ଦୁଇ ଦିନରେ ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷରୁ ଅଧିକ ତଣ୍ଡ
ବ୍ରହ୍ମପୁର ଅଫିସ,୨୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍ଡାଉନ ଓ ଶଟ୍ଡାଉନ୍ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…
ଚୌଦ୍ୱାର ଜେଲ୍ରେ ପହଞ୍ଚିଲା କରୋନା: ଚିହ୍ନଟ ହେଲେ ଜଣେ ପଜିଟିଭ୍
ଚୌଦ୍ୱାର,୨୭।୭(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ସର୍କଲ ଜେଲରୁ ଜଣେ ଓ୍ବାର୍ଡର କରୋନା ପଜିଟିଭ୍ ବାହାରିଥିବା ଜଣାପଡ଼ିଛି। ଗତ ଶୁକ୍ରବାର ଜେଲର ୧୩ଜଣ କଏଦୀ ଓ ୧୨ଜଣ କର୍ମଚାରୀଙ୍କ ନମୁନା ଜିଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ନିଆଯାଇଥିଲା। ଶନିବାର ରିପୋର୍ଟ ଆସିବା ପରେ…
ଆଇଆରବିଏନ୍ ଷଷ୍ଠ ବାଟାଲିୟନରୁ ଜଣେ କରୋନା ପଜିଟିଭ୍: ୨ ଗ୍ରାମ ୭୨ଘଣ୍ଟା ଶଟଡାଉନ
ଖୋର୍ଦ୍ଧା,୨୬।୭: ଖୋର୍ଦ୍ଧା ବ୍ଳକ ଅନ୍ତର୍ଗତ ନାଲିପଡା ଅର୍ଜୁନପୁର ପଞ୍ଚାୟତ ଅନ୍ତର୍ଗତ ଆଇଆରବିଏନ୍ ଷଷ୍ଠ ବାଟାଲିୟନରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପରେ ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ଶନିବାର ରାତିରୁ ୨୮ତାରିଖ ରାତି ୮ଟା ପର୍ଯ୍ୟନ୍ତ ୨ଟି ଗ୍ରାମକୁ…
ଖଟିଆରେ ବୁହାହେଲେ ରୋଗୀ
ନୟାଗଡ଼ ଅଫିସ,୨୬ା୭: ସବୁ ଦିନିଆ ରାସ୍ତାଟିଏ ନ ଥବାରୁ ୪ କିମି ପର୍ଯ୍ୟନ୍ତ ଖଟିଆରେ ଜଣେ ରୋଗୀଙ୍କୁ ବୋହି ନେବାକୁ ପଡ଼ିଛି। ଆମ୍ବୁଲାନ୍ସ କର୍ମଚାରୀ ଓ ଗାଁ ଲୋକେ ଖଟିଆରେ ନେବା ପରେ ଆମ୍ବୁଲାନ୍ସରେ ଦଶପଲ୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଏହି ଘଟଣା…
କରୋନା ପଜିଟିଭ୍ ଚିହ୍ନଟ ପରେ ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସିଲ୍: ସ୍କୁଲରେ ଫିବର କ୍ଲିନିକ
ଜି. ଉଦୟଗିରି,୨୬।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୨ ଜଣ ନର୍ସ ଓ ଜଣେ ଆଟେଣ୍ଡାଣ୍ଟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ ସିଲ୍ କରି ଦିଆଯାଇଛି । ତେବେ କେବଳ ଥଣ୍ଡା, କାଶ, ଜ୍ୱର ରୋଗୀଙ୍କୁ…
ଖୋର୍ଦ୍ଧାରେ ୭୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଖୋର୍ଦ୍ଧା ଅଫିସ,୨୫ା୭: ଖୋର୍ଦ୍ଧା ଜିଲାରେ ବିଏମ୍ସିକୁ ବାଦ୍ ଦେଇ ରବିବାର ୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ହୋମ୍ କ୍ବାରାଣ୍ଟାଇନ୍ରୁ ୧୦, ଡାଇରେକ୍ଟ କଣ୍ଟାକ୍ଟ ୧୦ ଏବଂ ଟିଏମ୍ସିରୁ ୬ଜଣ ରହିଛନ୍ତି। ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୨୦ରେ ପହଞ୍ଚିଛି।…
ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ ଦମ୍ପତି
ଗଞ୍ଜାମ,୨୬ା୭(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳିଜଗନ୍ନାଥପୁର ଗ୍ରାମର ସ୍ତ୍ରୀ ସ୍ବାମୀ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇ ଶିତଳାପଲ୍ଲୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ବର୍ତ୍ତମାନ ଏହି ଦମ୍ପତି ସୁସ୍ଥ ହୋଇ ଘରକୁ ଫେରିଥିବା କାଇଁଚପୁର ପଞ୍ଚାୟତ ସରପଞ୍ଚ ଜି.ସନ୍ତୋଷ ରେଡ୍ଡୀ…
ବରଗଡ଼ରେ ୭ କରୋନା ପଜିଟିଭ୍ ଚିହ୍ନଟ: ସମସ୍ତେ ସ୍ଥାନୀୟ ଆକ୍ରାନ୍ତ
ବରଗଡ଼ ଅଫିସ,୨୬।୭: ବରଗଡ଼ ଜିଲାରେ ରବିବାର ପୁଣି ୭ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ଜଣ ବରପାଲି ବ୍ଲକ ଅନ୍ତର୍ଗତ ଟିଙ୍ଗିପାଲି ଗ୍ରାମର ହୋଇଥିବା ବେଳେ ଅନ୍ୟ ୨ଜଣ ବରଗଡ଼ ପୌର ପରିଷଦ ଅଧୀନ…
ବିକ୍ରି ହୋଇ ପାରୁଛି ମଦ, ଖୋଲୁନି ଦୁଗ୍ଧ ଉତ୍ପାଦକ ସମିତି: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ
ବରଗଡ଼ ଅଫିସ,୨୬।୭: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ କେତେବେଳେ ଲକ୍ଡାଉନ ତ ଆଉ କେତେବେଳେ ଶଟଡାଉନ କଟକଣା ଲାଗୁ ହେଉଛି। ଏଭଳି ସ୍ଥିତିରେ ବିଭିନ୍ନ ଲୋକଙ୍କ ରୋଜଗାର ପନ୍ଥା ସମ୍ପୂର୍ଣ୍ଣ ଠପ୍ ହୋଇ ଯାଇଛି। ଏପରିକି ଏଥିରୁ ମଧ୍ୟ ବାଦ୍…
ଗଜବାହାଲ ପଞ୍ଚାୟତ ୨ ଦିନ ଶଟ୍ଡାଉନ
କର୍ଲାମୁଣ୍ଡା,୨୬।୭(ଡି.ଏନ୍.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତକୁ ରବିବାର ସକାଳଠାରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୨ ଦିନ ଶଟ୍ଡାଉନ ଘୋଷଣା କରାଯାଇଛି। ପଞ୍ଚାୟତ ନିକଟସ୍ଥ ପଡ଼ୋଶୀ ବଲାଙ୍ଗୀର ଜିଲାର ଏକ ଗାଁରୁ ଜଣେ ବ୍ୟକ୍ତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।…
ପୁଣି ପୋଲିସ-ମାଓବାଦୀ ମୁହାଁମୁହିଁ
କୋରୁକୋଣ୍ଡା,୨୫ା୭(ଡି.ଏନ୍.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ବାଭିମାନ ଅଞ୍ଚଳର ପଣସପୁଟ ଅଞ୍ଚଳରେ ଗୁଳିବିନିମୟ ଚାଲୁଥିବା ସୂଚନା ମିଳିଛି। ମାଲକାନଗିରି ଏସ୍ଓଜି, ଡିଭିଏଫ୍ ଓ ଆନ୍ଧ୍ର ଗ୍ରେହଣ୍ଡଙ୍କ ମିଳିତ ସର୍ଚ୍ଚ ଅପରେଶନ ବେଳେ ମାଓବାଦୀଙ୍କ ସହ…
ପ୍ଲାଜ୍ମା ଦେଲେ ୨ ପୋଲିସ କର୍ମଚାରୀ
କଟକ ଅଫିସ,୨୬।୭: ଓଡ଼ିଶା ପୋଲିସର ଆଉ ଦୁଇଜଣ କର୍ମଚାରୀ ଶନିବାର ପ୍ଲାଜ୍ମା ଦାନ କରିଛନ୍ତି। ସେମାନେ ହେଲେ ଓଏସ୍ଏପି ତୃତୀୟ ବାଟାଲିଅନର ସିପାହି ତରୁଣ କୁମାର ଦାସ ଏବଂ ଓଏସ୍ଏପି ପ୍ରଥମ ଆଇଆର୍ ବାଟାଲିଅନର କନଷ୍ଟେବଳ ଟୁକୁନା ପ୍ରଧାନ। ଉଭୟ କଟକ…

