ଆମ ଜିଲା ଖବର

୫-ଟି ପାଇଁ ଆନୁଷଙ୍ଗିକ ଭିତ୍ତିଭୂମି ପ୍ରସ୍ତୁତ କର

ଅନୁଗୋଳ ଅଫିସ, ୨୩।୨ – ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ‘୫-ଟି’ର ସମୀକ୍ଷା ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ସମସ୍ତଙ୍କୁ ସ୍ବାଗତ କରିବା...

ବାଲନ୍ଦାପଡ଼ା, ଗୋଚ୍ଛାପଡା ପିଏଚ୍‌ସିରେ ଡାକ୍ତର ନାହାନ୍ତି

ଫିରିଙ୍ଗିଆ, ୨୩ା୨- ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଧିନରେ ଥିବା ବାଲନ୍ଦାପଡା ଏବଂ ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍‌ସି)ରେ ବହୁ ଦିନ ହେଲା ଡାକ୍ତର ନାହାନ୍ତି। ଫଳରେ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ଦୁର୍ଗମ ଅଞ୍ଚଳବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚତ୍ତ...

ଘାଟିରେ ଅଟୋ ଓଲଟି ୩ ଗୁରୁତର

ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍‌.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବ୍ରାହ୍ମଣୀଗଁ। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା...

ଜେଲ ପରିଦର୍ଶନ କଲେ ବିଭାଗୀୟ ଡିଜି

ଫୁଲବାଣୀ ଅଫିସ, ୨୩ ।୨-କନ୍ଧମାଳ ଜିଲା ଗସ୍ତରେ ଜେଲ ବିଭାଗ ଡିଜି ସନ୍ତୋଷ କୁମାର ଉପାଧ୍ୟାୟ ଆସି ଶନିବାର ଅପରାହ୍ନରେ ଫୁଲବାଣୀସ୍ଥିତ କାରାଗାର ପରିଦର୍ଶନ କରିଛନ୍ତି। ଜେଲରେ ପହଞ୍ଚତ୍ବା ପରେ ତାଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଡିଜି...

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇ ଗିରଫ ହେଲେ ହିତାଧିକାରୀ

ଭଞ୍ଜନଗର,୨୩।୨(ଡି.ଏନ.ଏ.)-ଏବେବି ଅନେକ ଯୋଗ୍ୟ ହିତାଧିକାରୀଙ୍କ ନାମ ରାଶନକାର୍ଡ଼ ତାଲିକାରେ ନାହିଁ। ନିକଟରେ ନାମ ସଂଯୋଗ ନେଇ ମଧ୍ୟ ସରକାରଙ୍କର କୌଣସି ବ୍ୟବସ୍ଥା ନାହିଁ। ତେଣୁ ରାଶନକାର୍ଡ଼ରୁ ବଞ୍ଚତ୍ତ ଅନେକ ଯୋଗ୍ୟ ହିତାଧିକାରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ଏଭଳି ପରିସ୍ଥିତିରେ ଜଗନ୍ନାଥପ୍ରସାଦ...

ମାଗଣାରେ ମା’ଙ୍କୁ ଦର୍ଶନ କରିବେ ଭକ୍ତ

ପୁରୁଷୋତ୍ତମପୁର,୨୩ା୨(ଡି.ଏନ.ଏ.)-ଗଞ୍ଜାମର ପ୍ରସିଦ୍ଧ ଇଷ୍ଟ ଦେବୀ ମା’ତାରାତାରିଣିଙ୍କ ଚୈତ୍ର ଯାତ୍ରା ଆସନ୍ତା ମାର୍ଚ୍ଚ ମାସ ୧୦ ତାରିଖଠାରୁ ହେବ। ଏହାର ସୁପରିଚାଳନା ଲାଗି ଶନିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ତାରା ତାରିଣୀଙ୍କ ପୀଠକୁ ଆସି ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ...

ବାଉଁଶ କାରିଗରଙ୍କ କୌଳିକ ବୃତ୍ତି ଦିଗହରା

ତେଲକୋଇ, ୨୩।୨(ଡି.ଏନ.ଏ.)-ତେଲକୋଇ ବ୍ଲକ ଅଧୀନରେ ବିଭିନ୍ନ ଗ୍ରାମରେ ବାଉଁଶ ଦ୍ୱାରା ବିଭିନ୍ନ ସାମଗ୍ରୀ ତିଆରି କରି ପରିବାର ପୋଷଣ କରିଥାନ୍ତି। ବାଉଁଶରେ କୁଲା, ଟୋକେଇ, ଡଲା, ଚେୟାର, ଝୁଡ଼ି ଆଦି ବିଭିନ୍ନ ସାମଗ୍ରୀ ବିକ୍ରି କରି କୌଳିକ ବୃତ୍ତି ଯୋଗୁ...

ହାର ମାନିନାହାନ୍ତି ଦିବ୍ୟାଙ୍ଗ ଦମ୍ପତି

ବନ୍ତ,୨୩।୨(ସ୍ବ.ପ୍ର.)-ସ୍ବାମୀ ଓ ସ୍ତ୍ରୀ ଦୁଇଜଣ ଦିବ୍ୟାଙ୍ଗ। ସ୍ବାମୀ ପୋଲିଓ ଆକ୍ରାନ୍ତ ହୋଇ ଚାଲିବାକୁ ଅକ୍ଷମ ହୋଇଥିବାବେଳେ ସ୍ତ୍ରୀଙ୍କ ପିଠିରେ ଏକ ବଡ଼ କୁବ୍ଜ ବାହାରି ଥିବାରୁ ସିଧାହୋଇ ଚାଲି ପାରୁନାହାନ୍ତି। ତଥାପି ସେମାନେ ଅନ୍ୟ ଉପରେ ନିର୍ଭର ନ କରି...

ଡେଲିଭରି ବୟଠାରୁ ଠକିନେଲେ ୮ମୋବାଇଲ

ବାରିପଦା ଅଫିସ, ୨୩।୨-ବାରିପଦା ଟାଉନରେ ଜଣେ ଡେଲିଭରି ବୟଠାରୁ ଦୁଇ ଜଣ ଯୁବକ ୮ମୋବାଇଲ ଠକି ନେଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏହି ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଜଣଙ୍କୁ ଯାଜପୁର ଓ...

ସୁଧୁରିନ ପୌରାଞ୍ଚଳ ରାସ୍ତା: ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ପୌରାଞ୍ଚଳର ବିଭିନ୍ନ ୱାର୍ଡ଼ରେ ମୁଖ୍ୟ ରାସ୍ତାଗୁଡ଼ିକର ଦୁରବସ୍ଥା ପାଇଁ ସହରବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତୁରନ୍ତ ରାସ୍ତାଗୁଡ଼ିକର ମରାମତି ଏବଂ ନବୀକରଣ କରାଯିବା ପାଇଁ ଗୁରୁବାର ନଗର ଭାଜପା ପକ୍ଷରୁ ପୌରପାଳ...

ଆରମ୍ଭ ହେଲା ଆକ୍ୱା ଏକ୍ସପୋ ଓଡ଼ିଶା: ବୈଜ୍ଞାନିକ ପ୍ରଣାଳୀରେ ଉଦ୍ୟୋଗ ସ୍ଥାପନ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୩।୨-ବାଲେଶ୍ୱର ସହର ଆଇଟିଆଇ ପଡ଼ିଆରେ ଓଡ଼ିଶା ଆକ୍ୱାଟିକ୍‌ ଫିଡ୍‌ ଡିଲର୍ସ ଆସୋସିଏଶନ୍‌, ସି ଫୁଡ୍‌ ଏକ୍ସପୋର୍ଟସ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ ରାଜ୍ୟ ଶାଖା ଓ ଓଡ଼ିଶା ସ୍ରିମ୍ପ ଫାର୍ମର୍ସ ଆସୋସିଏଶନ୍‌ ଦ୍ୱାରା ବାଲେଶ୍ୱର ଚ୍ୟାମ୍ବର ଅଫ୍‌ ଇଣ୍ଡଷ୍ଟ୍ରି...

ଝାଡାବାନ୍ତିରେ ମହିଳାଙ୍କ ମୃତ୍ୟୁ, ୪ ଆକ୍ରାନ୍ତ

ବାହାନଗା୨୨ା୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଖନ୍ତାପଡା ଥାନା ଅଧୀନ ଦକ୍ଷୀଣନରସିଂପୁର ପଞ୍ଚାୟତ ଚଷାଖଣ୍ଡ ଗ୍ରାମର ଦଳେଇ ସାହିରେ ଝାଡାବାନ୍ତି ବ୍ୟାପି ଗତ ୪ଦିନ ମଧ୍ୟରେ ୫ଜଣ ମହିଳା ଓ ପୁରୁଷ ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୁରୁତର ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri