ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍ ସଂଯୋଗ, ଦାବିପତ୍ର ଦେଇ…
ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି ଗ୍ରାମରେ ଦେଶ ସ୍ବାଧୀନତା ହେବାର ୭୭ ବର୍ଷ ବିତି ଯାଇଥିଲେ ମଧ୍ୟ ଆଜି…
ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ
ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ। ଇତିମଧ୍ୟରେ ବୁଗୁଡ଼ା ଓ ତାରସିଂ ରେଞ୍ଜରୁ ପ୍ରଥମ ପର୍ଯ୍ୟାୟ କାଠ ପୁରୀ ପଠାଯାଇଛି।…
ପେନ୍ସନ୍ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…
କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ ଭ୍ୟାଲିଡେସନ ଆକ୍ଟର ପ୍ରତ୍ୟାହାର ନିମନ୍ତେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର…
ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର
ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ ପ୍ରଭାବରେ ଘନ ଘନ ବଜ୍ରପାତ ସାଙ୍ଗକୁ ଝଡ଼ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ…
ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …
ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି। ଘର ଗ୍ରୀଲ୍ ତାଲା ଭାଙ୍ଗି ଘର ଭିତରେ ଥିବା ଦୁଇଟି ଆଲମିରାରୁ ପ୍ରାୟ…
ଦୁର୍ଘଟଣା ନେଲା ପୁଅଙ୍କ ଜୀବନ: ରାସ୍ତାରେ ଟାୟାର ଜାଳି…
ତିହିଡି଼,୨୫।୩(ସଞ୍ଜିତ ବଳ):ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ତିହିଡି଼ ଥାନା ଅଧୀନ କୋହ୍ଲ ବଜାରରେ ବୁଧବାର ମଧ୍ୟାହ୍ନରେ ଉତ୍ତ୍ୟକ୍ତ ଲୋକମାନେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି l ମଙ୍ଗଳବାର ଅପରାହ୍ନରେ କୋହ୍ଲ ପଞ୍ଚାୟତ ଅଧୀନ ଓରଡ଼ା ଗ୍ରାମର ଆଦିତ୍ୟ ମହାଳିକ (୩୮)ନାମକ ଜଣେ…
ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…
ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ ଓରଫ କଶା ସୋଡ଼ି ଗତ ୧୯୯୫ରେ ମାଓବାଦୀ ସଂଗଠନରେ ଯୋଗ ଦେଇ ଘରଛାଡ଼ି…
ମା’ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ଏହି ବ୍ରତ ପାଳନ କରିବା ବହୁ କଷ୍ଟ ସାଧ୍ୟ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…
ପୁରୁଷୋତ୍ତମପୁର,୨୫।୩(ସବିତା ମିଶ୍ର): ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଛି । ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଜିଲାରେ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଢୋଲ…
ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ …
ମୋହନା,୨୫।୩( ମନ୍ମଥ ମିଶ୍ର ): ଆଇପିଏସ ରାକେଶ କୁମାର ସାହୁଙ୍କ ନିଆରା ପ୍ରୟାସ, ମହିଳା ନିର୍ଯାତନା ରୋକିବା ପାଇଁ ମହିଳାଙ୍କୁ ସଚେତନ କରାଯାଇଛି। ଦିନକୁ ଦିନ ମହିଳା ଓ ଶିଶୁ ନିର୍ଯାତନା ରାଜ୍ୟରେ ବଢ଼ିବାରେ ଲାଗିଛି । ଯାହା ଫଳରେ ବୁଧବାର…
ରାମନବମୀ ନେଇ ଚଳଚଞ୍ଚଳ କୋରାପୁଟ ସହର: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…
କୋରାପୁଟ,୨୫।୩(ଅମିତାଭ ବେହେରା ): ଆସନ୍ତା ୨୭ ତାରିଖରେ ପବିତ୍ର ରାମ ନବମୀ ଉତ୍ସବ ପାଳନ କରାଯିବାକୁ ଥିବାବେଳେ ଏ ନେଇ କୋରାପୁଟ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। କୋରାପୁଟ ସହରର ଶାବର ଶ୍ରୀକ୍ଷେତ୍ର ମନ୍ଦିର ଛକ, ପୂଜାରୀପୁଟ ରାମ ମନ୍ଦିର, ଗାନ୍ଧିନଗର…
ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର
ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ ଡାକରା ପାଳନ କରାଯାଇଥିବା ବେଳେ ଏଥିମଧ୍ୟରୁ ଧାନମଣ୍ଡି ଆରମ୍ଭ ହୋଇ ଆଜକୁ ପ୍ରାୟ…
ବାଇକରେ ଯାଉଥିବାବେଳେ ବ୍ୟକ୍ତିଙ୍କ ଉପରେ ଚଢିଗଲା ଟ୍ରକ୍, ଘଟଣାସ୍ଥଳରେ…
ବାଣପୁର,୨୫।୩ (ଦିଲ୍ଲୀପ କୁମାର ସ୍ବାଇଁ ): ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକ୍ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ। ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ଅନ୍ତର୍ଗତ କୁଲେଇ ପଞ୍ଚାୟତ ବିଞ୍ଝାଳା ଗ୍ରାମର ଶଙ୍କର ବରାଳ( ୬୦ ବର୍ଷ )ଙ୍କର ବିରିବାରୀ ଛକଠାରେ…

