ଆମ ଜିଲା ଖବର

ଝାରସୁଗୁଡ଼ାରେ କମିଛି ମାଟ୍ରିକ ପାସ ହାର: ଗତବର୍ଷ ଥିଲା ୮୫.୪୮, ଏବର୍ଷ ରହିଛି…

ଝାରସୁଗୁଡ଼ା ଅଫିସ,୨୯ା୭: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ଜିଲାର ୩୮ଟି ପରୀକ୍ଷା କେନ୍ଦ୍ରରେ ୧୧୭ ହାଇସ୍କୁଲର ୬,୪୦୩ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୪,୯୪୩ ଜଣ ପାସ୍‌…

ମା’-ବାପାଙ୍କୁ ହରାଇଥିବା ଦିବେଶ ମାଟ୍ରିକ ଟପ୍ପର

ଝାରସୁଗୁଡ଼ା ଅଫିସ,୨୯ା୭: କଥାରେ ଅଛି ଇଚ୍ଛାଶକ୍ତି ଥିଲେ ସଫଳତା ଆପଣାଛାଏଁ ମିଳିଥାଏ। ଏହି କଥାର ବାସ୍ତବତା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲାରେ। ଏହି ଜିଲାର ନିକତିମାଲ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ର ଦିବେଶ ବେହେରା ଏ-୧ ଗ୍ରେଡ୍‌ ରଖି ମାଟ୍ରିକ ଟପ୍ପର…

କରୋନା ସହ ଲଢ଼ିଲଢ଼ି ଶେଷରେ ଆଖିବୁଜିଲେ ଯୋଦ୍ଧା

ବୁଗୁଡ଼ା,୨୯।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ଜଣେ କରୋନା ଯୋଦ୍ଧାଙ୍କ ବୁଧବାର ମୃତ୍ୟୁ ଘଟିଛି। ସେ ହେଲେ ବୁଗୁଡ଼ା ବ୍ଲ୍ଳକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଶେଷଦେବ ବେହେରା (୪୨)। କୋଭଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ଗୁରୁତର ହେବା ପରେ ହସ୍ପିଟାଲରେ ପହଞ୍ଚୁଛନ୍ତି କରୋନା ରୋଗୀ, ବଞ୍ଚାଇ ହେଉନାହିଁ: ଜିଲାପାଳ

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଭୟାବହତାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଦୈନିକ ଶତାଧିକ ଲୋକେ କରୋନାରେ ସଂକ୍ରମିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା କରୋନାରେ ଗଞ୍ଜାମର ୮୬ ଜଣଙ୍କ ଜୀବନ ଗଲାଣି। ଅପରପକ୍ଷରେ ଜ଼ିଲାରେ ଗତ ସପ୍ତାହ ତୁଳନାରେ…

ଝାରସୁଗୁଡ଼ାରେ ୩ ଶହ ଛୁଇଁଲା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡ଼ା ଅଫିସ,୨୯।୭: ଝାରସୁଗୁଡ଼ା ଜିଲାରେ ବୁଧବାର ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୩ ରେ ପହଞ୍ଚିଛି। ସେହିପରି ବୁଧବାର ସୁଦ୍ଧା ଉପରୋକ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୫ ଜଣ ସୁସ୍ଥ…

ମାଟ୍ରିକ୍‌ ପରୀକ୍ଷା ଫଳ: ଜାଣନ୍ତୁ ଅନୁଗୋଳରେ କେତେଜଣ ହୋଇଛନ୍ତି କୃତକାର୍ଯ୍ୟ

ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ତେବେ ଅନୁଗୋଳ ଜିଲାରେ ମୋଟ ୭୫.୨୩% ଛାତ୍ରୀଛାତ୍ର ପାସ୍‌ କରିଥିବା ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି। ଜିଲାରେ…

ମୃତ୍ୟୁ ପରେ ବି ମିଳିଲାନି ସମ୍ମାନ: ଷ୍ଟ୍ରେଚରରେ ମୃତଦେହକୁ ୨ କିମି ବୋହିଲେ ପରିବାରଲୋକେ

ମାଲକାନଗିରି,୨୯।୭(ସ୍ବ.ପ୍ର.): ହଜିଗଲା ମାନବିକତା,ମୃତ୍ୟୁ ପରେ ମଧ୍ୟ ମିଳିଲାନାହିଁ ସମ୍ମାନ। ଶେଷରେ ମେଡିକାଲ ଷ୍ଟ୍ରେଚରରେ ପରିବାରଲୋକେ ମୃତଦେହକୁକୁ ବୋହି ନେଲେ ଘରକୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ପଡିଆ ବ୍ଲକ ସଦର ମହକୁମାରେ। ପଡିଆ ବ୍ଲକ ଅନ୍ତର୍ଗତ ମୁସାକୀଗୁଡା…

ଗଞ୍ଜାମରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ କୋଭିଡ କେୟାର ସେଣ୍ଟର: ୩୦୦ ବେଡ୍‌, ୩୬ ଆଇସିୟୁ ବ୍ୟବସ୍ଥା

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ ଓ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ କଲେଜରେ ଉତ୍ସର୍ଗୀକୃତ କୋଭିଡ୍‌ କେୟାର ସେଣ୍ଟର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଏଥିରେ ୧୫୦ ଲେଖାଏ ମୋଟ ୩୦୦ ବେଡ୍‌ ରହିବ। ଏଥିସହ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ…

ଭଦ୍ରକ ଏକତା ବଜାରର ବ୍ୟବସାୟୀଙ୍କୁ କରୋନା: ୨ ବଜାର ୭୨ ଘଣ୍ଟା ଶଟଡାଉନ

ଭଦ୍ରକ ଅଫିସ,୨୯।୭: ମଙ୍ଗଳବାର ଭଦ୍ରକ ଏକତା ବଜାରରେ ଭ୍ରାମ୍ୟମାଣ କରୋନା ଚିହ୍ନଟ ପ୍ରକ୍ରିୟା ମାଧ୍ୟମରେ ଏକ ବ୍ୟବସାୟିକ ଅନୁଷ୍ଠାନର ମାଲିକ ଓ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏ ନେଇ ବୁଧବାର ପ୍ରଶାସନ ପକ୍ଷରୁ ୨ ଟି ବଜାରକୁ ଶଟଡାଉନ…

ମାଟ୍ରିକ୍‌ ପରୀକ୍ଷା ଫଳ: ଭଦ୍ରକରେ ପୁଅଙ୍କୁ ପଛରେ ପକାଇଲେ ଝିଅ

ଭଦ୍ରକ ଅଫିସ,୨୯।୭: ମାଟ୍ରିକ୍‌ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଭଦ୍ରକ ଜିଲାରେ ପୁଅଙ୍କୁ ପଛରେ ପକାଇ ଝିଅ ବାଜିମାତ କରିଛନ୍ତି । ଜିଲାରେ ମୋଟ ୨୨,୦୧୪ ପରୀକ୍ଷାର୍ଥି ଥିବାବେଳେ ସେଥିରୁ ୧୬,୬୮୪ ପାସ କରିଛନ୍ତି। ପାସ ହାର ମୋଟ ୭୫.୭୬…

ବାହାରିଲା ପରୀକ୍ଷାଫଳ: ଖୋର୍ଦ୍ଧା ଜିଲାରେ ପାସ ହାର ୮୭.୨୮

ଖୋର୍ଦ୍ଧା ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ଖୋର୍ଦ୍ଧା ଜିଲାର ପାସ୍‌ ହାର ୮୭.୨୮% ରହିଛି। ଛାତ୍ରଙ୍କ ତୁଳନାରେ ଛାତ୍ରୀ ବାଜିମାତ କରିଥିବା ବେଳେ ଜିଲା ପାସ୍‌ହାରରେ ଦ୍ୱିତୀୟ…

ଖରାପ ହୋଇ ପଡ଼ିଥିଲା ରାସ୍ତା: ନିର୍ମାଣ କଲେ ମହିଳା ସଂଘ, ପ୍ରବାସୀ ଶ୍ରମିକ

ଛତ୍ରପୁର,୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ହେଡକ୍ୱାର୍ଟର୍ସ ଛତ୍ରପୁର ଏନ୍‌ଏସିର ରାମନଗର ଦ୍ୱିତୀୟ ଲେନ୍‌ର ରାସ୍ତା ଖରାପ ହୋଇଯାଇଥିଲା। ରାସ୍ତାର ବିଭିନ୍ନ ସ୍ଥାନରେ ଗର୍ତ୍ତ ହୋଇ ପାଣି ଜମି ରହୁଥିଲା। ତେଣୁ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବା ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?