ଆମ ଜିଲା ଖବର

କରୋନା ଚକ୍ରବ୍ୟୁହରୁ ବାହାରିଲେ ଅଭିମନ୍ୟୁ

ଛତ୍ରପୁର,୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କୁକୁଡାଖଣ୍ଡି ବ୍ଲକ ଦକ୍ଷିଣପୂର ପଞ୍ଚାୟତର ଜଣେ ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କରୋନାକୁ ହରାଇ ଘରକୁ ଫେରିଛନ୍ତି। ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇ ସେ ବର୍ତ୍ତମାନ ଘରେ ଅଛନ୍ତି। ତେବେ ସ୍ଥାନୀୟ ବିଡିଓ ଏବଂ ମେଡିକାଲ ଅଫିସର…

ବରଗଡ଼ରେ ୫ କରୋନା ପଜିଟିଭ ଚିହ୍ନଟ : ସମସ୍ତେ ସ୍ଥାନୀୟ ଆକ୍ରାନ୍ତ

ବରଗଡ଼ ଅଫିସ,୨୯।୭: ବରଗଡ଼ ଜିଲାରେ ବୁଧବାର ପୁଣି ୫ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନେ ସମସ୍ତେ ସ୍ଥାନୀୟ ଆକ୍ରାନ୍ତ ଏବଂ ବରଗଡ଼ ପୌର ପରିଷଦ ଅଞ୍ଚଳର ଅଟନ୍ତି। ସେମାନଙ୍କ ମଧ୍ୟରୁ ୱାର୍ଡ ନଂ-୧୮ର ୩ଜଣ ଏବଂ ୱାଡ…

ଜୁଆଆଡ୍ଡାରେ ଚଢ଼ାଉ: କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଗଲେ ୬ ଜୁଆଡ଼ି

ବଡ଼ବିଲ,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଟଣ୍ଟ ପାର୍କିଂ ଏରିଆରେ ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚଢ଼ାଉ କରି ୬ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ନଗଦ ୧ଲକ୍ଷ ୭ହଜାର ୭ଶହ ଟଙ୍କା,୪ଟି ମୋବାଇଲ…

ଟାଟା କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା: କରୋନା ରୋଗୀଙ୍କ ମୃତ୍ୟୁର ୪ ଦିନ ପରେ ପରିବାରକୁ ଖବର

ବ୍ରହ୍ମପୁର ଅଫିସ,୨୯।୭ – ଗଞ୍ଜାମ ଜିଲାରେ ଏବେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଜିଲାର ଶିତଲାପଲ୍ଲୀଠାରେ ଥିବା ଟାଟା କୋଭିଡ ହସ୍ପିଟାଲରେ ସାଙ୍ଘାତିକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୃତ୍ୟୁ ହୋଇଥିବା ଜଣେ ରୋଗୀଙ୍କ ପରିବାରକୁ ଘଟଣାର ୪ ଦିନ ପରେ ଖବର…

ଛେଳି ଚୋରି କରିବାକୁ ଯାଇ ହଣା ଖାଇଲେ ୨ ଯୁବକ

ଶେରଗଡ଼,୨୯ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଷୋଳସଲା ଗ୍ରାମର ଏକ ଗୁହାଳରୁ ଛେଳି ଚୋରି କରିବାକୁ ଯାଇ ହଣା ଖାଇଛନ୍ତି ଦୁଇ ଯୁବକ। ଉକ୍ତ ଯୁବକ ଦ୍ୱୟ ହେଲେ ଧବଳପୁର ଗ୍ରାମର ପବିତ୍ର ପ୍ରଧାନ, ଅଜୟ ବିଷୋୟୀ। ଏହି ଦୁଇଜଣ ମଙ୍ଗଳବାର…

ବାଲେଶ୍ୱରରେ ୯୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୯ା୭: ବାଲେଶ୍ୱର ଜିଲାରେ ବୁଧବାର ୨୯ କରୋନା ପଜିଟିଭ୍‌ ଚି଼ହ୍ନଟ ହେବା ପରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୧୪ ରେ ପହଞ୍ଚିଛି। ସେଥିମଧ୍ୟରୁ ୬୬୬ ଆରୋଗ୍ୟ ହୋଇ ଫେରିଥିବା ବେଳେ ୨୪୨ ଜଣ ଚିକିତ୍ସିତ ହେଉଛନ୍ତି। ୩ ଜଣଙ୍କ କରୋନାରେ…

ଶେରଗଡ଼ରେ ପ୍ରଧାନଶିକ୍ଷକଙ୍କର କରୋନାରେ ମୃତ୍ୟୁ: ଯୋଦ୍ଧା ଭାବେ ଗ୍ରହଣ କରିବାକୁ ଦାବି

ଶେରଗଡ଼,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଥୁରୁବୁରାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶିଷ୍ଠ କୁମାର ପ୍ରହରାଜଙ୍କର କରୋନାରେ ମଙ୍ଗଳବାର ସାରେ ମୃତ୍ୟୁ ଘଟିଛି। ସେ ଗତ ୧୭ତାରିଖରୁ ସିତଲାପଲି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପୂର୍ବରୁ ପ୍ରହରାଜ ଥୁରୁବୁରାଇ ପ୍ରାଥମିଜ ବିଦ୍ୟାଳୟରେ…

ଆରମ୍ଭ ହେଲା ରଥ ଖୋଲା

ପୁରୀ ଅଫିସ,୨୯ା୭: ଚଳିତବର୍ଷ ୩ ରଥ ଭଙ୍ଗାଯିବ ନାହିଁ। ରଥଗୁଡ଼ିକୁ ସଂରକ୍ଷଣ କରି ରଖାଯିବ। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପରିସରରେ ଏହି ତିନିରଥକୁ ସଂରକ୍ଷଣ କରି ରଖାଯିବ। ଏନେଇ ବୁଧବାରଠାରୁ ରଥ ଖୋଲା କାମ ଆରମ୍ଭ ହୋଇଛି।…

ଭାଇର ସୁରକ୍ଷା ପାଇଁ ‘କୋଭିଡ୍‌ ରାଖୀ’

କରୋନା ମହାମାରୀ ଯୋଗୁ ପୂଜା, ପର୍ବପର୍ବାଣିରେ କଟକଣାର ଟ୍ୟାଗ୍‌ ଝୁଲୁଛି। ଉତ୍ସବ ପାଳିବାକୁ ବି ସୁଯୋଗ ମିଳୁନି। ହେଲେ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଆଗକୁ ଆସୁଥିବା ରାଖୀ ପୂର୍ଣ୍ଣିମା ପାଇଁ କଟକର ଜଣେ ଯୁବକ ଭିନ୍ନ ଧରଣର ପ୍ରୟାସ କରି ଚର୍ଚ୍ଚାକୁ…

ସାନିଟାଇଜର ଷ୍ଟାଣ୍ଡ ତିଆରି କଲେ ଶୁଭ୍ରଜ୍ୟୋତି

ପୁରୀ ଅଫିସ,୨୯ା୭: ଉଗ୍ରରୂପ ଧାରଣ କରିଛି ମହାମାରୀ କରୋନା। ପ୍ରତିଦିନ ହଜାର ହଜାର ଲୋକ ଏହି ପ୍ରାଣଘାତୀ ଭୂତାଣୁର ଶିକାର ହେଉଛନ୍ତି। ମୃତ୍ୟୁ ସଂଖ୍ୟା ବି ହୁ ହୁ ହୋଇ ବଢୁଛି। ଏ ପର୍ଯ୍ୟନ୍ତ କରୋନାଠୁ ରକ୍ଷା ପାଇବା ପାଇଁ କୌଣସି…

ପାହାଡ଼ ଖୋଳି ଜମିକୁ ପାଣି ଆଣିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ, ୨୯ା୭: ପାଣି ଅଭାବରୁ ଯେଉଁ ଜମି ପଡ଼ିଆ ପଡ଼ୁଥିଲା ତାହା ଏବେ ଫସଲରେ ଭରିଯିବ ବୋଲି ଆଶା ସଞ୍ଚାର ହୋଇଛି। ଜଣେ ଯୁବ ସରପଞ୍ଚ ଜମିକୁ ଯେପରି ହେଲେ ପାଣି ନେବେ ବୋଲି ପ୍ରୟାସ ଆରମ୍ଭ କରି ସେଥିରେ…

ବିଧାୟକ-ପୋଲିସ ମୁହାଁମୁହିଁ

ସମ୍ବଲପୁର,୨୯।୭(ବ୍ୟୁରୋ): କରୋନା କଟକଣା ଯୋଗୁ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ ରୋକ୍‌ ଲାଗିଛି। ହେଲେ ମଙ୍ଗଳବାର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଫଳରେ କିଛି ସମୟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?