ଆମ ଜିଲା ଖବର

ଆତ୍ମହତ୍ୟା ଧମକ ଦେଇ କରୁଥିଲେ ବ୍ଲାକମେଲିଂ

ଢେଙ୍କାନାଳ ଅଫିସ, ୩।୮: ଢେଙ୍କାନାଳ ପୌରାଞ୍ଚଳର ୧୫ନଂ. ଓ୍ବାର୍ଡରେ ଥିବା ଏକ ଗେଷ୍ଟହାଉସ୍‌ରେ ଅନୈତିକ କାର୍ଯ୍ୟ ହେଉଥିବା ମାମଲାରେ ପୋଲିସକୁ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। ବାହାରୁ ଯୁବତୀଙ୍କୁ ଆଣି ଗେଷ୍ଟହାଉସ୍‌ରେ ରଖି ଦେହ ବ୍ୟବସାୟ କରାଯାଉଥିଲା। ଗେଷ୍ଟ ହାଉସ୍‌ ମାଲିକଙ୍କ…

୭ ବିଷୟକୁ ଜଣେ ଶିକ୍ଷୟିତ୍ରୀ

ବଅଁରପାଳ,୩ା୮(ଡି.ଏନ.ଏ.) ୧୯୮୫ରେ ସ୍କୁଲ ସ୍ଥାପନ ବେଳେ ନିଯୁକ୍ତି ପାଇଥିଲେ ୭ ଶିକ୍ଷକ। ହେଲେ ୩୫ ବର୍ଷ ପରେ ନବମ ଓ ଦଶମ ଶ୍ରେଣୀର ୭ ବିଷୟ ପଢ଼ାଇବାକୁ ବିଦ୍ୟାଳୟରେ ଅଛନ୍ତି ମାତ୍ର ଜଣେ ଶିକ୍ଷୟିତ୍ରୀ। ଏପରି ସରକାରୀ ଅବହେଳାର ଶିକାର ହୋଇଛି…

ଡ୍ରପ୍‌ବକ୍ସରେ ମାମଲା ଗ୍ରହଣ କରିବେ ହାଇକୋର୍ଟ: ୨୧ ଯାଏ ସୀମିତ ରହିବ କୋର୍ଟ କାର୍ଯ୍ୟ

କଟକ ଅଫିସ,୩।୮: ପ୍ରଥମ ପର୍ଯ୍ୟାୟ ଲକ୍‌ଡାଉନ ପରଠୁ ହାଇକୋର୍ଟରେ ଇ-ଫାଇଲିଂ ବ୍ୟବସ୍ଥା ସହ ଅଫ୍‌ଲାଇନ୍‌ରେ ମାମଲା ଦାଖଲ ବନ୍ଦ ରହିଛି। ଅନ୍‌ଲକ୍‌ ୩ରେ କେତେକ କଟକଣା କୋହଳ ହେବା ପରେ ହାଇକୋର୍ଟରେ ମାମଲା ଦାଖଲ ପ୍ରକ୍ରିୟାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏଥର…

ସକାଳ ୭ରୁ ୨ଟା ଯାଏ ବ୍ୟବସାୟ

ଅନୁଗୋଳ ଅଫିସ୍‌, ୩।୮: ସଂକ୍ରମଣ ରୋକିବାକୁ ସରକାରଙ୍କ ନିର୍ଦ୍ଦେଶନାମା ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ସରକାରୀ ନିର୍ଦ୍ଦେଶର ଅନୁପାଳନ କରିବାକୁ ଜିଲାବାସୀଙ୍କୁ ସେ ଅନୁରୋଧ କରିଛନ୍ତି। ଜିଲାରେ ସକାଳ ୭ଟାରୁ…

ପକ୍ଷୀଙ୍କ ପାଇଁ ବସା

କେନ୍ଦୁଝର, ୩।୮(ଡି.ଏନ.ଏ.)- ପୃଥିବୀରେ ବାସ କରିବାର ଅଧିକାର କେବଳ ମଣିଷର ନୁହେଁ ସମସ୍ତ ଜୀବଙ୍କର ରହିଛି। ନିଜକୁ ସବୁବେଳେ ଶ୍ରେଷ୍ଠ ଭାବେ ଘୋଷଣା କରୁଥିବା ମଣିଷର ନିଜ ଜାଣତରେ ହେଉ ବା ଅଜାଣତରେ ଅନେକ ସରଳ ଜୀବଙ୍କୁ ଶେଷ କରୁଛି ପ୍ରତି…

ଫିଟିଲାନି ରତ୍ନଭଣ୍ଡାର ଚାବି ଗୁମର

ପୁରୀ ଅଫିସ,୩।୮: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର। ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ଇତିମଧ୍ୟରେ ୩୫ ବର୍ଷ ବିତିଲାଣି। ସେବେଠାରୁ ରତ୍ନଭଣ୍ଡାର ଖୋଲାଯାଇ ନାହିଁ କି ମହାପ୍ରଭୁଙ୍କ ରତ୍ନଅଳଙ୍କାର ଯାଞ୍ଚ ମଧ୍ୟ ହୋଇପାରିନି। ସବୁଠୁ ଗୁରୁତ୍ୱପୂର୍ଣ୍ଣ…

ଶ୍ରାବଣରେ କ୍ଷେତ ଫାଟି ଆଁ: ୬୧%ରୁ କମ୍‌ ବର୍ଷା

ପାଟଣା,୩।୮( ସ୍ବ.ପ୍ର.)-କେନ୍ଦୁଝର ଜିଲାର ୮୦ ପ୍ରତିଶତ ଅଧିବାସୀ ମୁଖ୍ୟତଃ କୃଷି ଉପରେ ନିର୍ଭର କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। ଚଳିତ ବର୍ଷ କରୋନା ଯୋଗୁ ସବୁ କାମଧନ୍ଦା ମାନ୍ଦା ପଡ଼ିଥିବା ବେଳେ ଲୋକଙ୍କର ଅର୍ଥନୀତିର ମେରୁଦଣ୍ଡ ଭାଙ୍ଗି ପଡ଼ିଛି। ଏଭଳି ପରିସ୍ଥିତିରେ…

ରାତି ୭ରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ

ଭଦ୍ରକ ଅଫିସ,୩ା୮- ଅଗଷ୍ଟ ୧ ତାରିଖଠାରୁ ଅନ୍‌ଲକ୍‌-୩ ଆରମ୍ଭ ହୋଇଛି। ଏଥିରେ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣାକୁ କୋହଳ କରାଯାଇଥିବା ବେଳେ ଆଉ କେତେକ କଟକଣା ଅନ୍‌ଲକ-୨ ଭଳି ବଳବତ୍ତର ରହିଛି। ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ…

ନୀଳଗିରି କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ସିଲ୍‌

ସଜନାଗଡ଼,୩।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ନୀଳଗିରିରେ ଥିବା ଗୋଷ୍ଠୀ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଜଣେ କାର୍ଯ୍ୟରତ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରବିବାର ନୀଳଗିରି ପ୍ରଶାସନ ପକ୍ଷରୁ ନୀଳଗିରି…

ଚିକିତ୍ସା ନ ପାଇ ରୋଗୀ ମୃତ୍ୟୁ ଅଭିଯୋଗ ଘଟଣା: ୪୮ ଘଣ୍ଟା ମଧ୍ୟରେ ରିପୋର୍ଟ ମାଗିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଅନୁଗୋଳ ଅଫିସ, ୩ା୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଶୁକ୍ରବାର ରାତିରେ ଆସିଥିବା ସମଲ ଅଞ୍ଚଳର ବାଦଲ ଦଳାଇ(୪୬)ଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ ହୋଇଥିଲା। ଘଟଣାର ରିପୋର୍ଟ ୪୮ ଘଣ୍ଟା ମଧ୍ୟରେ ଦେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ରବିବାର…

ଚିତ୍ରଡ଼ା ପଞ୍ଚାୟତ ହେଲା ଶଟ୍‌ ଡାଉନ

ଚିତ୍ରଡ଼ା,୩ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା ପଞ୍ଚାୟତକୁ ସରପଞ୍ଚ ଦୁଲାରୀ ମାରାଣ୍ଡି ଆସନ୍ତା ୪୮ ଘଣ୍ଟା ପାଇଁ ଶଟ୍‌ ଡାଉନ ଘୋଷଣା କରିଛନ୍ତି। ପଞ୍ଚାୟତର ଜଣେ ଡ୍ରାଇଭର କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଥିବା…

ମହାପ୍ରୟାଣ ଗାଡି ମିଳିଲାନି: ଅଟୋରେ ବୁହାହେଲା ମୃତଦେହ

ରାଇକିଆ,୨ା୮(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ରାଇକିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପୁଣି ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଶନିବାର ସକାଳେ ଜଣେ ଯୁବକଙ୍କ ମୃତ୍ୟୁପରେ ମହାପ୍ରୟାଣ ଗାଡି ନ ମିଳିବାରୁ ଅଟୋରେ ପରିବାର ଲୋକେ ମୃତଦେହ ଆଣିଛନ୍ତି। କ.ନୂଆଗଁା ବ୍ଲକ ଚାଞ୍ଚେଡି ପଞ୍ଚାୟତ କ୍ରିଟାଙ୍ଗିଆ ଗ୍ରାମର ସିକ୍‌ଲିନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?