ଆମ ଜିଲା ଖବର

୪ ଜିଲା ପରିଷଦମାନଙ୍କ ସମୀକ୍ଷା ବୈଠକ: ପଡିରହିଥିବା ପ୍ରକଳ୍ପ ନଭେମ୍ବର ୨୦୨୫ ସୁଦ୍ଧା ସମ୍ପୂର୍ଣ କରିବାକୁ ନିର୍ଦ୍ଦେଶ

ଅନୁଗୋଳ, ୨୭।୯(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ପ୍ରଦକ୍ଷଣ ଗୃହ (ସର୍କିଟ ହାଉସ) ସମ୍ମିଳନୀ କକ୍ଷରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ନିର୍ଦ୍ଦେଶ କ୍ରମେ ଚାରି ଗୋଟି ଜିଲା ଯଥା କଟକ, ଢେଙ୍କାନାଳ ଦେବଗଡ଼, ଅନୁଗୋଳର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା…

ଦୃଢ଼ ଇଚ୍ଛାଶକ୍ତି ଦେଲା ସଫଳତା: ସ୍ବାଗତିକା ହେଲେ ମିସେସ୍‌ ଇଣ୍ଡିଆ

ଯାଜପୁରରୋଡ୍‌,୨୭ା୯(ପବିତ୍ର ରଞ୍ଜନ ମହାନ୍ତି): ଦୃଢ଼ ଇଚ୍ଛାଶକ୍ତି ମଣିଷକୁ ସଫଳତା ଆଣିଦେଇଥାଏ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଯାଜପୁର ଜିଲା ବ୍ୟାସନଗର ପୌର ପରିଷଦ ଅଧୀନ ନହକା ଅଞ୍ଚଳର ସ୍ବାଗତିକା ସାମଲ। ନୂଆଦିଲ୍ଲୀର ଡିକେ ପିଜାଣ୍ଟ ସଂସ୍ଥା ପକ୍ଷରୁ ରେଡିସନ ବ୍ଲ୍ୟୁ ହୋଟେଲଠାରେ…

ମିଳିଲା ପରିଶ୍ରମ ଫଳ: ଓସିଏସ୍‌ ପରୀକ୍ଷାରେ ହାଟଡ଼ିହୀରୁ ୨ କୃତକାର୍ଯ୍ୟ

ବଉଳା/ ହାଟଡିହୀ,୨୭ା୯(ଦୁର୍ଗା ପ୍ରସାଦ ଆୟଚ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ୨ ପରୀକ୍ଷାର୍ଥୀ ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ନୂଆରମ୍ପାସ ଗ୍ରାମର ବୀତିହୋତ୍ର ନାୟକ ଓ ଶାଲଣୀଆଁ ଗ୍ରାମର ଜଗନ୍ନାଥ ସା ସଫଳତା ଅର୍ଜନ କରିଥିବା…

ମୋଦିଙ୍କ ଉପସ୍ଥିତିରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆମେ ଗୋଟିଏ ଦିନରେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସଭାସ୍ଥଳରେ ସ୍ବାଗତ…

ମୋଦିଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ: ଦେଖିକି ଖୁସିରେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ…

ରୋଷେଇ କରୁଥିବା ସମୟରେ ଫାଟିଲା ଗ୍ୟାସ ସିଲିଣ୍ଡର

ଖୋର୍ଦ୍ଧା,୨୭।୯(ପ୍ରଭାତ ପାଣିଗ୍ରାହୀ): ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ଘରେ ଥିବା ସାମଗ୍ରୀ। ପରିବାର ଲୋକେ ସୁରକ୍ଷିତ ଥିବା ସୂଚନା ମିଳିଛି। ବେଗୁନିଆ ଥାନା ଅଧୀନ ପିଚୁକୁଳି ପଞ୍ଚାୟତ ପିଚୁକୁଳି ପାଟଣା ସାହିର କୁପାସିନ୍ଧୁ ପଟ୍ଟନାୟକ ଘରେ ରୋଷେଇ କରୁଥିବା ସମୟରେ ଗ୍ୟାସ…

ମୋଦିଙ୍କ ଗସ୍ତକୁ ନେଇ କାନ୍ଦିଲେ ବିଧାୟକ: କୋହଭରା କଣ୍ଠରେ କହିଲେ..

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତକୁ ନେଇ ଅମରାପାଲି ପଡିଆରେ ଭାଷଣ ରଖୁଥିବାବେଳେ ବିଧାୟକ ଟଙ୍କଧର ତ୍ରିପାଠୀ କୋହଭରା ହୋଇ କାନ୍ଦି ପକାଇଥିଲେ। ବିଜେଡି ଦଳର ଅଭେଦ୍ୟ ଗଡ଼ ହୋଇଥିବା ଝାରସୁଗୁଡା ଆଜି ଝାରସୁଗୁଡା ଜନସାଧାରଣଙ୍କ…

କଡା ସୁରକ୍ଷାରେ ମୋଦିଙ୍କ ସଭାସ୍ଥଳ: ପୋଲିସକୁ ତାଗିଦ କଲେ ମନ୍ତ୍ରୀ-ବିଧାୟକ

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟକ୍ରମ ପାଇଁ ଅମଲିପାଲିସ୍ଥିତ ସଭାସ୍ଥଳ ବ୍ୟତୀତ ଝାରସୁଗୁଡା ସହର ପୋଲିସର କଡା ସୁରକ୍ଷା ମଧ୍ୟରେ ରହିଛି। ଝାରସୁଗୁଡା ସହରର ପ୍ରତ୍ୟେକ ସ୍ଥାନରେ ଟ୍ରାଫିକ ନିୟନ୍ତ୍ରଣ ସହିତ ପ୍ରତି ୧୫ରୁ ୨୦ ମିଟର ମଧ୍ୟରେ ପୋଲିସର…

ସରକାରୀ ବିଦ୍ୟାଳୟରେ ତାଲା ପକାଇଲେ ଜମି ମାଲିକ: ବର୍ଷାରେ ଭିଜିଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୨୭।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ କିସୁବାଡି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦେଖାଯାଇଛି ଜମି ବିବାଦ। ଜଣେ ବ୍ୟକ୍ତିଗତ ଲୋକଙ୍କ ଜମିରେ ସରକାରୀ ବିଦ୍ୟାଳୟ ନିର୍ମାଣ କରାଯାଇ ପିଲାଙ୍କୁ ଶିକ୍ଷାଦାନ କରାଯାଉଥିଲା ଶନିବାର ଜମି ମାଲିକ ଉକ୍ତ…

ଓଡ଼ିଶାରେ ପହଞ୍ଚିଲେ ମୋଦି: ଭବ୍ୟ ସ୍ବାଗତ

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍‌ରେ ଝାରସୁଗଡାରେ ପହଞ୍ଚିଛନ୍ତି। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଛନ୍ତି। ସେଠାରୁ ସଡ଼କ ପଥରେ ଯାଇ…

ଲୋକଙ୍କ ମନ ମୋହିଲେ ନକଲି ମୋଦି: ଆଉ କିଛି ସମୟ ପରେ ଆସିବେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡା ଗସ୍ତର କିଛି ସମୟ ଆଗରୁ କର୍ନାଟକ ଓଡିପି ଆସିଥିବା ନକଲି ନରେନ୍ଦ୍ର ମୋଦି ସଭାମଞ୍ଚରେ ପହଞ୍ଚି ଜନସାଧାରଣ ଓ ଯୁବକମାନଙ୍କ ବେଶ ମନୋରଞ୍ଜନ କରିଥିଲେ। ଯୁବକ ଏବଂ ମହିଳା ମାନେ ନକଲି…

ବଢୁଛି ମୋଦି କ୍ରେଜ୍‌: ଆସିବାର ୨ ଘଣ୍ଟା ପୂର୍ବରୁ ୮୦ ହଜାର ଚୌକି ପୂରଣ

ଝାରସୁଗୁଡା,୨୭।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଯୁବ ସମ୍ମିଳନୀ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସିବାର ୨ ଘଣ୍ଟା ପୂର୍ବରୁ ମଞ୍ଚରେ ପଡ଼ିଥିବା ୮୦ ହଜାର ଚୌକି ପୂରଣ ହୋଇ ଯାଇଛି। ପ୍ରଧାନମନ୍ତ୍ରୀ ମୋଦି ପୂର୍ବାହ୍ନ ୧୧. ୩୦ଟାରେ ଆସିବାର ଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri