ଆମ ଜିଲା ଖବର

ସରକାରୀ ଆଇଟିଆଇରେ ସ୍ପଟ ଆଡ୍‌ମିଶନ ଆରମ୍ଭ

କଟକ ଅଫିସ,୨୫।୯: ୪୯ଟି ସରକାରୀ ଆଇଟିଆଇ ଓ ୪୫୫ଟି ବେସରକାରୀ ଆଇଟିଆଇରେ ଚଳିତ ବର୍ଷ ନାମ ଲେଖା ପ୍ରକ୍ରିୟା ଜାରି ରହିଛି। ଡିଜିଟି ନିର୍ଦ୍ଦେଶନାମା ମୁତାବକ ଆଇଟିଆଇ ନାମଲେଖା ପ୍ରକ୍ରିୟା ଆସନ୍ତା ସେପ୍ଟେମ୍ବର ୩୦ ସୁଦ୍ଧା ସରିବ। ୪୯ଟି ସରକାରୀ ଆଇଟିଆଇରେ…

କୋଭିଡ୍‌ ହସ୍ପିଟାଲରେ ଆର୍‌ଟିପିସିଆର୍‌ ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୨୫ା୯:ପୁରୀ ଜିଲାରେ କରୋନା ସଂକ୍ରମଣ ଏବେ ଅଣାୟତ୍ତ ହୋଇପଡ଼ିିଛି। ଖୋର୍ଦ୍ଧା ଓ କଟକ ପରେ ସଂକ୍ରମିତଙ୍କ ତାଲିକାର ତୃତୀୟ ସ୍ଥାନରେ ରହିଛି ପୁରୀ। ଦୈନିକ ପଜିଟିଭ ଓ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ପୁରୀ ଉପରେ ଏବେ ରାଜ୍ୟ…

ବୃଦ୍ଧଙ୍କ ହାତଗୋଡ଼ ଭାଙ୍ଗିଲା ପୋଲିସ: ନ୍ୟାୟ ପାଇଁ ଏସ୍‌ପିଙ୍କୁ ଗୁହାରି

ପୁରୀ ଅଫିସ,୨୫ା୯: କଣାସ ଥାନା ପୋଲିସ ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ବାଡ଼େଇ ହାତ ଗୋଡ଼ ଭାଙ୍ଗିଦେଇଥିବା ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ସମ୍ପୃକ୍ତ ୮୩ ବର୍ଷୀୟ ବୃଦ୍ଧ ଗୋକୁଳ ମହାପାତ୍ର ଗୁରୁବାର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅତିରିକ୍ତ ଏସ୍‌ପି ଅରୁଣ…

ରୋଗପୋକ ଉପଦ୍ରବରେ ଉଜୁଡ଼ିଲା ଧାନଫସଲ, ଚିନ୍ତାରେ ବରଗଡ଼ ଜିଲାର ଚାଷୀ

ବରଗଡ଼ ଅଫିସ,୨୪।୯- ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲା ଚାଷୀଙ୍କ ପିଛା ଛାଡୁ ନାହିଁ ସମସ୍ୟା। ଏବେ ଧାନ ଫସଲରେ ନାନା ରୋଗପୋକର ଉପଦ୍ରବ ଜିଲାର ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। ଜିଲାର ଲହଣ୍ଡା, କଲାପାଣି ସମେତ ବିଭିନ୍ନ ଅଞ୍ଚଳର ଅଧିକାଂଶ…

ବିଭିନ୍ନ ଦାବିରେ ଗ୍ରାମବାସୀଙ୍କ ରେଳରୋକୋ ଆନ୍ଦୋଳନ

ବଅଁରପାଳ,୨୪ା୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ କୁକୁଡାଙ୍ଗ ପଞ୍ଚାୟତର ଟେଣ୍ଟଲୋଇ ଗ୍ରାମବାସୀ ବିଭିନ୍ନ ଦାବି ନେଇ ଗୁରୁବାର ରେଳରୋକୋ ଆନ୍ଦୋଳନ କରିଛନ୍ତି। ଗ୍ରାମବାସୀ ନାଲ୍‌କୋ-ଭରତପୁର ରେଳ ଲାଇନ୍‌ ଉପରେ ବସି ଏହି ଆନ୍ଦୋଳନ କରିଛନ୍ତି। ଫଳରେ ଆଜି ନାଲ୍‌କୋ ପ୍ଲାଣ୍ଟକୁ…

ଅନ୍ଧବିଶ୍ୱାସ ଗଳିରେ ମଣିଷ: ସାପ କାମୁଡ଼ିଥିବା ଯୁବକଙ୍କୁ ଡାକ୍ତରଖାନା ପରିସରରେ ଝଡ଼ାଫୁଙ୍କା, ଭିଡିଓ ଭାଇରାଲ

ବାଲେଶ୍ୱର ଅଫିସ, ୨୬।୯- ଆଜିବି ଅନ୍ଧବିଶ୍ୱାସ ଗଳିରେ ମଣିଷ। ଏଭଳି ଏକ ଘଟଣା ବାଲେଶ୍ୱର ଜିଲାର ଜଳେଶ୍ବର ବ୍ଲକରେ ଦେଖିବାକୁ ମିଳିଛି। ଏଠାରେ ବିଷାକ୍ତ ସାପ କାମୁଡିବା ପରେ ଜଣେ ବ୍ୟକ୍ତିଙ୍କୁ ହସ୍ପିଟାଲ ନିଆଯାଇଥିଲେ ହେଁ ସେଠାରେ ତାଙ୍କୁ ଝଡାଫୁଙ୍ଖା କରାଯାଉଥିବା…

କୋଭିଡ୍‌ ସଚେତନତା ସପ୍ତାହ ଶୁଭାରମ୍ଭ କଲେ ଜିଲାପାଳ: ଗଞ୍ଜାମରେ କରୋନାରୁ ୯୭ ପ୍ରତିଶତ ସୁସ୍ଥ

ଛତ୍ରପୁର,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିଛି। ଏହି ପରିପ୍ରେକ୍ଷୀରେ କୋଭିଡ୍‌ ସପ୍ତାହ ପାଳନ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହା ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ବର୍ତ୍ତମାନ ସମୟରେ ଜିଲାରେ କରୋନା ସଂକ୍ରମଣ କମିଆସିଛି ସତ କିନ୍ତୁ ଏହା…

ମନ୍ଦିରରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା: ୪ ଅଟକ

ବ୍ରହ୍ମପୁର ଅଫିସ,୨୪ା୯: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ମେଣ୍ଟୁଛକ ନିକଟସ୍ଥ ରାଧାକୃଷ୍ଣ ମନ୍ଦିର ପରିସରରେ ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ପଥରରେ ଛେଚି ହତ୍ୟା କରିବା ଘଟଣା ପ୍ରଚାର ହେବା ପରେ ବ୍ରହ୍ମପୁର…

ପାଇପ ଲାଇନ୍‌ ପାଇଁ ସମ୍ପ୍ରସାରଣ କାର୍ଯ୍ୟରେ ବାଧା

ଗଞ୍ଜାମ,୨୪ା୯(ଡି.ଏନ୍‌.ଏ.): ଗଞ୍ଜାମ ସହରର ସୌନ୍ଦର୍ଯ୍ୟକରଣ ନିମନ୍ତେ ଉଭୟ ପାର୍ଶ୍ୱ ରାସ୍ତା ବିଞ୍ଚଣାପଲ୍ଲୀଠାରୁ ଦାମୋଦରପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି l ଏହାର ନିର୍ମାଣ କାର୍ଯ୍ୟ ପୂର୍ତ୍ତବିଭାଗ ହାତକୁ ନେଇଥିବା ବେଳେ ଏଥିପାଇଁ ୬ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ…

ଗଞ୍ଜାମ ସହରକୁ କରୋନା ମୁକ୍ତ ପାଇଁ ଶପଥ

ଗଞ୍ଜାମ,୨୪।(ଡି.ଏନ.ଏ.): ଗଞ୍ଜାମ ସହରରୁ ସମ୍ପୂର୍ଣ୍ଣ କରୋନା ମୁକ୍ତ ନିମନ୍ତେ ତହସିଲଦାର ଅବନୀ କୁମାର ସାହୁଙ୍କ ନେତୃତ୍ୱରେ ଗୁରୁବାର ଏକ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା। ଏହି ରାଲି ଜୟଶ୍ରୀ ଛକରୁ ବାହାରି ସାନ ବଜାର ପର୍ଯ୍ୟନ୍ତ ଯାଇଥିଲା। ବ୍ୟବସାୟୀମାନଙ୍କୁ କୋଭିଡ ନିୟମ…

ଅକ୍ଟୋବର ୯ରେ ଜମି ଅଧିଗ୍ରହଣ ଜନଶୁଣାଣି

ପୁରୀ ଅଫିସ, ୨୪।୯:ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତୀକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ୍‌ ଏକ ଚିଠା ସାମାଜିକ ପ୍ରଭାବ ବିବରଣୀ ପ୍ରସ୍ତୁତ କରିଛନ୍ତି।…

ରୁପା ଛାଉଣି ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ, , ୨୪।୯:ଶ୍ରୀମନ୍ଦିରର ୩ଟି ପ୍ରମୁଖ କବାଟ ରୁପା ଛାଉଣି ହେବ। କଳାହାଟ ଦ୍ୱାର, ବେହେରଣ ଦ୍ୱାର ଏବଂ ଜୟବିଜୟ ଦ୍ୱାରରେ ଲାଗିଥିବା କବାଟଗୁଡ଼ିକୁ ରୁପା ଛାଉଣି କରାଯିବ। ଏଥିପାଇଁ ଆବଶ୍ୟକ ରୁପା ଜଣେ ଦାତା ଦେବେ। ତେବେ ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?