ବରଗଡ଼ରେ ନୂଆ ୧୨ କରୋନା ପଜିଟିଭ୍ ଚିହ୍ନଟ: ସର୍ବାଧିକ ପୌରାଞ୍ଚଳର
ବରଗଡ଼ ଅଫିସ,୩୦।୭: ବରଗଡ଼ ଜିଲାରେ ଗୁରୁବାର ପୁଣି ୧୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୧ ଜଣ ହୋଇଥିବା ବେଳେ ଅନ୍ୟ ଆକ୍ରାନ୍ତ ଜଣକ କଟାପାଲି ଗ୍ରାମର ଅଟନ୍ତି। ବରଗଡ଼…
କରୋନାକୁ ହରାଇଲେ ଗଞ୍ଜାମର ୮୫ ବର୍ଷୀୟ ଅଭିମନ୍ୟୁ: ମୁଖ୍ୟମନ୍ତ୍ରୀ କଲେ ପ୍ରଶଂସା
ଛତ୍ରପୁର,୩୦ା୭(ଡି.ଏନ୍.ଏ.): ଗଞ୍ଜାମର ଜଣେ ୮୫ ବର୍ଷୀୟ ବୃଦ୍ଧ କରୋନାକୁ ହରାଇ ସୁସ୍ଥ ହୋଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ୍ କରି କହିଛନ୍ତି ଯେ, ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡିର ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କୋଭିଡ୍-୧୯ରୁ ସୁସ୍ଥ ହେବା…
ଭଦ୍ରକରେ ୬୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭଦ୍ରକ ଅଫିସ,୩୦ା୭: ଗୁରୁବାର ଭଦ୍ରକ ଜିଲାରେ ଆଉ ୫୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୦୬ରେ ପହଞ୍ଚିଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୧୮ ଜଣ କ୍ୱାରାଣ୍ଟାଇନ୍ରୁ…
ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଲା
ବାଲେଶ୍ୱର ଅଫିସ,୩୦ା୭: ଗୁରୁବାର ୨୦ କରୋନା ପଜିଟିଭ୍ ଚି଼ହ୍ନଟ ହେବା ପରେ ବାଲେଶ୍ୱର ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୩୪ରେ ପହଞ୍ଚିଛି। ସେଥିମଧ୍ୟରୁ ୬୯୯ ଆରୋଗ୍ୟ ହୋଇ ଫେରିଥିବା ବେଳେ ୨୨୯ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା…
ରିଟେଲର ନେଇଛନ୍ତି ଏକାଧିକ କାର୍ଡ
ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା ମିଳିଛି। ଗଳାବାଟରେ ରିଟେଲରମାନେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ କାର୍ଡ ରଖିଥିବାବେଳେ ବାସ୍ତବ ହିତାଧିକାରୀ…
ମୁକ୍ତ ହେଲେଣି ୧୬,୭୮୯ କଏଦୀ
କଟକ ଅଫିସ,୩୦।୭: ରାଜ୍ୟରେ ଥିବା ଜେଲ୍ଗୁଡ଼ିକରେ ବର୍ତ୍ତମାନ କରୋନା ବ୍ୟାପିବାରେ ଲାଗିଛି। ପ୍ରାୟ ୮୫ଟି ଜେଲ୍ ମଧ୍ୟରୁ ୮ଟି ଜେଲ୍ରେ କରୋନା ପ୍ରବେଶ କରିସାରିଲାଣି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜେଲ୍ରୁ କଏଦୀମାନଙ୍କୁ ମୁକ୍ତ କରାଯାଉଛି। ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ…
ମୋଦିଙ୍କ ‘ମନ୍ କୀ ବାତ୍’ରେ ସିଫାର ମୁକ୍ତା ଚାଷୀ
ବାଳକାଟୀ(ଡି.ଏନ.ଏ.)/ପିପିଲି(ସ୍ବ.ପ୍ର.),୩୦।୭:କୌଶଲ୍ୟାଗଙ୍ଗ ସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବ ପାଳନ ଅନୁସନ୍ଧାନ ସଂସ୍ଥା ‘ସିଫା’ରେ ମୁକ୍ତା ଚାଷ ପ୍ରଶିକ୍ଷଣ କରି ସଫଳତା ହାସଲ କରିଥିବା ଜଣେ ମୁକ୍ତା ଚାଷୀଙ୍କୁ ‘ମନ୍ କୀ ବାତ୍ ୨.୦ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂୟସୀ ପ୍ରଶଂସା କରିଛନ୍ତି।…
ଜେଲରଙ୍କ ବଦଳି ଦାବିରେ କଏଦୀଙ୍କ ଧାରଣା
ଖୋର୍ଦ୍ଧାଅଫିସ,୩୦ା୭: ଖୋର୍ଦ୍ଧା ସବଜେଲ ମଧ୍ୟରେ ନିମ୍ନମାନର ଖାଦ୍ୟ ଓ ମାନସିକ ଯନ୍ତ୍ରଣା ଦିଆଯାଉଥିବା ଅଭିଯୋଗ ଆଣି ଜେଲରଙ୍କ ବଦଳି ଦାବିରେ ବୁଧବାର ସବଜେଲ ପରିସରରେ କେତେଜଣ ଅନ୍ତେବାସୀ ଧାରଣା ଦେଇଥିଲେ। ଖବରପାଇ ଉପଜିଲାପାଳ ଅଶୋକ ବେହୁରିଆ ଯାଇ ବୁଝାଇବା ପରେ ମଧ୍ୟ…
ନନ୍ଦନକାନନ ପାଳିଲା ବ୍ୟାଘ୍ର ଦିବସ
ବାରଙ୍ଗ,୩୦।୭(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବୁଧବାର ଅନ୍ଲାଇନ ମାଧ୍ୟମରେ ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ପାଳନ କରିଛି। କରୋନା ଲାଗି ନନ୍ଦନକାନନ ବନ୍ଦ ଥିବାବେଳେ ବ୍ୟାଘ୍ର ସଂରକ୍ଷଣର ବାର୍ତ୍ତା ଅନଲାଇନରେ ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଏହାସହ ବ୍ୟାଘ୍ର ସଂରକ୍ଷଣକୁ ନେଇ ଅନ୍ଲାଇନରେ ଏକ…
ସ୍ବର୍ଗଦ୍ୱାର ପୁନରୁଦ୍ଧାର କାମର ସମୀକ୍ଷା
ପୁରୀ ଅଫିସ, ୩୦।୭: ସ୍ବର୍ଗଦ୍ୱାର ପାଇବ ନୂଆରୂପ। ମୃତଦେହ ଦାହ ପାଇଁ ଆସୁଥିବା ବନ୍ଧୁ ପରିଜନଙ୍କୁ ମିଳିବ ବିଶେଷ ସୁବିଧା। ସ୍ବର୍ଗଦ୍ୱାର ପୁନରୁଦ୍ଧାର ସହ ଏହାର ଚତୁଃପାର୍ଶ୍ୱକୁ ସୌନ୍ଦର୍ଯ୍ୟକରଣ କରାଯିବ। ବୁଧବାର ଜିଲାପାଳ ବଲୱନ୍ତ ସିଂ ସ୍ବର୍ଗଦ୍ୱାର ବୁଲି ଦେଖିବା ସହ…
ପଦୋନ୍ନତି ପରେ ବଦଳିଲେ ୨୨ ଏଏସ୍ପି
କଟକ ଅଫିସ,୩୦।୭: ରାଜ୍ୟ ଗୃହ ବିଭାଗ ସୋମବାର ୨୨ଜଣ ଡିଏସ୍ପିଙ୍କୁ ଅତିରିକ୍ତ ଏସ୍ପି ର଼୍ୟାଙ୍କ୍କୁ ପଦୋନ୍ନତି ଦେଇଛି। ପଦୋନ୍ନତି ପରେ ଏହି ୨୨ଜଣ ଏଏସ୍ପିଙ୍କୁ ବଦଳି କରାଯାଇଛି। ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍ମେଣ୍ଟ ବୋର୍ଡ଼ର ଅନୁମୋଦନ ପରେ ବୁଧବାର ଏନେଇ ରାଜ୍ୟ ପୋଲିସ…
ବରାଳିନୀ ସାହି କଣ୍ଟେନମେଣ୍ଟ ଜୋନ
ଜି.ଉଦୟଗିରି, ୩୦।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହର ବିଭିନ୍ନ ସାହିରେ କରୋନା କାୟା ବିସ୍ତାର କରିଚାଲିଛି। ମହାଗୁଡା ସାହି, କଚେରୀ ସାହି, ଓ ବସ୍ଷ୍ଟାଣ୍ଡ ସାହି ପରେ ବରାଳିନୀ ସାହି ଏବେ କରୋନା କବଳରେ। ବୁଧବାର ବରାଳିନୀ ସାହିରେ କରୋନା…

