ଆମ ଜିଲା ଖବର

୩ କର୍ମଚାରୀରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର

ଭୋଗରାଇ, ୧୭।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ଆବଶ୍ୟକ କର୍ମଚାରୀ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ଓ ସ୍ବାସ୍ଥ୍ୟକେନ୍ଦ୍ରକୁ ପାରିପାର୍ଶ୍ୱିକ ସବୁଜ ସୁନ୍ଦର ଗଢ଼ି ତୋଳିବା ନିମନ୍ତେ ସ୍ଥାନୀୟ ଜନସାଧାରଣଙ୍କ...

ଶ୍ରୀକ୍ଷେତ୍ରରେ ରହିଛି ଲାହୋର ସାଧୁଙ୍କ ମଠ

ପୁରୀ ଅଫିସ,୧୭ା୨: ଶ୍ରୀକ୍ଷେତ୍ରରେ ରହିଛି ଲାହୋର(ପାକିସ୍ତାନ) ସାଧୁଙ୍କ ମଠ। ଏକଦା ମହାପ୍ରଭୁଙ୍କ ସାନ୍ନିଧ୍ୟ ପାଇବା ପାଇଁ ଜଗନ୍ନାଥ ଧାମକୁ ଚାଲି ଆସିଥିବା ବାଳକ ରାମ ଦାସ ଆଉ ଲାହୋର ଫେରି ନ ଥିଲେ। ସେ ତିଆରି କରିଥିଲେ ଏକ ମଠ,...

ପୁରୀରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର

ପୁରୀ ଅଫିସ,୧୭ା୨: ପୁରୀ ଜିଲାର ୨ ସ୍ଥାନରେ ୨ ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଛି। ଏନେଇ ପୃଥକ୍‌ ଥାନାରେ ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଚନ୍ଦନପୁର ଥାନା ଅଞ୍ଚଳରେ ଜଣେ ଯୁବକ ଶନିବାର ମଧ୍ୟାହ୍ନରେ ୪ବର୍ଷୀୟ ଶିଶୁକନ୍ୟାଙ୍କୁ କାର୍ଟୁନ ଭିଡିଓ...

‘ସମାଜ ସଂସ୍କାରରେ ଯୁବକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

କୁଜଙ୍ଗ,୧୭ା୨(ଡି.ଏନ.ଏ.): ଯୁବକଙ୍କ ଅଦମ୍ୟ ଇଚ୍ଛାଶକ୍ତି ଆମକୁ ଆଜି ପ୍ରଗତିର ଶିଖରରେ ପହଞ୍ଚାଇଛି। ରାଜନୀତି ଆଜି ସମାଜକୁ ଭାଗଭାଗ କରୁଥିବାବେଳେ, କ୍ରୀଡ଼ା ଓ ସଂସ୍କୃତି ଆମକୁ ଗୋଟିଏ ସୂତ୍ରରେ ବାନ୍ଧି ପାରୁଛି। କ୍ରୀଡ଼ାବିନା ଆମର ଶାରିରୀକ ଓ ମାନସିକ ବିକାଶ ଅସମ୍ଭବ।...

୧୯ରେ ମାଟ୍ରିକ ପରୀକ୍ଷା: ଚାପ ଯୋଗୁ ୩ ଛାତ୍ରୀଙ୍କ ଆତ୍ମହତ୍ୟା ସନ୍ଦେହ

ଜଗତ୍‌ସିଂହପୁର ଅଫିସ, ୧୭ା୨: ମାଟ୍ରିକ ପରୀକ୍ଷା ପୂର୍ବରୁ ଛାତ୍ରୀଛାତ୍ର ଚାପଗ୍ରସ୍ତ ହେଉଛନ୍ତି। ଏପରି କି କେତେଜଣ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ପଦକ୍ଷେପ ନେବାକୁ ପଛାଉ ନାହାନ୍ତି। ଯାହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲାରେ। ଜିଲାରେ...

ଜବରଦଖଲ ମୁକ୍ତ ହେଲା ଜଗନ୍ନାଥଙ୍କ ଜମି

ଅତାବିରା, ୧୬।୨ (ଡି.ଏନ.ଏ):ବରଗଡ଼ ଜିଲା ଭେଡେନ ବ୍ଲକ ଉଦେପୁର ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରର ଜମିକୁ କେତେକ ପ୍ରଭାବଶାଳୀ ବ୍ୟକ୍ତି ଦୀର୍ଘବର୍ଷ ହେଲା ଜବରଦଖଲ କରି ରଖିଥିଲେ। ତେବେ ଗ୍ରାମବାସୀ ଏକାଠି ହୋଇ ରବିବାର ଉକ୍ତ ଜମିକୁ ଜବରଦଖଲ ମୁକ୍ତ...

ଛାତ୍ରୀଙ୍କୁ ଅସଦାଚରଣ: ଶିକ୍ଷକ ଗିରଫ

ବନ୍ତ,୧୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଏକ ବିଦ୍ୟାଳୟର ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଶିକ୍ଷକ ହେଲେ ସେହି ଅଞ୍ଚଳର ସଜୀବ...

ବସ୍‌ ଓଲଟି ୩ ମୃତ ଘଟଣା: କ୍ଷତିପୂରଣ ଲାଗି ମୃତକଙ୍କ ପରିବାର ପକ୍ଷରୁ ରାସ୍ତାରୋକୋ

ନବରଙ୍ଗପୁର,୧୬ା୨(ବି.ପ୍ର.): ନବରଙ୍ଗପୁର-ପାପଡ଼ାହାଣ୍ଡି ୨୬ ନମ୍ବର ଜାତୀୟ ରାଜପଥ ତଥା ଡିୟରପାର୍କଠାରୁ କିଛି ଦୂରରେ ଏକ ଘରୋଇ ବସ୍‌ ଶନିବାର ଓଲଟି ପଡିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ରବିବାର ନବରଙ୍ଗପୁର ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ...

ଗିର୍ଲିଗୁଡ଼ା-ମାଝିଗୁଡ଼ା ସେତୁ : ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରମନ୍ତ୍ରୀ ପଦ୍ମିନୀ ଦିଆନ

ଡାବୁଗାଁ, ୧୬।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡ଼ାଖୁଣ୍ଟା ପଞ୍ଚାୟତ ଅଧୀନ ଗିର୍ଲିଗୁଡ଼ା-ମାଝିଗୁଡ଼ା ଗ୍ରାମ ମଧ୍ୟରେ ଥିବା ଏକ ନାଳ ଉପରେ ପୋଲ ନିର୍ମାଣ ପାଇଁ ରବିବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏ ନେଇ ଡାବୁଗାଁ ବ୍ଲକ ଅଧୀନ ଘୋଡାଖୁଣ୍ଟା...

ଚୋରି ପର୍ଦ୍ଦାଫାଶ: ୪ ଗିରଫ, ଟଙ୍କା,ଅଳଙ୍କାର ଜବତ

କେସିଙ୍ଗା,୧୬।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ୯ ନମ୍ବର ୱାର୍ଡର ମଧୁ ଠାକୁରଙ୍କ ଘରେ ଶୁକ୍ରବାର ରାତିରେ ଚୋରି ହୋଇଥିଲା। ଏ ନେଇ ଶନିବାର କେସିଙ୍ଗା ଥାନାରେ ଅଭିଯୋଗ ହୋଇଥିଲା। ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ବେଳେ...

ଟାଙ୍ଗରାଣୀ ଆଦିବାସୀଙ୍କ ନିଆରା ମାଘେପର୍ବ: ଜମୁଛି ନାଚଗୀତର ଆସର

କେନ୍ଦୁଝର,୧୬।୨: କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତ ଟାଙ୍ଗରାଣୀ ଗ୍ରାମର ଧୂଳିଆସାହି ଆଦିବାସୀ ସମ୍ପ୍ରଦାୟ ଲୋକେ ରବିବାର ନିଆରା ଢଙ୍ଗରେ ମାଘେ ପର୍ବ ପାଳନ କରିଛନ୍ତି। ଆଦିବାସୀ ଲୋକମାନେ କୁଲାରେ ଫୁଲ ଓ ଶାଳ ଗଛର ପତ୍ର...

କଳାହାଣ୍ଡିର ୪ ଚାଇନା ଫେରନ୍ତାଙ୍କ ଉପରେ ତୀକ୍ଷ୍ଣ ନଜର: ୩ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିଠି ଲେଖିଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଭବାନୀପାଟଣା,୧୬।୨(ଡି.ଏନ୍‌.ଏ.): ଚାଇନାରେ ବ୍ୟାପିଥିବା କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏ ନେଇ କଳାହାଣ୍ଡି ଜିଲାରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି। ତେବେ ଏଠାରେ ଏଯାବତ୍‌ ଭାଇରସ ସଂକ୍ରମଣର କୌଣସି ସନ୍ଦେହ କିମ୍ବା ରୋଗ ଚିହ୍ନଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri