ଆମ ଜିଲା ଖବର

ରାଉରକେଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୨।୭(ବ୍ୟୁରୋ)-କୋଭିଡ୍‌-୧୯ ମୁକାବିଲା ପାଇଁ ସୁନ୍ଦରଗଡ଼ ଓ ଯାଜପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସୁନ୍ଦରଗଡ଼ ଓ ଯାଜପୁର ଜିଲାର କୋଭିଡ୍‌ ପରିଚାଳନା ବ୍ୟବସ୍ଥା…

ଭଦ୍ରକରେ ବଢିଲା ଲକ୍‌ଡାଉନ କଟକଣା

ଭଦ୍ରକ ଅଫିସ, ୨୨ା୭- ଭଦ୍ରକ ଜିଲାରେ ବଢ଼ୁଥିବା କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବୁଧବାର ଜିଲାର ସମସ୍ତ ପୌରାଞ୍ଚଳ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ବ୍ଲକ ମୁଖ୍ୟାଳୟମାନଙ୍କରେ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ କଟକଣା ଜାରି କରାଯାଇଛି। ଏହି…

ଚଳିତ ବର୍ଷ ଭଙ୍ଗା ଯିବନି ୩ ରଥ

ପୁରୀ ଅଫିସ,୨୨।୭-ଚଳିତ ବର୍ଷ ପୁରୀ ରଥଯାତ୍ରାର ୩ ରଥକୁ ଭଙ୍ଗାଯିବ ନାହିଁ। ଜଗନ୍ନାଥଙ୍କ ନନ୍ଦିଘୋଷ, ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ନ ଭାଙ୍ଗିବା ପାଇଁ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପରିଚାଳନା…

କଟକ ସହରରୁ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୫୪ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୨୨ା୭: ବୁଧବାର କଟକ ସହରରୁ ୫୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫୨ରେ ପହଞ୍ଚିଥିବା କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧ଟି ଇନ୍‌ଷ୍ଟିଚ୍ୟୁଶନାଲ କେସ୍‌ ଥିବା…

ଝାରସୁଗୁଡ଼ାରେ ଗୋଟିଏ ଦିନରେ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଝାରସୁଗୁଡ଼ା ଅଫିସ,୨୨ା୭: ଝାରସୁଗୁଡ଼ା ଜିଲାରେ କରୋନା କାୟା ବିସ୍ତାର କରିଚାଲିଛି। ଏହାକୁ ନେଇ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢ଼ିଯାଇଥିବା ବେଳେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ବୁଧବାର ଜିଲାରୁ ୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ…

ବାଘୁଆ ଜଳଭଣ୍ଡାରରୁ ପାଣି ଛାଡ଼ିଲା ପ୍ରଶାସନ

ବୁଗୁଡ଼ା,୨୨ା୭(ଡି.ଏନ୍‌.ଏ.): ବାଘୁଆ ଜଳଭଣ୍ଡାରରୁ ପାଣି ଛଡ଼ାଯାଇଛି। ଏହି ପାଣି ବାଘୁଆ ଜଳଭଣ୍ଡାରର ବାମ ଏବଂ ଦକ୍ଷିଣ କେନାଲ ଦେଇ ଛଡ଼ାଯାଇଥିବା ବୁଗୁଡ଼ା ଜଳସେଚନ ସହ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ସୂଚନା ଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ ଘୋଷଣା ଅନୁଯାୟୀ, ଚାଷୀମାନଙ୍କ…

ସମ୍ବଲପୁରର ଏହି ଗାଁର ନାଁ ହେଲା ‘ରଙ୍ଗବତୀ’

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଖ୍ୟାତ ଲୋକ ସଂଗୀତ ରଙ୍ଗବତୀ ନାଁରେ ନାମିତ ହେଲେ ଗାଁ। ସମ୍ବଲପୁର ଜିଲା ବାମରା ବ୍ଲକର ବିଲୁଙ୍ଗ ଗାଁକୁ ‘ରଙ୍ଗବତୀ ବିଲୁଙ୍ଗ’ ଗାଁ ନାମରେ ନାମିତ କରାଯାଇଛି। ଏନେଇ ବୁଧବାର ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ…

ଜେଲ୍‌ରେ କରୋନା: ୩୩ କଏଦୀ, ଜେଲର ସମେତ ୧୦ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,୨୨ା୭: କରୋନାର କରାଳଛାୟା ଭିତରେ ଏବେ ଗଞ୍ଜାମ ଜିଲା ଗତି କରୁଛି। ମଣ୍ଡଳକାରାଗାରରେ ରହୁଥିବା କଏଦୀ, କାରାପାଳ ଓ କର୍ମଚାରୀମାନେ ମଧ୍ୟ ଏଥିରୁ ବର୍ତ୍ତି ପାରୁନାହାନ୍ତି । ବୁଧବାର ମିଳିଥିବା ସ୍ବାବ୍‌ ରିପୋର୍ଟ ଅନୁସାରେ, ମଣ୍ଡଳକାରାଗାରରେ ଥିବା ୩୩ ଜଣ…

ଗାଁରେ ନିଜର ସ୍ବାବ ଟେଷ୍ଟିଂ ପାଇଁ ନମୁନା ଦେବାକୁ ଚାଁହୁଛନ୍ତି କି..

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ସବୁ ବ୍ଲକକୁ ମୋବାଇଲ ସ୍ବାବ ସଂଗ୍ରହ ବୁଥ୍‌ ପଠାଯାଉଛି। ଆବଶ୍ୟକ ଅନୁସାରେ ବିଭିନ୍ନ ବ୍ଲକ ଅଧୀନ ଗାଁଗୁଡ଼ିକୁ ଉକ୍ତ ମୋବାଇଲ ସ୍ବାବ ସଂଗ୍ରହ ବୁଥ୍‌ ବୁଲୁଛି, ଏବଂ ଗାଁ ସ୍ତରରେ ସ୍ବାବ ସଂଗ୍ରହ କରାଯାଉଛି। ଟେଷ୍ଟିଂ ପାଇଁ…

ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷ ଟଙ୍କାରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୨।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…

ରେଡ୍‌ ଜୋନରେ ଗଞ୍ଜାମର ୪୫୨ଗାଁ: ଡରାଉଛନ୍ତି ଏସବୁ ବ୍ଲକ

ଛତ୍ରପୁର,୨୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ଦୈନିକ ୨୦୦ ରୁ ୩୦୦ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ୩ ରୁ ୫ଜଣଙ୍କ ଦୈନିକ କରୋନାରେ ଜୀବନ ଯାଉଛି। ଆହୁରି ଜଣାଯାଇଛି ଯେ,…

କରୋନା ପଜିଟିଭ୍‌ଙ୍କ ନାଁରେ ଏତଲା

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସିର ଭବାନୀ ଶଙ୍କର ପାତ୍ର ୧୮ ତାରିଖରେ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଥିଲେ। ଏହାପରେ ତାଙ୍କୁ ୨୮ ଦିନ ହୋମ୍‌ ଆଇସୋଲେଶନରେ ରହିବାକୁ ଏନ୍‌ଏସି ପ୍ରଶାସନ କହିଥିଲେ। ତେବେ ସେ ଏହି ନିୟମକୁ ଉଲ୍ଲଂଘନ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?