ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଘଟଣା:ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
କଟକ ଅଫିସ,୨୫ା୨: ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଆତ୍ମାହୁତି ଘଟଣା ସୋମବାର ନୂଆ ମୋଡ଼ ନେଇଛି। ବ୍ରହ୍ମପୁର ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ମୀନାକ୍ଷୀ ଆତ୍ମାହୁତି ଦେଇଥିବା ଯୋଗୁ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅଭୟ। ଏହି...
ମାଟ୍ରିକ୍ ପରୀକ୍ଷା: କପି କରି ଧରାପଡ଼ିଲେ ୧୧୮ ପରୀକ୍ଷାର୍ଥୀ
କଟକ ଅଫିସ,୨୫ା୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷାରେ ସୋମବାର ୧୧୮ଜଣ ପରୀକ୍ଷାର୍ଥୀ କପି କରି ଧରା ପଡ଼ିବା ସହ ମାଲପ୍ରାକ୍ଟିସ(ଏମ୍ପି) ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମାଟ୍ରିକ ପରୀକ୍ଷାର ୧୦୮ଜଣ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ...
ଅଯୋଗ୍ୟ ହାତେଇଲେ ଘର
ଧାମନଗର,୨୫।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହୀ ପଞ୍ଚାୟତରେ ସରକାରୀ ଆବାସ ଯୋଜନାରେ ଅନିୟମିତତା ହୋଇଛି। ବହୁ ଯୋଗ୍ୟ ହିତାଧିକାରୀ ଘର ଖଣ୍ଡେ ଲାଗି ଚାହିଁ ବସିଥିବାବେଳେ ଅଯୋଗ୍ୟମାନେ କୌଶଳ କରି ହାତେଇଥିବା ଅଭିଯୋଗ ହେଉଛି। କିଛିଦିନ ତଳେ ବ୍ଲକ...
ଚୋରି କରି ନେଇଗଲେ ଇନ୍ଦିରା ଆବାସ
ବାରିପଦା ଅଫିସ, ୨୫ା୨- ଦୀର୍ଘ ବର୍ଷ ହେଲା ପକ୍କା ଘରଟିଏ ପାଇଁ ବିଭିନ୍ନ ଅଧିକାରୀଙ୍କୁ ଗୁହାରି କରିିଥିଲେ ମଧ୍ୟ ଘର ଖଣ୍ଡିଏ ମିଳିଲା ନାହିଁ। ଫଳରେ ଏକ ଟାଇଲି ଛପର ଘରେ ମୁଣ୍ଡ ଗୁଞ୍ଜିଛନ୍ତି ଗୋଟିଏ ପରିବାରର ୬ ପ୍ରାଣୀ...
ନେସ୍କୋ ଆଦାୟ କଲା ୮କୋଟି ୮୪ଲକ୍ଷ ୩୮ହଜାର
ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୨୦ଟି ସ୍ବତନ୍ତ୍ର ସ୍କ୍ବାଡ୍ ଦ୍ୱାରା ବକେୟା ବିଦ୍ୟୁତ୍ ବିଲ ଆଦାୟ ଓ ସଂଯୋଗ ବିଚ୍ଛିନ୍ନ ଅଭିଯାନ ଆରମ୍ଭ କରାଯାଇଛି।...
ଶାରୀଶୂଆ ପାହାଡରେ ସାଇଣ୍ଟଫିକ ଟିମ
ଖଇରା, ୨୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ୭୭ ନମ୍ବର ତଥା ଅନ୍ୟାନ୍ୟ ଖଣି ଉପରେ କଟକ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ର ଚଢାଉର ୧୨ ଘଣ୍ଟା ନ ପୂରୁଣୁ ଆରଏଫଏସଏଲ(ବାଲେଶ୍ୱର ରିଜିଓନାଲ ଫରେନସିକ ସାଇନ୍ସ ଲାବୋରେଟୋରୀ) ଟିମ୍ ପୁନଶ୍ଚ...
ପିଠା ପ୍ରତିଯୋଗିତା, ପ୍ରଦର୍ଶନୀ
ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ସହର ସ୍ଥାନୀୟ ଟାଉନହଲ୍ଠାରେ ବାଲେଶ୍ୱର ‘ଇନ୍ଟାକ୍’ ଚାପ୍ଟରର ତୃତୀୟ ଆକର୍ଷଣୀୟ ପୀଠା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୨ଜଣ ପ୍ରତିଯୋଗୀ ଯୋଗଦାନ କରିଥିଲେ। ଏହି ପ୍ରତିଯୋଗିତାରେ ବୀଣା ନନ୍ଦୀ ପ୍ରଥମ, ରଶ୍ମି ସାହୁ...
ଆହାର ନ ପାଇ ଫେରୁଛନ୍ତି ଲୋକେ
ଫୁଲବାଣୀ ଅଫିସ, ୨୫ା୨-ସହରର ଗରିବ, ଦିନ ମଜୁରିଆଙ୍କୁ ୫ ଟଙ୍କାରେ ଭାତ, ଡାଲମା ଯୋଗାଇ ଦେବା ପାଇଁ ସରକାର ଆରମ୍ଭ କରିଛନ୍ତି ଆହାର ଯୋଜନା। କନ୍ଧମାଳ ଜିଲା ଫୁଲବାଣୀ ସହରରେ ଦୁଇଟି ସ୍ଥାନରେ ଏହି କେନ୍ଦ୍ର ଖୋଲାଯାଇଛି। ଗୋଟିଏ ବସ୍ଷ୍ଟାଣ୍ଡରେ...
ଏସ୍ଡିସି କପ୍ ଉଦ୍ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ
ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍ ଏସ୍ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍-୨୦୨୦ ସୋମବାର ଉଦ୍ଘାଟିତ ହୋଇଛି ା ସରକାରଙ୍କ ଆଇଟି ସେଲ୍ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଯୋଗଦେଇ ଏହାକୁ ଉଦ୍ଘାଟନ କରିଛନ୍ତି। ପ୍ରଥମ ଦିନ...
ଖେଲୋ ଇଣ୍ଡିଆ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭାଗନେବେ
ବ୍ରହ୍ମପୁର ଅଫିସ,୨୫ା୨- ଭୁବନେଶ୍ୱର କିଟ୍ ବିଶ୍ୱବିଦ୍ୟାଳୟରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା-୨୦୨୦ର ଶୁଭାରମ୍ଭ ହୋଇଛି। ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଭାରୋତ୍ତଳନ ପ୍ରତିଯୋଗୀତାରେ ଭାଗନେବାକୁ ସୋମବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭୁବନେଶ୍ୱର ଗସ୍ତ କରିଛନ୍ତି। ସେଥିମଧ୍ୟରେ ୮୭କେଜି...
ଜିପ୍ରେ ପରୀକ୍ଷାର୍ଥୀଙ୍କୁ ଘରେ ଛାଡ଼ିଲେ ତହସିଲଦାର
ଦିଗପହଣ୍ଡି,୨୫ା୨(ଡି.ଏନ.ଏ.)-ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ସୋମବାର ମଧ୍ୟାହ୍ନରେ ଫାଶିଗୁଡା ଗ୍ରାମ ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ଫେରୁଥିବା ବେଳେ ଭୀଷ୍ମଗିରି-ନିମଖଣ୍ଡି ପେଣ୍ଠ ମୁଖ୍ୟ ରାସ୍ତାରେ ମାଟ୍ରିକ ପରୀକ୍ଷାର୍ଥୀମାନେ ୨ଟି ଅଟୋରେ ବିପଦସଙ୍କୁଳ ଅବସ୍ଥାରେ ଘରକୁ ଫେରୁଥିବା ଦେଖିଥିଲେ।...
ଏସ୍ୟୁସିଆଇର ଟ୍ରମ୍ପଙ୍କ କୁଶପୁତ୍ତଳିକା ଦାହ, ବିକ୍ଷୋଭ
ବ୍ରହ୍ମପୁର ଅଫିସ,୨୫ା୨-ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତକୁ ବିରୋଧ କରିଛି ଏସ୍ୟୁସିଆଇ (କମ୍ୟୁନିଷ୍ଟ) ା ସୋମବାର ଏନେଇ ବ୍ରହ୍ମପୁର କମାପଲ୍ଲୀ ଛକରେ ଏସ୍ୟୁସିଆଇ(କମ୍ୟୁନିଷ୍ଟ) ଗଞ୍ଜାମ ଜିଲା କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା ା ଏସୟୁସିଆଇ ପକ୍ଷରୁ ଟ୍ରମ୍ପଙ୍କ...
Archives


