ଆମ ଜିଲା ଖବର

ରୋଗ ପ୍ରତିରୋଧ ପାଇଁ ପିଲାଙ୍କୁ ମଦ ଦିଆଯିବା ଚର୍ଚ୍ଚା

ମାଲକାନଗିରି,୨୨ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ସମସ୍ତେ ଚିନ୍ତିତ ଥିବା ବେଳେ ପଡ଼ିଆ ବ୍ଲକ ପରସନପାଲି ଗ୍ରାମରେ ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ପାଇଁ ପିଲାଙ୍କୁ ମହୁଲି ମଦ ଦେବା ଚର୍ଚ୍ଚାର…

ଉଦୟନାଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଛତ୍ରପୁର,୨୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଚାକୁଣ୍ଡା ଗାଁ ସାରାବାଡ଼ିର ୯୫ ବର୍ଷୀୟ ଉଦୟନାଥ ବିଷୋୟୀ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଉଦୟନାଥ କରୋନା ଯୁଦ୍ଧରେ ଜୟଯୁକ୍ତ…

୫ ବର୍ଷରେ ଲାଗିଛି ୫୦ ହଜାର ଚାରା

  ବଅଁରପାଳ,୨୨ା୭(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅଞ୍ଚଳରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ସେଥିମଧ୍ୟରୁ ପାରିପାର୍ଶ୍ୱିକ ଅଞ୍ଚଳରେ ଚାରା ରୋପଣ ପରିବେଶ ସୁରକ୍ଷା ଦିଗରେ ଏକ ବଡ଼ ପଦକ୍ଷେପ। ନାଲ୍‌କୋ…

ନବଜାତ ଶିଶୁ ସହ ୪ ଦିନ ହାଟ ପିଣ୍ଡିରେ ଦମ୍ପତି

ଅନୁଗୋଳ ଅଫିସ, ୨୨ା୭ ମେଡିକାଲରୁ ନବଜାତ ଶିଶୁକୁ ଧରି ଭଡ଼ା ଘରକୁ ଫେରିଥିବା ଏକ ଦମ୍ପତିଙ୍କୁ ଘର ମାଲିକ ଘରେ ପୂରାଇ ନ ଦେବା ଓ ଗଁାରେ ପ୍ରବେଶ ପାଇଁ ଅନୁମତି ନ ମିଳିବାରୁ ଦୁହେଁ ହାଟ ପିଣ୍ଡିରେ ୪ ଦିନ…

୨ ବର୍ଷର କାର୍ଯ୍ୟ ୭ ବର୍ଷରେ ସରିଲାନି

ଅନୁଗୋଳ ଅଫିସ, ୨୨ା୭ ଶିଳାନ୍ୟାସର ୭ ବର୍ଷ ପରେ ବି ଶେଷ ହୋଇପାରୁନି ଅନୁଗୋଳର ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବସ୍‌ ଟର୍ମିନାଲ କାର୍ଯ୍ୟ। ଏହାର ନିର୍ମାଣ ପାଇଁ ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା) ସହ ଚୁକ୍ତି କରିଥିବା ଠିକାସଂସ୍ଥା ଅନୁଗୋଳ ବସ୍‌…

ବଜାୟ ରହିଲା ସ୍ବୟଂଶାସିତ ମାନ୍ୟତା

ଢେଙ୍କାନାଳ ଅଫିସ, ୨୨।୭ ଢେଙ୍କାନାଳ ମହାବିଦ୍ୟାଳୟର ସ୍ବୟଂଶାସିତ ମାନ୍ୟତା ବଜାୟ ରହିଛି। ୨୦୨୩ ଯାଏ ଏହାକୁ ଅଟୋନମସ୍‌ ମାନ୍ୟତା ପ୍ରଦାନ କରାଯାଇଛି। ଏ ନେଇ ଗତ ୧୫ ତାରିଖରେ ୟୁଜିସି ପକ୍ଷରୁ ଚିଠି ନଂ.ଏଫ୍‌. ୨୨-୧/୨୦୧୭ ଏସ୍‌ସିରେ କଲେଜ କର୍ତ୍ତୃପକ୍ଷଙ୍କୁ ଅବଗତ…

ଯୁବ ବ୍ୟବସାୟୀଙ୍କ କରୋନାରେ ମୃତ୍ୟୁ: କିଛିଦିନ ତଳେ ଯାଇଥିଲା ମା’ ବାପାଙ୍କ ଜୀବନ

ଦିଗପହଣ୍ଡି,୨୧ା୭(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ରିଙ୍କୁ ଓରଫ ଇ.ଜିତେନ୍ଦ୍ର ପାତ୍ର (୪୧)ଙ୍କର ସୋମବାର ଶୀତଳାପଲ୍ଲୀ ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ରବିବାର ତାଙ୍କ କରୋନା ଆକ୍ରାନ୍ତ ବାପା ଇ.କୃଷ୍ଣ ପାତ୍ର ଚିକିତ୍ସାଧୀନ…

୧୦୦ ପୋଲିସ କରୋନା ଯୋଦ୍ଧା ପ୍ଲାଜ୍‌ମା ଦାନ କରିବେ

ଆସିକା,୨୨।୭(ଡି.ଏନ୍‌.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ପ୍ଲାଜମା ଥେରାପି ଆରମ୍ଭ ହୋଇଛି। କରୋନାରୁ ସୁସ୍ଥ ହୋଇ ଫେରିଥିବା ଗଞ୍ଜାମ ପୋଲିସ ଜିଲାର ୧୦୦ ପୋଲିସ କର୍ମଚାରୀ ପ୍ଲାଜ୍‌ମା ଦାନ କରିବେ ବୋଲି ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି…

ବୃଦ୍ଧାଙ୍କୁ ଗଁ। ଦାଣ୍ଡରେ ପିଟିଲେ ମା, ବାପା, ପୁଅ ଅଟକ

ଗଞ୍ଜାମ,୨୧ା୭(ଡି.ଏନ.ଏ.)- ସାମାନ୍ୟ ମାଛ କିଣାବିକାକୁ ନେଇ ଜଣେ ବୃଦ୍ଧାଙ୍କୁ ଗଁା ଦାଣ୍ଡରେ ମାଡ ମାରିଛନ୍ତି ମା’, ବାପା ଓ ପୁଅ। ଏନେଇ ଗଞ୍ଜାମ ଥାନାରେ ସମ୍ପୃକ୍ତ ବୃଦ୍ଧା ଅଭିଯୋଗ କରିବା ପରେ ପୋଲିସ ନଂ.୮୮/୨୦ରେ ମାମଲା ରୁଜୁକରି ୩ଜଣଙ୍କୁ ଅଟକ ରଖିଛି।…

ସବୁଜିମା ନିଶାରେ ବୃକ୍ଷମାନବ

କେନ୍ଦୁଝର,୨୨ା୭(ଦୀପକ ମିଶ୍ର)-ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟର ଗନ୍ତାଘର କେନ୍ଦୁଝର ଜିଲା। ଶିଳ୍ପାୟନ ଓ ଖଣିଖନନ ପାଇଁ ଲକ୍ଷ ଲକ୍ଷ ବୃକ୍ଷରାଜି ନଷ୍ଟ ହେଉଛି। ସାମାଜିକ ବନୀକରଣ ଏଠାରେ ଆଶାନୁରୂପ ହୋଇପାରୁ ନ ଥିବା ଅଭିଯୋଗ ହେଉଥିବାବେଳେ ସବୁଜିମା ନିଶାରେ ମସଗୁଲ ହୋଇ ପଡ଼ିଛନ୍ତି…

ହାଇଲେବଲ କେନାଲରେ ଘାଇ ଆଶଙ୍କା

ଭଣ୍ଡାରିପୋଖରୀ, ୨୨।୭ (ଡି.ଏନ.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୩ ନଂ ମୁଖ୍ୟ କେନାଲର ପାର୍ବତୀ ସାଇଫନ ନିକଟରେ ପୁରୁଣା ପାଇପ୍‌ ଭାଙ୍ଗି ପାଣି ଲିକେଜ କରି ମାଟି ଧୋଇ ଯିବା ସହ ବିରାଟ ଘାଇ ହେବାର ଆଶଙ୍କା ଦେଖାଦେଇଛି। ସାଇଫନ ନିକଟରେ…

ଖୁଣ୍ଟା କଲେଜରେ ଛାତ୍ର ଅଶାନ୍ତି

ଉଦଳା,୨୧ା୭(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଡିଗ୍ରୀ ମହାବିଦ୍ୟାଳୟରେ ରିଆଡ୍‌ମିଶନ ଫି ବୃଦ୍ଧିକୁ ଛାତ୍ରୀଛାତ୍ର ବିରୋଧ କରିଛନ୍ତି। ନ୍ୟାୟ ପାଇଁ ମଙ୍ଗଳବାର ସେମାନେ ସ୍ଥାନୀୟ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏନେଇ କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। କେବଳ ବର୍ଦ୍ଧିତ ଫି ନୁହେଁ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?