ଆମ ଜିଲା ଖବର

ଅଧ୍ୟାପକ ହେବେ ଜିତେନ

ରେମୁଣା, ୩୦।୭(ଡି.ଏନ.ଏ.)- ୫୮୩ (୯୭.୧୬%) ମାର୍କ ରଖି ବାଲେଶ୍ୱର ଜିଲା ଟପ୍ପର ହୋଇଛନ୍ତି ରେମୁଣା ହାଇସ୍କୁଲର ଛାତ୍ର ଜିତେନ ମହାଳିକ। ରେମୁଣା ବ୍ଲକ ବଡ଼ପାଳ ଗାଁର ପ୍ରଭାକର ମହାଳିକ ଓ ରଞ୍ଜିତା ମହାଳିକଙ୍କ ପୁତ୍ର ଅଟନ୍ତି। ଚାଷୀ ପରିବାରର ହୋଇଥିଲେ ବି…

ଦୁଃଖ ଆଣିଛି ଦୁଇ କି.ମି. ରାସ୍ତା

ଭୁବନ, ୩୦।୭(ଡି.ଏନ.ଏ.): ଗାଁର ଛାତିଚିରି ଆଗକୁ ମାଡ଼ିଯାଇଛି ଜାତୀୟ ରାଜପଥ ୫୩। ଦୁଇଭାଗ ହୋଇଯାଇଛି ଗ୍ରାମ। ଉଭୟ ପଟରେ ଗଢ଼ିଉଠିଛି ଜନବସତି। ରହିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାଳୟ। ଗୋଟିଏ ପଟରୁ ଆଉ ଗୋଟିଏ ପଟକୁ ନ ଗଲେ ନ ଚଳେ। ହେଲେ ଏଥିପାଇଁ…

୬୬୦ ହେକ୍ଟରକୁ ମାଡୁନି ପାଣି

ବଅଁରପାଳ,୩୦ା୭(ଡି.ଏନ.ଏ.) ପ୍ରବାସୀ ଶ୍ରମିକମାନଙ୍କ ଘର ବାହୁଡ଼ାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଚାଷ ଉପରେ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଆବଶ୍ୟକ ପରିମାଣର ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ…

ନାଁକୁ ବାହ୍ୟ ମଳମୁକ୍ତ ଗ୍ରାମ: ୨୫ ପରିବାରରେ ନାହିଁ ପାଇଖାନା

ଖଇରା,୩୦।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ଗ୍ରାମ ପଞ୍ଚାୟତ ଅଧୀନ ମଠନୂଆଗାଁ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ଭାବେ ସରକାର ଘୋଷଣା କରିଛନ୍ତି। ଏଥିସହ ଜିଲା ଜଳ ପରିମଳ ମିଶନ ତରଫରୁ ଜୁଲାଇ ୨୨ ତାରିଖରେ ଗ୍ରାମରେ ସୂଚନାଫଳକ ଲଗାଇ ଦିଆଯାଇଛି।…

ଥିଲେ ଶିଶୁଶ୍ରମିକ, ମାଟ୍ରିକ୍‌ ପାସ୍‌ ପରେ ବଢ଼ିଲା ସ୍ବପ୍ନ

ବାରିପଦା ଅଫିସ, ୩୦ା୭- ଦିନେ ସେମାନେ ଶିଶୁ ଶ୍ରମିକ ଥିଲେ। ହେଲେ ବୁଧବାର ମାଟ୍ରିକ୍‌ ପାସ୍‌ କରିବା ପରେ ଏବେ ତାଙ୍କ ମନରେ ଅନେକ ସ୍ବପ୍ନ ଉଙ୍କି ମାରିଛି। କିଏ ପାଠ ପଢ଼ି ଚାକିରି କରିବ ତ ଆଉ କିଏ ନିଜକୁ…

ବ୍ୟାରିକେଡ୍‌ରେ ସାନଘାଗରା

କେନ୍ଦୁଝର, ୩୦ା୭ (ସ୍ବ.ପ୍ର.)- ମନୋରମ ପର୍ଯ୍ୟଟନସ୍ଥଳ ସାନଘାଗରା ଦୀର୍ଘ ପ୍ରାୟ ୪ ମାସ ହେଲା ତାଲା ବନ୍ଦ ରହିଛି। ବର୍ଷତମାମ ଚଳଚଞ୍ଚଳ ରହୁଥିବା ଏହି ସ୍ଥାନଟି କରୋନା ଶଟ୍‌ ଡାଉନ ଓ ଲକଡାଉନ ପାଇଁ ଏବେ ଖାଁ ଖାଁ ହୋଇ ପଡ଼ିଛି।…

ଭାଜପା ନେତାଙ୍କୁ ହତ୍ୟା ଘଟଣାରେ ମୁହଁ ଖୋଲିଲେ କଣ୍ଟାମାଳ ବିଧାୟକ

ବୌଦ୍ଧ,୩୦।୭(ସ୍ବ.ପ୍ର.) ବୌଦ୍ଧ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ତଥା କଣ୍ଟାମାଳ ବ୍ଲକର ସିଆଲଝୁଲି ଗ୍ରାମର ଲୋକନାଥ ପ୍ରଧାନଙ୍କ ହତ୍ୟା ଘଟଣା ନେଇ ରାଜନୀତି ଜୋର ଧରିଛି। ମଙ୍ଗଳବାର ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ରବି ନାରାୟଣ ନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି…

ମାଟ୍ରିକ ରେଜଲ୍ଟ ଖରାପ ହେବାରୁ ଜୀବନ ହାରିଲେ ଛାତ୍ରୀ

ଏରସମା,୨୯ା୭(ସ୍ବ.ପ୍ର.):ମାଟ୍ରିକ ପରୀକ୍ଷା ରେଜଲ୍ଟ ଖରାପ ହେବାରୁ ଜଗତ୍‌ସିଂହପୁର ଜିଲାର ଜଣେ ଛାତ୍ରୀ ବୁଧବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଏରସମା ଥାନା ଅନ୍ତର୍ଗତ ଜାନକାଦେଈପୁର ପଞ୍ଚାୟତସ୍ଥିତ ଦୁର୍ଗାପୁର(କୋଚିଲାବେଦୀ)ଗ୍ରାମର ପ୍ରଫୁଲ୍ଲ ସ୍ବାଇଁଙ୍କ ଝିଅ ଲିଜାରାଣୀ ସ୍ବାଇଁ। ଲିଜା ଗୋଡ଼ା ପଞ୍ଚାୟତସ୍ଥିତ ବୃନ୍ଦାବନ ବିହାରୀ…

ବିଜୟ କୁମାର ନାଲ୍‌କୋ ପ୍ରଡକ୍ସନ ନିର୍ଦ୍ଦେଶକ

ବଅଁରପାଳ, ୨୯ା୭(ଡି.ଏନ.ଏ.)- ନାଲ୍‌କୋର ନୂତନ ପ୍ରଡକ୍ସନ ନିର୍ଦ୍ଦେଶକ ଭାବେ ବିଜୟ କୁମାର ଦାସଙ୍କୁ ବୁଧବାର ମନୋନୀତ କରାଯାଇଛି। ବର୍ତ୍ତମାନ ସେ ନାଲ୍‌କୋ କର୍ପୋରେଟରେ ନିର୍ବାହୀ ନିର୍ଦ୍ଦେଶକ ରହିଛନ୍ତି। ଏବେ ପ୍ରଡକ୍ସନ ନିର୍ଦ୍ଦେଶକ ରହିଥିବା ଭି. ବାଲ୍‌ ସୁବ୍ରମଣ୍ୟମଙ୍କ କାର୍ଯ୍ୟକାଳ ଆସନ୍ତା ଡିସେମ୍ବରରେ…

ଏହି ଜିଲାକୁ ୪ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କଲେ ଜିଲାପାଳ

ବଲାଙ୍ଗୀର ଅଫିସ,୨୯।୭-ବଲାଙ୍ଗୀର ଜିଲାକୁ ୪ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜୁଲାଇ ୩୧ରୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଜିଲା ଶଟ୍‌ଡାଉନ ରହିବ। ବୁଧବାର ଜିଲାପାଳ ଅରବିନ୍ଦ ଡାକୁଆ ଏହି ସୂଚନା ଦେଇଛନ୍ତି। ଗତକାଲି ଜିଲାରେ ୨୧ ଆକ୍ରାନ୍ତ…

ସୌରଭ କଳାହାଣ୍ଡି ଜିଲା ଟପ୍ପର

ଜୁନାଗଡ,୨୯।୭(ଡି.ଏନ୍‌.ଏ)-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ହାବସପୁରସ୍ଥିତ କୃପାସିନ୍ଦୁ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ସୌରଭ କୁମାର ସର୍ବାଧିକ ନମ୍ବର ରଖି ଜିଲା ଟପ୍ପର ହୋଇଛନ୍ତି। ସେ ମୋଟ ୫୪୦(୯୦%)ନଂ ରଖି ଜିଲାରେ ପ୍ରଥମ ସ୍ଥାନ ଅଧିକାର…

ଗାଧୋଇବା ହେଲା କାଳ: କେନାଲରେ ବୁଡି ଗଲେ ୨ ସାଙ୍ଗ

ଅନୁଗୋଳ ଅଫିସ, ୨୯।୭-ଅନୁଗୋଳ ସହରର ହେମସୁରପଡା ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କେନାଲ ପାଣିରେ ବୁଡି ୨ ସାଙ୍ଗ ପ୍ରାଣ ହରାଇଛନ୍ତି। ମୃତକ ହେଲେ ବୃନ୍ଦାବନ ସେଠି ଓ ବାବୁ ମହାନ୍ତି। ଉଭୟେ ଗାଧୋଇବା ପାଇଁ କେନାଲକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?