ଆମ ଜିଲା ଖବର

ବିକାଶରେ ବାଧକ ଫଳକ ରାଜନୀତି

ଯାଜପୁର ଅଫିସ,୨୪ା୨: ପର୍ଯ୍ୟଟନ ମାନଚିତ୍ରରେ ଯାଜପୁରର ପରିଚୟ ସ୍ବତନ୍ତ୍ର। ଜିଲାର ବୈଭବମୟ, ଗୌରବମୟ ଐତିହ୍ୟରାଜି ଓ ପର୍ଯ୍ୟଟନକ୍ଷେତ୍ର ବିଶ୍ୱବାସୀଙ୍କୁ ଚମକୃତ କରିଛି। ଏହି ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ଓ ବିକାଶ ପାଇଁ ଯେଉଁ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ଆଗାମୀ...

ନାମୀଦାମୀ ବ୍ରାଣ୍ଡ ଅଖାରେ ଚାଲିଛି ବ୍ୟବସାୟ

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲା ଦଶରଥପୁର ବ୍ଲକ ଅଧୀନ ନନ୍ଦିପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚଣ୍ଡିଗୋଳ ହାଟ ନିକଟରେ ଏକ ନକଲି ସିମେଣ୍ଟ କାରଖାନା ଚାଲିଛି। ଏହି ନକଲି ସିମେଣ୍ଟ କାରଖାନା ଦୀର୍ଘବର୍ଷ ଧରି ଚାଲୁଥିବା ସମ୍ପର୍କରେ ସ୍ଥାନୀୟ ଲୋକେ ଅଭିଯୋଗ...

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି, ତାର: ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ଓ୍ବେସ୍କୋ

ରାଉରକେଲା ଅଫିସ, ୨୪।୨- ଷ୍ଟିଲ ସିଟି ସ୍ମାର୍ଟ ସିଟି ମାନ୍ୟତା ପାଇଲା। ହେଲେ ରାଉରକେଲାରେ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଯେମିତିକୁ ସେମିତି ପୁରୁଣାକାଳିଆ ଢଙ୍ଗରେ ଚାଲିଛି। ସହରର ଅଧିକାଂଶ ସ୍ଥାନରେ ଏବେ ବି ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଖୁଣ୍ଟି ଓ...

ନିଯୁକ୍ତି ପାଇଁ ବିଧାନସଭା ଘେରିବେ ଛାତ୍ରୀଛାତ୍ର

ଯାଜପୁର ଅଫିସ,୨୪ା୨: ଯାଜପୁର ଜିଲାର ରଗଡିସ୍ଥିତ ଏକମାତ୍ର ସରକାରୀ ପଲିଟେକନିକ (ଧନ୍ଦାମୂଳକ ଶିକ୍ଷା ପ୍ରଦାନ କରୁଥିବା ଅନୁଷ୍ଠାନ)ର ଛାତ୍ରୀଛାତ୍ରମାନେ କଳିଙ୍ଗନଗର ଶିଳ୍ପାଞ୍ଚଳରେ ନିଯୁକ୍ତି ନ ପାଇ ଆନ୍ଦୋଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମର୍ମରେ ଛାତ୍ରୀଛାତ୍ରମାନେ ଓଡ଼ିଶା ସରକାରଙ୍କ ମୁଖ୍ୟ...

ଚୋରି ସନ୍ଦେହରେ ଥାନାକୁ ଡାକି ପିଟିଲେ ଏସ୍‌ଆଇ

ବାଲିକୁଦା,୨୪ା୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ନହରଣା ବଜାରରେ ହୋଇଥିବା ଚୋରି ଘଟଣା ଭିନ୍ନ ମୋଡ ନେଇଛି। ଏହି ଚୋରି ଘଟଣାରେ ନହରଣା ଗ୍ରାମର ବୀରବର ପରିଡାଙ୍କ ପୁଅ ଲୁଲୁ ସମ୍ପୃକ୍ତ ଥିବା ସନ୍ଦେହ କରି ପୋଲିସ ତାଙ୍କୁ ୨୨...

କାମରେ ଲାଗୁନି ଭାରୀଯାନ ପାର୍କିଂ କଟକଣା

ପାରାଦୀପ,୨୪ା୨(ସ୍ବ.ପ୍ର.): ପାରାଦୀପ ଶିଳ୍ପ ସହରର ଅଠରବାଙ୍କୀ ଗୋଲେଇଛକରୁ ଦୋଛକି ପର୍ଯ୍ୟନ୍ତ ରାସ୍ତା ସବୁଠାରୁ ବ୍ୟସ୍ତବହୁଳ। ଏହି ୪.୫ କିମି ରାସ୍ତାରେ ଅଧିକାଂଶ ସମୟ ଭିଡ଼ ହୋଇଥାଏ। ଏଥିଯୋଗୁ ପ୍ରଦୂଷଣ ବଢ଼ିବା ସହିତ ଦୁର୍ଘଟଣା ମଧ୍ୟ ଘଟିଥାଏ। ଏହାକୁ ଦୃଷ୍ଟିରେ ରଖି...

ବିଲିକଣା ଘରପୋଡ଼ି ଘଟଣାରେ ଜଣେ ଗିରଫ

ଆଳି, ୨୪।୨ (ଡି.ଏନ୍‌.ଏ.): ଆଳି ଥାନା ଅଧୀନ ବିଲିକଣା ଗ୍ରାମରେ ଘଟିଥିବା ଘରପୋଡି ଘଟଣାରେ ପୋଲିସ ରବିବାର ଜଣକୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ବିଲିକଣା ଗ୍ରାମର ସସ୍ମିତା ମଲ୍ଲିକ। ବିଲିକଣା ଗ୍ରାମର ସାରତୀ ମଲିକ ଓ...

ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ବିକ୍ଷୋଭ

କେନ୍ଦ୍ରାପଡା ଅଫିସ, ୨୪।୨: ସରକାରୀ ଚାକିରି ଓ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ଏକ ମୌଳିକ ଅଧିକାର ନୁହେଁ। ଏହା ରାଜ୍ୟ ସରକାରଙ୍କ ଇଚ୍ଛାଧୀନ ବିଷୟ। ତେଣୁ ତଫସିଲଭୁକ୍ତ ଜାତି (ଏସ୍‌ସି) ଓ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ବର୍ଗର ଲୋକଙ୍କୁ ଚାକିରି...

ଗୋସେଇଁବନ୍ଧ ରେଳ ଲାଇନ୍‌ ଧସିବା ଘଟଣା:କ୍ଷତିଗ୍ରସ୍ତଙ୍କୁ ସ୍ବତନ୍ତ୍ର କ୍ଷତିପୂରଣ ଦାବି

କେନ୍ଦ୍ରାପଡା ଅଫିସ, ୨୪।୨: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ କେନାଲ୍‌ ବ୍ରିଜର ଗୋସେଇଁବନ୍ଧ ଗ୍ରାମ ନିକଟରେ ନିର୍ମାଣାଧୀନ ହରିଦାସପୁର-ପାରାଦୀପ ରେଳପଥ ଧସିବା ପ୍ରଭାବରେ କ୍ଷତିଗ୍ରସ୍ତ ୫ ପରିବାରଙ୍କୁ ରାଜ୍ୟସରକାର ସ୍ବତନ୍ତ୍ର କ୍ଷତିପୂରଣ ପ୍ରଦାନ କରିବାକୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର...

ପାଟ୍ରୋଲିଂ କରୁନାହାନ୍ତି ବନ କର୍ମଚାରୀ

ଭଞ୍ଜନଗର,୨୪।୨(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ବଡ଼ଗୁଣ୍ଡିରିବାଡ଼ି ଜଙ୍ଗଲରେ ଗତ ୧୪ ତାରିଖରେ ଏକ ହାତୀର ଗଳିତ ମୃତଦେହ ଠାବ କରାଯାଇଥିଲା। ମୃତଦେହ ଠାବ ହେବାର ପ୍ରାୟ ୧୫ ଦିନ ପୂର୍ବରୁ ହାତୀଟିର ମୃତ୍ୟୁ ଘଟିଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଥିଲା। ତେବେ...

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାସୁଦେବପୁର,୨୪।୨(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କିଷ୍ମତକୃଷ୍ଣପୁର ଅଞ୍ଚଳର ଜଣେ ୪ ବର୍ଷୀୟା ଶିଶୁକନ୍ୟାଙ୍କୁ ରବିବାର ସକାଳେ ବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ନେଇ ସନ୍ଧ୍ୟାରେ ପୀଡ଼ିତାଙ୍କ ମା’ଙ୍କ ଅଭିଯୋଗକ୍ରମେ...

ଜୋର୍‌ ଧରିଲା ସରକାର ମୋତେ ରୋଜଗାର ଦିଅ ନାରା

ବାରିପଦା ଅଫିସ, ୨୪ା୨- ଜିଲାକୁ ବେକାରମୁକ୍ତ କରିବା ପାଇଁ ଦାବିପତ୍ର ପ୍ରଦାନ ସହିତ ବିକ୍ଷୋଭ ପ୍ରଦର୍ଶନ କରାଗଲା। ହେଲେ କିଛି ବି ଫଳପ୍ରଦ ହେଲା ନାହିଁ। ଆଉ ନୁହେଁ ଏଥର ବେକାରମୁକ୍ତ ମୟୂରଭଞ୍ଜ ରଥ ଗଠନ କରାଯାଇ ଜିଲାର ବିଭିନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri