ବର୍ଷା-ଅନୁଭବ ଛାଡ଼ପତ୍ର ମାମଲା: ଡିସେମ୍ବର ୧୦ରେ ହାଜର ହେବାକୁ ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ
କଟକ ଅଫିସ,୭ା୧୦: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କଠାରୁ ଛାଡ଼ପତ୍ର ପାଇଁ ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ବର୍ଷାଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ। ଅନୁଭବଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାକୁ ଗ୍ରହଣ…
ଷ୍ଟିମ୍ ପାଇପ ଫାଟି ଶ୍ରମିକ ଆହତ ଘଟଣା: କ୍ଷତିପୂରଣ ଦେବାକୁ ଶୁଣୁନି କମ୍ପାନୀ, ଆନ୍ଦୋଳନ ଜାରି
ଗଞ୍ଜାମ,୭ା୧୦(ଡି.ଏନ୍.ଏ.): ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ ମଙ୍ଗଳବାର ଷ୍ଟିମ୍ ପାଇପ ଫାଟି କମ୍ପାନୀ ଇଞ୍ଜିନିୟରଙ୍କ ସମେତ ତିନିଜଣ ଠିକା ଶ୍ରମିକ ଆହତ ହୋଇଥିଲେ। ବର୍ତ୍ତମାନ ଆହତ ଶଙ୍କର ରାଉଳଙ୍କ ଅବସ୍ଥା ଗୁରୁତର ଥିବାରୁ ସେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଶରୀରର ସମ୍ପୂର୍ଣ୍ଣ ଅଙ୍ଗ…
ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ
ବରଗଡ଼ ଅଫିସ୍,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି ବିକାଶଠାରୁ ବହୁ ଦୂରରେ ରହିଛି। ଏଭଳି ଏକ ଗ୍ରାମ ହେଲା ବରଗଡ଼ ଜିଲା ପାଇକମାଳ…
ପରଲୋକରେ ଅତାବିରା ବ୍ଲକ ବିଜେଡି ସଭାପତି
ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲା ଅତାବିରା ବ୍ଲକ ବିଜେଡି ସଭାପତି ଲମ୍ବୋଦର ମଲ୍ଲିକଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍ଘାତରେ ପରଲୋକ ହୋଇଯାଇଛି। ତାଙ୍କ ଆକସ୍ମିକ ବିୟୋଗରେ ଅତାବିରା ନିିର୍ବାଚନ ମଣ୍ଡଳୀ ସମେତ ସମଗ୍ର ବରଗଡ଼ ଜିଲା ସ୍ତବ୍ଧ ହୋଇପଡ଼ଛି। ଉଚ୍ଚଶିକ୍ଷା ଲାଭ…
ନୀଳମଣିଙ୍କୁ ଇଣ୍ଟରନ୍ୟାଶନାଲ ଆଚିଭ୍ମେଣ୍ଟ ଇଣ୍ଡିଆ ଆୱାର୍ଡ
ପୁରୀ ଅଫିସ, ୭ା୧୦:କରୋନା ମହାମାରୀ ସମୟରେ ପୁରୀର ଯୁବଶିଳ୍ପୀ ନୀଳମଣି ଜେନା ଘରେ ରହି ପେଣ୍ଟିଂ କ୍ଷେତ୍ରରେ ସାଉଣ୍ଟିଛନ୍ତି ଅନେକ ସଫଳତା। ଅନ୍ଲାଇନ ମାଧ୍ୟମରେ କୋଭିଡ୍ ସଚେତନତା ସଂକ୍ରାନ୍ତ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ପୁରସ୍କୃତ ହୋଇଛନ୍ତି। କୋଭିଡ୍-୧୯ ପ୍ରଦର୍ଶନୀ ବିଶ୍ୱସ୍ତରୀୟ ପ୍ରତିଯୋଗିତା…
ରୋଗୀଙ୍କୁ ଷ୍ଟ୍ରେଚରରେ ବୋହିଲେ ୨କି.ମି.
ଖୋର୍ଦ୍ଧା ଅଫିସ,୭ା୧୦:ସହାୟତା କରିବା ପାଇଁ ଅର୍ଥର ଆବଶ୍ୟକତା ନ ଥାଏ। ଆବଶ୍ୟକ ଥାଏ ଉଦାର ହୃଦୟ ଓ ମନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ କଳାଙ୍ଗ ପଞ୍ଚାୟତର ନାଉପଦା ଗ୍ରାମରେ। ଗ୍ରାମର ବାସନ୍ତୀ ବରାଡ଼(୩୫)ଙ୍କ ପାଇଁ…
ଘଣ୍ଟ ପିଟିଲେ ନିଦ ଭାଙ୍ଗିବ
ବଅଁରପାଳ, ୭ା୧୦(ଉପେନ୍ଦ୍ର ରାଉତ) – ୭ ମାସ ହେଲା ମନ୍ଦିରରେ ଦିଅଁ ଦର୍ଶନରୁ ଭକ୍ତଙ୍କୁ ବଞ୍ଚିତ କରାଯାଇଛି। କେତେ ଓଷା, ବାର, ପୂର୍ଣ୍ଣମୀ, ସଂକ୍ରାନ୍ତି ଗଲାଣି। ଦେବାଳୟ ଆସିବାକୁ ଶ୍ରଦ୍ଧାଳୁ ମଧ୍ୟ ବ୍ୟସ୍ତ ହେଲେଣି। ସଂକ୍ରମଣ ରୋକିହେଉ ନ ଥିଲେ ବି…
ବଜାର ଖୋଲା, ବେପାର ମାନ୍ଦା
ପରିକ୍ଷିତ ସାହୁ, ବଇଣ୍ଡା,୭ା୧୦ – ମାସ ମାସର ଲକ୍ଡାଉନ, ଶଟ୍ଡାଉନ ପରେ ବଜାରକୁ ଖୋଲିଦିଆଯାଇଛି। ବେପାର କରିବାରେ ଆଉ ସେପରି କିଛି କଡ଼ା କଟକଣା ନାହିଁ। କେବଳ ସାମାଜିକ ଦୂରତ୍ୱ ଓ ମାସ୍କ ପରିଧାନ ନିୟମ ପାଳନ କରିବାର ନିର୍ଦ୍ଦେଶ ରହିଛି।…
ଗୋଟିଏ ପଟେ ଦାବି, ଅନ୍ୟ ପଟେ ବିରୋଧ
ପୁରୀ ଅଫିସ, ୭ା୧୦:ବର୍ତ୍ତମାନ ଶ୍ରୀମନ୍ଦିର ଖୋଲାଯିବା ପାଇଁ ଗୋଟିଏ ପଟେ ଦାବି ହେଉଥିବାବେଳେ ଅନ୍ୟ ପଟେ ଏହାକୁ ବିରୋଧ କରାଯାଉଛି। ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଦାବି ନେଇ ମଙ୍ଗଳବାର ପୂର୍ବାହ୍ନରେ ସୁଆର ମହାସୁଆର ନିଯୋଗ ପୂର୍ବତନ ସଭାପତି ଦାମୋଦର ମହାସୁଆରଙ୍କ…
ମିଳିଲାନି ଚିକିତ୍ସା, ରାସ୍ତାରେ ପ୍ରସବ: ଆଖି ବୁଜିଲେ ନବଜାତ ଶିଶୁପୁତ୍ର
ଯୋଡ଼ା, ୭।୧୦ (ଡି.ଏନ.ଏ.)- ପ୍ରସବ ଯନ୍ତ୍ରଣାରେ ଛଟପଟ ଜଣେ ମହିଳାଙ୍କୁ ଚିକିତ୍ସା ଯୋଗାଇ ନ ଦେଇ ଡାକ୍ତରଖାନାରୁ ଫେରାଇ ଦିଆଯିବା ପରେ ସେ ରାସ୍ତାରେ ସନ୍ତାନ ପ୍ରସବ କରିଥିଲେ। ଫଳରେ ନବଜାତ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଥିଲା। କେନ୍ଦୁଝର ଜିଲା ପଶ୍ଚିମ ଯୋଡ଼ା…
କଟକ ସହରରୁ ଚିହ୍ନଟ ହେଲେ ଆଉ ୧୧୭ ନୂଆ ଆକ୍ରାନ୍ତ
କଟକ ଅଫିସ, ୬।୧୦: କଟକ ସହରରୁ ମଙ୍ଗଳବାର ୧୧୭ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୪ ଜଣ ଏବଂ ୬୩ ଜଣ ଲୋକାଲ୍ କେସ୍ ଥିବା କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଟୁଇଟ୍ ଯୋଗେ…
୩ ମହଲା ଛାତରୁ ପଡି କନଷ୍ଟେବଳ ମୃତ
ରାୟଗଡା ଅଫିସ୍,୬।୧୦: ଓଏସ୍ଏପି କନଷ୍ଟେବଳ ଯୋଗେଶ୍ୱର ଦାଶ (୨୭) ୩ ମହଲା ଛାତରୁ ପଡି ମୃତ୍ୟୁବରଣ କରିଛନ୍ତି। ସେ ଚାନ୍ଦିଲି ନିୟୁ ଆରୋ ବିଲ୍ଡିଂ ଫୋର୍ସ ବ୍ୟାରେକରେ ରହୁଥିଲେ। ସୋମବାର ରାତି ୯ଟା ସମୟରେ ସେ ଛାତ ଉପରେ ବସି ଆଇପିଏଲ୍…

