ଆମ ଜିଲା ଖବର

ଭାନୁ, ଧ୍ରୁବଙ୍କୁ ମିଳିବ ଘର

ବଇଣ୍ଡା, ୧୯ା୭(ଡି.ଏନ.ଏ) ଘର ଖଣ୍ଡିଏ ନ ଥିବାରୁ ଦୁର୍ବିଷହ ଜୀବନ କାଟୁଥିବା କିଶୋରନଗର ବ୍ଲକ ବିଲେଇନାଳୀ ପଞ୍ଚାୟତ ବିଲେଇନାଳୀ ଗ୍ରାମର ଭାନୁ ଦେହୁରୀ ଓ ନୁନୁକାପଶି ପଞ୍ଚାୟତ ବୈଷ୍ଣବସାହିର ଧ୍ରୁବଚରଣ ପ୍ରଧାନଙ୍କୁ ଚିହ୍ନଟ କରିଛି ପ୍ରଶାସନ। ପଞ୍ଚାୟତ ନିର୍ବାହୀ ଅଧିକାରୀ ସେମାନଙ୍କୁ…

ବିପଦ ବଢ଼ାଉଛି ଚୋରା କାରବାର

ବଇଣ୍ଡା, ୧୯ା୭(ଡି.ଏନ.ଏ.): ପେଟ୍ରୋଲ, ଡିଜେଲ ଭଳି ଦହନଶୀଳ ସାମଗ୍ରୀ ବହୁଳ ପରିମାଣରେ ଗଚ୍ଛିତ ବିପଦପୂର୍ଣ୍ଣ ହୋଇଥିଲେ ହେଁ ଏହାକୁ ଖାତିର କରୁନାହାନ୍ତି ଚୋରା ବ୍ୟବସାୟୀ। ବ୍ୟାରେଲ ବ୍ୟାରେଲ ତେଲକୁ ଅନେକେ ଘରେ ରଖି ବେପାର ଚଳାଇ ଏହାର ସମ୍ଭାବ୍ୟ ଭୟଙ୍କର ପରିଣତି…

ନୀରୋଗ ଜୀବନର ସୂତ୍ର ‘ଗୋମୂତ୍ର’

ବନ୍ତଳା, ୧୯ା୭ (ଦିନେଶ ଦେହୁରୀ): ସାଧାରଣତଃ କ୍ଷୀର ପାଇଁ ଅନେକେ ଗୋପାଳନ କରୁଛନ୍ତି। ସେମାନେ ଜାଣିନାହାନ୍ତି ଗୋ ସମ୍ପଦର ଅଧିକ ବ୍ୟବହାର କି ଉପକାର। ସେଥିପାଇଁ ଗୋମୂତ୍ର ଓ ଗୋବରକୁ ବର୍ଜ୍ୟ ଦୃଷ୍ଟିରେ ଦେଖାଯାଉଛି। କିନ୍ତୁ ଏହି ବର୍ଜ୍ୟ ଯେ ନୀରୋଗ…

ଏନ୍‌ଏଚ୍‌ରେ ୨ ଘଣ୍ଟା ହାତୀ ଆତଙ୍କ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଜନବସତିମୁହାଁ ହୋଇଛନ୍ତି। ବୁଧବାର ରାତିରେ ରାସୋଳ ଅଞ୍ଚଳରେ ହାତୀ ଆତଙ୍କ ସୃଷ୍ଟି କରିଥିବାବେଳେ ଶନିବାର ସକାଳେ ୫୫ନମ୍ବର ଜାତୀୟ ରାଜପଥର ୨ସ୍ଥାନରେ ହାତୀଙ୍କ…

‘ରାକେଶ’କୁ ପ୍ରଶିକ୍ଷଣ ଦେବ ବନ ବିଭାଗ

ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲା କପିଳାସ ଚିଡ଼ିଆଖାନାର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟର କ୍ରଲ୍‌ରେ ଥିବା ଦନ୍ତାହାତୀ ‘ରାକେଶ’କୁ ପ୍ରଶିକ୍ଷଣ ଦିଆଯିବ। ଏ ନେଇ ବନ ବିଭାଗ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି। ଘା’ରେ ସଂକ୍ରମିତ ହୋଇଥିବା ‘ରାକେଶ’ ଧୀରେ ଧୀରେ…

ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ

ଅନୁଗୋଳ ଅଫିସ୍‌, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି କରି ସେମାନେ ମାଲାମାଲ ହେଉଛନ୍ତି। କରୋନା ପାଇଁ ଲକ୍‌ଡାଉନ କଟକଣା…

ଦୃଷ୍ଟିହୀନ ହୋଇ ବି ହାରିନାହାନ୍ତି

କେନ୍ଦୁଝର, ୧୯ା୭ (ସ୍ବ.ପ୍ର.)-ଦୃଷ୍ଟି ହୀନ ହୋଇବି କେବେ ହାର ମାନି ନାହାନ୍ତି ନିବେଦିତା। ନିଜେ ଦେଖିପାରୁ ନ ଥିଲେ ବି ଅନ୍ୟ ମାନଙ୍କୁ ଶିକ୍ଷାର ଆଲୋକ ଦେଖାଇବା ପିଲାଟି ଦିନରୁ ତାଙ୍କ ସ୍ବପ୍ନ। ଏଣୁ ଏଥିପାଇଁ ବିଏ ପରେ ବିଏଡ କରି…

ଶ୍ମଶାନ ଭୂଇଁ ପାଲଟିବ ଶାରୀଶୁଆ ପାହାଡ

ଖଇରା, ୧୯ା୭(ଡି.ଏନ.ଏ.)-ଲକ୍‌ଡାଉନ, ଶଟ୍‌ଡାଉନ କଟକଣା କେତେକଙ୍କ ପାଇଁ ଅଭିଶାପ ପାଲଟିଥିବା ବେଳେ ଆଉ କେତେକଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଏହି ଆଶୀର୍ବାଦ ଗୋଷ୍ଠୀ ମଧ୍ୟରେ ଅଛନ୍ତି ବାଲେଶ୍ବର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ ଥିବା…

୨ ଦିନ ହେଲା ଜଳ ଯୋଗାଣ ବନ୍ଦ

ଆରଡି, ୧୯ା୭, (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡି ଅଞ୍ଚଳରେ ଏବେ ମେଗା ଜଳପ୍ରକଳ୍ପ ନିର୍ମାଣାଧୀନ କାର୍ଯ୍ୟକୁ ନେଇ ସଙ୍କଟ ଉପୁଜିଛି। ଆଖଣ୍ଡଳ ମଣି – ଭଦ୍ରକ, ଆଖଣ୍ଡଳମଣି-ଯାଜପୁର ରାସ୍ତା ପାର୍ଶ୍ୱ ଏବେ ଠିକାଦାର ନିଜ ଇଚ୍ଛା ଅନୁସାରେ ଖୋଳି ଚାଲିଛନ୍ତି।…

କଣ୍ଟେନ୍‌ମେଣ୍ଟ ଜୋନ୍‌ର ନିର୍ଭୀକ ସେବାକାରୀ

ବଲାଙ୍ଗୀର ଅଫିସ, ୧୯ା୭: ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ସମୟରେ ଜିଲାର କରୋନା ଯୋଦ୍ଧା ସେମାନଙ୍କର ନିରବଚ୍ଛିନ୍ନ ଓ ସ୍ବେଚ୍ଛାକୃତ ସେବା ଯୋଗାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଲାଙ୍ଗୀର ସହରର ହାତୀଶାଳପଡା…

ଅନ୍‌ଲାଇନ୍‌ ପାଠପଢ଼ା ନାମକୁ ମାତ୍ର: ବାଦ୍‌ ପଡୁଛନ୍ତି ୬୦ ପ୍ରତିଶତ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ, ୧୯।୭-ମହାମାରୀ କରୋନା ପ୍ରଭାବରେ ଚଳିତବର୍ଷ ଶିକ୍ଷାଦାନ ପ୍ରକ୍ରିୟା ବ୍ୟାହତ ହୋଇଛି। ବାଲେଶ୍ୱର ଜିଲାର ୩ଲକ୍ଷ ୪୫ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ବିଦ୍ୟାଳୟକୁ ଯିବାକୁ ଅନୁମତି ନାହିଁ। ୪ମାସ ହେଲା ପିଲାମାନେ ଘରେ ରହିଛନ୍ତି। ଏଭଳି ସ୍ଥିତିରେ ଅନଲାଇନ୍‌…

ଲୁଟୁ ରଞ୍ଜନ ଥାପ୍ପା ଜିଲା ଯୁବ କଂଗ୍ରେସ ସଭାପତି

ଅନୁଗୋଳ ଅଫିସ୍‌, ୧୯ା୭: ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ୧୦ଟି ସାଙ୍ଗଠନିକ ଜିଲାର ନୂତନ ଜିଲା ସଭାପତିଙ୍କ ନାମ ଘୋଷଣା କରାଯାଇଛି। ଅନୁଗୋଳ ଜିଲା ସଭାପତି ଭାବେ ବରିଷ୍ଠ ଯୁବ କଂଗ୍ରେସ ନେତା ଲୁଟୁ ରଞ୍ଜନ ଥାପ୍ପାଙ୍କ ନାମକୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?