ଶ୍ରାବଣରେ ଜମି ଶୁଖିଲା
ଢେଙ୍କାନାଳ ଅଫିସ, ୧୮।୭ – ଆଷାଢ଼ ଯାଇ ଶ୍ରାବଣ ଅଧା ହେଲାଣି। ରୁଆ, ବେଉଷଣ ପାଇଁ ଚାଷୀକୁ ତର ମିଳନ୍ତାନି। ହେଲେ ନିଅଣ୍ଟିଆ ବର୍ଷା ସବୁ ବିଗାଡ଼ି ଦେଇଛି। ଠା ଠା ଶୁଖିଲା ପଡ଼ିଛି ଜମି। ବୁଣାଯାଇଥିବା ତଳି ମରିବାକୁ ବସିଲାଣି।…
ମାନସଙ୍କୁ ମିଳିଲା ଭତ୍ତା
ପରଜଙ୍ଗ, ୧୮।୭(ଡି.ଏନ.ଏ.) – ସରିଛି ୧୪ବର୍ଷର ସଂଘର୍ଷ। ଦିବ୍ୟାଙ୍ଗ ମାନସଙ୍କ ଉପରେ ପଡ଼ିଛି ପ୍ରଶାସନର ଶୁଭଦୃଷ୍ଟି। ବ୍ଲକ କର୍ତ୍ତୃପକ୍ଷଙ୍କ ହସ୍ତକ୍ଷେପ ପରେ ପଞ୍ଚାୟତ ପକ୍ଷରୁ ତାଙ୍କୁ ପ୍ରଦାନ କରାଯାଇଛି ଏକ ମାସର ଭତ୍ତା ଟଙ୍କା ଏବଂ ବହି। ଏହାପରେ ‘ଧରିତ୍ରୀ’କୁ ଧନ୍ୟବାଦ…
ଭିଜିଲାନ୍ସ ଜାଲରେ ବାସୁଦେବପୁର ସିଡିପିଓ
ବାସୁଦେବପୁର, ୧୮ା୭(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ସିଡିପିଓ ଜାନକୀ ଦାସ ନିଜ କାର୍ଯ୍ୟାଳୟର ଅସ୍ଥାୟୀ ଡ୍ରାଇଭର ରାଜକିଶୋର ନାୟକଙ୍କଠାରୁ ୪ ମାସର ଦରମା କରାଇ ଦେବାକୁ କହି ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଅପରାହ୍ନରେ ଭିଜିଲାନ୍ସ ଦ୍ୱାରା…
କାଠ ବୋଝେଇ ଗାଡ଼ି ଜବତ : ଜଣେ ଗିରଫ
ବାଙ୍ଗିରିପୋଷି,୧୮ା୭(ଡ଼ି.ଏନ.ଏ.)- ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନ ବିଭାଗ ଏକ କାଠ ବୋଝେଇ ଗାଡ଼ି ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପଶ୍ଚିମବଙ୍ଗ ରାଜ୍ୟ ଗୋପୀବଲ୍ଲଭପୁର ଥାନା ଅଞ୍ଚଳର ଆନନ୍ଦ ସିଂ(୪୦)। ଏକ ପିକ୍ଅପ୍ ଭ୍ୟାନ୍ରେ ସେ…
ସୋସିଆଲ ମିଡିଆରେ ଅପପ୍ରଚାର କରି ଜଣେ ଗିରଫ
ବାରିପଦା ଅଫିସ,୧୮ା୭- ସୋସିଆଲ୍ ମିଡିଆରେ ଅପପ୍ରଚାର କରିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ମନୋଜ କୁମାର ଦେଓ। କିଛି ଦିନ ତଳେ ଜନୈକ ଭାଜପା ନେତାଙ୍କୁ କରୋନା ହୋଇଥିବା ବେଳେ ସେ ଚିକିତ୍ସିତ ହୋଇ ସୁସ୍ଥ…
ଜବରଦଖଲ ଉଚ୍ଛେଦ ନ କରି ରାସ୍ତା ଉନ୍ନତୀକରଣ: ରାସ୍ତାରୋକୋ ଆନ୍ଦୋଳନ ଚେତାବନୀ ଦେଲେ ଗ୍ରାମବାସୀ
ବାଲେଶ୍ୱର ଅଫିସ,୧୮।୭-ବାଲେଶ୍ୱର ସଦର ବ୍ଲକ ରସାଳପୁର ଅଞ୍ଚଳର ସଲ୍ଟରୋଡ୍ ସୀମା ରସାଳପୁର କଲେଜଠାରୁ ବେହେରା ମାର୍କେଟ କମ୍ପ୍ଲେକ୍ସ ପର୍ଯ୍ୟନ୍ତ ରାସ୍ତା ଉନ୍ନତୀକରଣ ଏବଂ ଉଭୟ ପାର୍ଶ୍ୱରେ ଡ୍ରେନ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ସରକାରୀ ଜମିକୁ ମାପଚୁପ କରାଯାଇ ବ୍ୟକ୍ତିଗତ ଓ…
ପୁଅକୁ କରୋନା ହୋଇଥିବା ଶୁଣି ହୃଦ୍ଘାତରେ ଚାଲିଗଲା ବାପାଙ୍କ ଜୀବନ
ପାତ୍ରପୁର,୧୭ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସପଙ୍ଗ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ କରୋନା ସଂକ୍ରମଣ ହୋଇଥିବା ଖବର ଶୁଣି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମଚନ୍ଦ୍ର ସାହୁ (୭୦)। ରାମଚନ୍ଦ୍ରଙ୍କ ବଡପୁଅଙ୍କୁ ଜ୍ୱର ହେଉଥିବାରୁ…
କଟକରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୧୭।୭: କଟକ ସହରରେ ଶୁକ୍ରବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତ ସଂଖ୍ୟା ୩୨୩କୁ ବୃଦ୍ଧି ପାଇଛି। ସେଥିରୁ ୧୮୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୫ ଆକ୍ଟିଭ୍ କେସ୍ ଅଛନ୍ତି।…
ଗଞ୍ଜାମ ପ୍ରଶାସନର ବଡ଼ ପଦକ୍ଷେପ: ମୁଖ୍ୟ ପ୍ରବେଶ ପଥ ସିଲ୍
ଗଞ୍ଜାମ,୧୭।୭(ଡି.ଏନ୍.ଏ.): ରାଜ୍ୟରେ କରୋନା ସ୍ଥିତି ଗମ୍ଭୀର l କରୋନା ନିଜର କାୟା ବିସ୍ତାର କରି ଚାଲିଛି l ବିଶେଷକରି ଗଞ୍ଜାମ ଜିଲାରେ ଦିନକୁ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି l ତେଣୁ ଏହାକୁ ନେଇ ଜିଲା ପ୍ରଶାସନ ଏବେ…
ଦାରିଙ୍ଗବାଡ଼ିରେ ବନ୍ଦ ହେଲା ବ୍ୟାଙ୍କ
ଦାରିଙ୍ଗବାଡ଼ି,୧୭।୭(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖାର ଜଣେ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି। ପରେ ସ୍ଥାନୀୟ ତହସିଲଦାର ବ୍ୟାଙ୍କକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହ କାର୍ଯ୍ୟରତ କର୍ମଚାରୀଙ୍କୁ ୭ ଦିନ ପାଇର୍ଁ ନିଜ ଘରେ…
ଗଞ୍ଜାମରେ କୋଭିଡ୍ ପରିଚାଳନାରେ ସରକାର, ପ୍ରଶାସନ ବିଫଳ: ଭାଜପା
ଛତ୍ରପୁର,୧୭।୭(ଡି.ଏନ୍.ଏ): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ କୋଭିଡ୍ ପରିଚାଳନା ଓ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ରୂପେ ବିଫଳ ହୋଇଥିବା ଭାଜପା ପକ୍ଷରୁ ଶୁକ୍ରବାର ଛତ୍ରପୁରଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ…
ସ୍ତ୍ରୀଙ୍କୁ ହତ୍ୟା କରି ଫେରାର ଥିଲେ ସ୍ବାମୀ: ବିସ୍ଫୋରକ, ବାରୁଦ ସାମଗ୍ରୀ ବୋଝେଇ ଗାଡ଼ି ସହ ପଡିଲେ ଧରା
ଯୋଡ଼ା,୧୭।୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ରଣାଶାଳ ଘାଟି ନିକଟରୁ ଗୁରୁବାର ଯୋଡ଼ା ପୋଲିସ ବିସ୍ଫୋରକ ଓ ବାରୁଦ ସାମଗ୍ରୀ ବୋଝେଇ ଏକ ଗାଡିକୁ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ…

