ବିଦ୍ୟୁତ୍ ବିଲ୍ ଆଦାୟକୁ ନେଇ ଥାନାରେ ମାମଲା
କୁଆମରା,୧୯ା୨(ଡ଼ି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ରାଣୀବନ୍ଧ ପଞ୍ଚାୟତର ନାଉପଦା ଗ୍ରାମକୁ ସୋମବାର ବିଦ୍ୟୁତ୍ ବିଲ ଆଦାୟ କରିବାକୁ ଯାଇଥିତ୍ବା ନେସ୍କୋ କର୍ମଚାରୀଙ୍କୁ ଉପଭୋକ୍ତା ଅଟକ ରଖିବା ନେଇ ଥାନା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ବିଭାଗୀୟ କର୍ମଚାରୀ...
ଯୁବକଙ୍କ ମାନବିକତା: ପାଇଥିବା ମଙ୍ଗଳସୂତ୍ର ଫେରାଇ ସମ୍ବର୍ଦ୍ଧିତ
ବସ୍ତା,୧୯।୨(ଡି.ଏନ.ଏ.)- ରୂପ୍ସା ଷ୍ଟାର କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା ମହୋତ୍ସବ ୨୦୨୦ର ଦ୍ୱିତୀୟ ସନ୍ଧ୍ୟାରେ ଯାତ୍ରା ପଡ଼ିଆରୁ ରୂପ୍ସା ଥାନା ଅନ୍ତର୍ଗତ ବରହମପୁର ଗ୍ରାମର ନରେନ୍ଦ୍ର ପାତ୍ରଙ୍କ ପୁଅ ଆଲୋକ ୧୮ଗ୍ରାମ ଓଜନର ଏକ ସୁନା ମଙ୍ଗଳସୂତ୍ର ପାଇଥିଲେ। ଏ...
ହାତୀ ଘଉଡ଼ାଇବା ବେଳେ ଦୁଇ ରାଜ୍ୟବାସୀ ମୁହାଁମୁହିଁ
ଜଳେଶ୍ୱର,୧୯।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ସୀମାନ୍ତରେ ଦୀର୍ଘ ୧ମାସ ଧରି ୧୮ଟି ହାତୀ ରାଇବଣିଆ ଅଞ୍ଚଳରେ ବ୍ୟାପକ କ୍ଷତି କରିଆସୁଥିବାବେଳେ ସୋମବାର ବାଲେଶ୍ୱର ବନବିଭାଗର ୭ଟି ଟିମ୍ ହାତୀପଲକୁ ପଶ୍ଚିମବଙ୍ଗକୁ ଘଉଡାଇବା ବେଳେ ସୀମାନ୍ତରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି।...
କାଲେରୁ ସେତୁ ଉଦ୍ଘାଟନ ଦାବିରେ ଧାରଣା: ଜନ ପ୍ରତିନିଧି, ସେତୁ ସୀମାନ୍ତବର୍ତ୍ତୀ ଗ୍ରାମବାସୀ ସାମିଲ
କାଲିମେଳା,୧୮।୨(ଡି.ଏନ୍.ଏ.)- ମାଲକାନଗିରି ଜିଲା କାଲିମେଳା ବ୍ଲକ ସୀମାନ୍ତ ମୋଟୁସ୍ଥିତ ସିଲେରୁ ନଦୀ ଉପରେ ନିର୍ମିତ କାଲେରୁ ସେତୁ ଉଦ୍ଘାଟନ ଦାବି କରି ମଙ୍ଗଳବାର ଜିଲାର ବିଭିନ୍ନ ରାଜନୈତିକ ଦଳର ଲୋକ ପ୍ରତିନିଧି ଏବଂ ଜନସାଧାରଣ ସେତୁ ନିକଟରେ ଧାରଣାରେ ବସିଛନ୍ତି।...
ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ
ଆଠମଲ୍ଲିକ,୧୮।୧(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ ପୁରୁଣାମାଣତ୍ରୀ ସେବା ସମବାୟ ସମିତି ଧାନ ମଣ୍ଡିରୁ ଦୀର୍ଘ ୫ ଦିନ ହେଲା ଧାନ ଉଠି ପାରୁ ନ ଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରଥମେ ଚାଷୀଙ୍କୁ ଆଗୁଆ ଟୋକନ ଦିଆଯାଇଥିଲା।...
ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା: ଓଡ଼ିଶା ଦଳରେ ବାଲେଶ୍ୱର ଖେଳାଳି
ବାଲେଶ୍ୱର ଅଫିସ,୧୮।୨-ଆସନ୍ତା ୨୩ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜସ୍ଥାନ ଜୟପୁରଠାରେ ଅନୁଷ୍ଠିତ ହେବ ଜାତୀୟ ବରିଷ୍ଠ ପୁରୁଷ ବ୍ୟାଡମିଣ୍ଟନ ପ୍ରତିଯୋଗିତା। ଏଥିପାଇଁ ଓଡ଼ିଶା ପୁରୁଷ ଦଳ ଘୋଷିତ ହୋଇଯାଇଛି। ପ୍ରଥମଥର ଲାଗି ବାଲେଶ୍ୱରର ଖେଳାଳି ଜୟପ୍ରକାଶ ସିଂ ଓ ଗୋଲାମ...
ଜଳେଶ୍ୱରରୁ ୨୦ଲକ୍ଷ ଟଙ୍କାର ବ୍ରାଉନ୍ସୁଗାର ଜବତ, ୩ ଗିରଫ
ଜଳେଶ୍ୱର,୧୮।୨(ସ୍ବ.ପ୍ର)- ପୂର୍ବାଞ୍ଚଳ ରାଜ୍ୟ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପାନ୍ତରେ ଅବସ୍ଥିତ ଜଳେଶ୍ୱରକୁ ଦେଶର ବିଭିନ୍ନ ସ୍ଥାନରୁ ବ୍ରାଉନ୍ସୁଗାର ଅଣାଯାଇ ମହଜୁଦ କରିବା ପରେ ରାଜ୍ୟର ବିଭିନ୍ନ ସ୍ଥାନକୁ ଚାଲଣ କରାଯାଇ ଆସୁଛି। ଏପରି ଘଟଣାର ସୁରାକ ପାଇ ଜଳେଶ୍ୱର ପୋଲିସ୍...
ଫେରାର ନିର୍ବାହୀ ଯନ୍ତ୍ରୀଙ୍କୁ ଭୁବନେଶ୍ୱରରୁ ଗିରଫ କଲା ଭିଜିଲାନ୍ସ
ଭଦ୍ରକ ଅଫିସ,୧୮।୨- ଲାଞ୍ଚ ନେବା ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ମାସେ ହେଲା ଫେରାର ଥିବା ଭଦ୍ରକ ଗ୍ରାମ୍ୟ ଉନ୍ନୟନ ବିଭାଗ(୧)ର ନିର୍ବାହୀ ଯନ୍ତ୍ରୀ ମାନସ କୁମାର ମହାନ୍ତିଙ୍କୁ ଭିଜିଲାନ୍ସର ଏକ ସ୍ବତନ୍ତ୍ର ଟିମ୍ ଭୁବନେଶ୍ୱର ପଟିଆସ୍ଥିତ ତାଙ୍କ ଘରୁ ଗିରଫ...
ବୁଧବାରଠୁ ମାଟ୍ରିକ ପରୀକ୍ଷା: କପି ରୋକିବାକୁ ୧୦୦୦ କେନ୍ଦ୍ରରେ ସିସିଟିଭି କ୍ୟାମେରା, ୪ସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା
କଟକ ଅଫିସ,୧୮ା୨- ବୁଧବାରଠାରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷା ଗୋଟିଏ ଦିନରୁ ହିଁ ଆରମ୍ଭ ହେବ। ଚଳିତବର୍ଷ ମୋଟ୍ ୨୮୮୮...
ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଗୋଷ୍ଠୀ ସଂଘର୍ଷ ଘଟଣା: ୩ ଗିରଫ
ପୁରୀ ଅଫିସ, ୧୮ା୨: ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟ ଇନ୍ଦିରା ଭବନରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ମଙ୍ଗଳବାର କୁମ୍ଭାରପଡ଼ା ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲିସାହିର ଆନନ୍ଦ ସାହୁ (୨୫), କାଳିକାଦେବୀ ସାହିର ଆଲୋକ ସାହୁ (୨୫)...
ପଙ୍କୋଦ୍ଧାର ଏକାଦଶୀ ପାଇଁ ଲୋକନାଥ ପୀଠ ପ୍ରସ୍ତୁତ
ପୁରୀ ଅଫିସ, ୧୮ା୨: ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଏହା ଧୂମ୍ଧାମ୍ରେ ଅନୁଷ୍ଠିତ ହେବ। ବର୍ଷକରେ ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ ପ୍ରତ୍ୟକ୍ଷ ଲିଙ୍ଗ ଦର୍ଶନ କରିବାର ସୁଯୋଗ ପାଇଥାନ୍ତି ଶ୍ରଦ୍ଧାଳୁ। ତେଣୁ...
ଭିଜିଲାନ୍ସ ଜାଲରେ ଭେଡେନ ତହସିଲ ଅମିନ
ବରଗଡ଼ ଅଫିସ, ୧୮।୨- ବରଗଡ଼ ଜିଲା ଭେଡେନ ତହସିଲ ଅଫିସରେ କାର୍ଯ୍ୟରତ ଅମିନ ଲଲିତ ମେହେର ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଜମି ଚିହ୍ନଟ(ଡିମାରକେଶନ) ପାଇଁ ଅଛାଣ୍ଡପାଲି ଗ୍ରାମର କ୍ଷୀରସିନ୍ଧୁ ଡାଙ୍ଗଙ୍କଠାରୁ ୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ...
Archives


