥାମାନେ ସେହିଭଳି ପ୍ରତିଶ୍ରୁତି ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?