ଆମ ଜିଲା ଖବର

ଅହମଦାବାଦରେ ୩ ଓଡ଼ିଆ ଶ୍ରମିକ ପୋଡ଼ିହୋଇ ମୃତ୍ୟୁ ଘଟଣା: ପରିବାର ନିକଟରେ ପହଞ୍ଚିଲା ଜିଲା ପ୍ରଶାସନ

ରସୁଲପୁର,୨୩।୨(ଡି.ଏନ୍‌.ଏ.): ଗୁଜରାଟ ଅହମଦାବାଦର ଏକ କପଡ଼ା ଲେବଲ ପ୍ରସ୍ତୁତି କାରଖାନାରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହେଲେ ଯାଜପୁର ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମର ଦୟାନିଧି ଖୁଣ୍ଟିଆ(୩୭), ଚିନ୍ମୟ ଖୁଣ୍ଟିଆ(୨୫)...

ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ନିଲମ୍ବନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୩।୨: ଢେଙ୍କାନାଳ ଜିଲା ସଦର ବ୍ଲକ ଭାଲିଆବୋଲ କାଟେଣି ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ନିର୍ବାହୀ ଅଧିକାରୀ ସୁନୀଲ କୁମାର ପରିଡ଼ାଙ୍କୁ ଜିଲାପାଳ ଭୂମେଶଚନ୍ଦ୍ର ବେହେରା ନିଲମ୍ବନ କରିଛନ୍ତି। ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି...

କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ

ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍‌ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ ଅସୁସ୍ଥ ହୋଇଛନ୍ତି। ପରିବାରର ଶଙ୍କର୍ଷଣ ସାହୁ(୬୩), ମାଳତୀ ସାହୁ(୮୫), ରାଜେଶ ସାହୁ(୯),ପ୍ରତିମା ସାହୁ(୨୬),...

ନାଳ ନିକଟରୁ କଙ୍କାଳ ଉଦ୍ଧାର

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ାର ରଇତ କଲୋନୀଠାରେ ଥିବା ନୂଆ ସାହି ନାଳ ନିକଟରୁ ସ୍ଥାନୀୟ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସାଇଣ୍ଟିଫିକ୍‌ ଟିମ୍‌ ସହ ସନ୍ଧାନୀ କୁକୁର ଲଗାଇ ଏହାର ତଦନ୍ତ କରାଯିବ ବୋଲି ଏସ୍‌ପି ଶର୍ବଣା ବିବେକ...

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ା ଜିଲା ସେସକାଲ ଥାନା ଅନ୍ତର୍ଗତ ବାଲାପାଡୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ସାନଭାଇ ସତ୍ୟ ମିଣିଆକା ସେସକାଲ ଥାନାରେ ଏନେଇ ଏକ ଲିଖିତ ଅଭିଯୋଗ ଦେବା ପରେ ଘଟଣାସ୍ଥଳରୁ ପୋଲିସ ମୃତଦେହ ଜବତ...

ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ମାଡ଼: ଡାକ୍ତରଖାନାରେ ଭର୍ତ୍ତି

କେନ୍ଦୁଝର,୨୩।୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ କରମଙ୍ଗି ପଞ୍ଚାୟତ ପୁଢ଼େଇଝୋଳ ଗାଁରେ ଜଣେ ବୃଦ୍ଧଙ୍କୁ ଗୁଣିଆ ସନ୍ଦେହରେ ଗ୍ରାମସଭାରେ ଆକ୍ରମଣ କରାଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଫଳରେ ବୃଦ୍ଧ ଜଣଙ୍କୁ ଗୁରୁତର ଅବସ୍ଥାରେ ଶନିବାର ପ୍ରଥମେ...

ବିବାଦ ପାଇଁ ନଳକୂପରେ କିରୋସିନ ଢାଳିଲେ ଦୁର୍ବୃତ୍ତ

ଚାନ୍ଦବାଲି,୨୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ପଞ୍ଚାୟତ ନିଆରିସାହିର ଏକ ନଳକୂପରେ କେହି ଦୁର୍ବୃତ୍ତ କିରୋସିନ ଓ ସିମେଣ୍ଟ ଭରି ଦେଇଥିବାର ଅଭିଯୋଗ ହୋଇଛି। ଫଳରେ ଏହା ବ୍ୟବହାର ଅନୁପଯୋଗୀ ହୋଇଛି। ଏନେଇ ଗାଁର କେତେକ ମହିଳା ଓ...

ଗଞ୍ଜେଇ ଭର୍ତ୍ତି ବୋଲେରୋ ଜବତ: ଡ୍ରାଇଭର ସମେତ ୨ ଫେରାର

ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ସହର ଆଟଗାଁ ରାସ୍ତାର ମଦନଗୁଡିଆ ବଗିଚା ନିକଟରେ ରବିବାର ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପୋଲିସ ଜବତ କରିଛି। ଭୋରୁ ପୋଲିସ ପାଟ୍ରୋଲିଂ ଟିମ୍‌କୁ ଦେଖି ଡ୍ରାଇଭର ଓ ଅନ୍ୟ ଜଣେ ସହଯୋଗୀ ଗାଡ଼ି ଛାଡି...

ବନ୍ଧୁକ ମୁନରେ ଡକାୟତି

କଟକ ଅଫିସ,୨୩।୨: ଜଗତପୁର ଥାନା ଅନ୍ତର୍ଗତ କେନାଲ ରୋଡ଼ ଘରୁ ଶନିବାର ବିଳମ୍ବିତ ରାତିରେ ଡକାୟତି ହୋଇଛି। ଡକାୟତିର ଶିକାର ହୋଇଥିବା ସୁଧାଂଶୁ କୁମାର ନାୟକ ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ରାତି ପ୍ରାୟ ୨ଟା ବେଳେ ୪ ଜଣ...

ଖେଳୁଥିବା ବେଳେ ୪ ଶିଶୁ ପୋଡ଼ିଯିବା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ୩ ଶିଶୁ

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଲେ ୩ ଶିଶୁ। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ନିଆଁରେ ପୋଡ଼ିଯାଇ ଗୁରୁତର ହୋଇଥିବା ୪ ଶିଶୁଙ୍କ ମଧ୍ୟରୁ ତିନିଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ପୁଅ...

ରାୟଗଡ଼ାରେ ଭାରତ ବନ୍ଦ ଡାକରା: ବସ ଚଳାଚଳ ବନ୍ଦ, ଯାତ୍ରୀ ହନ୍ତସନ୍ତ

ରାୟଗଡ଼ା ଅଫିସ,୨୩।୨: ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ପଛୁଆବର୍ଗ ଓ ସଂଖ୍ୟାଲଘୁଙ୍କ ସଂରକ୍ଷଣ ବିରୋଧରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ଦ୍ୱାରା ଗତ ୭ ତାରିଖ ଶୁକ୍ରବାର ସରକାରୀ ଚାକିରି ଓ ପଦୋନ୍ନତିରେ ସାମ୍ବିଧାନିକ ମୌଳିକ ଅଧିକାର ନୁହେଁ ବୋଲି ରାୟ ପ୍ରକାଶ...

ଖେଳୁଥିବା ବେଳେ ଜଳିଗଲେ ୪ ଶିଶୁ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି

ହାତୀଓଟ,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ଖଇରଛଟା ଗାଁରେ ରବିବାର ସକାଳେ ଏକ ଅଭାବନୀୟ ଘଟଣାକ୍ରମରେ ନିଆଁରେ ପୋଡ଼ିଯାଇ ୪ ଶିଶୁ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର ଦୀପକ ଗୌଡ, ଆଲୋକ ଯେନା, ସାଇରାମ ଯେନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri