ଆମ ଜିଲା ଖବର

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ

ଗୋପ,୨୫ା୭(ଡି.ଏନ୍‌.ଏ.): ଚିକିତ୍ସା ଅବହେଳାରୁ ଗୋପ ବ୍ଲକ ଅନ୍ତର୍ଗତ ମୁଗୁରିଆ ଗ୍ରାମର ତ୍ରିଲୋଚନ କାଣ୍ଡିଙ୍କ ଦେଢ଼ବର୍ଷ ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଗୋପ ପୋଲିସ ଏକ ମାମଲା (ନଂ.୧୯୫/୨୦)ରୁଜୁକରି ତଦନ୍ତ ଚଳାଇଛି। ଅନ୍ୟପଟେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

କୁନି ଛାତ୍ର ନିର୍ମାଣ କଲେ ସାନିଟାଇଜ୍‌ ମେଶିନ

ଗୋପ,୨୫ା୭(ଡି.ଏନ୍‌.ଏ): କରୋନାକୁ ନେଇ ସାରା ଦେଶ ଔଷଧ ପ୍ରସ୍ତୁତ ଲାଗି ଉଦ୍ୟମ ଜାରି ରଖିଛନ୍ତି। ଏଭଳି ସମୟରେ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ପୁରୀ ଜିଲା ଗୋପ ବ୍ଲକର ଜଣେ କୁନି ଛାତ୍ର ଏକ ଅଟୋମେଟିକ ସାନିଟାଇଜ୍‌ ମେଶିନ ନିର୍ମାଣ କରି…

‘ସାଇଲେଣ୍ଟ କୋଭିଡ୍‌ ଓ୍ବାରିଅର’ ହର୍ଷିଲ

କଟକ ଅଫିସ,୨୫ା୭: ଲକ୍‌ଡାଉନ ବେଳର ଚିତ୍ର ଆଙ୍କି ବିଶ୍ୱସ୍ତରରେ କୃତିତ୍ୱ ହାସଲ କରିଛନ୍ତି କଟକର ୯ ବର୍ଷୀୟ ହର୍ଷିଲ ଅଗ୍ରୱାଲ। ଲଣ୍ଡନର ୱାର୍ଲଡ ବୁକ୍‌ ଅଫ୍‌ ରେକର୍ଡ ହର୍ଷିଲଙ୍କୁ ‘ସାଇଲେଣ୍ଟ କୋଭିଡ୍‌ ୱାରିୟର’ ଭାବେ ସମ୍ମାନିତ କରିଛି। ଏହାଛଡ଼ା ଏକ୍ସକ୍ଲୁସିଭ ଓ୍ବାଲର୍‌ଡ…

ଅଯୋଧ୍ୟା ପଠାଗଲା ସମଲେଇ ପୀଠର ମାଟି, ଜଳ

ସମ୍ବଲପୁର, ୨୫ା୭(ବ୍ୟୁରୋ): ଅଗଷ୍ଟ ୫ ତାରିଖରେ ଅଯୋଧ୍ୟାଠାରେ ରାମ ମନ୍ଦିର ନିର୍ମାଣ ଲାଗି ଭୂମି ପୂଜା ହେବ। ତେଣୁ ସମଗ୍ର ଦେଶର ବିଭିନ୍ନ ପ୍ରାନ୍ତରୁ ପବିତ୍ର ଭୂମି ଓ ଜଳ ଅଯୋଧ୍ୟାକୁ ଯିବ। ଏହି କ୍ରମରେ ସମ୍ବଲପୁର ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ…

ଆଗେଇପାରୁନି ଆବାସ ଯୋଜନା

ଅନୁଗୋଳ ଅଫିସ, ୨୫।୭ – ଅନୁଗୋଳ ପୌରାଞ୍ଚଳରେ ଆଗେଇ ପାରୁନି ଆବାସ ଯୋଜନା। ପୂର୍ବ ବର୍ଷ ଗୁଡ଼ିକରେ ବଣ୍ଟନ ହୋଇଥିତ୍ବା ଗୃହ ମଧ୍ୟରୁ ଅଳ୍ପ କେତୋଟିକୁ ବାଦ୍‌ଦେଲେ ପ୍ରାୟତଃ ଘର ନିର୍ମାଣ ଶେଷ ହୋଇଛି। କିନ୍ତୁ ୨୦୧୯-୨୦ ବର୍ଷରେ ୧୯୫ କାର୍ଯ୍ୟାଦେଶ…

କରୋନା ମୁକାବିଲା ପାଇଁ ୫୨ କ୍ଲଷ୍ଟର ସଙ୍ଗରୋଧ କେନ୍ଦ୍ର

ଢେଙ୍କାନାଳ ଅଫିସ, ୨୫।୭ – ଢେଙ୍କାନାଳ ଜିଲାରେ କରୋନା ମୁକାବିଲା ସକରାତ୍ମକ ରହିଛି। ପ୍ରତିଟି ଜୀବନ ମୂଲ୍ୟବାନ ହୋଇଥିବାରୁ କୌଣସି କ୍ଷେତ୍ରରେ ଅବହେଳା କରାଯାଉନାହିଁ। ସିଂହଭାଗ ପ୍ରବାସୀ କ୍ୱାରାଣ୍ଟାଇନ୍‌ ଅବଧି ପୂରଣ କରି ଘରକୁ ଫେରିଲେଣି। ପୂର୍ବରୁ ଜିଲାର ୮ ବ୍ଲକ…

ଲୁଚକାଳି ଖେଳୁଛି ମୌସୁମୀ

କେନ୍ଦୁଝର,୨୫ା୭ (ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କେନ୍ଦୁପୋଶି ଗ୍ରାମରେ ଦୀର୍ଘବର୍ଷରୁ କଙ୍କ୍ରିଟ କେନାଲ ନାହିଁ। ଫଳରେ ଶତାଧିକ ଧାନଚାଷୀଙ୍କ ଜମିରେ ପାଣିର ଉତ୍କଟ ସମସ୍ୟା ଲାଗି ରହିଛି। ଚଳିତବର୍ଷ ମୌସୁମୀ ବର୍ଷାର ନା ଗନ୍ଧ ନାହିଁ। ପ୍ରଚଣ୍ଡ ଖରାରେ…

ଠେଙ୍ଗା ଧରି ଜଗିଛନ୍ତି ଅଙ୍ଗନୱାଡ଼ି, ଆଶା କର୍ମୀ

ଭଦ୍ରକ ଅଫିସ, ୨୫ା୭- ଭଦ୍ରକ ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଛି। ଶୁକ୍ରବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ ଛୁଇଁଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇସାରିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ସଂକ୍ରମଣ ନିୟନ୍ତ୍ରଣ…

୩୧ଯାଏ ସର୍ବସାଧାରଣଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ବାରିପଦା ଅଫିସ, ୨୫ା୭-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୩୧ତାରିଖ ଯାଏ ଜିଲାରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ କରିପାରିବେ ନାହିଁ। ଏନେଇ ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ,…

ଭାଜପା ନେତାଙ୍କୁ ଗଳାକାଟି ହତ୍ୟା

ଘଣ୍ଟାପଡା/କଣ୍ଟାମାଳ,୨୪।୭(ଡି.ଏନ.ଏ.)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅଧୀନ ଆମ୍ବଗାଁ ସମଲେଶ୍ୱରୀ ନାଳ ନିକଟ ଆମ୍ବ ବଗିଚାରୁ ଶୁକ୍ରବାର ସକାଳେ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ ପ୍ରଧାନ (୩୨)ଙ୍କ ମୃତଦେହକୁ ପୋଲିସ ଉଦ୍ଧାର କରିଛି। ଦୁର୍ବୃତ୍ତମାନେ କୌଣସି ଧାରୁଆ ଅସ୍ତ୍ରରେ…

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ କାମୁଡିବା ଫଳରେ ପିଲାଟିର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଗାଁର ଲକ୍ଷ୍ମୀଧର ଧରୁଆଙ୍କ ୫…

କନ୍ଧମାଳରେ ଦୁର୍ବଳ ହେଉଛନ୍ତି ମାଓବାଦୀ: ଡିଜିପି

ଫୁଲବାଣୀ ଅଫିସ, ୨୪ା୭- କନ୍ଧମାଳ ଜିଲାରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗତ କିଛି ସପ୍ତାହ ହେବ ଗୁଳି ବିନିମୟ ଜାରି ରହିଛି। ପୂର୍ବରୁ ୫ ମାଓବାଦୀଙ୍କ ମୃତ୍ୟୁପରେ ଗୁରୁବାର ପୁଣି ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ୨ ମାଓବାଦୀଙ୍କ ମୃତ୍ୟୁ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?