ଆମ ଜିଲା ଖବର

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା: ଖାଲି ଗଞ୍ଜାମରୁ ୩

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୬ଜଣଙ୍କ ମୁଣ୍ଡ ନେଇଛି କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୩ଜଣ ଗଞ୍ଜାମ ଜିଲାର ଥିବା ବେଳେ ଜଣେ ଗଜପତି, ଜଣେ ରାୟଗଡ଼ା, ଜଣେ ଭଦ୍ରକ ଜିଲାର ଥିବା ରାଜ୍ୟ ସ୍ବାସ୍ଥ୍ୟ…

ଧର୍ମାନୁଷ୍ଠାନରେ ୧୪୪ ଧାରା ବଳବତ୍ତର: କଟକଣା ମଧ୍ୟରେ ପାଳନ ହେବ ଇଦ୍‌, ଝୁଲଣ

ଭଦ୍ରକ ଅଫିସ,୨୪ା୭: ଲକ୍‌ଡାଉନ୍‌ ସ୍ଥିତିକୁ ନେଇ ଜିଲାର ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନରେ ଶ୍ରାବଣ ମାସର ଶେଷ ସୋମବାର ପର୍ଯ୍ୟନ୍ତ ୧୪୪ ଧାରା ଜାରି ରହିଛି। ଏହି ସମୟ ମଧ୍ୟରେ ଝୁଲଣଯାତ୍ରା ପଡୁଥିବାରୁ ଏହାକୁ କଟକଣାର ସହିତ ପାଳନ କରାଯିବ। ଅନୁରୂପ…

ଜଗତ୍‌ସିଂହପୁର ଆସି ଫସିଲେ ପଶ୍ଚିମବଙ୍ଗ ଶ୍ରମିକ

ବାଲିଆ,୨୪।୭: ଜଗତ୍‌ସିଂହପୁର ଜିଲାକୁ ପଶ୍ଚିମବଙ୍ଗରୁ ଆସିଥିବା ୪୫ ଶ୍ରମିକ ଫସି ଯାଇଛନ୍ତି। ଧାନରୋଇବା କାର୍ଯ୍ୟରେ ଲଗାଇବା ପାଇଁ ମଣ୍ଡାସାହିର ଜଣେ ବ୍ୟକ୍ତି ସେମାନଙ୍କୁ ଆଣିଥିଲେ। ବସ୍‌ଯୋଗେ ଆସି ବିରିଡି ଥାନା ବାଲିଆ ଷ୍ଟୋରଠାରେ ଓହ୍ଲାଇ ୨୨ ମୌଜାଦେଇ ମଣ୍ଡାସାହି ଯିବାକୁ ସେମାନଙ୍କୁ…

ଉପାନ୍ତ ଅଞ୍ଚଳରେ ଅନ୍‌ଲାଇନ୍‌ ପାଠପଢ଼ା ଅପହଞ୍ଚ

ମହାକାଳପଡା,୨୪ା୭(ଡି.ଏନ୍‌.ଏ.): କରୋନା ମହାମାରୀ ପାଇଁ ରାଜ୍ୟରେ ବିଦ୍ୟାଳୟଗୁଡିକ ବନ୍ଦ ରହିଛି। ଏପରିସ୍ଥିତିରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତର ଉପାନ୍ତ ଅଞ୍ଚଳ ଭାବେ ପରିଚିତ ବାଘୁଆମେଦସ୍ଥିତ ଆଦିବାସୀପଡ଼ାରେ ବହୁ ଛାତ୍ରୀଛାତ୍ର ଏବେ ପାଠପଢ଼ା ଛାଡ଼ି ଚାଷ କାମରେ ପରିବାର ଲୋକଙ୍କୁ…

ଗାଁ ଦାଣ୍ଡରେ ପଚୁଛି ପନିପରିବା

ରସୁଲପୁର, ୨୪।୭ (ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳର ଅଧିକାଂଶ ଲୋକ ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ସବୁ ଋତୁରେ ବିଭିନ୍ନ ପନିପରିବା ଚାଷ କରୁଥିବା ବ୍ଲକ ଅଞ୍ଚଳର ଚାଷୀମାନେ କରୋନା ଯୋଗୁ ବହୁ କ୍ଷତି ସହିଲେଣି। ଶଟ୍‌ଡାଉନ୍‌, ଲକ୍‌ଡାଉନ୍‌ ଯୋଗୁ…

ରଥ ସଂରକ୍ଷଣ ନେଇ କେହି ଆଲୋଚନା କରିନାହାନ୍ତି: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୪ା୭: ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଗୁରୁବାର ଶ୍ରୀମନ୍ଦିର ଦଇତାପତି ସେବକମାନେ ସାକ୍ଷାତ କରିଛନ୍ତି। ଅପରାହ୍ନରେ ଦଇତାପତି ସେବକମାନେ ମଠକୁ ଯାଇ ଶଙ୍କରାଚାର୍ଯ୍ୟଙ୍କୁ ଚିତାଲାଗି ଆଳତି ଭୋଗ ପ୍ରଦାନ କରିବା ସହ ରଥଯାତ୍ରା ସମ୍ପର୍କରେ ଆଲୋଚନା କରିଥିଲେ।…

ଗଳାବାଟ ଦେଇ ଆସୁଛି କରୋନା

ପୁରୀ ଅଫିସ,୨୪।୭: ପୁରୀ ଜିଲାରେ କରୋନା ସ୍ଥିତି ଅଣାୟତ୍ତ ହେଉଛି। ପ୍ରଶାସନ ପକ୍ଷରୁ ସଂକ୍ରମଣ ରୋକିବାକୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ଏହି ମହାମାରୀକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ଗତ ଦୁଇଦିନରେ ଜିଲାରେ ୫୦ ଆକ୍ରାନ୍ତ ଚିହ୍ନଟ ହେଲେଣି। ବୁଧବାର ୨୮ ପଜିଟିଭ…

ଆଜିଠୁ ୯ ଦିନ ୪ ୱାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌

ପୁରୀ ଅଫିସ, ୨୪। ୭: ପୁରୀ ସହରସ୍ଥ ପେଣ୍ଠକଟା ଅଞ୍ଚଳ ଏବେ ପ୍ରଶାସନର ଚିନ୍ତା ବଢାଇଛି। ଦୁଇଦିନରେ ୨୦ରୁ ଊର୍ଦ୍ଧ୍ୱ ପଜିଟିଭ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ଶୁକ୍ରବାରଠାରୁ ୯ ଦିନ ଯାଏ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏ…

ଗ୍ରାମସଭା ବିନା ବେଦାନ୍ତକୁ ଜମି ପ୍ରଦାନ ମାମଲା: ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୪ା୭: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମ ନିକଟ ସରକାରୀ ଜମିରେ ବେଦାନ୍ତ କମ୍ପାନୀ କୋଠା ନିର୍ମାଣ କରୁଛି। ବିନା ଗ୍ରାମସଭାରେ ବେଦାନ୍ତକୁ ଜମି ହସ୍ତାନ୍ତର ନେଇ ଗ୍ରାମବାସୀଙ୍କ ତରଫରୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ…

ଏସ୍‌ଓପି ଜାରି: ପ୍ଲାଜ୍‌ମା ଦାନ କରିବେ ପୋଲିସ କର୍ମଚାରୀ

କଟକ ଅଫିସ,୨୪।୭: କରୋନାରୁ ସୁସ୍ଥ ହୋଇଥିବା ପୋଲିସ କର୍ମଚାରୀମାନେ ନିଜର ପ୍ଲାଜ୍‌ମା ଦାନ କରିବେ। ଏ ନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର୍‌ (ଏସ୍‌ଓପି) ଜାରି କରାଯାଇଛି। ଏ ସଂକ୍ରାନ୍ତରେ ସମସ୍ତ ଏସ୍‌ପି ଏବଂ ବିଭିନ୍ନ…

ବୈତରଣୀ ନଦୀପଠାରୁ ବାଲି ଚୋରା ଚାଲାଣ

ଭଦ୍ରକ ଅଫିସ, ୨୪ା୭- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀର ବନ୍ଦାଳୋ ମଢିଆଳିଠାରୁ ଷୋଳମପୁର ପଞ୍ଚାୟତର ଦାଣ୍ଡକୂଳ ପର୍ଯ୍ୟନ୍ତ ବିଭିନ୍ନ ଘାଟରୁ ପ୍ରଶାସନ ଜାଣତରେ ଶହ ଶହ ଟ୍ରିପ ବାଲି ଚୋରା ଚାଲାଣ ହେଉଛି। ବାଲି ମାଫିଆମାନେ ପ୍ରତ୍ୟେକ…

ମହିଳା ଗୋଷ୍ଠୀଙ୍କ ପରିବା ଚାଷ :କ୍ଷେତ ପରିଦର୍ଶନ କଲେ ଜିଲାପାଳ

ଖୁଣ୍ଟା,୨୩ା୭(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ ବଡ଼ପଥରା ପଞ୍ଚାୟତ ଚାପଲଡ଼ିହି ଗ୍ରାମରେ ମହିଳା ଗୋଷ୍ଠୀ ଚାଷ କରି ବେଶ ଲାଭବାନ ହୋଇ ପାରିଛନ୍ତି। ଗୁରୁବାର ଜିଲାପାଳ ବିନୀତ ଭରଦ୍ୱାଜ ପନିପରିବା କ୍ଷେତ ପରିଦର୍ଶନ କରିଥିଲେ। ବିଭିନ୍ନ ପନିପରିବା ଚାଷ ଦେଖିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?