ନିଜେ ରକତ୍ ଦେଇ ଗରଭ୍ବତୀକଁର ଜୀବନ୍ ବଁଚାଲେ ଡାକ୍ତର
ମନମୁଣ୍ଡା, ୧୮।୨ (ଡି.ଏନ୍.ଏ.)- ‘ରକତ୍ ଦାନ ମହତ୍ ଦାନ’ ଇ ନାରା ଦେଇ ସମାଜରେ ଲୁକ୍କୁ ସଚେତନ କରାଯାଉଛେ। ଅନେକ ଜାଗାରେ ରକ୍ତ ଦାନ ଶିବିରର ବି ଆୟୋଜନ ହେଉଛେ। ହେଲେ ଆଏଜ୍ ବି ଆମର ରାଏଜେ ଅନେକ...
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍
ବାଲେଶ୍ୱର ଅଫିସ,୧୭।୨-ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍ କମ୍ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ପ୍ରସାଦ ମହାପାତ୍ର ସୋମବାର ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ ସହ ୩୦ହଜାର ଟଙ୍କା ଜରିମାନା ଆଦେଶ...
ମାଟ୍ରିକ ପରୀକ୍ଷା ଲାଗି ବିଦ୍ୟୁତ୍ କାଟ ବନ୍ଦ ଦାବି
ଭଦ୍ରକ ଅଫିସ, ୧୭ା୨-ମାଟ୍ରିକ ପରୀକ୍ଷା ଆଉ ଗୋଟିଏ ଦିନ ଥିବାରୁ ନେସ୍କୋ ପକ୍ଷରୁ କରାଯାଉଥିବା ବିଦ୍ୟୁତ୍ କାଟ ବନ୍ଦ କରାଯିବାକୁ ଦାବି ହୋଇଛି। ଏପରିକି ବକେୟା ବିଦ୍ୟୁତ୍ ଦେୟ ସଂଗ୍ରହ ନାଁରେ ଘରୋଇ ଉପଭୋକ୍ତାଙ୍କ ବିଦ୍ୟୁତ୍ କାଟ ବନ୍ଦ କରାଯାଉ...
ସହାୟତା ପାଇଁ କର୍କଟ ରୋଗୀ ପ୍ରଶାସନର ଦ୍ୱାରସ୍ଥ
ଭଦ୍ରକ ଅଫିସ, ୧୭ା୨- ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଚାଲିଥିବା ଅଭିଯୋଗ ଶୁଣାଣିରେ କର୍କଟ ରୋଗରେ ପୀଡ଼ିତ ଭଦ୍ରକ ବ୍ଲକ ବେଲଦା ଗ୍ରାମର ରାଜନ ଯେନା ଆର୍ଥିକ ସହାୟତା ପାଇଁ ନିବେଦନ କରିଛନ୍ତି। ଭଦ୍ରକ ସୋସିଆଲ ସର୍ଭିସ ସଂଗଠନ ସହାୟତାରେ ରୋଗୀଙ୍କ...
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ
ମାଲକାନଗିରି,୧୭।୨(ଡି.ଏନ୍.ଏ): ମାଲକାନଗିରି ଜିଲା ଆଦର୍ଶ ଥାନା ଅନ୍ତର୍ଗତ ନୂଆଗୁଡ଼ା ଗ୍ରାମରେ ଜଣେ ବୃଦ୍ଧଙ୍କୁ ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଉକ୍ତ ଗ୍ରାମର ଗଙ୍ଗା କବାସୀ(୭୫)ଙ୍କ ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଜିଲା ସଦର ମହକୁମା ଚିକିତ୍ସାଳୟରେ...
ପୋଲିସ-ମାଓବାଦୀ ଗୁଳିବିନିମୟ ଘଟଣା: ବହୁ ସାମଗ୍ରୀ ଜବତ
ମାଲକାନଗିରି,୧୭।୨(ଡି.ଏନ୍.ଏ): ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନା ଅନ୍ତର୍ଗତ ବଣ୍ଡାପଡ଼ା ଓ ସମ୍ବଲପୁର ଗ୍ରାମ ଜଙ୍ଗଲରେ ରବିବାର ପୂର୍ବାହ୍ନରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ବହୁ ମାଓସାମଗ୍ରୀ ଜବତ ହୋଇଛି । ପ୍ରାୟ ୨୦ରୁ ୩୦...
ଟ୍ରକ୍ ପଛରୁ ଧକ୍କାଦେଲା ଟ୍ରକ୍: ଡ୍ରାଇଭର ମୃତ
କେନ୍ଦୁଝର,୧୭।୨(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଶିରିଷପାଳ ୨୦ନଂ. ଜାତୀୟ ରାଜପଥ କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍କୁ ପଛରୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେବାରୁ ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ହେଲେ ଗଞ୍ଜାମ ଜିଲା ଭଞ୍ଜନଗର ଆଲିଆସାହି ବେଲାଗୁଣ୍ଠର...
ସ୍ବୟଂ ସହାୟକ ଗୋଷ୍ଠୀର ଚଢ଼ାଉ ପରେ ଚୋରାମଦ ବେପାରୀ ଗିରଫ
ପଦ୍ମପୁର,୧୭।୨(ଡି.ଏନ୍.ଏ.): ଭଦ୍ରକ ବ୍ଲକ ଅଧୀନ ସାହାଡ଼ା ଗ୍ରାମ ପଞ୍ଚାୟତ ସନନ୍ଦପୁର ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ଶତାଧିକ ମହିଳା ସୋମବାର ଚୋରାମଦ ବିକ୍ରେତାଙ୍କ ଘରେ ଚଢ଼ାଉ କରିଛନ୍ତି। ଗ୍ରାମରେ ଦୀର୍ଘ ଦିନ ଧରି ଦେଶୀ ଓ ବିଦେଶୀ ମଦ ବିକ୍ରିହେବା...
ବ୍ୟାଙ୍କ ନିକଟରୁ ଡିକି ଭାଙ୍ଗି ୧ଲକ୍ଷ ୬୦ ହଜାର ଲୁଟିନେଲେ ଦୁର୍ବୃତ୍ତ
ରସୁଲପୁର,୧୭।୨(ଡି.ଏନ୍.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ କୁଆଖିଆ ବଜାରରେ ଥିବା କଟକ କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ନିକଟରୁ ସୋମବାର ଅପରାହ୍ନରେ ଲୁଟ୍ ହୋଇଛି। ପ୍ରଥମାଖଣ୍ଡ ପ୍ରାଥମିକ କୃଷି ସେବା ସମବାୟ ସମିତିର ସମ୍ପାଦକ ପ୍ରଶାନ୍ତ କୁମାର ସାହାଣୀ ଟଙ୍କା...
ପରୀକ୍ଷଣ ପରେ ବୈତରଣୀ ବ୍ୟାରେଜର ଖୋଲାଗଲା ଦୁଇଟି ଗେଟ୍
ଆନନ୍ଦପୁର,୧୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ବ୍ୟାରେଜର ଦୁଇଟି ଗେଟ୍ ସୋମବାର ମଧ୍ୟାହ୍ନରେ ଖୋଲାଯାଇ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ମାତ୍ର ୪ ଇଞ୍ଚ ଏହି ଦୁଇଟି ଗେଟ୍ ଖୋଲାଯାଇଥିବା ଯୋଗୁ ତଳିଆ ଅଞ୍ଚଳ ଲୋକଙ୍କ ପାଇଁ...
ସ୍କୁଲ ଛାତ୍ରଙ୍କୁ ବହି ବୁହାଇବା ପଡ଼ିଲା ମହଙ୍ଗା: ପ୍ରଧାନଶିକ୍ଷକ ନିଲମ୍ବିତ
ବସ୍ତା,୧୭।୨(ଡି.ଏନ.ଏ): ସ୍କୁଲ ଛାତ୍ରଙ୍କୁ ସାଇକେଲରେ ବହି ବୁହାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନାଙ୍କୁ ନିଲମ୍ବିତ କରାଯାଇଛି। ବସ୍ତା ବ୍ଲକ ମୂଳିଦା ସତ୍ୟବାଦୀ ଉ.ପ୍ରା. ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିପଦ ଜେନା ବିଦ୍ୟାଳୟର ୩ଜଣ...
ପାନୀୟ ଜଳ ଯୋଗାଣ ବନ୍ଦ: ଲୋକେ ହନ୍ତସନ୍ତ
କୋରୁକୋଣ୍ଡା,୧୭।୨(ଡି.ଏନ୍ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ପାଞ୍ଚାୟତସ୍ଥିତ ସାରଦାଗୁଡ଼ ଗ୍ରାମର ପ୍ରାୟ ୭୦ ପରିବାରର ପାନୀୟ ଜଳ ସମସ୍ୟାର ସମାଧାନ ନିମନ୍ତେ ଦୁଇ ବର୍ଷ ପୂର୍ବେ ଗ୍ରାମରେ ସୋଲାର ପ୍ରକଳ୍ପ ନିର୍ମାଣ କରଯାଇଥିଲା। କିଛି ମାସର ବ୍ୟବହାର ପରେ...
Archives


