ଆମ ଜିଲା ଖବର

କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଗିରିଧାରୀ: ଚିକିଛା ସାହାଯ୍‌ ଆଶ୍‌ରେ ବାରଦୁଆର ବଡ଼ଭାଇ

ଗୁଡ଼ଭେଲା, ୨୪।୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ସେ ଭଗବାନ...

ତିତ୍‌ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା

ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍‌ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍‌ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ ରାସ୍ତା କିମ୍ବା ମରାମତି ହୋଇପାରିନାହିଁ। ତିତ୍‌ଲିରେ ଗଜପତି ଜିଲାର ରାୟଗଡ଼ ବ୍ଲକ୍‌...

ଆବାସ ଯୋଜନା ବାଟ୍‌ବନା: ଦଦ୍‌ରା କୁରିଆରେ ୪ ପରାନୀ କୁଟୁମ୍‌

ଲାଠୋର, ୨୪।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍‌ ଅଧୀନ ଖର୍ଲି ଗଁାର ଟୁନକୁ ଭଇଁଷାଲ। କୁଟୁମ ବସିଆ ସେ ଗୁଟେ ଭଂଗା ଦଦ୍‌ରା ମାଏଟ୍‌ ଖପର ଘରେ ରହୁଛନ୍‌। ସରକାରୀ ଯୋଜନାରେ ଘର ଖଁଡ଼େ ପାଏବାର...

ମୃତକଙ୍କ ପରିବାରକୁ ଭେଟିଲା ଜିଲା ପ୍ରଶାସନ

ରସୁଲପୁର,୨୪ା୨(ଡିଏନଏ): ଯାଜପୁର ସଦର ଥାନା ଯମଧର ଗାଁରେ ଯାଜପୁର ଜିଲା ପ୍ରଶାସନ ପହଞ୍ଚତ୍ଛି। ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ, ଯାଜପୁର ବ୍ଲକ ବିଡିଓ ସୌରଭ ଚକ୍ରବର୍ତ୍ତି, ଯାଜପୁର ପୌରପରିଷଦର ଅଧ୍ୟକ୍ଷ ଭବପ୍ରକାଶ ଦାସଙ୍କ ସମେତ ଯାଜପୁର ତହସିଲ ପ୍ରଶାସନର କର୍ମଚାରୀ...

ବିକାଶରେ ବାଧକ ଫଳକ ରାଜନୀତି

ଯାଜପୁର ଅଫିସ,୨୪ା୨: ପର୍ଯ୍ୟଟନ ମାନଚିତ୍ରରେ ଯାଜପୁରର ପରିଚୟ ସ୍ବତନ୍ତ୍ର। ଜିଲାର ବୈଭବମୟ, ଗୌରବମୟ ଐତିହ୍ୟରାଜି ଓ ପର୍ଯ୍ୟଟନକ୍ଷେତ୍ର ବିଶ୍ୱବାସୀଙ୍କୁ ଚମକୃତ କରିଛି। ଏହି ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ଓ ବିକାଶ ପାଇଁ ଯେଉଁ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ଆଗାମୀ...

ନାମୀଦାମୀ ବ୍ରାଣ୍ଡ ଅଖାରେ ଚାଲିଛି ବ୍ୟବସାୟ

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲା ଦଶରଥପୁର ବ୍ଲକ ଅଧୀନ ନନ୍ଦିପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚଣ୍ଡିଗୋଳ ହାଟ ନିକଟରେ ଏକ ନକଲି ସିମେଣ୍ଟ କାରଖାନା ଚାଲିଛି। ଏହି ନକଲି ସିମେଣ୍ଟ କାରଖାନା ଦୀର୍ଘବର୍ଷ ଧରି ଚାଲୁଥିବା ସମ୍ପର୍କରେ ସ୍ଥାନୀୟ ଲୋକେ ଅଭିଯୋଗ...

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି, ତାର: ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ଓ୍ବେସ୍କୋ

ରାଉରକେଲା ଅଫିସ, ୨୪।୨- ଷ୍ଟିଲ ସିଟି ସ୍ମାର୍ଟ ସିଟି ମାନ୍ୟତା ପାଇଲା। ହେଲେ ରାଉରକେଲାରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଯେମିତିକୁ ସେମିତି ପୁରୁଣାକାଳିଆ ଢଙ୍ଗରେ ଚାଲିଛି। ସହରର ଅଧିକାଂଶ ସ୍ଥାନରେ ଏବେ ବି ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି ଓ...

ନିଯୁକ୍ତି ପାଇଁ ବିଧାନସଭା ଘେରିବେ ଛାତ୍ରୀଛାତ୍ର

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲାର ରଗଡିସ୍ଥିତ ଏକମାତ୍ର ସରକାରୀ ପଲିଟେକନିକ (ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରୁଥିବା ଅନୁଷ୍ଠାନ)ର ଛାତ୍ରୀଛାତ୍ରମାନେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ନ ପାଇ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ଛାତ୍ରୀଛାତ୍ରମାନେ ଓଡ଼ିଶା ସରକାରଙ୍କ ମୁଖ୍ୟ...

ଚୋରି ସନ୍ଦେହରେ ଥାନାକୁ ଡାକି ପିଟିଲେ ଏସ୍‌ଆଇ

ବାଲିକୁଦା,୨୪ା୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ନହରଣା ବଜାରରେ ହୋଇଥିବା ଚୋରି ଘଟଣା ଭିନ୍ନ ମୋଡ ନେଇଛି। ଏହି ଚୋରି ଘଟଣାରେ ନହରଣା ଗ୍ରାମର ବୀରବର ପରିଡାଙ୍କ ପୁଅ ଲୁଲୁ ସମ୍ପୃକ୍ତ ଥିବା ସନ୍ଦେହ କରି ପୋଲିସ ତାଙ୍କୁ ୨୨...

କାମରେ ଲାଗୁନି ଭାରୀଯାନ ପାର୍କିଂ କଟକଣା

ପାରାଦୀପ,୨୪ା୨(ସ୍ବ.ପ୍ର.): ପାରାଦୀପ ଶିଳ୍ପ ସହରର ଅଠରବାଙ୍କୀ ଗୋଲେଇଛକରୁ ଦୋଛକି ପର୍ଯ୍ୟନ୍ତ ରାସ୍ତା ସବୁଠାରୁ ବ୍ୟସ୍ତବହୁଳ। ଏହି ୪.୫ କିମି ରାସ୍ତାରେ ଅଧିକାଂଶ ସମୟ ଭିଡ଼ ହୋଇଥାଏ। ଏଥିଯୋଗୁ ପ୍ରଦୂଷଣ ବଢ଼ିବା ସହିତ ଦୁର୍ଘଟଣା ମଧ୍ୟ ଘଟିଥାଏ। ଏହାକୁ ଦୃଷ୍ଟିରେ ରଖି...

ବିଲିକଣା ଘରପୋଡ଼ି ଘଟଣାରେ ଜଣେ ଗିରଫ

ଆଳି, ୨୪।୨ (ଡି.ଏନ୍‌.ଏ.): ଆଳି ଥାନା ଅଧୀନ ବିଲିକଣା ଗ୍ରାମରେ ଘଟିଥିବା ଘରପୋଡି ଘଟଣାରେ ପୋଲିସ ରବିବାର ଜଣକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବିଲିକଣା ଗ୍ରାମର ସସ୍ମିତା ମଲ୍ଲିକ। ବିଲିକଣା ଗ୍ରାମର ସାରତୀ ମଲିକ ଓ...

ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବିକ୍ଷୋଭ

କେନ୍ଦ୍ରାପଡା ଅଫିସ, ୨୪।୨: ସରକାରୀ ଚାକିରି ଓ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ଏକ ମୌଳିକ ଅଧିକାର ନୁହେଁ। ଏହା ରାଜ୍ୟ ସରକାରଙ୍କ ଇଚ୍ଛାଧୀନ ବିଷୟ। ତେଣୁ ତଫସିଲଭୁକ୍ତ ଜାତି (ଏସ୍‌ସି) ଓ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ବର୍ଗର ଲୋକଙ୍କୁ ଚାକିରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri