ଆମ ଜିଲା ଖବର

ପଦ୍ମପୁରରେ ଚୋରା ମଦ ବେପାରୀ ଗିରଫ

ପଦ୍ମପୁର,୨୩।୭(ଡି.ଏନ.ଏ.): ବାସୁଦେବପୁର ବ୍ଲକ ଅଧିନ ପଦ୍ମପୁର ବଜାର ନିକଟରୁ ଜଣେ ଚୋରା ମଦ ବେପାରୀଙ୍କୁ ଗୁରୁବାର ଅବକାରୀ ବିଭାଗ ଗିରଫ କରିଛି। ଗିରଫ ବେପାରୀ ହେଲେ ମନୋଜ କୁମାର ନାୟକ। ସୂଚନାଯୋଗ୍ୟ, ପଦ୍ମପୁର ବଜାର ନକଟସ୍ଥ ରାସ୍ତା ପାର୍ଶରେ ଥିବା ଏକ…

ବେଆଇନ ଗୋରୁ ଚାଲାଣ: ୮ପିକ୍‌ଅପ୍‌ ଭ୍ୟାନ ଜବତ, ୧୧ ଗିରଫ

ରେମୁଣା,୨୩।୭(ଡି.ଏନ୍‌.ଏ): ବାଲେଶ୍ୱର ଖନ୍ତପଡ଼ା ପୋଲିସକୁ ବଡ଼ ସଫଳତା। ବେଆଇନ ଚାଲାଣ ହେଉଥିବା ଗୋରୁଙ୍କୁ ଉଦ୍ଧାର କରିଛି ପୋଲିସ। ସୂଚନାଯୋଗ୍ୟ, ରେମାଣା ବ୍ଲକ୍‌ ଖନ୍ତପଡ଼ା ଥାନା ଅଧୀନ ସାହାସପୁରାରୁ ପଶ୍ଚିମବଙ୍ଗକୁ ୮ଟି ପିକ୍‌ଅପ୍‌ ଭ୍ୟାନରେ ଗୋରୁ ଚାଲାଣ ପାଇଁ ଯାଉଥିଲା। ସୂଚନା ପାଇ…

ଦେହରେ ପିପିଇ କିଟ୍‌, ହାତ ପାଦ ଖୋଲା

କଟକ ଅଫିସ,୨୩ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ସଂକ୍ରମଣକୁ ରୋକିବା ଓ ଆକ୍ରାନ୍ତଙ୍କ ଚିହ୍ନଟ ପାଇଁ ବର୍ତ୍ତମାନ ସହରର ପୁରୁଣା ରାଉସପାଟଣା, ପ୍ରତାପନଗରୀ, ପରିଡ଼ାସାହି ଶଙ୍କରପୁର ଓ ଖଟ୍‌ବିନ୍‌ ସାହିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଛି। ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ…

ପୁରୀ ଉପକୂଳରେ ଅଲିଭ ରିଡ୍‌ଲେଙ୍କ ଅଣ୍ଡାଦାନ କମୁଛି

ପୁରୀ ଅଫିସ,୨୩ା୭: ଜଳବାୟୁ ପରିବର୍ତ୍ତନ ଏବଂ ପାଣିପାଗ ଅନିୟମିତତା ଦ୍ୱାରା ବହୁ ଜଳଜୀବ ପ୍ରଭାବିତ ହେଉଛନ୍ତି। ବିଶେଷକରି ଏହାଦ୍ୱାରା ପୁରୀ ଉପକୂଳରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅଣ୍ଡାଦାନ ବ୍ୟାପକ ଭାବେ ହ୍ରାସ ପାଇବାରେ ଲାଗିଛି। ଅନିୟମିତ ପାଣିପାଗ ଯୋଗୁ ଅଧିକାଂଶ ଅଣ୍ଡା…

ଖାଦ୍ୟର ମାନ ଉପରେ ଗୁରୁତ୍ୱ

ପୁରୀ ଅଫିସ,୨୩ା୭: କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି) ଅନିଲ କୁମାର ସାମଲ ବୁଧବାର ପୁରୀ ଜିଲା କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସରେ ଆୟୋଜିତ ସମୀକ୍ଷା ବୈଠକରେ ଆର୍‌ଡିସି ସାମଲ ଜିଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ…

୮ ବର୍ଷ ପରେ ନିଖୋଜ ଦିବ୍ୟାଙ୍ଗ ଘରକୁ ଫେରିଲେ

କଣାସ, ୨୩ା୭(ସ୍ବ.ପ୍ର): ଆନ୍ଧ୍ରପ୍ରଦେଶ ଚିତ୍ତୋର ଜିଲା ଅଧୀନ ବଡଗୁଟୁଲିପାଲ୍ଲି ଗ୍ରାମର ପରମେଶ୍ୱରମ୍‌ଙ୍କ ଦିବ୍ୟାଙ୍ଗ ନାବାଳିକା ଝିଅ ମାର୍‌ମା ୮ବର୍ଷ ତଳେ ନିଖୋଜ ହୋଇଯାଇଥିଲେ। ତାଙ୍କୁ ପୁରୀ ରେଳ ଷ୍ଟେଶନରୁ ଉଦ୍ଧାର କରାଯାଇ କଣାସ ବାଳାଶ୍ରମରେ ରଖାଯାଇଥିଲା। ତେବେ କେତେଜଣ ସାମାଜିକ କର୍ମୀଙ୍କ…

ନିଷିଦ୍ଧାଞ୍ଚଳରେ କୋର୍ଟ ବନ୍ଦ ନିଷ୍ପତ୍ତି ନେବେ ଜିଲାଜଜ୍‌

କଟକ ଅଫିସ,୨୩ା୭: ଯାଜପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ ଜିଲା ଓ ରାଉରକେଲା ପୌରାଞ୍ଚଳରେ ଜୁଲାଇ ୩୧ ଯାଏ ଲକ୍‌ଡାଉନ ଘୋଷଣା ହୋଇଛି। ପରେ ଅନ୍ୟ କିଛି ଜିଲାରେ ମଧ୍ୟ କରୋନା ସ୍ଥିତି ଦୃଷ୍ଟିରୁ କଟକଣା ଜାରି କରାଯାଇଛି। ବିଚାର ବ୍ୟବସ୍ଥା ଉପରେ…

ଭିମ୍‌ସାର ଡାକ୍ତରଙ୍କ ପଦୋନ୍ନତିକୁ ନେଇ ବିବାଦ

ସମ୍ବଲପୁର,୨୩ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ପ୍ରଫେସର ଓ ଆସୋସିଏଟ ପ୍ରଫେସର ପଦୋନ୍ନତିରେ ଚଞ୍ଚକତା ହୋଇଥିବା ଅଭିଯୋଗ ହୋଇଛି। ଏଥିପାଇଁ ପଦୋନ୍ନତିର ମାତ୍ର ଦିନକ ପରେ ସେହି ନିର୍ଦ୍ଦେଶ…

ରାମିଆଳରେ ଲୀନହେବ କପିଳେଶ୍ୱର

କାମାକ୍ଷାନଗର, ୨୩।୭ (ସୁଧୀର କୁମାର ପରିଡ଼ା): ଇତିହାସର ସାଉଁଟା କାହାଣୀ କୁହେ ଐତିହାସିକ କୀର୍ତ୍ତିରାଜି। ଏହାକୁ ସଂରକ୍ଷଣ କରି ପର୍ଯ୍ୟଟନର ବିକାଶ କଥା ଚିନ୍ତା କରୁଛନ୍ତି ସରକାର। ଏଥିଲାଗି ଅନେକ ଯୋଜନା। ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। ହେଲେ ଢେଙ୍କାନାଳ…

ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ ସଫଳ

ବାଲେଶ୍ୱର ଅଫିସ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର ସହିତ ଏହି କ୍ଷେପଣାସ୍ତ୍ର ବ୍ୟବହାର କରାଯିବ। ମେକ୍‌ ଇନ୍‌ ଇଣ୍ଡିଆ କାର୍ଯ୍ୟକ୍ରମରେ ଏହି କ୍ଷେପଣାସ୍ତ୍ରକୁ…

ସଜେଇ ହେଉଛି ରାନୀ ବଖରୀ

ସମ୍ବଲପୁର, ୨୩ା୭(ବ୍ୟୁରୋ): ନବବଧୂ ଭଳି ସଜେଇ ହୋଇଛି ରାନୀ ବଖରୀ। ୩ ମହଲା ବିଶିଷ୍ଟ ଐତିହାସିକ ରାଜପ୍ରାସାଦରେ ମୋଟ ୧୫ଟି କୋଠରି ରହିଛି। ତଳେ ୭, ମଝିରେ ୬ ଓ ସବା ଉପରେ ୨ଟି ସୁସଜ୍ଜିତ କୋଠରି ଓ ଗୋଟିଏ ବାରଣ୍ଡା…

ଠାରରେ ଖୋଜିଛନ୍ତି ଜୀବନ ଠିକଣା

ଭୁବନ, ୨୩।୭(ଡି.ଏନ.ଏ.) କାନକୁ ଶୁଭୁନି, ହେଲେ ଭିଡିଓ ଦେଖି ଅବିକଳ ନାଚିପାରନ୍ତି। ଜନ୍ମରୁ ପାଟି ଫିଟୁନି ତଥାପି ଥରେ ତୂଳି ଧରିଲେ କଥାକୁହେ ତାଙ୍କ ହାତ ତିଆରି ମୂର୍ତ୍ତି ଆଉ ଚିତ୍ରକଳା। ସଂଘର୍ଷ ନ କଲେ ଜିଇବା ହୋଇଯିବ ମୁସ୍କିଲ। ଏକଥାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?