ଜିଲାପାଳଙ୍କ ବାସଭବନ ପାର୍ଶ୍ୱରେ ଜମିଛି ପାଣି, ପରିବା ବ୍ୟବସାୟୀ ବି ଭୋଗୁଛନ୍ତି ଦୁର୍ଦ୍ଦଶା
ଛତ୍ରପୁର,୧୫ା୧୦(ଡି.ଏନ୍.ଏ.): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ ବାସଭବନ ପାର୍ଶ୍ୱରେ ଗୁରୁବାର ବର୍ଷା ପାଣି ଜମି ରହିଛି। ଫଳରେ ଯାତାୟାତରେ ଅସୁବିଧା ହୋଇଛି। ପ୍ରତି ଥର ବର୍ଷା ହେଲେ ଉକ୍ତ ସ୍ଥାନରେ ବର୍ଷା ପାଣି ନିଷ୍କାସନ ହୋଇ ନ ପାରି ଜମି ରହୁଥିବା ଦେଖିବାକୁ…
ଗଞ୍ଜାମ ବ୍ଲକର ଅଧିକାଂଶ ଗ୍ରାମ ପାଣି ଘେରରେ
ଗଞ୍ଜାମ,୧୫।୧୦(ଡି.ଏନ.ଏ.): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଂଚଳର ବିଭିନ୍ନ ଗ୍ରାମ ପାଣି ଘେରରେ ଥିବା ଦେଖିବାକୁ ମିଳିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ଋଷୁକୁଲ୍ୟା ନଦୀରେ ବନ୍ୟା ଜଳ ପ୍ରଭାହିତ…
ପିଲିବନ୍ଧର ଗାର୍ଡଓ୍ବାଲ ଧସିଲା
ଛତ୍ରପୁର,୧୫ା୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସିରେ ଥିବା ବ୍ରିଟିଶ ଅମଳର ପିଲିବନ୍ଧର ଗାର୍ଡୱାଲ ଗୁରୁବାର ଧସିଯାଇଛି। ବର୍ଷକ ତଳେ ନୂଆ କରି ଉକ୍ତ ଗାର୍ଡଓ୍ବାଲ ନିର୍ମାଣ କରାଯାଇଥିଲା ା ନିମ୍ନମାନର କାମ ଯୋଗୁ ନିର୍ମାଣର ବର୍ଷକ ପରେ ଉକ୍ତ ଗାର୍ଡଓ୍ବାଲ ଧସିଯାଇଛି…
କରୋନାରେ ଆଖିବୁଜିଲେ ପ୍ରଧାନଶିକ୍ଷକ; ଶୋକପ୍ରକାଶ କଲେ ବାଚସ୍ପତି
ଦିଗପହଣ୍ଡି,୧୫।୧୦(ଡି.ଏନ.ଏ.) ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ସରକାରୀ ହାଇସ୍କୁଲର ନବନିଯୁକ୍ତ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପାଢ଼ୀ କରୋନାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କ ପରଲୋକ ଖବର ପାଇ ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ,…
ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜଣେ ଅଟକ
କଟକ ଅଫିସ/ତିର୍ତ୍ତୋଲ (ଡି.ଏନ.ଏ),୧୫ା୧୦: ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ସେ ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ତଥା ସମ୍ପୃକ୍ତ ଚିକେନ୍ ସେଣ୍ଟରର ମାଲିକ ବୋଲି ଜଣାପଡ଼ିଛି। ତେବେ ମୁଖ୍ୟ ଅଭିଯୁକ୍ତ…
ପ୍ରକଳ୍ପ ପ୍ରଭାବିତ ୪ ମୌଜାବାସୀ ରଖିଲେ ମତ
ପୁରୀ ଅଫିସ,୧୫ା୧୦:ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ିତୋଳିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିଲାଗି ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ ହୋଇଛି। ଏଥିମଧ୍ୟରେ ଶ୍ରୀସେତୁ ଏକ ମେଗା ପ୍ରକଳ୍ପ। ରାଜ୍ୟର ଏହି ପ୍ରଥମ ଟ୍ରମ୍ପେଟ ସେତୁ ପୁରୀରେ ତିଆରି ହେବ। ଏହାର…
ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ
ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ କିଏ ଏକୋଇଶିଆ ପାଲା ପରିବେଷଣ ନିମନ୍ତେ ବଇନା ଦେବାକୁ ପହଞ୍ଚିଯାଉଥିଲେ ଗାୟକଙ୍କ ଦୁଆରେ। ହେଲେ…
ଲୋକଙ୍କ ସମସ୍ୟା ଦୂର କର, ଆବଶ୍ୟକତା ପୂରଣ କର
ଜୁନାଗଡ଼,୧୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭାଜପା ପକ୍ଷରୁ ବୁଧବାର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ୬ ଦଫା ଦାବିପତ୍ର ସ୍ଥାନୀୟ ବିଡ଼ିଓ ଦୁଲାରାମ ମାରାଣ୍ଡିଙ୍କୁ ପ୍ରଦାନ କରାଯାଇଛି। ମହାମାରୀ କରୋନା ସାରା ଦେଶକୁ ଆକ୍ରାନ୍ତ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଅଢେଇ…
ଆଶାରେ ରହିଗଲା ଆଶାଲତାଙ୍କ ଲାଭ
ବନ୍ତଳା,୧୫ା୧୦(ଦିନେଶ ଦେହୁରୀ): ସ୍ବାମୀଙ୍କ ମୃତ୍ୟୁ ପରେ ପରିବାର ବୋଝ ଉଠାଇବାକୁ ଚାଷକୁ ସାହାରା କରିଥିଲେ ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମର ଆଶାଲତା ପ୍ରଧାନ (୩୮)। ପୈତୃକ ଜମି ଏକ ଏକର ସହ ଭାଗ ସୂତ୍ରରେ ଆଉ ୩ ଏକର…
କରୋନାରୁ ସୁସ୍ଥ ହୋଇ ଫେରିଲେ ୯୧ ବର୍ଷର ବୃଦ୍ଧ
ଜୟପୁର,୧୪ା୧୦(ଡି.ଏନ.ଏ./ନି.ପ୍ର.)- ଦୃଢ ମନୋବଳ, ପରିବାର ଲୋକଙ୍କ ଶ୍ରଦ୍ଧା ଓ ଚିକିତ୍ସା କରୁଥିବା ଡାକ୍ତର, କର୍ମଚାରୀଙ୍କ ପ୍ରୋତ୍ସାହନ ଯୋଗୁ ଜଣେ ୯୧ ବର୍ଷର ବୃଦ୍ଧ କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କ ପରିବାରର ୫ଜଣ ସଦସ୍ୟ ମଧ୍ୟ ଭଲ…
ହିନ୍ଦୀ ଶିକ୍ଷକଙ୍କ ଘରୁ ୪ କୋଟି ୯୩ ଲକ୍ଷର ସମ୍ପତ୍ତି ଠାବ
ବ୍ରହ୍ମପୁର ଅଫିସ,୧୪ା୧୦- ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ବୈକୁଣ୍ଠନଗରରେ ରହୁଥିବା ଜଣେ ଶିକ୍ଷକଙ୍କ ଘରେ ବୁଧବାର ଚଢାଉ କରିଛି। ଝାଡ଼ାଙ୍କୋଲି ଯଶୋଦା ହାଇସ୍କୁଲର ହିନ୍ଦୀ ଶିକ୍ଷକ ଭୁବନାନନ୍ଦ ସାହୁଙ୍କ ବିରୋଧରେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ…
ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ
ନୂଆପଡା ଅଫିସ, ୧୪ା୧୦-ନୂଆପଡା ଜିଲା ଛିନ୍ଦପାଣି ଗ୍ରାମର ଘାସିରାମ ତାଣ୍ଡି(୨୫)ନାମକ ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ଗତ ସୋମବାର ମୃତ୍ୟୁ ଘଟିଛି। ବୁଧବାର ତାଙ୍କ ମୃତଦେହ ଗାଁରେ ପହଞ୍ଚିଛି। ବର୍ଷେ ହେବ ଘାସିରାମ ସେଠାରେ କାମ କରୁଥିଲେ। ଲକ୍ଡାଉନ ସତ୍ତ୍ୱେ ମାଲିକ…

