ଆମ ଜିଲା ଖବର

ଦାୟିତ୍ୱ ଭୁଲିଛନ୍ତି ଅନୁଗୋଳ ଓ୍ବାର୍ଡ ଅଫିସର

ଅନୁଗୋଳ ଅଫିସ, ୨୯ା୯ – ଓ୍ବାର୍ଡବାସିନ୍ଦାଙ୍କ ଅଭିଯୋଗ ଶୁଣିବା ସହ ତାହାର ସମାଧାନ ପାଇଁ ଅନୁଗୋଳ ପୌରପାଳିକାର ୨୩ଟି ଓ୍ବାର୍ଡରେ ଜଣେ ଲେଖାଏ ଅଫିସର ରହିଛନ୍ତି। ଦୈନିକ ଅଭିଯୋଗର ଶୁଣାଣି କରିବାକୁ ପ୍ରତି ଓ୍ବାର୍ଡରେ ଗୋଟିଏ ଲେଖାଏ ଅଫିସ ମଧ୍ୟ ରହିଛି।…

କାର୍ଯ୍ୟାଳୟ ନିର୍ମାଣରେ ବାଧା ଜବରଦଖଲ

ବଇଣ୍ଡା, ୨୯ା୯(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡାଠାରେ ଅନେକ ସରକାରୀ କାର୍ଯ୍ୟାଳୟ କୋଠା ଭଙ୍ଗାଯାଇଛି। ଏସବୁ ଅନ୍ୟତ୍ର ନିର୍ମାଣ ହେବାର ଯୋଜନା ହୋଇଥିଲେ ବି ଏଥିରେ ଅହେତୁକ ବିଳମ୍ବ ହେଉଛି। ବଇଣ୍ଡା…

ନୂଆ ରୂପ ନେବ କଣ୍ଡାର ବିଟ୍‌ ହାଉସ୍‌

ଢେଙ୍କାନାଳ ଅଫିସ, ୨୯।୯ ୨୦୦୭ ଜାନୁୟାରୀ ୩୧। ଏହିଦିନ ଲାଲ୍‌ବାହିନୀ ନରସଂହାରରେ ରକ୍ତରଞ୍ଜିତ ହୋଇଥିଲା ଢେଙ୍କାନାଳ ଜିଲା ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର କଣ୍ଡାର ବିଟ୍‌ ହାଉସ୍‌। ମାଓବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିଲେ କାର୍ଯ୍ୟାଳୟର ୩ କର୍ମଚାରୀ। ଏହି ଲୋମଟାଙ୍କୁରା ଘଟଣାକୁ…

ରାସ୍ତାରୁ ପାଇଥିବା ଟଙ୍କା ଫେରାଇଦେଲେ ଯୁବକ

ଜହ୍ନାପଙ୍କ, ୨୯।୯(ଡି.ଏନ.ଏ.) ଦିନକୁ ଦିନ ମଣିଷ ଅର୍ଥ ସର୍ବସ୍ବ ହୋଇଯାଉଛି। ଟଙ୍କା ପାଇଁ ଭୁଲ୍‌ ରାସ୍ତା ଆପଣାଉଛି। ହେଲେ ଏସବୁ ଭିତରେ ଏମିତି କିଛି ଲୋକ ଅଛନ୍ତି ଯେଉଁମାନେ ପାଇଥିବା ଟଙ୍କାକୁ ଫେରାଇ ଦେଇ ମଣିଷ ପଣିଆକୁ ଉଜାଗର କରିଛନ୍ତି। ସେହିପରି…

ରାସ୍ତାପାର୍ଶ୍ୱରେ ଛିଡା ହୋଇଥିବାବେଳେ ଦମ୍ପତିଙ୍କ ଉପରେ ମାଡିଗଲା ଟ୍ରକ

ରାଇରଙ୍ଗପୁର,୨୮ା୯(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ରାଇରଙ୍ଗପୁର-ବାରିପଦା ରାସ୍ତାର ସାନାଛକଠାରେ ସୋମବାର ଅପରାହ୍ନରେ ଟ୍ରକ୍‌ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ବିଶୋଇ ଥାନା ଅଶନଶିଖର ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ସାବିତ୍ରୀ…

ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କୁ କରୋନା

ଭୁବନେଶ୍ୱର/ଛେଣ୍ଡିପଦା,୨୮।୯ (ବ୍ୟୁରୋ/ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ବିଧାୟକ ସୁଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ପୂର୍ବରୁ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ପାଲଲହଡ଼ା ବିଧାୟକ ମୁକେଶ ପାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ…

କଳାହାଣ୍ଡିରେ ପିଆଜ ଦର ଅହେତୁକ ବୃଦ୍ଧି: ଚିନ୍ତାରେ ଗ୍ରାହକ

ଭବାନୀପାଟଣା,୨୮।୯(ଡି.ଏନ୍‌.ଏ.): ରାଜ୍ୟରେ ବର୍ତ୍ତମାନ ପିଆଜ ଦରକୁ ନେଇ ଚିନ୍ତାରେ ଗ୍ରାହକ । କଳାହାଣ୍ଡି ଜିଲାରେ ବର୍ତ୍ତମାନ ପିଆଜ ଦର ରହିଛି କିଲୋ ପିଛା ୫୦ ଟଙ୍କା। ତେବେ ଏହାକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି ଜିଲାର ପିଆଜ ଚାଷୀ। ମୁଣ୍ଡ ଝାଳ…

ପୋଲିସ ଏସ୍‌ଆଇ ବ୍ରଜ କିଶୋର ଦୁରିଆଙ୍କ ପରଲୋକ: ଶୋକ ପ୍ରକାଶ କଲେ ଏସ୍‌ପି

ଭବାନୀପାଟଣା,୨୮।୯ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଏସ୍‌ଆଇ ବ୍ରଜ କିଶୋର ଦୁରିଆଙ୍କ ବିୟୋଗ ଘଟିଛି। ଏସ୍‌ଆଇଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ଗୁରୁତର ହୋଇ ପ୍ରଥମେ ଭବାନୀପାଟଣା ପରେ ସେଠାରୁ ଭୁବନେଶ୍ୱରସ୍ଥିତ ସମ୍‌ ହସ୍ପିଟାଲକୁ ସ୍ଥାନାନ୍ତର…

ଚୋରି ଘଟଣାର ପର୍ଦ୍ଦାଫାସ: ୪ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ଅନ୍ତର୍ଗତ ରେଙ୍ଗାଲପାଲି ଗ୍ରାମରେ ଗତ ୧ ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାସ ହୋଇଛି। ଚୋରି ସାମଗ୍ରୀ ଜବତ ସହିତ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ,…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ: ୮ ଗିରଫ

ବରଗଡ଼ ଅଫିସ,୨୮।୯: ବରଗଡ଼ ସଦର ଥାନା ପୋଲିସ ବୁଧିଆପାଲିରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରିଛି। ଚଢ଼ାଉରେ ଜୁଆଖେଳରେ ବ୍ୟବହୃତ ସାମଗ୍ରୀ ସହିତ ୧୨ଟି ବାଇକ୍‌, ନଗଦ ୧୫ ହଜାର ୮୧୦ ଟଙ୍କା ଜବତ କରିଛି। ଏହା ସହିତ…

ବରଗଡ଼ରେ ୧୩୭ ନୂଆ କରୋନା ପଜିଟିଭ୍‌: ଭେଡେନ୍‌ରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ

ବରଗଡ଼ ଅଫିସ,୨୮।୯: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୧୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଭେଡେନ୍‌ ବ୍ଲକର ସର୍ବାଧିକ ୩୨ ଜଣ ରହିଛନ୍ତି । ସେହିପରି ବରଗଡ଼…

ଚିକିତ୍ସାଧୀନ ମାଈହାତୀର ମୃତ୍ୟୁ

ଚୌଦ୍ୱାର,୨୮ା୯(ଡି.ଏନ୍‌.ଏ.): କଟକ ବନଖଣ୍ଡ ଡାଳିଯୋଡ଼ା ରେଞ୍ଜ ଡମଣୀ ଜଙ୍ଗଲରେ ଗୁରୁତର ଅବସ୍ଥାରେ ପଡ଼ିଥିବା ମାଈହାତୀର ସୋମବାର ସକାଳେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ା ସୂଚନା ଅନୁଯାୟୀ, ଶନିବାର ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ହାତୀଟି ଏକ ବୁଦା ଭିତରେ ପଡ଼ିଥିବା ଦେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?