ଆମ ଜିଲା ଖବର

ଗାଧୋଇବାକୁ ଯାଇ ଆଉ ଫେରିନଥିଲେ, ଆଜି ଘୋଡ଼ାହାଡ଼ ନଦୀ ଗଣ୍ଡରୁ ମିଳିଲା ମୃତଦେହ

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀ ଗଣ୍ଡରୁ ଜଣେ ଯୁବକଙ୍କ ମୃତଦେହକୁ ଅଗ୍ନିଶମବାହିନୀ ବୁଧବାର ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ପାଟପୁର ବସଷ୍ଟାଣ୍ଡ ନିକଟ ଗଣେଷ ନଗରର ନାରାୟଣ ସିଙ୍ଗ…

ମାନସିକ ବିକୃତ ଯୁବତୀ ଗର୍ଭବତୀ ଘଟଣା ଏତଲା ପରେ ଗିରଫ ହେଲେ ଶିକ୍ଷକ

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ନୀଳାଦ୍ରିପୁର ଗ୍ରାମରେ ଜଣେ ମାନସିକ ବିକୃତ ଯୁବତୀ ୬ ମାସ ଗର୍ଭବତୀ ହେବା ଜଣାପଡ଼ିବା ପରେ ତାଙ୍କ ଦାଦା ପୁଅ ଭାଇ ହୁମା ଫାଣ୍ଡିରେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। କୋର୍ଟ କାର୍ଯ୍ୟ ସକାଳ ୭ଟାରୁ ଅପରାହ୍ନ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ ଚଢ଼ାଉ କରିଥିବାବେଳେ ଘରୁ ମିଳିଲା ବିଦେଶୀ ମଦ ଓ ନଗଦ ଲକ୍ଷ ଲକ୍ଷ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ ମଙ୍ଗଳବାର ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉକ୍ତ ନଦୀଘାଟରୁ ବଡ ଗାଡ଼ିରେ ବାଲି ପରିବହନ…

ଯକ୍ଷ୍ମା ରୋଗରେ ପୀଡିତ ରମେଶ, ଚିକତ୍ସା ପାଇଁ ଅର୍ଥ ସାଜିଛି ବାଧକ

ମୋହନା, ୨୫।୩(ମ୍ନମଥ ମିଶ୍ର): ମୋହନା ସହରଠାରୁ ମାତ୍ର ଦୁଇ କି.ମି. ଦୂର ଲେକାପଦର ଗାଁର ରମେଶ ମଳିକ। ଯକ୍ଷ୍ମା ରୋଗରେ ଆକ୍ରାନ୍ତ ହୋଇ ସେ ଅର୍ଥ ଅଭାବରୁ ଚିକିତ୍ସା କରିପାରୁନାହାନ୍ତି। ବିଜୁ ସ୍ବାସ୍ଥ୍ୟ କାର୍ଡ ପାଖରେ ଥାଇ ମଧ୍ୟ ଏବେ ଅଲୋଡ଼ା…

ଶୁଣିଲାନି ପ୍ରଶାସନ: କାଠ ପୋଲ ନିର୍ମାଣ କଲେ ଗ୍ରାମବାସୀ

ନନ୍ଦପୁର/ପାଡୁଆ,୨୫ା୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଗୋଲୁର ପଞ୍ଚାୟତ ଗଙ୍ଗାଗୁଡ଼ା ଗ୍ରାମବାସୀ ମିଳିତ ଭାବେ ନାଳ ଉପରେ ଏକ କାଠ ପୋଲ ନିର୍ମାଣ କରିଥିବା ଦେଖିବାକୁ ମିଳିଛି। ଗାଁଠାରୁ ୮୦୦ମିଟର ଦୂର ନାଳ ପାର ହୋଇ ପଞ୍ଚାୟତ…

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ନିଆଁ

ପାଇକମାଳ,୨୫ା୩(ବଡ଼ ଶତପଥୀ): ବରଗଡ଼ ଜିଲାର ନୃସିଂହନାଥ ଓ ବଲାଙ୍ଗୀର ଜିଲାର ହରିଶଙ୍କର ଅଞ୍ଚଳକୁ ଘେରି ରହିଥିବା ଭାରତ ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ରବିବାରରୁ ନିଅଁା ଲାଗିଛି। ପଦ୍ମପୁରରୁ ଲଖନା ୯୭ କିଲୋମିଟର ବ୍ୟାପି ଏହି ଗନ୍ଧମାର୍ଦ୍ଦନ ପର୍ବତରେ ପ୍ରାୟ ୪୦୦…

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ ଦେଉଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ…

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି ହୋଟେଲ ଏବଂ ଉଠାଦୋକାନୀଙ୍କ ଉପରେ ପଡିଛି। ସିଲିଣ୍ଡର ମିଳୁ ନ ଥିବା ଏବଂ…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨ ବର୍ଷର ପିଲାକୁ ଠିକଣା ପଚାରିବା ଆଳରେ ଅପହରଣ କରିବାକୁ ଜଣେ ଅଜଣା ବ୍ୟକ୍ତି…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮ ଦିନିଆ ଚୈତ୍ର ଯାତ୍ରା ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ମାତ୍ର ଏହି ଭକ୍ତିମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?