ଆମ ଜିଲା ଖବର

ପ୍ରସ୍ତାବିତ ତୈଳଭଣ୍ଡାରକୁ ବିରୋଧ

ଓଡାପଡା,୨୪ା୨(ଡି.ଏନ.ଏ) ଢେଙ୍କାନାଳ ଜିଲା ଓଡାପଡା ବ୍ଲକ ସଦାଶିବପୁର ପଞ୍ଚାୟତ ତେନ୍ତୁଳିଆପଡା ଓ ରସାସିଂ ଅଞ୍ଚଳରେ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ (ବିପିସିଏଲ୍‌)ର ପ୍ରସ୍ତାବିତ ତୈଳ ଭଣ୍ଡାରକୁ ଶନିବାର ଜୋରଦାର ବିରୋଧ କରାଯାଇଛି। ସଦାଶିବପୁର, ଗୁଣଦେଇ ଓ ଗଦାଶିଳା ପଞ୍ଚାୟତର ବହୁ ଲୋକେ...

ଆଜିଠୁ ଏସ୍‌ଡିସି ଫୁଟବଲ କପ୍‌

ଫୁଲବାଣୀ ଅଫିସ, ୨୪ା୨-ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌ ୨୦୨୦ ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାରଠାରୁ ଲିଗ୍‌ ପର୍ଯ୍ୟାୟ ଆରମ୍ଭ ହେବ। ସ୍ଥାନୀୟ କରୋନେଶନ ପଡିଆରେ ଉଦ୍‌ଘାଟନୀ...

ତୃତୀୟ ବିବାହ କରି ଜେଲ ଗଲେ ସ୍ବାମୀ

ବୁଗୁଡ଼ା,୨୪ା୨(ଡି.ଏନ.ଏ.): ତୃତୀୟ ବିବାହ କରିବା ଅଭିଯୋଗରେ ବୁଗୁଡ଼ା ପୋଲିସ ଜଣଙ୍କୁ କୋର୍ଟଚାଲାଣ କରିଛି। ସେ ହେଲେ ବୁଗୁଡ଼ା ଥାନା ଜାମପଲ୍ଲୀ ଗାଁର ସନ୍ତୋଷ କୁମାର ସେନାପତି (୫୫)। ୩୦ ବର୍ଷ ପୂର୍ବେ ସନ୍ତୋଷ ପ୍ରଥମ ବିବାହ କରିଥିଲେ। କିନ୍ତୁ ତାଙ୍କର...

ସରକାରୀ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ

ପର୍ଲା, ୨୪।୨ (ଡି.ଏନ୍‌.ଏ.)- ସରକାର ଦିବ୍ୟାଙ୍ଗମାନକୁ ଭତା, ଆବସ ଯୋଜନାରେ ଘର, ସରକାରୀ ପୋରଛାହନ୍‌ ଆଦି ଯୁଗେଇ ଦେଇ ସମାଜର ମୁଖିଆ ଧାରରେ ସାମିଲ କରୁଛନ୍‌। ହେଲେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକର ଅନ୍‌ଦେଖା ଲାଗି ଅନେକ ଜାଗାରେ ଦିବ୍ୟାଙ୍ଗମାନେ ସରକାରୀ...

ରାଜନୀତିରୁ ଊର୍ଦ୍ଧ୍ୱରେ ରହି କାର୍ଯ୍ୟ କରିବାକୁ ନିଷ୍ପତ୍ତି

ଭଞ୍ଜନଗର,୨୪।୨(ଡି.ଏନ.ଏ.)-ଗୋପାଳପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳ ପ୍ରକଳ୍ପ ବଜେଟରେ ଟୋକନ ମନି ବ୍ୟବସ୍ଥା ହୋଇଛି । ପ୍ରକଳ୍ପ ଆରମ୍ଭ କରିବା ନିମନ୍ତେ ଏବେ ବି ଅନେକ କାର୍ଯ୍ୟ ବାକି ଅଛି । ସମସ୍ତ ରାଜନୈତିକ ଦଳର ସହଯୋଗ ବିନା କାର୍ଯ୍ୟ...

ନିମ୍ନମାନର ରାସ୍ତା କାମ, ଉଠିଯାଉଛି ପିଚୁ

ଭଦ୍ରକ ଅଫିସ,୨୪।୨-ଗ୍ରାମ୍ୟ ଉନ୍ନୟନ ବିଭାଗରେ ସ୍ବଚ୍ଛତାକୁ ନେଇ ବିବାଦ ଲାଗିରହିଛି। ମାସକ ତଳେ ବିଭାଗର ଜଣେ ଡାଟାଏଣ୍ଟ୍ରି ଅପରେଟର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ। ନିକଟରେ ନିର୍ବାହୀ ଯନ୍ତ୍ରୀ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ମଧ୍ୟାହ୍ନଭୋଜନ ପାଚିକା, ସହାୟିକା ସଂଘ ସମାବେଶ

କୋଷ୍ଠା,୨୪ା୨(ଡି.ଏନ୍‌.ଏ.)- ଶୂଳିଆପଦା ବ୍ଲକ ମଧ୍ୟାହ୍ନଭୋଜନ ପାଚିକା ଓ ସହାୟିକା ସଂଘର ଏକ ସମାବେଶ କୋଷ୍ଠାସ୍ଥିତ ଉଦୟନାଥ ଆଇଟିଆଇ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସମ୍ପାଦିକା ଅନ୍ନଦା ଧଳଙ୍କ ଆହ୍ବାନ କ୍ରମେ ଆୟୋଜିତ ସମାବେଶରେ ଶତାଧିକ ସଦସ୍ୟା ଯୋଗ ଦେଇଥିଲେ। ଏଥିରେ...

ଥଇଥାନ ପରେ ଉଚ୍ଛେଦ କରାଯାଉ

ବାଲେଶ୍ୱର ଅଫିସ,୨୪।୨- ବାଲେଶ୍ୱର ସହର ଫାଣ୍ଡିଛକସ୍ଥିତ ଓଭରବ୍ରିଜ୍‌ ତଳେ ଦୋକାନ କରିଥିବା ବ୍ୟବସାୟୀମାନଙ୍କୁ ୧୫ଦିନ ମଧ୍ୟରେ ଉଚ୍ଛେଦ ପାଇଁ ବ୍ରିଟ୍‌ ପକ୍ଷରୁ ନୋଟିସ୍‌ ଦିଆଯାଇଛି। ଏହାର ପ୍ରତିବାଦରେ ବ୍ୟବସାୟୀ ସଂଘ ପକ୍ଷରୁ ଶନିବାର ସନ୍ଧ୍ୟାରେ ମିଳିତ ବୈଠକ କରି ଥଇଥାନ...

ଚିକିତ୍ସାରେ ଅବହେଳା ଅଭିଯୋଗ

ଅନୁଗୋଳ ଅଫିସ, ୨୪।୨: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ରୋଗୀଙ୍କ ଚିକିତ୍ସାରେ ଅବହେଳା ହେଉଥିବା ଅଭିଯୋଗ ଆସିଛି। ଡାକ୍ତରଖାନାର ୩ ମହଲା ବିଲ୍ଡିଂରେ ଥିବା ବେଡ ନଂ. ୩୩୫ ଓ ୩୩୬ରେ ଥିବା ଦୁଇଜଣ ଗୋଡ଼ ଭଙ୍ଗା ରୋଗୀ ଏହି...

ଧାାନ କିଣାରେ ଅନିୟମିତତା ନେଇ ସମିତି ସିଲ୍‌

ସୋର,୨୩।୨(ଡି.ଏନ.ଏ.): ସୋର ଉତ୍ତରେଶ୍ୱର ସେବା ସମିତିକୁ ରବିବାର ମଧ୍ୟାହ୍ନରେ ସିଲ୍‌ କରାଯାଇଛି। ଧାନକିଣାରେ ଅନିୟମିତତା ନେଇ ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଠାରେ ଅଭିଯୋଗ ହୋଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋର ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାକେଶ ପଣ୍ଡା, ମ୍ୟୁନିସିପାଲିଟିର...

ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ

ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ବିଭିନ୍ନ ରାଜନୈତିକ ଦଳ...

ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକ ଗିରଫ

ବଡ଼ବିଲ,୨୩।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ରବିବାର ଦୁଇ ନକଲି ଡ୍ରାଇଭିଂ ଲାଇସେନ୍ସଧାରୀ ଭାରୀଯାନ ଚାଳକଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ସୁନ୍ଦରଗଡ଼ ଜିଲା କୋଇଡା ଥାନା କାଦଡିହା ଅଞ୍ଚଳର ଜଗନ୍ନାଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri