ଆମ ଜିଲା ଖବର

ସାନିଟାଇଜର ଷ୍ଟାଣ୍ଡ ତିଆରି କଲେ ଶୁଭ୍ରଜ୍ୟୋତି

ପୁରୀ ଅଫିସ,୨୯ା୭: ଉଗ୍ରରୂପ ଧାରଣ କରିଛି ମହାମାରୀ କରୋନା। ପ୍ରତିଦିନ ହଜାର ହଜାର ଲୋକ ଏହି ପ୍ରାଣଘାତୀ ଭୂତାଣୁର ଶିକାର ହେଉଛନ୍ତି। ମୃତ୍ୟୁ ସଂଖ୍ୟା ବି ହୁ ହୁ ହୋଇ ବଢୁଛି। ଏ ପର୍ଯ୍ୟନ୍ତ କରୋନାଠୁ ରକ୍ଷା ପାଇବା ପାଇଁ କୌଣସି…

ପାହାଡ଼ ଖୋଳି ଜମିକୁ ପାଣି ଆଣିଲେ ଗ୍ରାମବାସୀ

ଫୁଲବାଣୀ ଅଫିସ, ୨୯ା୭: ପାଣି ଅଭାବରୁ ଯେଉଁ ଜମି ପଡ଼ିଆ ପଡ଼ୁଥିଲା ତାହା ଏବେ ଫସଲରେ ଭରିଯିବ ବୋଲି ଆଶା ସଞ୍ଚାର ହୋଇଛି। ଜଣେ ଯୁବ ସରପଞ୍ଚ ଜମିକୁ ଯେପରି ହେଲେ ପାଣି ନେବେ ବୋଲି ପ୍ରୟାସ ଆରମ୍ଭ କରି ସେଥିରେ…

ବିଧାୟକ-ପୋଲିସ ମୁହାଁମୁହିଁ

ସମ୍ବଲପୁର,୨୯।୭(ବ୍ୟୁରୋ): କରୋନା କଟକଣା ଯୋଗୁ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ ରୋକ୍‌ ଲାଗିଛି। ହେଲେ ମଙ୍ଗଳବାର ବିଧାୟକ ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଫଳରେ କିଛି ସମୟ ପାଇଁ…

ଅନ୍‌ଲାଇନ ପାଠପଢ଼ା ବେଳେ ମୋବାଇଲ ଫୋନ୍‌ ଫାଟିଲା

ପୁରୀ ଅଫିସ,୨୯ା୭: ଅନ୍‌ଲାଇନରେ ପାଠପଢାବେଳେ ମୋବାଇଲ ଫୋନ୍‌ ଫାଟିଲା। ତେବେ ସୌଭାଗ୍ୟବଶତଃ ରକ୍ଷା ପାଇଛନ୍ତି ଜଣେ ସପ୍ତମଶ୍ରେଣୀ ଛାତ୍ରୀ। ତାଙ୍କ ବାମ ହାତରେ ଆଘାତ ଲାଗିଛି। କିନ୍ତୁ ମୋବାଇଲ ଫୋନ୍‌ଟି ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି। ଏମିତି ଏକ ଅଭାବନୀୟ ଘଟଣା…

ଗୁରୁତ୍ୱ ହରାଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ବନ୍ତଳା, ୨୯ା୭ (ଡି.ଏନ.ଏ.): ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଦିନେ ଅନୁଗୋଳ ଜିଲାର ସାତକୋଶିଆ ବେଶ୍‌ ଖ୍ୟାତି ଅର୍ଜନ କରିଥିଲା। ମହାବଳ ବାଘ ବଂଶ ବିସ୍ତାର ପାଇଁ ଏହା ଏକ ଉପଯୁକ୍ତ କ୍ଷେତ୍ର ବୋଲି କୁହାଯାଉଥିଲା। ମାତ୍ର ଆବଶ୍ୟକ ସୁରକ୍ଷା ଓ ପରିଚାଳନାଗତ…

ପ୍ରଶାସନ ଶୁଣିଲାନି, ଗ୍ରାମବାସୀ ସଫା କଲେ ନାଳ

ବନ୍ତ,୨୯।୭(ଡି.ଏନ୍‌.ଏ.): ପ୍ରଶାସନ ଉପରୁ ଭରସା ତୁଟାଇ ଶେଷରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଘରପଦା ଗ୍ରାମବାସୀଙ୍କ ସମେତ ଜାଗୁଳାଇ ୟୁଥ୍‌ କ୍ଲବର ସଭ୍ୟମାନେ ମିଳିତ ଭାବେ ପୋତି ହୋଇ ପଡ଼ିଥିବା ଏକ ନାଳକୁ ସଫା କରିଛନ୍ତି। ଗତ ୩…

ଝାଟିମାଟି ଘରେ ବିତୁଛି ଜୀବନ

କେନ୍ଦୁଝର, ୨୯ା୭ (ସ୍ବ.ପ୍ର.)-ଦାରିଦ୍ର୍ୟ ସୀମାରେଖା ତଳେ ରହିଥିବା ଗରିବ ପରିବାରଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ ଓ ବିଜୁ ପକ୍କା ଘର ଆଦି ଯୋଜନାରେ ବାସଗୃହ ଯୋଗାଇ ଦେବାପାଇଁ ସରକାରୀ ବ୍ୟବସ୍ଥା ଥିଲେ ହେଁ କେନ୍ଦୁଝର ଜିଲାରେ ଅନେକ ଗରିବ ପରିବାର ସରକାରଙ୍କ…

ଦବିଲା ଇଂରେଜ ଅମଳର ପୋଲ

ବାଲିଆପାଳ, ୨୯ା୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ପୂର୍ତ୍ତ ବିଭାଗ ଅଧୀନରେ ଥିବା ବାଲିଆପାଳ-ବସ୍ତାର ଘଣ୍ଟିଆଡି ନିକଟରେ ଥିବା ଏକ ପୋଲ ମଙ୍ଗଳବାର ସକାଳେ ଦବିଯାଇ ଭାଙ୍ଗିଯାଇଛି। ସେଠାରେ ପ୍ରାୟ ୫ରୁ ୬ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି ା ମୁଖ୍ୟ ରାସ୍ତାରେ ଏପରି ଗର୍ତ୍ତ…

କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲାପାଳ ସମ୍ବିତ…

ଧସୁଛି ବନ୍ଧ, ଲୋକେ ଆତଙ୍କିତ

ବାଲେଶ୍ୱର ଅଫିସ, ୨୯।୭-ବୁଢ଼ାବଳଙ୍ଗରୁ ବାହାରିଥିବା ବାହାର୍ଦ୍ଦା ଶାଖା ନଈ ବାଲେଶ୍ୱର ଜିଲା ସଦର ବ୍ଲକ ଗୋପିନାଥପୁର ପଞ୍ଚାୟତ ବାହାର୍ଦ୍ଦା ଗ୍ରାମଦେଇ ବଙ୍ଗୋପସାଗରରେ ମିଶିଛି। ବାହାର୍ଦ୍ଦା ନଈରେ ସମୁଦ୍ର ଜୁଆର ପାଣି ପ୍ରବାହିତ ହେବା ଯୋଗୁ ୪ ଫୁଟରୁ ଅଧିକ ବନ୍ଧ ଧସିଗଲାଣି।…

କ୍ରିକେଟ୍‌ ମ୍ୟାଚ୍‌ ଉଦ୍‌ଘାଟନୀ ଉତ୍ସବରେ ସରପଞ୍ଚ : ଫଟୋ ଭାଇରାଲ

ହିଞ୍ଜିଳିକାଟୁ,୨୯।୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗଁ।ରେ ରବିବାର ଏକ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନ ହୋଇଥିଲା। ଏଥିରେ ସ୍ଥାନୀୟ ସରପଞ୍ଚ ରମେଶ ବେହେରା ଯୋଗ ଦେଇଥିବାର ଏକ ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ…

ପ୍ଲାଜ୍‌ମା ଦାନ ପାଇଁ ଉତ୍ସାହିତ କର

ଅନୁଗୋଳ ଅଫିସ୍‌, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ପ୍ଲାଜ୍‌ମା ସଂଗ୍ରହ ଉପରେ ରାଜ୍ୟ ବିଜ୍ଞାନ ଓ କାରିଗରି, ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?