ଆମ ଜିଲା ଖବର

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ବଡବିଲ, ୪।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଚଳାଇ ଅଭିଯୁକ୍ତ ପ୍ରତାପ ପୃଷ୍ଟି ଓରଫ୍‌ ଧଳିଆଙ୍କୁ ଗିରଫ କରିଛି। ଏନେଇ ଥାନାରେ ଦଫା ୩୬୬, ୩୪୧, ୩୫୪,…

ବଦଳିଲେ ଜଗତସିଂହପୁର ଜିଲାପାଳ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ଜଗତସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ରବିବାର ବଦଳି ହୋଇଛି। ତାଙ୍କ ସ୍ଥାନରେ ନୂତନ ଜିଲାପାଳ ଭାବେ ସରୋଜ କୁମାର ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ମିଳିଛି। ପ୍ରକାଶ ଯେ, ସଂଗ୍ରାମ…

ଚିତ୍ରକୋଣ୍ଡା ବିଡିଓଙ୍କ ଆଲବମ୍‌ ଭିଡିଓ ଭାଇରାଲ

ମାଲକାନଗିରି,୪ା୧୦ (ଡି.ଏନ.ଏ.)-ଚିତ୍ରକୋଣ୍ଡା ବିଡିଓ ଲରିମନ ଖର୍ସେଲଙ୍କ ଏକ ଆଲବମ୍‌ ଭିଡିଓ ଶନିବାର ଭାଇରାଲ ହୋଇଛି। ସେ ଜଣେ ଓଡିଶା ପ୍ରଶାସନିକ ଅଧିକାରୀ ହୋଇଥିବା ବେଳେ ସମ୍ପୃକ୍ତ ଭିଡିଓରେ ହିରୋ ହୋଇ ଆଲବମ ପ୍ରସ୍ତୁତ କରିବା କେତେଦୂର ଯୁକ୍ତିଯୁକ୍ତ ବୋଲି ଏବେ ପ୍ରଶ୍ନବାଚୀ…

ମୋବାଇଲରେ ଗେମ୍‌ ଖେଳିବାକୁ ବିରୋଧ କରିବାରୁ ନଦୀକୁ ଡେଇଁ ଆତ୍ମହତ୍ୟା କଲେ ନାବାଳକ

ବିଞ୍ଝାରପୁର,୪ା୧୦(ଡି.ଏନ.ଏ.): ମୋବାଇଲରେ ଗେମ୍‌ ଖେଳିବାକୁ ମା’ ବିରୋଧ କରିବାରୁ ଜଣେ ନାବାଳକ ରବିବାର ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାଜପୁର ଜିଲା ବିଞ୍ଝାରପୁର ଥାନା ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ନାବାଳକ ଜଣକ ଶନିବାର ଅପରାହ୍ନରେ…

କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍‌ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ଉତ୍ତରପ୍ରଦେଶ ପୀଡ଼ିତାଙ୍କୁ ତ୍ୱରିତ ନ୍ୟାୟ ଦାବି: ରାଜରାସ୍ତାରେ ଗର୍ଜିଲେ ଆମ୍ବେଡକରବାଦୀ ସଂଗଠନ

ଭବାନୀପାଟଣା,୪।୧୦(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ହାଥରସ ଓ ବଳରାମପୁରରେ ଦଳିତ ନାବାଳିକାଙ୍କ ଗଣଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ସାରା ଦେଶର ବିଭିନ୍ନ ରାଜନୈତିକ ଓ ସାମାଜିକ ସଂଗଠନ ଏବେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ସାରା ଦେଶରେ ଏହି ପ୍ରତିବାଦର ସ୍ବର ତୀବ୍ର ହେବାରେ ଲାଗିଥିବାବେଳେ…

କୋରାପୁଟରୁ ଆଉ ଏକ ମୁଣ୍ଡ ନେଲା କରୋନା : ୪୫ ନୂଆ ଆକ୍ରାନ୍ତ ଚିହ୍ନଟ

କୋରାପୁଟ,୪।୧୦(ସ୍ବ.ପ୍ର.): କୋରାପୁଟ ଜିଲାରୁ ରବିବାର ଆଉ ଏକ ମୁଣ୍ଡ ନେଇଛି କରୋନା। ଏହା ସହ ୪୫ ଜଣ ମଧ୍ୟ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ କରୋନା ମୃତ୍ୟୁ ସଂଖ୍ୟାା ୧୨କୁ ବୃଦ୍ଧି ପାଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା…

ଓଡ଼ିଶା ଜଣେ ଟାଣୁଆ, ନିର୍ଭୀକ ନେତାଙ୍କୁ ହରାଇଲା: ପାଟଣା ବିଧାୟକ

ପାଟଣା,୪।୧୦(ସ୍ବ.ପ୍ର.): ପୁରୀ ଜିଲା ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରୁ ୭ ଥର ପ୍ରତିନିଧିତ୍ୱ କରିଥିବା ବିଧାୟକ, ପୂର୍ବତନ ମନ୍ତ୍ରୀ, ବିଜେଡିର ବରିଷ୍ଠ ସ୍ପଷ୍ଟବାଦୀ ନେତା ପ୍ରଦୀପ ମହାରଥୀଙ୍କ ଶନିବାର ବିଳମ୍ବତ ରାତିରେ ପରଲୋକ ଘଟିଛି। ତେବେ ତାଙ୍କ ଆକସ୍ମିକ ବିୟୋଗରେ ପାଟଣା ନିର୍ବାଚନମଣ୍ଡଳୀର…

ତିନିଦିନ ହେଲା ଗ୍ରାମ ନିକଟରେ ପଡ଼ିଛି ସାଇକେଲ ମିଳୁନାହାନ୍ତି ଯୁବକ: ପରିବାର ପକ୍ଷରୁ ଥାନାରେ ଅଭିଯୋଗ

ହରଭଙ୍ଗା୪।୧୦(ଡି.ଏନ୍‌.ଏ.): ବୌଦ୍ଧଜିଲା ପୁରୁଣାକଟକ ଥାନା ଲୁଣିବାହାଲ ଗ୍ରାମ ପଞ୍ଚାୟତ କଣ୍ଟିଆପଦର ଗ୍ରାମର ନେପାଳ ପ୍ରଧାନଙ୍କ ପୁଅ ଜଗଦୀଶ ପ୍ରଧାନ (୨୩) ଗତ ୨ ତାରିଖରୁ ନିଖୋଜ ଅଛନ୍ତି। ଏ ନେଇ ପରିବାର ପକ୍ଷରୁ ପୁରୁଣାକଟକ ଥାନାରେ ଲିଖିତଭାବେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ,…

ପୋଲିସ ଘରୁ ଚୋରି: ସୁନା,ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜୁନାଗଡ଼,୪।୯(ଡିଏନଏ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମଥୁରା ଗ୍ରାମର ସନ୍ତୋଷ ପଣ୍ଡାଙ୍କ ଘରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ତେବେ ସନ୍ତୋଷ ଜିଲାର ଆମପାଣି ଥାନାରେ ପୋଲିସ ହାବିଲଦାର ଭାବେ ଦାୟିତ୍ୱ ତୁଲାଉଥିବାରୁ ପୋଲସ ଘରୁ ଚୋରି ନେଇ ଅଞ୍ଚଳରେ…

ବରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୬୯କୁ ବୃଦ୍ଧି, ଆଜି ୯୪ ଚିହ୍ନଟ

ବରଗଡ଼ ଅଫିସ,୪ା୧୦: ବରଗଡ଼ରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି। ପ୍ରତିଦିନ ଜିଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ରବିବାର ପୁଣି ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୨ ମହିଳା ଏବଂ ୬୨ ପୁରୁଷ ଅଛନ୍ତି। ଏହାକୁ ମିଶାଇ…

ଲକ୍ଷାଧିକ ଟଙ୍କାର କାଠଗଣ୍ଡି ଜବତ କଲା ବନ ବିଭାଗ, ୩ ଗିରଫ

ବରଗଡ଼ ଅଫିସ,୪ା୧୦: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଏଁଲାଭଟାରେ ଚାଲିଥିବା ଚୋରା କାଠ କାରବାର ଠାବ ହୋଇଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ବନ ବିଭାଗର ଅଧିକାରୀ, କର୍ମଚାରୀମାନେ ସେଠାରେ ଅତର୍କିତ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଶାଗୁଆନ କାଠଗଣ୍ଡି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?