ଆମ ଜିଲା ଖବର

ବୀମା ସହାୟତା ନମିଳିଲେ ଚାଷୀ ଆନ୍ଦୋଳନ

ଲୋଇସିଂହା, ୨୯।୭(ଡି.ଏନ.ଏ.) ୨୦୧୯-୨୦ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ଫସଲ ବୀମା ସହାୟତା ମିଳିବା ଜାଣି ଚାଷୀ ଖୁସି ହୋଇଥିଲେ ା ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ପକ୍ଷରୁ ଗାଁମାନଙ୍କରେ ନୋଟିସ୍‌ ଜାରି ପରେ ଚାଷୀଙ୍କ ଉତ୍ସାହ ଭାଙ୍ଗିଯାଇଛି ା ଚାଷୀଙ୍କୁ ସହାୟତାରୁ…

ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ

ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍‌)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା ପରିଷଦ ସଭ୍ୟ ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖପ୍ରାଖୋଲ ଏମଓଆଇସି…

କନ୍ଧମାଳ ୧୦ ଦିନ ଲକ୍‌ଡାଉନ୍‌: ଜାଣନ୍ତୁ..

ଫୁଲବାଣୀ ଅଫିସ,୨୮।୭: କନ୍ଧମାଳ ଜିଲାକୁ ୧୦ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ୨୯ ତାରିଖ ସକାଳ ୫ଟାରୁ ୭ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରାଯିବାକୁ ଜିଲାପାଳ ମଙ୍ଗଳବାର ଘୋଷଣା କରିଛନ୍ତି।ଏହି ଦିନଗୁଡ଼ିକରେ ସକାଳ ୭ରୁ ଦିନ ୧ଟା ଯାଏ ରାସନ୍‌,…

ବଡ଼ତେଲେନପାଲିରେ ପହ୍ଲାରୁଆ ବେଳେ ବଜ୍ରପାତ: ଚାଲିଗଲା ୩ ମହିଳାଙ୍କ ଜୀବନ

ବଲାଙ୍ଗୀର ଅଫିସ, ୨୮।୭- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଡତେଲେନ୍‌ପାଲି ଗାଁରେ ମଙ୍ଗଳବାର ବଜ୍ରାଘାତରେ ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବତୀ ଗୁରୁତର ଆହତ ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତିି ହୋଇଛନ୍ତି। ବଡତେଲେନପାଲି ଗାଁର…

କଟକ @୭୭୭: ଆଜି ଚିହ୍ନଟ ହେଲେ ଆଉ ୪୧ ଆକ୍ରାନ୍ତ

କଟକ ଅଫିସ, ୨୮।୭: କଟକରେ ମଙ୍ଗଳବାର ଆଉ ୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୭ରେ ପହଞ୍ଚିଛି। ସେଥିରୁ ୩୧୪ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪୫୩ ଆକ୍ଟିଭ୍‌ କେସ୍‌ ରହିଛି।…

ବୁଧବାରରୁ କନ୍ଧମାଳ ଲକ୍‌ଡାଉନ

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ): କନ୍ଧମାଳ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ଯୋଗୁ ଜିଲା ପ୍ରଶାସନ ବୁଧବାର ସନ୍ଧ୍ୟା ୫ଟାରୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତିି। ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯେପରି ରାସନ,…

ପ୍ଲାଜମା ଦାନ କଲେ ଛତ୍ରପୁର ଏସ୍‌ଡିପିଓ: ପ୍ରଶଂସା କଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ ଗତ କିଛି ଦିନ ତଲେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସୁସ୍ଥ ହୋଇ ସେ ପୁଣିଥରେି କାର୍ଯ୍ୟରେ ଯୋଗ ଦେଇଥିଲେ। ତେବେ ମଙ୍ଗଳବାର ସେ କଟକ ଏସ୍‌ସିବି ମେଡିକାଲ…

ବ୍ଲକ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଙ୍କୁ କରୋନା

ଦାରିଙ୍ଗବାଡ଼ି,୨୮।୭(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି ଜଣେ କରୋନା ଯୋଦ୍ଧା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲାପାଳ ଡ.ବୃନ୍ଦା ଡି. ଟୁଇଟ କରି ଜଣାଇଛନ୍ତି । ମଙ୍ଗଳବାର ଜିଲାରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ…

ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ

ଛତ୍ରପୁର,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ପ୍ଲାଜମା ଥେରାପି ପରେ ଉକ୍ତ…

ପ୍ରବାସୀଙ୍କ ଅର୍ଥ ହଡ଼ପ କରି ବନ୍ଧାହେଲେ ସରପଞ୍ଚ, ପିଇଓଙ୍କ ସ୍ବାମୀ

ବାସୁଦେବପୁର/ପଦ୍ମପୁର,୨୮ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଶାଶୁଭୁଆଶୁଣି ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ପ୍ରବାସୀଙ୍କୁ ରାଜ୍ୟ ସରକାର ପ୍ରଦାନ କରୁଥିବା ୨ ହଜାର ଟଙ୍କା ମଧ୍ୟରୁ ଶହେ ଟଙ୍କା କମ୍‌ କରି ୧୯ଶହ ଟଙ୍କା ଦେବା ଘଟଣାରେ ଚୂଡ଼ାମଣି ସାମୁଦ୍ରିକ…

ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌, ୩ ଦିନ ଲକ୍‌ଡାଉନ ହେବ ଗଜପତି ଜିଲା

ଗଜପତି,୨୮।୭(ଡି.ଏନ୍‌.ଏ.): ଗଜପତି ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଓ ୩ ଦିନ ଲକ୍‌ଡାଉନ୍‌ ନିୟମ ଲାଗୁ ହେବ। ମଙ୍ଗଳବାର ଜିଲାରେ ସପ୍ତାହକୁ ୪ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏ ନେଇ ଜିଲାପାଳ ଅନୁପମ ଶାହା ନିର୍ଦ୍ଦେଶ ଦେଇଥିବା ସୂଚନା…

ଅଡ଼େଇ ଲକ୍ଷ ଟଙ୍କାର ଶାଗୁଆନ ଗଣ୍ଡି ସହ ଗାଡ଼ି ଜବତ

ବୁଗୁଡ଼ା,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନବିଭାଗ ପକ୍ଷରୁ ସୋମବାର ବିଳମ୍ବିତ ରାତିରେ ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଠଣାପଲୀ ନିକଟରେ ଗୋଟିଏ ଟାଟାଏସି ଗାଡି ସହିତ ସେଥିରେ ଥିବା ଅଢେଇ ଲକ୍ଷ ଟଙ୍କାର ମୂଲ୍ୟବାନ ଶାଗୁଆନ ଗଣ୍ଡି ଜବତ ହୋଇଛି। ଦଖିଣ ଘୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?