ଆମ ଜିଲା ଖବର

ଆସୁଛି ପାର୍ବଣ ଋତୁ: ଅନିଶ୍ଚିତତା ମଧ୍ୟରେ ମୂର୍ତ୍ତି କାରିଗର

ବାଲେଶ୍ୱର ଅଫିସ, ୨୬।୭: ଆସୁଛି ପାର୍ବଣ ଋତୁ। ପ୍ରଥମେ ଖୁଦୁରୁକୁଣୀ ପରେ ଗଣେଶ, ବିଶ୍ୱକର୍ମା, ଦୁର୍ଗାପୂଜା, ଗଜଲକ୍ଷ୍ମୀ, କାର୍ତ୍ତିକେଶ୍ୱର, ସରସ୍ବତୀ, ମନୀଷା ଦେବୀ, କାଳୀପୂଜା ଅନୁଷ୍ଠିତ ହେବ। ଏହି ସମୟକୁ ଅପେକ୍ଷା କରି ରହିଥାନ୍ତି ମୂର୍ତ୍ତି କାରଗିରମାନେ। ୩ ମାସ ପୂର୍ବରୁ…

ପୋଲିସର କାର୍ଯ୍ୟଦକ୍ଷତାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଆସିକା,୨୬ା୭ (ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଆସିକା ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ବିଶେଷ ଭାବେ ଦେଖାଦେଇଛି। ବ୍ଲକ୍‌, ତହସିଲ୍‌, ଥାନା, ଏନ୍‌ଏସି, ଶିଶୁ ବିକାଶ ପ୍ରକଳ୍ପ, ଶିକ୍ଷା ବିଭାଗ ଆଦି ବିଭାଗର ବହୁ କର୍ମଚାରୀ…

ଗୋଚର ଜମିରୁ ମୋରମ ଉଠାଇ ବନ ବିଭାଗ କରୁଛି ରାସ୍ତା କାମ

ପାଟଣାଗଡ଼, ୨୬ା୭(ଡି.ଏନ.ଏ.) ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ପ୍ରଶାସନ ବେଆଇନ ମୋରମ ଚୋରା ଚାଲାଣ ବେଳେ ୪ ଟ୍ରାକ୍ଟର, ଗୋଟିଏ ଜେସିବିକୁ ଜବତ କରିଛି। ସୋମବାର ତହସିଲ ଅଫିସ ଖୋଲିଲା ପରେ ଜବତ ଗାଡି ମାଲିକଙ୍କଠାରୁ ଜରିମାନା ଆଦାୟ କରାଯିବ ବୋଲି…

ଚିତ୍ରକଳା ଯାଦୁକର କୁବେର

ବଇଣ୍ଡା, ୨୬ା୭(ଡି.ଏନ.ଏ.) ତାଙ୍କ ତୂଳୀରେ ରହିଛି ଯାଦୁ। ସ୍ପର୍ଶ ମାତ୍ରକେ ଚିତ୍ରସବୁ ଯେମିତି ହୋଇଉଠନ୍ତି ଜୀବନ୍ତ। ସ୍କୁଲରୁ ଆର୍ଟ କଲେଜ ଯାଏ ସେ ଆଙ୍କିଛନ୍ତି ଅନେକ ଚିତ୍ର। କେଉଁ ବିଶିଷ୍ଟ ବ୍ୟକ୍ତିଙ୍କର ହେଉ ଅବା ପ୍ରକୃତିର, ସବୁଥିରେ ରହିଛି ତାଙ୍କ ଯାଦୁକରୀ…

ସରଡିହାରେ ହାତୀପଲଙ୍କ ଉତ୍ପାତ

ବସ୍ତା, ୨୬ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକରେ ହାତୀପଲ ଉପଦ୍ରବ ଚଳାଇଛନ୍ତି। ୪ଦିନ ପୂର୍ବରୁ ରାସଗୋବିନ୍ଦପୁର ବ୍ଲକର ବିଭିନ୍ନ ଗ୍ରାମରେ ହାତୀପଲ ଉତ୍ପାତ କରିବା ସହିତ ବ୍ୟାପକ ନଷ୍ଟ କରୁଥିବା ଦେଖିବାକୁ ମିଳିଥିଲା। ମୟୂରଭଞ୍ଜ ବନବିଭାଗ ପକ୍ଷରୁ ଘଉଡ଼ାଇ ଦିଆଯିବା ପରେ ଏହି…

ଧରାପଡ଼ିଲେ ଫେରାର ଆଜୀବନ କଏଦୀ

ରାଇରଙ୍ଗପୁର,୨୫ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସବ୍‌ ଜେଲ୍‌ରେ ଅଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ଚିକିତ୍ସା ପାଇଁ ଯାଇଥିବା ବେଳେ ଜେଲ୍‌ କର୍ମଚାରୀଙ୍କୁ ଚକ୍‌ମା ଦେଖାଇ ଚମ୍ପଟ ମାରିଥିଲେ। ଶନିବାର ସନ୍ଧ୍ୟାରେ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତଗର୍ର୍ତ ରେହେଡ଼ାକୋଚା ଗ୍ରାମ…

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ

କାକଟପୁର,୨୫।୭(ଡି.ଏନ୍‌.ଏ): କାକଟୁପୁର ଥାନା ଅନ୍ତର୍ଗତ ଭଣ୍ଡିସାହିରେ ଚାଲିଥିବା ଏକ ଜୁଆଆଡ୍ଡାରେ ପୋଲିସ ଶୁକ୍ରବାର ରାତିରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ଥାନାକୁ ନେବାକୁ ବେଳେ ସେମାନଙ୍କ ସମ୍ପର୍କୀୟମାନେ ପୋଲିସ ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୨ଜଣ କର୍ମଚାରୀ ଆହତ…

୪ ମାସ ପରେ ହୋଇଥାନ୍ତା ବାହାଘର: ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା କଲେ ପ୍ରେମିକ

ବ୍ରହ୍ମଗିରି,୨୫ା ୦୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍‌ଭିନ୍‌ କରି…

ନାବାଳିକାଙ୍କୁ ବଳାତ୍କାର: ବନ୍ଧା ହେଲେ ଯୁବକ

ଚିତ୍ରଡ଼ା,୨୫ା୭(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଲୁଗୁ ମାରାଣ୍ଡି(୨୦)। ଡାକ୍ତରୀମାଇନା ପରେ ଶନିବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ…

କୋରାପୁଟରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୪୪୧କୁ ବୃଦ୍ଧି

କୋରାପୁଟ,୨୫ା୭(ସ୍ବ.ପ୍ର.): କୋରାପୁଟ ଜିଲାରେ ଶନିବାର ପୁଣି ୩୦ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଥିବା ଜିଲାପାଳ ମଧୁସୂଦନ ମିଶ୍ର ସୂଚନା ଦେଇଛନ୍ତି। ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୨୧ ଜଣ ପୁରୁଷ ଓ ୯…

ବୁଗୁଡ଼ାରେ ପଜିଟିଭ, ଭୁବନେଶ୍ୱରରେ ନେଗେଟିଭ

ବୁଗୁଡ଼ା,୨୫ା୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଜଣେ ବ୍ୟକ୍ତି ଗତ ୧୬ ତାରିଖରେ ବୁଗୁଡାରେ ସ୍ବାବ୍‌ ଦେଇଥିବାବେଳେ ଶନିବାର ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ମାତ୍ର ୧୭ ତାରିଖରେ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ସ୍ବାବ୍‌ ଦେଇଥିବାବେଳେ ଉକ୍ତ ଦିନ ରିପୋର୍ଟ ନେଗେଟିଭ ଆସିଥିଲା। ଏହି…

କୋଭିଡ୍‌ ଯୋଦ୍ଧା ପଜିଟିଭ୍‌ ଚିହ୍ନଟ: ୪୮ ଘଣ୍ଟା ଗାଁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଜୁନାଗଡ଼,୨୫ା୭(ଡି.ଏନ୍‌.ଏ.) : କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମହିଚଳା ପଞ୍ଚାୟତ ଚକୁଳି ଗ୍ରାମର ଜଣେ କୋଭିଡ୍‌ ଯୋଦ୍ଧା ଶୁକ୍ରବାର ରାତିରେ କରୋନାରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ଫଳରେ ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ସରପଞ୍ଚ ଅଜୟ କୁମାର ବେହେରା ସେହିସମୟ ଠାରୁ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?