ମାର୍ଚ୍ଚ ୨୬ରେ ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ନିର୍ବାଚନ
ଭୁବନେଶ୍ୱର,୨୬।୨(ବ୍ୟୁରୋ): ରାଜ୍ୟ ସଭାର ୫୫ ଆସନ ଆସନ୍ତା ଏପ୍ରିଲରେ ଖାଲି ହେବାକୁ ଯାଉଛି। ଏହି ସବୁ ଆସନ ୧୭ଟି ରାଜ୍ୟର ହୋଇଥିବାବେଳେ ଏଥିରୁ ଓଡ଼ିଶାର ୪ଟି ରହିଛି। ଏହି ୫୫ ଆସନରେ ଆସନ୍ତା ମାର୍ଚ୍ଚ ୨୬ରେ ନିର୍ବାଚନ ହେବ ବୋଲି...
ସୋମନାଥ ପରିଡ଼ାଙ୍କୁ ଆଜୀବନ ଜେଲ
ଭୁବନେଶ୍ୱର,୨୬ା୨(ବ୍ୟୁରୋ): ସ୍ତ୍ରୀ ଉଷାଶ୍ରୀଙ୍କୁ ହତ୍ୟା ପରେ ୩ଶହ ଖଣ୍ଡ କରି କାଟିଥିଲେ ଅବସରପ୍ରାପ୍ତ ସେନା ଡାକ୍ତର ତଥା ଲ୍ୟୁଟନାଣ୍ଟ କଲୋନେଲ ସୋମନାଥ ପରିଡ଼ା। ନୟାପଲ୍ଲୀ ଥାନା ଅନ୍ତର୍ଗତ ଆଇଆର୍ସି ଭିଲେଜରେ ଘଟିଥିବା ଏହି ବହୁ ଚର୍ଚ୍ଚିତ ହତ୍ୟା ମାମଲାର ରାୟ...
କମୁଛି ଗୃହପାଳିତ ପଶୁପକ୍ଷୀଙ୍କ ସଂଖ୍ୟା
ବିନିକା,୨୬ା୨(ଡି.ଏନ୍.ଏ.) – ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଓ ଏନଏସି ଅଞ୍ଚଳରେ ଗୃହପାଳିତ ପଶୁପକ୍ଷୀଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ରାଜ୍ୟ ସରକାରଙ୍କ ପ୍ରାଣୀ ସମ୍ପଦ ବିଭାଗର ଗଣନାରୁ ଏହା ସ୍ପଷ୍ଟ ହୋଇଛି। ୨୦୦୩ ମସିହାର ଗଣନା ଅନୁଯାୟୀ...
ବିଛୁପାଲିରୁ-ସୋନପୁରକୁ ଗଡିବ ଟ୍ରେନ୍, ଟେଣ୍ଡର ଆହ୍ବାନ କଲା ରେଳ ବିଭାଗ
ସୋନପୁର,୨୬।୨(ନି.ପ୍ର) – ୨୮୯ କିଲୋମିଟର ଦୈଘ୍ୟ ବିଶିଷ୍ଟ ଓଡ଼ିଶାର ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣ କାର୍ଯ୍ୟ ଏବେ ତ୍ୱରାନ୍ବିତ ହୋଇଛି। ବଲାଙ୍ଗୀର ପଟୁ ବିଛୁପାଲିରୁ ସୋନପୁର ପର୍ଯ୍ୟନ୍ତ ୩୫ କିଲୋମିଟର ରେଳପଥ ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରିଛି ରେଳ ବିଭାଗ।...
ବିପଦ୍ ଅବସ୍ତାରେ କେଗାଁ ସ୍ବାସ୍ଥ୍ୟକେନ୍ଦ୍ର କୁଠା
କେଗାଁ, ୨୬।୨ (ଡି.ଏନ୍.ଏ.)- କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଚପ୍ରିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ରହିଛେ କେଗାଁ ପ୍ରାଥମିକ ସ୍ବାସ୍ଥ୍ୟ ଉପକେନ୍ଦ୍ର। ଉପକେନ୍ଦ୍ରଟା ଭଂଗା ଦଦ୍ରା ହେଇ ବିପଦ୍ ଅବସ୍ତାରେ ରହିଛେ। ଏନ୍ତାଥି ଇଠାନେ କାମ୍ କରୁଥିବାର ସୁଆସ୍ତିଅ କରମୀ...
ଦିବ୍ୟାଙ୍ଗ ଭତାରୁ ବଁଚିତ୍ ଯଶୋଦା
ଲାଠୋର, ୨୬।୨ (ଡି.ଏନ୍.ଏ.)- ସରକାର ଦିବ୍ୟାଙ୍ଗମାନକୁ ସମାଜର ମୁଖିଆ ଧାରରେ ସାମିଲ କରବାର ଲାଗି ଭିନେ ଭିନେ ଯୋଜନାରେ ସାମିଲ କରୁଛନ୍। ହେଲେ ଅନେକ୍ ଜାଗାରେ ଦିବ୍ୟାଙ୍ଗମାନେ ଇ ସରକାରୀ ସୁବିଧା ପାଏବାରୁ ବଁଚିତ୍ ହେଉଛନ୍। ଏନ୍ତା ଗୁଟେ ଉଦାହରନ୍...
ସବୁ ପରକାର ସରକାରୀ ଯୋଜନାରୁ ବଁଚିତ୍: ଗୁଲ୍ଗୁଲା ହେଇ ଜୀବନ୍ ବିତଉଛନ୍ ବୁରୁଧ୍ ଦମ୍ପତି
ଲାଠୋର, ୨୬।୨ (ଡି.ଏନ୍.ଏ.)- ସରକାର ଗରିବ୍ ଦୁଖିକୁ ଭିନେ ଭିନେ ଯୋଜନାରେ ପକାଘର, ଚାଉଲ, ଭତା ଆଦି ଯୁଗେଇ ଦେଉଛନ୍। ହେଲେ ଅନେକ ଜାଗାରେ ହକ୍ଦାର ହିତାଧିକାରୀ କେହେନ୍ସି ନାଇଁ କେହେନ୍ସି କାରନ୍ରୁ ସରକାରୀ ଯୋଜନାରୁ ବାଦ୍ ପଡ଼ି ବଡ଼ା...
ବଲାଙ୍ଗୀରରେ ବର୍ଷା, ଘୂର୍ଣ୍ଣିଝଡର ତାଣ୍ଡବ
ବଲାଙ୍ଗୀର ଅଫିସ, ୨୬।୨ – ବଲାଙ୍ଗୀରରେ ସୋମବାର ବିଳମ୍ବିତ ରାତିରେ ଘୂର୍ଣ୍ଣିଝଡ ସହ ପ୍ରବଳ ବର୍ଷା ହୋଇଥିଲା । ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବଲାଙ୍ଗୀର ସହରରେ ବହୁ ବିଦ୍ୟୁତ୍ ଖୁଣ୍ଟ, ଗଛ ଭାଙ୍ଗି ପଡିବାରୁ ସହରର ଅର୍ଦ୍ଧାଧିକ ଅଞ୍ଚଳରେ...
ଅନୁଗୋଳ ଜିଲାରେ ୧୬୬.୬ ମିମି ବର୍ଷା
ଅନୁଗୋଳ ଅଫିସ, ୨୬।୨ – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସୁବିଧାର ସମ୍ମୁଖୀନ ହୋଇଛି। ରବିବାର ରାତିରେ ଝିପିଝିପି ହୋଇଥିବା ବର୍ଷା ସୋମବାର ପୂର୍ବାହ୍ନରେ ଛାଡ଼ିଥିଲା। ହେଲେ ଦିନ ତମାମ କୋହଲା ପାଗ ରହିଥିବା...
ନାହାନ୍ତି ବିଶେଷଜ୍ଞ ଡାକ୍ତର
ବଅଁରପାଳ, ୨୬ା୨(ଡି.ଏନ.ଏ.) – ସ୍ବାସ୍ଥ୍ୟକେନ୍ଦ୍ର ଥିଲେ ବି ଉପଯୁକ୍ତ ଚିକିତ୍ସା ସେବା ପାଇବାରୁ ବଞ୍ଚିତ ହେଉଛନ୍ତି ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳବାସୀ। ଡାକ୍ତର ଅଭାବ ସହ ବିପର୍ଯ୍ୟସ୍ତ ଭିତ୍ତିଭୂମି ଯୋଗୁ ଏହା ଉପରେ ନିର୍ଭର କରୁଥିବା ଲୋକେ ହଇରାଣ ହେଉଛନ୍ତି।...
ପାଣି ପାଇଁ ଦେଢ଼ କିମି
ପରଜଙ୍ଗ, ୨୬।୨ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମରେ ଖରାଦିନ ପୂର୍ବରୁ ଦେଖାଦେଇଛି ପାନୀୟଜଳ ସଙ୍କଟ। ଏଠାରେ ଥିବା ଏକମାତ୍ର ନଳକୂପ ଅଚଳ ହୋଇପଡ଼ିଥିବାବେଳେ ଗ୍ରାମବାସୀ ପାଣି ପାଇଁ ଦେଢ଼ କିମି...
ଅନୁଗୋଳ ପୋଲିସର ଜୋରଦାର ଯାଞ୍ଚ
ଅନୁଗୋଳ ଅଫିସ, ୨୬।୨ – ବର୍ଷା ପାଗ ସତ୍ତ୍ୱେ ମଙ୍ଗଳବାର ଅନୁଗୋଳ ପୋଲିସ ପକ୍ଷରୁ ସହରରେ ଜୋରଦାର ଚେକିଂ କରାଯାଇଛି। ସହର ଉପକଣ୍ଠରେ ନାକାବନ୍ଦୀ କରାଯାଇ ସମସ୍ତ ଗାଡ଼ି ଅଟକାଯାଇ ଯାଞ୍ଚ କରାଯାଇଥିଲା। ସକାଳୁ ଆରମ୍ଭ ହୋଇଥିବା ଏହି ତନଖି...
Archives


