ସାଇବର ଠକଙ୍କ ଜାଲରେ ଆଶା, ଅଙ୍ଗନଓ୍ବାଡି କର୍ମୀ: ଟଙ୍କା ଦେବାକୁ କହି ଲୁଟିନେଲେ ୧୪ହଜାର
ପାତ୍ରପୁର, ୨୦ା୭(ଡି.ଏନ୍.ଏ.)- ମୁଁ ବିଡିଓ କହୁଛି, ମାସ୍କ, ଗ୍ଲୋବ୍ସ ଓ ସାନିଟାଇଜର କିଣିବା ପାଇଁ ତୁମ ଆକାଉଣ୍ଟକୁ ୧୫ହଜାର ଟଙ୍କା ପଠାଯିବ କହି ଜଣେ ଅଙ୍ଗନଓ୍ବାଡି କର୍ମୀ ଓ ତାଙ୍କ ସମ୍ପର୍କୀୟଙ୍କ ଆକାଉଣ୍ଟରୁ ୧୪ ହଜାର ଟଙ୍କା ଲୁଟି ନେଇଛନ୍ତି ସାଇବର…
ଫୁଲବାଣୀ ସହର କଣ୍ଟେନମେଣ୍ଟ ଜୋନ୍
ଫୁଲବାଣୀ ଅଫିସ, ୨୦ା୭-କନ୍ଧମାଳ ଜିଲା ଫୁଲବାଣୀ ସହରରେ କରୋନା ଚିନ୍ତା ବଢ଼ାଇଛି ା ମାତ୍ର ଜଣେ, ଦୁଇ ଜଣ ସଂକ୍ରମିତଙ୍କ ପାଇଁ ପୌର ପରିଷଦର ୨ନଂ. ୱାର୍ଡକୁ ଛାଡି ବାକି ସମସ୍ତ ୱାର୍ଡକୁ ରବିବାର କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ା…
କଟକରେ ଏ ବର୍ଷ ହେବନି ଗଣେଶ ପୂଜା
କଟକ ଅଫିସ,୧୯ା୭-କରୋନା ମହାମାରୀ ଦୃଷ୍ଟିରୁ କଟକରେ ଚଳିତବର୍ଷ ଗଣେଶ ପୂଜା ହେବନାହିଁ। କୌଣସି କ୍ଲବ ପୂଜାକୁ ନେଇ ବଡ଼ଧରଣର ଆୟୋଜନ କରିବେ ନାହିଁ। ଥାନାଗୁଡ଼ିକ ନିଜ ଅଞ୍ଚଳର କ୍ଲବ ସଦସ୍ୟଙ୍କୁ ଡାକି ଏ ଦିଗରେ ଅବଗତ କରାଇବ। କଟକ ମହାନଗର ପୂଜା…
ଚଞ୍ଚକତା କରି ୮୮ଲକ୍ଷ ଟଙ୍କା ହଡ଼ପ: ବନ୍ଧା ହେଲେ ଏନ୍ଜିଓ ନିର୍ଦ୍ଦେଶକ, କୋଷାଧ୍ୟକ୍ଷ
ଢେଙ୍କାନାଳ ଅଫିସ, ୧୯।୭-ଚଞ୍ଚକତା କରି ୮୮ ଲକ୍ଷ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଢେଙ୍କାନାଳ ଜିଲା ସଦର ଥାନା ମୂଳିସିଂହସ୍ଥିତ ସ୍ବେଚ୍ଛାସେବୀ ସଂସ୍ଥା ‘ଜନଜାଗରଣ କେନ୍ଦ୍ର’ର ନିର୍ଦ୍ଦେଶକ ରତିକାନ୍ତ ନାୟକ ଏବଂ କୋରିଅଁା ଅଞ୍ଚଳର କୋଷାଧ୍ୟକ୍ଷ ଉପେନ୍ଦ୍ର ନାୟକଙ୍କୁ ରବିବାର ଟାଉନ…
ହାତୀପଲ ଖାଇଗଲେ ରାଶନ
ଢେଙ୍କାନାଳ ଅଫିସ, ୧୯।୭-ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ନିମିଧା ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଏକ ପଲରେ ୧୬ ହାତୀ ଉପଦ୍ରବ ସୃଷ୍ଟି କରିଛନ୍ତି। ହାତୀଙ୍କ ଉତ୍ପାତ ଏବଂ ଗର୍ଜନରେ ଅଞ୍ଚଳବାସୀ ଛାନିଆ ହୋଇପଡ଼ିଥିଲେ। ହାତୀପଲ ରାଣୀବଣିଆ ଅଞ୍ଚଳର ମିଥୁନ ବେହେରାଙ୍କ…
ଗର୍ଭବତୀଙ୍କ ରିପୋର୍ଟ ପଜିଟିଭ୍: କ୍ୱାରାଣ୍ଟାଇନ୍ରେ ରହିଲେ ୬୦
ଢେଙ୍କାନାଳ ଅଫିସ, ୧୯ା୭-ଢେଙ୍କାନାଳ ସହରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପ୍ରସବ ଲାଗି ଆସିଥିବା ଜଣେ ମହିଳା କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଏହାପରେ ପୌରସଂସ୍ଥା ପକ୍ଷରୁ ରବିବାର ସହରରେ ଥିବା ୮ ନର୍ସିଂହୋମ୍, କ୍ଲିନିକ ଏବଂ ଔଷଧ ଦୋକାନକୁ ସିଲ୍ କରାଯାଇଛି।…
ହଳଦିଆ ରଙ୍ଗର ବିରଳ କଇଁଛ ଉଦ୍ଧାର
ସୋର,୧୯।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅଧୀନ ସାଜନପୁର ଗ୍ରାମର ବାସୁଦେବ ମହାପାତ୍ର ନାମକ ଜଣେ ଚାଷୀଙ୍କ ଜମିରୁ ଏକ ହଳଦିଆ ରଙ୍ଗର ବିରଳ କଇଁଛ ଉଦ୍ଧାର କରାଯାଇଛି। ରବିବାର ସକାଳେ ସେ ଜମିରେ କାମ କରୁଥିବା ବେଳେ ଏପରି କଇଁଛକୁ ଦେଖି…
ତହସିଲଦାରଙ୍କୁ ଆକ୍ରମଣ ମହଙ୍ଗା ପଡିଲା : ଜେଲ ଗଲେ ଅଧ୍ୟାପକ
ବାଲିଗୁଡା,୧୯ା୭(ଡି.ଏନ୍.ଏ.)- କୋଭିଡ୍ ନିୟମ ଉଲ୍ଲଂଘନ କରି ଶୁଦ୍ଧିକ୍ରିୟା ଚାଲିଥିଲା। ତହସିଲଦାର ପହଞ୍ଚତ୍ ବାରଣ କରିବାରୁ ଜଣେ ଅଧ୍ୟାପକ ତାଙ୍କୁ ଆକ୍ରମଣ କରିଥିଲେ। ଥାନାରେ ଅଭିଯୋଗ ପରେ ପୋଲିସ ସମ୍ପୃକ୍ତ ଅଧ୍ୟାପକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ବାଲିଗୁଡା…
କାତପଡ଼ା, ହଳଦିଆପଡ଼ା ଗ୍ରାମ କଣ୍ଟେନ୍ମେଣ୍ଟ ଜୋନ୍
କଣାସ,୧୯ା୭(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କାତପଡ଼ା ଓ ହଳଦିଆପଡା ଗ୍ରାମରେ ରବିବାର ୨ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଡିଓ ରବୀନ୍ଦ୍ର କୁମାର ପ୍ରଧାନ ଉକ୍ତ ଦୁଇ ଗ୍ରାମକୁ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ଘୋଷଣା କରିଛନ୍ତି। ଚିହ୍ନଟ…
କଟକରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
କଟକ ଅଫିସ,୧୯।୭- କଟକ ଜିଲାରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମଣ ଯେପରି ନ ବ୍ୟାପିବ କଟକ ମହାନଗର ନିଗମ ଓ ଗ୍ରାମାଞ୍ଚଳରେ ଘରକୁ ଘର ଯାଇ ସର୍ଭେ କରାଯାଉଛି। ସେହିଭଳି ସଂକ୍ରମଣର ଲକ୍ଷଣ ଥିବା ଲୋକଙ୍କଠାରୁ ନମୁନା ସଂଗ୍ରହ କରାଯାଇ…
ବାଉଁଶ ବାଡ଼ ପାଇଁ ସରପଞ୍ଚଙ୍କୁ ଧମକ
ହିଞ୍ଜିଳିକାଟୁ,୧୯ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଜିଳିକାଟୁ ବ୍ଲକ ବେଲଗାଁ ସରପଞ୍ଚ ତ୍ରିନାଥ ପାଣିଗ୍ରାହୀଙ୍କୁ ଗ୍ରାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାସ୍ତାରେ ବାଉଁଶ ବାଡ଼ କରିବା ନେଇ ୨ ଭାଇ ଗାଳି ଗୁଲଜ ସହ ଧମକ ଦେବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ବେଲଗାଁ…
ବନ୍ଧୁକ ଦେଖାଇ ଅପହରଣ ଘଟଣା: ୪ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ
ବଲାଙ୍ଗୀର ଅଫିସ,୧୯ା୭: ବନ୍ଧୁକ ଦେଖାଇ ଅପହରଣ ଓ ଡକାୟତି ଘଟଣାରେ ଟାଉନ ଥାନା ପୋଲିସ ୪ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମାଳପଡ଼ାର ସୋମ୍ୟରଞ୍ଜନ ଦାଶ, ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା, ଆକାଶ ଷଣ୍ଢ…

