କମୁଛି ସାମୁଦ୍ରିକ ମାଛ ଉତ୍ପାଦନ
ବାସୁଦେବପୁର,୨୮।୨(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର ୨ଟି ୱାର୍ଡ ବଙ୍ଗୋପସାଗର ଉପକୂଳରେ ରହିଛି। ବାସୁଦେବପୁର ଅଞ୍ଚଳର ୧୫ ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ପରିବାର...
ଦ୍ୱାରଶୁଣି ଘାଟିରେ ଟ୍ରେଲର ଦୁର୍ଘଟଣାଗ୍ରସ୍ତ
ବାଙ୍ଗିରିପୋଷି,୨୮ା୨(ଡି.ଏନ୍.ଏ.): ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ପୁଣି ଘଟିଛି ଦୁର୍ଘଟଣା ା ଗୁରୁବାର ମଧ୍ୟାହ୍ନରେ ଏକ ଆଇରନ ଡଷ୍ଟ ବୋଝେଇ ଟ୍ରେଲର କଲିକତା ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଟି ରାସ୍ତାରେ ଦୁର୍ଘଟଣାଗ୍ରସ୍ତ...
ତାରା ସାଜିବେ ନୟନ ତାରା
ବଡ଼ସାହି,୨୮ା୨(ସ୍ବ.ପ୍ର)-ହୃଦଘାତରେ ମୃତ୍ୟୁବରଣ କରିଥିବା ଜଣେ ମହିଳାଙ୍କ ଦୁଇ ଆଖିକୁ ତାଙ୍କ ପରିବାର ଲୋକେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଡ଼ସାହି ଥାନା ଅଧୀନ ଗୁଡିଆଲବନ୍ଧ ଗ୍ରାମର ମହିଳା ତାରା ବିନ୍ଧାଣୀ(୫୦)ଙ୍କ ଏହି ଆଖି ଦୁଇଟି...
୭ ଡାକ୍ତରଖାନାକୁ ୬ ଡାକ୍ତର
ବାଲିଆପାଳ,୨୮।୨(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବାଲିଆପାଳ ବ୍ଲକର ୩ଲକ୍ଷରୁ ଉର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରୁଥିବାବେଳେ ପଡ଼ୋଶୀ ଜଳେଶ୍ୱର ଏବଂ ବସ୍ତା ବ୍ଲକର କେତେକ ଲୋକ ମଧ୍ୟ ଏହା ଉପରେ ନିର୍ଭର କରିଆସୁଛନ୍ତି। ବାଲିଆପାଳ ବ୍ଲକରେ ଥିବା...
ହୋଟେଲରେ ନକଲି ବିଦେଶୀ ମଦ କାରଖାନା
ସୋର,୨୮।୨(ଡି.ଏନ.ଏ.)- ଅବକାରୀ କମିଶନର ଅଞ୍ଜନ କୁମାର ମାଣିକଙ୍କ ନିର୍ଦ୍ଦେଶକ୍ରମେ ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକ ଓ ଗୁଇନ୍ଦା ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଦିଲ୍ଲୀପ କୁମାର ପଲେଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସୋର ଅବକାରୀ ଥାନା ଓ ଜିଲା ଅବକାରୀ...
କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଚଢ଼ାଉ: ଜଣେ ଗିରଫ
ସୋର,୨୮।୨(ଡି.ଏନ.ଏ.)- ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ କେନ୍ଦ୍ରାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗ ୟୁନିଟ୍-୨ ତରଫରୁ କୌଣସି ସୂତ୍ରରୁ ଖବର ପାଇ ଏକ କାର୍ ମଧ୍ୟରେ ଯାଉଥିବା ୪୦୦ ଲିଟରରୁ...
ବାଲେଶ୍ୱର ପାଲଟିଛି ନକଲି ବିଦେଶୀ ମଦ ହବ୍
ବାଲେଶ୍ୱର ଅଫିସ,୨୮।୨- ବାଲେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ନକଲି ବିଦେଶୀ ମଦର ବ୍ୟାପକ କାରବାର ବଢ଼ି ଚାଲିଥିବାରୁ ଯେକୌଣସି ସମୟରେ ମଦମୃତ୍ୟୁ ଭଳି ଅଘଟଣ ଘଟିବାର ସମ୍ଭାବନା ସୃଷ୍ଟି ହୋଇଛି। ଏପରିକି ସ୍ପିରିଟ୍ ଏବଂ...
ପରୀକ୍ଷା କେନ୍ଦ୍ରରୁ କ୍ୟାମେରା, ହାର୍ଡଡିକ୍ସ ଚୋରି
ବରୀ,୨୭।୨(ସ୍ବ.ପ୍ର)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ କଳାମାଟିଆ ପଞ୍ଚାୟତ କାଇପଡ଼ା ହାଇସ୍କୁଲ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ କ୍ୟାମେରା ଓ ହାର୍ଡଡିକ୍ସ ଚୋରି ହୋଇଯାଇଥିବା ନେଇ ବରୀ ଥାନାରେ ବୁଧବାର ଅଭିଯୋଗ ହୋଇଛି। ବରୀ ପୋଲିସ ପକ୍ଷରୁ ମାମଲା (ନଂ.୫୨/୨୦୨୦)...
କାଲେରୁ ସେତୁ ଉଦ୍ଘାଟିତ
କାଲିମେଳା/ଏମ୍ଭି-୭୯(ଡି.ଏନ୍.ଏ.): ବହୁ ପ୍ରତିକ୍ଷୀତ କାଲେରୁ ସେତୁ ଗୁରୁବାର ଉଦ୍ଘାଟିତ ହୋଇଛି। ଆନ୍ଧ୍ରପ୍ରଦେଶ ସରକାରଙ୍କ ଦ୍ୱାରା ନିର୍ମାଣ କରାଯାଇଥିବା ଏହି ସେତୁର ଉଦ୍ଘାଟନ ବେଳେ ଉଭୟ ଓଡିଶା ଓ ଆନ୍ଧ୍ରର ପ୍ରଶାସନିକ ଅଧିକାରୀ ଏବଂ ଲୋକପ୍ରତିନିଧିମାନେ ଉପସ୍ଥିତ ଥିଲେ। ଏଥିସହ ଓଡିଶା...
ଟ୍ରକ୍ ତଳେ ପଶିଗଲା ମୋପେଡ, ଦମ୍ପତି ମୃତ
ପାତ୍ରପୁର,୨୭ା୨(ଡି.ଏନ୍.ଏ.)- ଜାତୀୟ ରାଜପଥ ନଂ.୧୬ ଆନ୍ଧ୍ରପ୍ରଦେଶ ଭେସି ଓ କୁଲାମ ମଧ୍ୟସ୍ଥଳରେ ଗୁରୁବାର ଏକ ମର୍ମତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍ ତଳେ ମୋପେଡ ପଶିଯିବାରୁ ନାତି ବ୍ରତୋପନୟନକୁ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପାତ୍ରପୁର ବ୍ଲକ...
ବୃଦ୍ଧଙ୍କଠାରୁ ଲୁଟିନେଲେ ଦୁର୍ବୃତ୍ତ
ଚିକିଟି,୨୭ା୨(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ୍ ଜିଲା କେ.ନୂଆଗଁା ଥାନା କରବାଲୁଆ ଛକ-ଭୋଳାସିଙ୍ଗି ରାସ୍ତାରେ ଥିବା ମା’ ବଗଳାମୁଖି ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ଜଣେ ବୃଦ୍ଧ ଲୁଟ୍ର ଶିକାର ହୋଇଛନ୍ତି। ସେ ହେଲେ କଳବାଡ ପଞ୍ଚାୟତ ବଡଗଁା ଗ୍ରାମର ରଘୁ ବେହେରା...
ଦନ୍ତାହାତୀ ଉପଦ୍ରବ: ଲୋକେ ଆତଙ୍କିତ, ୪ଘର ଭାଙ୍ଗି ଧାନ ଚାଉଳ ଖାଇଲା
ବାଲିଶଙ୍କରା, ୨୭।୨ (ଡି.ଏନ.ଏ)-ସୁନ୍ଦରଗଡ଼ ଜିଲାର ବିଭିନ୍ନ ବନ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ସୁନ୍ଦରଗଡ଼ ସଦର ରେଞ୍ଜ ରାଉଳଡେଗା ସେକ୍ସନର ଘୋଘର ଗ୍ରାମରେ ବୁଧବାର ରାତିରେ ଏକ ଦନ୍ତାହାତୀ ପଶି ବ୍ୟାପକ କ୍ଷତି ଘଟାଇଛି। ଫଳରେ ଲୋକେ...
Archives


