ଶିକାରୀ ଗିରଫ: ଶମ୍ବର ମାଂସ, ବନ୍ଧୁକ ଜବତ
ଉଦଳା, ୨୪।୨: ମୟୂରଭଞ୍ଜ ଜିଲା ଉଦଳା ବନବିଭାଗ ପକ୍ଷରୁ ସୋମବାର ଆଠପଡ଼ା ଗ୍ରାମ ନିକଟରେ ଚଢ଼ାଉ କରାଯାଇ ଜଣେ ଶିକାରୀଙ୍କୁ ଗିରଫ କରାଯାଇଛି। ସେ ହେଲେ ଗ୍ରାମର ମୋହନ ହାଁସଦା। ତାଙ୍କ ନିକଟରୁ ୫୦ କେଜି ସମ୍ବର ମାଂସ, ଗୋଟିଏ...
କୁଡୁପାତିଆରୁ କୁହୁଡ଼ିକୁ ଗଞ୍ଜେଇ ଚାଲାଣ: ୨ ଗିରଫ
ସୋରଡ଼ା,୨୪।୨(ଡି.ଏନ୍.ଏ.): କନ୍ଧମାଳ ଜିଲା କଣାସ ନୂଆଗାଁ ଥାନ କୁଡୁପାତିଆରୁ ଖୋର୍ଦ୍ଧା କୁହୁଡ଼ିକୁ ଗଞ୍ଜେଇ ଚାଲାଣ ବେଳେ ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣାସ ନୂଆଗାଁର ସୁଦାମ ପ୍ରଧାନ ଓ ଖଗେଶ୍ୱର ପ୍ରଧାନ।...
ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ ଆରମ୍ଭ
ପୁରୀ ଅଫିସ, ୨୪।୨: ପୁରୀ ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ପୌରସଂସ୍ଥା ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ସମୂଦ୍ର କୂଳ ପାର୍ଶ୍ୱରେ ଥିବା ୩ଟି ଦୋକାନ ଉଚ୍ଛେଦ ସରିଛି। ତେବେ ଏକ ଧର୍ମଶାଳାର ଉଚ୍ଛେଦକୁ...
ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି
କଟକ ଅଫିସ,୨୪।୨: ବ୍ରହ୍ମପୁର ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତ ୧୯ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି...
ମହିଳାଙ୍କୁ ଅପହରଣ ଅଭିଯୋଗ: ଥାନାରେ ୫ ଅଟକ
ଆନନ୍ଦପୁର,୨୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଶାଳପଡ଼ା ବସଷ୍ଟପ୍ ନିକଟରୁ ଜଣେ ମହିଳାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ଘସିପୁରା ପୋଲିସ ୫ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି। ଅପହୃତା ମହିଳା ଜଣକ ଯାଜପୁର...
ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ
ପାଟଣାଗଡ଼, ୨୪।୨(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ ସେଣ୍ଟର ଉକ୍ତ ବ୍ଲକ ମରୁଆ ହାଇସ୍କୁଲରେ ପଡ଼ିଛି। ବଣାଇମୁଣ୍ଡା ସ୍କୁଲର ପିଅନ...
ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା
ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ ଚନ୍ଦକା ଯିବା ରାସ୍ତାରେ କଳିଙ୍ଗ ବିହାରରେ ଥିବା ଏମ୍ସିଏଲ ଗାର୍ଡେନ ଭିତରେ...
ଶର୍ଟସର୍କିଟରୁ ଜଳିଗଲା କୁକୁଡ଼ା ଫାର୍ମ, ୫ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ
ମହାକାଳପଡ଼ା,୨୪।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ବଉଳକଣି ପଞ୍ଚାୟତର ଛପାଲି-ବଡ଼ତୋଟା ଗ୍ରାମର ଏକ କୁକୁଡ଼ା ଫାର୍ମରେ ସୋମବାର ସକାଳେ ଶର୍ଟସର୍କିଟି ଯୋଗୁ ନିଆଁ ଲାଗି ୫ ଲକ୍ଷ ଟଙ୍କାର ସମ୍ପତ୍ତି ଜଳିଯାଇଛି। ଏହି ଅଗ୍ନିକାଣ୍ଡରେ ୪ ହଜାର ୮୦୦...
ଅବଧି ସରିଛି, ରିଫିଲ ହେଉନି
ପାଲଲହଡ଼ା, ୨୪ା୨(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନି ନିର୍ବାପନ ବ୍ୟବସ୍ଥାର ବୈଧତା ସରିଥିଲେ ହେଁ ଏହାକୁ ରିଫିଲ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏହାର ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ କୌଣସି ସମୟରେ ଦୁର୍ଘଟଣା ଘଟିଲେ ଏହାକୁ...
୧୫ ପରୀକ୍ଷା କେନ୍ଦ୍ରରେ ୧୪୪ ଧାରା ଜାରି
ଢେଙ୍କାନାଳ ଅଫିସ/କାମାକ୍ଷାନଗର,୨୪ା୨: ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ବିରିବୋଲେଇ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ସମେତ ଜିଲାର ମୋଟ୍ ୧୫ଟି ପରୀକ୍ଷା କେନ୍ଦ୍ରରେ ସୋମବାରଠାରୁ ମାଟ୍ରିକ ପରୀକ୍ଷା ଶେଷହେବା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। କପି ରୋକିବା ପାଇଁ ଜିଲା...
ଗଣତନ୍ତ୍ରର ସୁରକ୍ଷା ପାଇଁ ଆହ୍ବାନ
ଢେଙ୍କାନାଳ ଅଫିସ,୨୪ା୨: ଢେଙ୍କାନାଳ ବସଷ୍ଟାଣ୍ଡସ୍ଥିତ ଗାନ୍ଧୀପାର୍କଠାରେ ଶନିବାର ସମ୍ବିଧାନ ବଞ୍ଚାଅ ଓ ଭାରତ ଯୋଡ ସମାବେଶ ଅନୁଷ୍ଠିତ ହୋଇଯାଇଛି। ସ୍ବାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଅବୁଲ କାଲାମ ଆଜାଦ୍ ଓ କସ୍ତୁରବା ଗାନ୍ଧୀଙ୍କର ମହାପ୍ରୟାଣ ଦିବସ ଅବସରରେ ମହାତ୍ମା ଗାନ୍ଧୀଙ୍କ...
ଲାଗିଛି ନିମ୍ନମାନର ଡଷ୍ଟବିନ୍ ଷ୍ଟାଣ୍ଡ
କାଶୀନଗର,୨୪ା୨(ଡି.ଏନ୍.ଏ.) ଗଜପତି ଜିଲା କାଶୀନଗର ଏନ୍ଏସିରେ ସଫେଇ କାର୍ଯ୍ୟ ବନ୍ଦ ରହିଥିବା ଯୋଗୁ ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଦେଖିବାକୁ ମିଳୁଛି। ଏଥିପାଇଁ ଅଞ୍ଚଳରେ ଘୁଷୁରିଙ୍କ ଉପଦ୍ରବ ପୁଣି ବଢ଼ିଛି। ତେବେ ଲୋକେ ଅଳିଆ ଆବର୍ଜନା ବାହାରେ ନ ଫୋପାଡ଼ି...
Archives


