ସଫଳ ହେଲା ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ
କଟକ ଅଫିସ,୨୧।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ(ଏସ୍ସିବି)ରେ ଗୁରୁବାର ସଫଳତାର ସହ ୭୫ତମ ଅସ୍ଥିମଜ୍ଜା ପ୍ରତିରୋପଣ (ବୋନ୍ମାରୋ ଟ୍ରାନ୍ସପ୍ଲାଣ୍ଟ) କରାଯାଇଛି। ଦେବଗଡ଼ ଜିଲା ଭିତିରିଆ ସାହିର ରାଜେଶ ଅଗ୍ରୱାଲ୍(୫୫)ଙ୍କଠାରେ ଏହି ପ୍ରତିରୋପଣ କରାଯାଇଛି। ହେମାଟୋଲୋଜି ବିଭାଗରେ...
ଶିଳ୍ପ ବିକାଶ ଚିନ୍ତା
ଦିନ ଥିଲା କଳାହାଣ୍ଡି ଏକ ଶିଳ୍ପସମୃଦ୍ଧ ଜିଲା ଭାବେ ପରିଚିତ ଥିଲା। ହେଲେ ବିଭିନ୍ନ କାରଣରୁ ଗୋଟିଏ ପରେ ଗୋଟିଏ ଶିଳ୍ପ ବନ୍ଦ ହୋଇଗଲା। ଜୁନାଗଡ଼ ନିକଟସ୍ଥ ମଥୁରାଠାରେ ସ୍ଥାପିତ ଚିନିକଳ ବନ୍ଦ ହେବା ପରେ ଏହି ଶିଳ୍ପ ଉପରେ...
ମଦ ବେପାରୀଙ୍କ ଆକ୍ରମଣରେ ୫ ମହିଳା ଆହତ
ସୋର, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ସବିରା ପଞ୍ଚାୟତ ବାଉଁଶଖୁଣ୍ଟା ଗଁାର ଜଣେ ମଦ ବେପାରୀଙ୍କ ଆକ୍ରମଣରେ ସ୍ବୟଂ ସହାୟକ ଗୋଷ୍ଠୀର ୫ ମହିଳା ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆକ୍ରମଣର ଶିକାର...
ନେସ୍କୋର ବକେୟା ବିଦ୍ୟୁତ୍ ବିଲ ଆଦାୟ, ସଂଯୋଗ ବିଚ୍ଛିନ୍ନ ଅଭିଯାନ: ୪ ଦିନରେ ଆଦାୟ ହେଲା ୫କୋଟି ୩୭ଲକ୍ଷ
ବାଲେଶ୍ୱର ଅଫିସ, ୨୧।୨-ବାଲେଶ୍ୱର ନେସ୍କୋ ୟୁଟିଲିଟି ପକ୍ଷରୁ ଗତ ୧୬ତାରିଖଠାରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର ଜିଲାର ୧୩୨ଟି ସ୍ବତନ୍ତ୍ର ସ୍କ୍ବାଡ଼ ଦ୍ୱାରା ବକେୟା ବିଦ୍ୟୁତ୍ ବିଲ ଆଦାୟ ଓ ସଂଯୋଗ ବିଚ୍ଛିନ୍ନ ଅଭିଯାନ ଆରମ୍ଭ କରାଯାଇଛି। ବୁଧବାର...
୧୫ ଭରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଏବେ ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। କାଳୀଚରଣ ସାହୁ ସପରିବାର ପୁରୀରୁ ଜଗନ୍ନାଥ ଦର୍ଶନ ସାରି ବୁଧବାର ରାତିରେ ଘରକୁ ଫେରିଥିଲେ। ଘରେ ପହଞ୍ଚିବା ପରେ ଦୁର୍ବୃତ୍ତମାନେ ତାଙ୍କ ତାଲା...
ବିଦ୍ୟୁତ୍ କର୍ମଚାରୀଙ୍କୁ ଆକ୍ରମଣ
ଖଲ୍ଲିକୋଟ,୨୧ା୨(ଡି.ଏନ୍.ଏ.) – ଖଲ୍ଲିକୋଟ ବ୍ଲକ ଡି.ଗୁହାରିଆପାଟ ଗ୍ରାମ ରମ୍ଭା ସାଉଥ୍କୋ ଡିଭିଜନର କର୍ମଚାରୀ ଆର. କ୍ରୀଷ୍ଣା ରେଡ୍ଡୀ, ସାଗର କୁମାର ଦାସ, ଚନ୍ଦ୍ରଶେଖର ରଥ, ଅରକ୍ଷୀତ ନାୟକ, ଜୟସେନ ଗୌଡ଼, ବି. କେଶବ ପ୍ରଧାନ ପ୍ରମୁଖ ବକେୟା ବିଦ୍ୟୁତ ବିଲ୍...
ଶାରଳା ରୋଡ୍ ଲେବଲ କ୍ରସିଂରେ ଅଟକି ରହିଲା ଟ୍ରେନ
ତିର୍ତ୍ତୋଲ, ୨୧।୨ (ଡି.ଏନ୍.ଏ.): କଟକ-ପାରାଦୀପ ରେଳପଥର ତିର୍ତ୍ତୋଲ ଥାନା ଅଧୀନ ଝଙ୍କଡ଼ ଶାରଳା ରୋଡ ପିଏଚ୍ ନିକଟ ଲେଭଲକ୍ରସିଂଠାରେ ଗୁରୁବାର ଏକ ମାଲବାହୀ ଟ୍ରେନ ଅଟକି ରହିବା ଯୋଗୁ ଦେଢ଼ ଘଣ୍ଟା ଧରି ଏହି ଲାଇନ୍ରେ ରେଳ ଚଳାଚଳ ବ୍ୟାହତ...
ସମସ୍ୟା ବୁଝିବେ ସ୍ବେଚ୍ଛାସେବୀ
ଢେଙ୍କାନାଳ ଅଫିସ, ୨୧।୨ – ଢେଙ୍କାନାଳ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଗୁରୁବାର ସ୍ଥାନୀୟ ଏଡିଆର ବିଲ୍ଡିଂ ସଭାଗୃହରେ ନୂତନ ଭାବେ ମନୋନୀତ ପାରାଲିଗାଲ ଭଲ୍ୟୁଣ୍ଟିୟରଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଦୌରାଜଜ୍ ତଥା ପ୍ରାଧିକରଣ ଅଧ୍ୟକ୍ଷ...
ପଞ୍ଚାୟତ ଅଫିସ୍ ଆଗରେ ବର୍ଜ୍ୟବସ୍ତୁ ପୁନରୁଦ୍ଧାର କେନ୍ଦ୍ରକୁ ବିରୋଧ
ବାଲିଆ, ୨୧।୨: ବିରିଡି ବ୍ଲକ ହାଜିପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ପ୍ରସ୍ତାବିତ ବର୍ଜ୍ୟବସ୍ତୁ ପୁନରୁଦ୍ଧାର ପାଇଁ ସ୍ଥାୟୀ କେନ୍ଦ୍ର ନିର୍ମାଣକୁ ଗୋପାଳ ସାହିର ଜନସାଧାରଣ ବିରୋଧ କରିବା ସହ ଏ ନେଇ ଜିଲାପାଳଙ୍କୁ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି।...
ପିପିଟି-ପିଏଚ୍ଓ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ
ପାରାଦୀପ, ୨୧।୨ (ସ୍ବ.ପ୍ର.): ପାରାଦୀପ ବନ୍ଦରରେ ବିଦେଶୀ ନାବିକଙ୍କ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ପ୍ରଥମକରି ପୋର୍ଟ ହେଲ୍ଥ ୟୁନିଟ୍ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ପିଏଚ୍ଓ (ପୋର୍ଟ ହେଲ୍ଥ ଅର୍ଗାନାଇଜେଶନ୍) ଓ ପିପିଟି (ପାରାଦୀପ ପୋର୍ଟ ଟ୍ରଷ୍ଟ) ମଧ୍ୟରେ...
ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମୃତ୍ୟୁ
ଓଡ଼ଗାଁ,୨୧ା୨(ସ୍ବ.ପ୍ର.): ନୟାଗଡ ଜିଲା ଓଡ଼ଗାଁ ରାଧାକାନ୍ତ ବାଳିକା ହାଇସ୍କୁଲ ଦ୍ୱାରା ପରିଚାଳିତ ୧୧୦ ଶଯ୍ୟା ବିଶିଷ୍ଟ ଏସ୍ସି/ଏସ୍ଟି ଛାତ୍ରୀ ନିବାସରେ ରହୁଥିବା ଦଶମ ଶ୍ରେଣୀ ପରୀକ୍ଷାର୍ଥୀ (ଛାତ୍ରୀ)ଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏ ନେଇ ଓଡଗାଁ ଥାନାରେ ଏକ ଅପମୃତ୍ୟୁ...
ନାବାଳିକାଙ୍କ ସମେତ ୨୦ ଶିଶୁ ଶ୍ରମିକ ଉଦ୍ଧାର
ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି ସଦସ୍ୟ, ଥାନାରେ ଥିବା ଜୁଭେନାଇଲ ପୋଲିସ ଅଧିକାରୀ ଓ ଚାଇଲ୍ଡ ଲାଇନ...
Archives


