କରୋନା ଯୋଦ୍ଧା ଏଏସ୍ଆଇଙ୍କର କରୋନାରେ ମୃତ୍ୟୁ: ଗାର୍ଡ ଅଫ୍ ଅନର ଦେଲା ଗଞ୍ଜାମ ପୋଲିସ
ଛତ୍ରପୁର, ୪।୮(ଡି.ଏନ୍.ଏ.): ଗଞ୍ଜାମ ପୋଲିସ ଜିଲା ଅଧୀନ ତାରସିଂ ଥାନାର କରୋନା ଯୋଦ୍ଧା ଏଏସ୍ଆଇ ଶିବରାମ ଦାଶଙ୍କର ସୋମବାର କରୋନାରେ ମୃତ୍ୟୁ ଘଟିଥିଲା। ମଙ୍ଗଳବାର ଛତ୍ରପୁର ଠାରେ ତାଙ୍କର ପାର୍ଥିବ ଶରୀରକୁ ପୋଲିସ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ଗଞ୍ଜାମ…
ଭଣ୍ଡାରିପୋଖରୀରୁ ୩ ପଜିଟିଭ ଚିହ୍ନଟ: ରହଣିଆ ପଞ୍ଚାୟତର ୩ ୱାର୍ଡ ୭ ଦିନ ଶଟ୍ଡାଉନ
ଭଣ୍ଡାରିପୋଖରୀ,୪।୮(ଡି.ଏନ୍.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରୁ ମଙ୍ଗଳବା ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ରହଣିଆ ପଞ୍ଚାୟତ ରାଣିଗଡ଼ିଆ ଗ୍ରାମରୁ ୨ ଜଣ ରହିଥିବା ବେଳେ ଆକୁଲିକଣା ଗ୍ରାମରୁ ଜଣେ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି। ଏହା ପରେ ରହଣିଆ…
ବରଗଡ଼ରେ ପୁଣି ୧୦ କରୋନା ପଜିଟିଭ୍: ସଂକ୍ରମିତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ବରଗଡ଼ ଅଫିସ୍,୪।୮: ବରଗଡ଼ ଜିଲାରେ ମଙ୍ଗଳବାର ୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ ନଂ-୭ ବିଶିପଡ଼ାର ଜଣେ, ୱାର୍ଡ ନଂ-୨ ମେହେରପଡ଼ାର ୭ଜଣ, ବିଜେପୁର ବ୍ଲକ ସାଧୁପାଲି ଗ୍ରାମର ଜଣେ…
କଟାପାଲିର ୨ଯୁବକ କରିବେ ପ୍ଲାଜମା ଦାନ
ବରଗଡ଼ ଅଫିସ୍,୪।୮: କରୋନା(କୋଭିଡ୍-୧୯)ରୁ ଆରୋଗ୍ୟ ଲାଭକରି ମଙ୍ଗଳବାର ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ଦୁଇଜଣ ଯୁବକ ପ୍ଲାଜମା ଦାନ କରିବେ। ସେମାନେ ହେଲେ, ରବୀନ୍ଦ୍ର ସାହୁ ଓ ଉମେଶ ଦାଶ । ଯୁବକମାନଙ୍କ ଏଭଳି ବଦାନ୍ୟତା ଯୋଗୁ ମଙ୍ଗଳବାର ସକାଳଳେ…
ମହାରଣା ସେବକଙ୍କ ଚେତାବନୀ: ପାଉଣା ନ ଦେଲେ ରଥ ଖୋଲିବୁନି
ପୁରୀ ଅଫିସ,୪୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରାଯିବ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥକୁ ରଖାଯିବ । ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରି ରହିଛି…
ଅମାନବୀୟ ଘଟଣା: ଯୁବକଙ୍କୁ ଅଧା ଲଣ୍ଡାକରି ଗାଁରେ ବୁଲାଇଲେ, ପାଣି ମାଗିବାରୁ ପରିସ୍ରା ପିଆଇଲେ
ଭଦ୍ରକ ଅଫିସ, ୪।୮: ଭଦ୍ରକ ଜିଲା ତିହିଡି ଥାନା ଅନ୍ତର୍ଗତ ବାଉଁଶବାଗ ଗ୍ରାମରେ ଏକ ଅମାନବୀୟ କାଣ୍ଡ ଘଟିଛି। ବିବାହିତାଙ୍କ ସହ ସମ୍ପର୍କ ରଖିବାକୁ ନେଇ ୧୭ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଜଣେ ଯୁବକଙ୍କୁ ଅଧା ଲଣ୍ଡା କରାଇବା ସହ ଜୋତାମାଳ ପିନ୍ଧାଇ,…
ଶେରଗଡ଼ରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୨୭୭; ସୁସ୍ଥ ହେଲେଣି ୨୫୪, ୨ ମୃତ
ଶେରଗଡ଼, ୪।୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଶେରଗଡ଼ ବ୍ଲକକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଥିଲା। ତେବେ ବିଗତ ୪ମାସ ମଧ୍ୟରେ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୭ରେ ପହଞ୍ଚିଛି।…
ସୁନାମୁଦି ବନ୍ଧକ ରଖି ମାଟ୍ରିକ ପଢ଼ାଇଥିଲେ ମା’
ମା’ ସୁନାମୁଦି ବନ୍ଧକ ରଖି ଯେଉଁ ଟଙ୍କା ଆଣିଥିଲେ, ସେଥିରେ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିଲେ ଝିଅ ସ୍ବର୍ଣ୍ଣପ୍ରଭା। ସୁନାର ଧାତୁଟି ସିନା ଅନ୍ୟ ପାଖକୁ ଚାଲିଗଲା, କିନ୍ତୁ ଅସଲ ସୁନା ହୋଇ ଚମକିଲେ ସ୍ବର୍ଣ୍ଣପ୍ରଭା। ଏଇ ନିକଟରେ ପ୍ରକାଶ…
ଜୁନ୍ରେ ବଢ଼ିଲା, ଜୁଲାଇରେ କମିଲା
ସମ୍ବଲପୁର, ୪। ୮(ବ୍ୟୁରୋ) ମୌସୁମୀ ବର୍ଷା ଠିକ୍ ସମୟରେ ଆସିଥିଲେ ମଧ୍ୟ ଧୋକା ଦେଇଛି। ଓଡ଼ିଶାର ବିଭିନ୍ନ ଜିଲାରେ ଅଦ୍ୟାବଧି ବର୍ଷା ପରିମାଣ ସ୍ବାଭାବିକ ହୋଇନାହିଁ। ପଡୋଶୀ ରାଜ୍ୟ ଛତିଶଗଡ଼ରେ ମଧ୍ୟ ଜୁଲାଇ ମାସରେ ବର୍ଷା ସ୍ବାଭାବିକ ହୋଇ ନ ଥିବା…
ଶ୍ରୀକ୍ଷେତ୍ରରୁ ଜାତିସଂଘ
ପୁରୀ ଅଫିସ,୪। ୮: ବୟସ ୨୦। ହେଲେ ମିଳିତ ଜାତିସଂଘ ପକ୍ଷରୁ ୧୦ଟି ଦେଶରେ ଆୟୋଜିତ ୫୦ଟି ସମ୍ମିଳନୀରେ ବକ୍ତୃତା ଦେଇସାରିଲେଣି। ଏତେ କମ୍ ବୟସରେ ଏଭଳି ସଫଳତା ଆଣି ସେ ଦେଶ ଓ ରାଜ୍ୟ ପାଇଁ ଗର୍ବ ଗୌରବ ପାଲଟିଛନ୍ତି।…
ଜାମିନ ପାଇଁ ହାଇକୋର୍ଟ ଗଲେ ଡାକ୍ତର
କଟକ ଅଫିସ,୪। ୮: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଓ ପରେ ଗର୍ଭପାତ କରାଇବା ଘଟଣାରେ ପୂର୍ବତନ ଆଇଆଇସି ଆନନ୍ଦ ଚନ୍ଦ୍ର ମାଝୀ ଗିରଫ ହୋଇଥିଲେ। ଗର୍ଭପାତ କରାଇଥିବା ଅଭିଯୋଗରେ ବୀରମିତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଦେବାଶିଷ…
ଆର୍ଥତ୍କ ସହାୟତା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂଜକ
କଟକ ଅଫିସ,୪। ୮: କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ ମନ୍ଦିର ବନ୍ଦ ଥିବା ଯୋଗୁ ପୂଜକମାନେ ରୋଜଗାର ହରାଇଛନ୍ତି। ତେଣୁ ଆର୍ଥତ୍କ ସହାୟତା ନିବେଦନ କରି ପୁରୀ ଜିଲା କାକଟପୁର ମା’ ମଙ୍ଗଳା ମନ୍ଦିରର ୧୫ ଜଣ ପୂଜକ ସୋମବାର ହାଇକୋର୍ଟଙ୍କ…

