ଆମ ଜିଲା ଖବର

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହାହେଲେ ଗର୍ଭବତୀ

କେନ୍ଦୁଝର,୧୫ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଏବେ ମଧ୍ୟ ଅନେକ ଗ୍ରାମ, ସାହିକୁ ସବୁଦିନିଆ ରାସ୍ତା ନାହିଁ। ଫଳରେ ଗ୍ରାମକୁ ଆମ୍ବୁଲାନ୍ସ ଓ ଅଗ୍ନିଶମ ସେବା ଗାଡ଼ି ଭଳି ଅତ୍ୟାବଶ୍ୟକୀୟ ଯାନ ପହଞ୍ଚି ପାରୁନାହିଁ। ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସହରର ସମସ୍ତ ସ୍କୁଲ, କଲେଜ ବନ୍ଦ

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରରେ ଗୁରୁବାର ଘଟିଥିବା ଗୋଷ୍ଠୀ ସଂଘର୍ଷ ପରେ ସ୍ଥିତି ଗମ୍ଭୀର ରହିଛି। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଜାନୁଆରୀ ୧୬ ଅର୍ଥାତ୍ ଶୁକ୍ରବାର ସୁନ୍ଦରଗଡ଼ ମୁନିସିପାଲିଟି ଅଞ୍ଚଳରେ ଥିବା ସମସ୍ତ ସରକାରୀ ଓ…

ରକ୍ତଦାନ କରି ଜଣଙ୍କ ଜୀବନ ବଞ୍ଚାଇଲେ ନର୍ସିଂ ଛାତ୍ର

ଭଞ୍ଜନଗର,୧୫ା୧(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ୨ ଜଣ ନର୍ସିଂ ପ୍ରଶିକ୍ଷଣ ଛାତ୍ର ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରି ଜଣେ ରୋଗୀଙ୍କ ଜୀବନ ବଞ୍ଚାଇଛନ୍ତି। ସେମାନେ ହେଲେ ସ୍ଥାନୀୟ ଭଞ୍ଜ କଲେଜ ଅଫ ନର୍ସିଂର ବି ଏସସି ତୃତୀୟ ବର୍ଷ ଛାତ୍ର…

ନିୟମ ମାନ, ନହେଲେ ଫେବୃୟାରୀରୁ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୫।୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା, ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ସମେତ ବିପଦର ବନ୍ଧୁ, ଅଟୋ ସଂଘର କର୍ମକର୍ତ୍ତା ମାନେ ମିଳିତ ଭାବେ ଗୁରୁବାର ସନ୍ଧ୍ୟାରେ…

ସନାତନଙ୍କ ନିଲମ୍ବନ ପରେ କେନ୍ଦୁଝରରେ ବଢ଼ିଲା…

କେନ୍ଦୁଝର,୧୫ା୧(ଦୀପକ ମିଶ୍ର): କେନ୍ଦୁଝର ଜିଲା ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗୁରୁବାର ଦଳରୁ ନିଲମ୍ବନ କରିଛନ୍ତି। ଖବର ପ୍ରଚାର ପରେ ଜିଲାରେ ରାଜନୈତିକ ପାଣିପାଗ ଉଷ୍ମ ହୋଇଛି। କେନ୍ଦୁଝରରେ ମକର ସଂକ୍ରାନ୍ତି ସମୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ…

କଳାହାଣ୍ଡି ଖାଉଟି ଅଦାଲତରେ ଫିଲ୍ମ ତାରକାଙ୍କ ବିରୋଧରେ ମାମଲା; ବିଜ୍ଞାପନରେ ନଜର ଆସିଥିବା…

ଭବାନୀପାଟଣା, ୧୫।୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଖାଉଟି ଅଦାଲତରେ ମୃଦୁପାନୀୟ ବିଜ୍ଞାପନକୁ ନେଇ ବଲିଉଡ ଫିଲ୍ମ ଅଭିନେତା ସଲମାନ ଖାନ, ହ୍ରିତିକ ରୋଶନ ଏବଂ କମ୍ପାନୀ ବିରୋଧରେ ମାମଲା ରୁଜୁ ହେବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି…

ମଙ୍ଗଳବାର ଅପହରଣ, ମାମଲା ରୁଜୁର ଅଢ଼େଇ ଘଣ୍ଟାରେ ନାବାଳିକା ଉଦ୍ଧାର; ଅଭିଯୁକ୍ତଙ୍କୁ ବାନ୍ଧି…  

ପାଇକମାଳ,୧୫।୧(ବଡ଼ ଶତପଥୀ): ବରଗଡ ଜିଲା ପାଇକମାଳରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି। ପାଇକମାଳ ଥାନା ହିରାପୁର ଗାଁର ଜଣେ ନିଖୋଜ ନାବାଳିକାଙ୍କ ବିଷୟରେ ଥାନାରେ ରିପୋର୍ଟ ଲେଖାଯିବାର ଅଢେଇ ଘଣ୍ଟା ମଧ୍ୟରେ ପୋଲିସ ନାବାଳିକାକୁ ଉଦ୍ଧାର କରିଥିବା ଜଣାପଡିଛି। ପ୍ରାପ୍ତ…

ଚାଷୀଙ୍କ ଅଧିକାର ପାଇଁ ଲଢ଼େଇ ହେବ

ଲାଞ୍ଜିଗଡ଼,୧୫ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଧ ପଞ୍ଚାୟତଠାରେ ଅନୁଷ୍ଠିତ ବୈଠକରେ ମା’ ହୀରାନୀଳା ନାମରେ ପଞ୍ଚାୟତସ୍ତରୀୟ କୃଷକ ବନ୍ଧୁ ସଙ୍ଗଠନ ଗଠନ କରାଯାଇଛି। ଚାଷୀଙ୍କ ଅଧିକାର ପାଇଁ ଏହି ସଙ୍ଗଠନ ଲଢେଇ କରିବ ବୋଲି କର୍ମକର୍ତ୍ତା ସୂଚନା…

ଦାଦନ ଖଟିବାକୁ ଯାଇ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ବିଧାୟକ କହିଲେ କମ୍ପାନୀ ଅଛି…

ରାୟଗଡ଼ା/ଟିକିରି,୧୫/୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ବକ୍ସାଇଟ ଖଣି ଗନ୍ତାଘର ଭାବେ ବିଶ୍ୱ ପରିଚିତ କାଶୀପୁର ବ୍ଲକର ଜଣେ ୨୫ବର୍ଷୀୟ ଯୁବକ ଦାଦନ ଖଟିବାକୁ ଯାଇ ପ୍ରାଣ ହରାଇଛନ୍ତି । ମୃତକ ଜଣକ ହେଲେ କୁଚେଇପଦର ଗ୍ରାମର ଲିଙ୍ଗରାଜ ମାଝିଙ୍କ ପୁଅ…

ଧରିତ୍ରୀରେ ଖବର ପ୍ରକାଶ ପରେ ଖାଦ୍ୟ ସୁରକ୍ଷା ଟିମର ତତ୍ପରତା, ହୋଟେଲରେ ଚଢ଼ାଉ କରି…

ଗଞ୍ଜାମ(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଯାଞ୍ଚ ହେଉନି ଖାଦ୍ୟର ମାନ । ଅପମିଶ୍ରିତ ଏବଂ ଭେଜାଲ ଖାଦ୍ୟ ପ୍ରସ୍ତୁତ ହେଉଥିବା ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ଅଭିଯୋଗ ପରେ ଗତ ୬ ତାରିଖରେ ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିଲା । ତେବେ…

ରାଷ୍ଟ୍ରପତି ଭବନ ଯିବାକୁ ଖୁସବୁଙ୍କୁ ମିଳିଲା ନିମନ୍ତ୍ରଣ

ଝାରସୁଗୁଡା,୧୫ା୧(ଆଶିଷ ରଞ୍ଜନ ଦାଶ): ସାଧାରଣତନ୍ତ୍ର ଦିବସ ଅବସରରେ ରାଷ୍ଟ୍ରପତି ଭବନରେ ହେବାକୁ ଥିବା ପ୍ରତିଷ୍ଠିତ ‘ଏଟ ହୋମ’ ସମ୍ମିଳନୀ ପାଇଁ ଝାରସୁଗୁଡ଼ା ଜିଲା ବେଲପାହାଡ଼ ଗୁମାଡେରା ନିବାସୀ ବୁଧରାମ ଜୟପୁରିଆଙ୍କ ଝିଅ ଖୁସବୁ ଜୟପୁରିଆ ନିମନ୍ତ୍ରିତ ହୋଇଛନ୍ତି। ଖୁସବୁଙ୍କ ଏହି ଚୟନ…

ବିଭିନ୍ନ ଦାବି ନେଇ ଆର୍‌ଟିଓଙ୍କୁ ଭେଟିଲେ ବସ୍‌ ମାଲିକ

ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ଆମେ କେମିତି ବଞ୍ଚିବୁ? ଆମେ କେମିତି ଇନସୁରାନ୍ସ, ପରମିଟ ଓ ଫାଇନାନ୍ସ ପାଇବୁ? । ଆମ କୁ ହଇରାଣ କରାଯାଉଛ। ଆମକୁ ଚଳିବାକୁ ଦିଅନ୍ତୁ। ଏପରି ହୋ-ହଲ୍ଲା କରି ଗଞ୍ଜାମ ଜିଲା ଘରୋଇ ବସ୍‌ର ବହୁ ମାଲିକ ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri