ଜିଲାପାଳଙ୍କ ନିୟମ ନ ମାନି ଘରକୁ ପଳାଇଥିଲେ: ବିଇଓଙ୍କୁ ସଙ୍ଗରୋଧରେ ରଖିଲେ ତହସିଲଦାର
ଦାରିଙ୍ଗବାଡି,୧୬।୭(ଡି.ଏନ୍.ଏ.)-ଜିଲା ପ୍ରଶାସନର ନିୟମ ନ ମାନି ଘରକୁ ପଳାଇବା ମହଙ୍ଗା ପଡିଛି ଜଣେ ଶିକ୍ଷା ବିଭାଗ ଅଧିକାରୀଙ୍କୁ। ସୀମା ସିଲ୍ ସତ୍ତ୍ୱେ ଗଳାବାଟ ଦେଇ ଘରକୁ ପଳାଇଥିଲେ। ଫେରିବାବେଳେ ଧରାପଡିବାରୁ ସମ୍ପୃକ୍ତ ଅଧିକାରୀ ଓ ସହଯୋଗୀଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖିଛନ୍ତି ତହସିଲଦାର।…
ସୁନାର ମାସ୍କ ପିନ୍ଧି ଚର୍ଚ୍ଚାରେ କଟକର ଏହି ବ୍ୟବସାୟୀ
କଟକ ଅଫିସ,୧୬ା୭: କରୋନା ମହାମାରୀ ଆରମ୍ଭ ହେବା ସମୟରେ ନିଜର ସୁରକ୍ଷା ପାଇଁ ଲୋକେ ମୁହଁରେ ଯେଉଁ ମାସ୍କ ପିନ୍ଧୁଥିଲେ, ତାହା ଏବେ ଫ୍ୟାଶନର ରୂପ ନେଲାଣି। ବଜାରରେ ଏବେ ଅନେକ ଅଭିନବ ଓ ଆକର୍ଷଣୀୟ ରୂପର ମାସ୍କ ମିଳୁଛି। କିନ୍ତୁ…
କେନ୍ଦୁଝରରେ ପୁଣି ୧୦ କରୋନା ପଜିଟିଭ୍ ଚିହ୍ନଟ: ୮ ରହିଛନ୍ତି ସ୍ଥାନୀୟ ଅଞ୍ଚଳର
କେନ୍ଦୁଝର,୧୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ସେମାନେ ପୂର୍ବରୁ କରନା ରୋଗୀଙ୍କ ସଂସ୍ପର୍ଶରେ ଆସିଥବା ଜଣାପଡ଼ିଛି।…
ପାରିବାରିକ କଳହର କରୁଣ ପରିଣତି : ଦୁଇ ଝିଅଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା କଲେ ସ୍ତ୍ରୀ
ପବିତ୍ରନଗର,୧୬।୭(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ଶିଲିଂ ଗ୍ରାମରେ ଗୁରୁବାର ସକାଳେ ପାରିବାରିକ କଳହକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଗ୍ରାମର ସୁନନ୍ଦ ପ୍ରଧାନ(୫୫)ଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ସ୍ତ୍ରୀ ଭାରତୀ ପ୍ରଧାନ ଏହି ହତ୍ୟା…
କୋଭିଡ ନିୟମ ଉଲ୍ଲଂଘନ, ଦାରିଙ୍ଗବାଡ଼ିର ଚାରିଛକରେ ତେଜରାତି ଦୋକାନ ସିଲ୍
ଦାରିଙ୍ଗବାଡ଼ି,୧୬।୭(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଚାରିଛକଠାରେ କୋଭିଡ ନିୟମ ଉଲ୍ଲଂଘନ ହୋଇଛି। ଏନେଇ ଗୁରୁବାର ଏକ ତେଜରାତି ଦୋକାନକୁ ସ୍ଥାନୀୟ ମାଜିଷ୍ଟ୍ରେଟ ତଥା ତହସିଲଦାର ନିତିସ କୁମାର ତ୍ରିପାଠୀ ଅନିର୍ଦ୍ଦିଷ୍ଟକାଳ ପାଇଁ ସିଲ୍ କରିଦେଇଛନ୍ତି । ପରବର୍ତ୍ତୀ ସମୟରେ କନ୍ଧମାଳ ଜିଲାପାଳଙ୍କ…
ନୂତନ ବିଡିଓଙ୍କ ଦାୟିତ୍ୱ ଗ୍ରହଣ
ଦାରିଙ୍ଗବାଡ଼ି,୧୬ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିରେ ନୂତନ ବିଡିଓ ଭାବେ ଅଭିମନ୍ୟୁ ବେହେରା ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଟିକାବାଲି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ। ଦାରିଙ୍ଗବାଡ଼ି ବିଡିଓ ଭାବେ ଡେପୁଟେଶନରେ ଆସିଥିବା ଡେପୁଟି କଲେକ୍ଟର ଡ.ଜଗଦୀଶ…
ଧାମନଗର ଏନ୍ଏସି ୩ ଦିନ ଶଟ୍ଡାଉନ୍, ଜାଣନ୍ତୁ ଏସବୁ ସେବା ଚାଲୁ ରହିବ
ଧାମନଗର,୧୬ା୭(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବାକୁ ଧାମନଗର ଏନ୍ଏସିକୁ ୩ ଦିନ ପାଇଁ ଶଟ୍ଡାଉନ୍ ଘୋଷଣା କରିଛନ୍ତି ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ। କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜିଲାପାଳ ଏପରି ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ସକାଳ ୫ଟାରୁ ଏହି ଶଟ୍ଡାଉନ୍ ଆରମ୍ଭ…
ମାସ୍କ ନ ପିନ୍ଧି ଦେଲେ ୭୬ ହଜାର ଟଙ୍କା ଜରିମାନା
ବ୍ରହ୍ମପୁର ଅଫିସ,୧୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍ଡାଉନ ଓ ଶଟ୍ଡାଉନ୍ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି…
ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ
ମାଲକାନଗିରି,୧୬ା୭(ଡି.ଏନ୍.ଏ.): ଆନ୍ଧ୍ର-ଓଡ଼ିଶା ସୀମାନ୍ତରେ ଗୁରୁବାର ପୋଲିସ ମାଓବାଦୀ ଗୁଳି ବିନିମୟ ହୋଇଛି। ଏହି ସମୟରେ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଏକ ବଡ଼ଧରଣର ମାଓବାଦୀ କ୍ୟାମ୍ପ ଠାବ ହୋଇଥିଲା। ଡିଭିଏଫ୍ ଏବଂ ଏସ୍ଓଜିର ମିଳିତ ଚଢ଼ାଉରେ ଏହି ବଡ଼ଧରଣର ସଫଳତା ମିଳିଛି।…
କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ କୋଭିଡ ଯୋଦ୍ଧା: ସଙ୍ଗୀତା ସମସ୍ତଙ୍କ ପାଇଁ ଉଦାହରଣ ଟୁଇଟ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୧୬।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ଶିକ୍ଷୟିତ୍ରୀ ତଥା କରୋନା ଯୋଦ୍ଧା ସଙ୍ଗୀତା ପାଣିଗ୍ରାହୀ କରୋନାରୁ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ କରି କହିଛନ୍ତି ଯେ, କୋଭିଡ ଯୁଦ୍ଧରେ ଆଗଧାଡ଼ିର…
ଗଞ୍ଜାମର କୋଭିଡ ହସ୍ପିଟାଲ, କେୟାର ସେଣ୍ଟରରେ ସମସ୍ୟା ନେଇ ଅଡିଓ ଭାଇରାଲ: ୨୪ ଘଣ୍ଟିଆ କଲ୍ ସେଣ୍ଟରକୁ ଆସିଲା ୨୪୯ଫୋନ୍
ଛତ୍ରପୁର,୧୬।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଥିବା ଶିତଳାପଲିସ୍ଥିତ ଟାଟା କୋଭିଡ ହସ୍ପିଟାଲ, ପାରଳା ମହାରାଜା ଓ ଅନ୍ୟ କୋଭିଡ କେୟାର ସେଣ୍ଟରରେ ଚିକିତ୍ସା, ପାଣି, ଖାଦ୍ୟ, ପରିମଳ ସମ୍ଭନ୍ଧୀୟ ଅବ୍ୟବସ୍ଥା ନେଇ ବାରମ୍ବାର ଭିଡିଓ ଭାଇରାଲ ହେଉଛି। ବୁଧବାର ମଧ୍ୟ ଏସମ୍ପର୍କୀତ ସମସ୍ୟା…
୮୪ ପ୍ରତିଶତ ଗାଁ ଗ୍ରୀନ୍ ଜୋନରେ, ସହର ପାଇଁ ବଢ଼ିଛି ଚିନ୍ତା: ଗଞ୍ଜାମ ଜିଲାପାଳ
ଛତ୍ରପୁର,୧୬।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ମୃତ୍ୟୁ ହାର ରାଜ୍ୟ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟଇଛି। ଏଥିସହ ସଂକ୍ରମଣ ବ୍ୟାପୁଥିବାରୁ ଜିଲାବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି।…

