ଆମ ଜିଲା ଖବର

ଡୁବୁରୀରେ ବିଧବା ମହିଳାଙ୍କ ମନର କଥା

ପୁରୀ ଅଫିସ,୨୨।୨: ପୁରୀ ଅଫିସ,୨୧ା୨ ପଶ୍ଚିମବଙ୍ଗର ଏକ ସମ୍ପ୍ରଦାୟ ରହିଛି, ଯେଉଁମାନଙ୍କର କୌଳିକ ବୃତ୍ତି ହେଉଛି ପାଣିରେ ହଜିଯାଇଥିବା ଜିନିଷ ଖୋଜି ବାହାର କରିବା। ଗାଧୋଇବା ସମୟରେ ହେଉ ଅବା ଅନ୍ୟ କୌଣସି କାରଣ ପାଇଁ ଯଦି କାହାର କିଛି...

୨୫ ପର୍ଯ୍ୟଟକଙ୍କୁ ଛାଡ଼ି ମଦ୍ୟପ ଡ୍ରାଇଭର ଫେରାର

ଗୋପ,୨୨।୨(ଡି.ଏନ.ଏ.): ଚେନ୍ନାଇରୁ ପୁରୀ-କୋଣାର୍କ ବୁଲି ଆସିଥିବା ୨୫ଜଣ ପର୍ଯ୍ୟଟକଙ୍କୁ ମଦ୍ୟପ ଡ୍ରାଇଭର ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟରେ ଛାଡ଼ିଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ କୌଣସି ଅଘଟନ ଘଟିଥିବା ଅନୁମାନ କରି ଡ୍ରାଇଭରକୁ ଗୋଡ଼ାଇଥିଲେ ମଧ୍ୟ ଧରିବାରେ ଅସଫଳ...

ଅନୁପଙ୍କୁ ରାତିଅଧିଆ ମାରାଥନ ଜେରା

ଝାରସୁଗୁଡ଼ା, ୨୨।୨(ଡି.ଏନ.ଏ.): ବହୁ ଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ହତ୍ୟା ଘଟଣାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଛତିଶଗଡ ପୋଲିସ ମାରାଥନ ଜେରା କରୁଛି। ଶନିବାର ସନ୍ଧ୍ୟାରେ ଅନୁପଙ୍କ ରିମାଣ୍ଡ ଅବଧି ଶେଷ ହେଉଥିବାରୁ ପୋଲିସ...

ଭାଇରାଲ ଭିଡିଓରେ ଆର୍‌ଟିଓ

ନବରଙ୍ଗପୁର,୨୨।୨(ବି.ପ୍ର.): ୫-ଟି ଅଧୀନରେ ରାଜ୍ୟର ସବୁ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟକୁ ଦଲାଲ ଓ ଦୁର୍ନୀତିମୁକ୍ତ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ସେହି ସମାନ ସମୟରେ ନବରଙ୍ଗପୁର ଜିଲାର ଆଞ୍ଚଳିକ ପରିବହନ ଅଧିକାରୀ ଦୁର୍ନୀତି କରୁଥିବା ଅଭିଯୋଗ...

ରବିନାରାୟଣ ଦାଶଙ୍କୁ ମିଳିବ କିଶୋରୀ ଚରଣ ପୁରସ୍କାର

କଟକ ଅଫିସ,୨୨।୨: ସାହିତି୍ୟକ କିଶୋରୀ ଚରଣ ଦାସଙ୍କ ସ୍ମୃତିରେ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ କିଶୋରୀ ଚରଣ ପୁରସ୍କାର ଚଳିତବର୍ଷ ଯୁବ କଥାକାର ରବିନାରାୟଣ ଦାଶ ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଦାଶଙ୍କ ଦ୍ୱାରା ଲିଖିତ ଓ ଓଡ଼ିଶା ବୁକ୍‌...

ମିନତି ମିଶ୍ରଙ୍କୁ ମରଣୋତ୍ତର ଗୁରୁ ଗଙ୍ଗାଧର ପ୍ରଧାନ ସମ୍ମାନ

କୋଣାର୍କ,୨୨।୨(ଡି.ଏନ.ଏ): କୋଣାର୍କ ନାଟ୍ୟମଣ୍ଡପରେ ଚାଲିଥିବା ୩୪ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପଞ୍ଚଦେବ ସ୍ତୁତି ପରେ ବିଖ୍ୟାତ ସିତାର ବାଦକ ପଣ୍ଡିତ ରବି ଶଙ୍କର ପ୍ରଧାନ ଋତୁରାଜ ବସନ୍ତକୁ ନେଇ ରାଗ-ବାହାର ପରିବେଷଣ କରିଥିଲେ।...

ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷଙ୍କ ପରଲୋକ

କଟକ ରୋଡ,୨୨।୨(ଡି.ଏନ୍‌.ଏ.): ଗୁପ୍ତା ପାଓ୍ବାର ଇନ୍‌ଫ୍ରାଷ୍ଟ୍ରକ୍‌ଚର ଲିମିଟେଡ୍‌ ଅଧ୍ୟକ୍ଷ ଭଗତରାମ ଗୁପ୍ତାଙ୍କ ଶୁକ୍ରବାର ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। କିଛିଦିନ ପୂର୍ବେ ସେ ଅସୁସ୍ଥ ହେବାରୁ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ...

ଦକ୍ଷିଣା ପାଇଁ ଭକ୍ତଙ୍କୁ ଦୁର୍ବ୍ୟବହାର

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ଦାନ, ଦକ୍ଷିଣା ଆଦାୟ କରାଯାଇପାରିବ ନାହିଁ। ଏହା ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମ୍‌କୋର୍ଟ। ହେଲେ ଏହାକୁ କେତେକ ସେବାୟତ ମାନୁନାହାନ୍ତି। ଦକ୍ଷିଣା ପାଇଁ ଦର୍ଶନାର୍ଥୀଙ୍କୁ ଜୁଲମ୍‌ କରିବା ସହ ବେଳେ ବେଳେ ଖରାପ...

ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟ ଏଲ୍‌ଇଡି ଚାଲୁନି

ପୁରୀ ଅଫିସ,୨୨।୨: ଶ୍ରୀମନ୍ଦିର ହୁଣ୍ଡି ଗଣତିରେ ସ୍ବଚ୍ଛତା ଆଣିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବେଢ଼ା ପରିସର ଶାଖା କାର୍ଯ୍ୟାଳୟ ବାହାରେ ଲଗାଯାଇଥିଲା ଏଲ୍‌ଇଡି। ଉଦ୍ଦେଶ୍ୟ ଥିଲା ଶ୍ରଦ୍ଧାଳୁମାନେ ବି ସିଧାସଳଖ ହୁଣ୍ଡି ଗଣତି ଦେଖିପାରିବେ। ଫଳରେ ବିଭିନ୍ନ ସମୟରେ...

‘ସମସ୍ତଙ୍କୁ ନେଇ ବିକାଶମୂଳକ କାର୍ଯ୍ୟ କରିବି’

ଅନୁଗୋଳ ଅଫିସ, ୨୨।୨ – ଦୀର୍ଘ ଦିନ ହେବ ଖାଲି ପଡିଥିବା ଅନୁଗୋଳ ଜିଲା ସଭାପତି ପଦ ପାଇଁ ବରିଷ୍ଠ ଓକିଲ ତଥା ଅନୁଗୋଳ ପୌରପାଳିକା ସଭାପତି ମହେନ୍ଦ୍ର ବସ୍ତିଆଙ୍କ ନାମରେ ମୋହର ବାଜିଛି। ରାଜ୍ୟ ବିଜେଡି ରିଟର୍ନିଂ ଅଫିସର...

ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର

ବନ୍ତଳା, ୨୨ା୨ (ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ କଲାର ଖୋଲାଯାଇଛି। ଓଜନ ବୃଦ୍ଧି କାରଣରୁ ସୁନ୍ଦରୀର ବେକ ମୋଟା ହୋଇଯାଇଥିଲା। ଫଳରେ...

ମାଷ୍ଟରମାଇଣ୍ଡ ଜେଲ୍‌ ୱାର୍ଡର

ଢେଙ୍କାନାଳ ଅଫିସ, ୨୨।୨ – ଢେଙ୍କାନାଳ ସହର ଦୋଳମଣ୍ଡପ ସାହିରେ ଗତ ବୁଧବାର ସନ୍ଧ୍ୟାରେ ସଂଘଟିତ ବହୁଚର୍ଚ୍ଚିତ ପୂର୍ଣ୍ଣଚନ୍ଦ୍ର ବେହେରା ଓରଫ୍‌ ମିଛୁ (୪୭) ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାଶ ହୋଇଛି। ଏପରି ଜଘନ୍ୟ ହତ୍ୟାକାଣ୍ଡର ମାଷ୍ଟରମାଇଣ୍ଡ ଜିଲା କାରାଗାରରେ କାର୍ଯ୍ୟରତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri