ଆମ ଜିଲା ଖବର

ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ୭ ଜେଲ୍‌ ଗଲେ

ଛତ୍ରପୁର,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗୌଡ଼ଗୋଠ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୧୧ ତାରିଖରେ ଅଶାନ୍ତି ଓ ଗଣ୍ଡଗୋଳ ସହ ଡ୍ୟୁଟିରେ ଥିବା ଜଣେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରାଯାଇଥିଲା। ଏହି ମାମଲାରେ ସମ୍ପୃକ୍ତ ୭ ଜଣଙ୍କୁ ବଡ଼ଗଡ଼ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।…

ନିଜସ୍ବ ଉଦ୍ୟମରେ ରାସ୍ତା ମରାମତି କଲା ସ୍ବେଚ୍ଛାସେବୀ ସଂଗଠନ

ଚୌଦ୍ୱାର,୧୬।୭(ଡ଼ି.ଏନ୍‌.ଏ): ଚୌଦ୍ୱାର ପୌରପାଳିକାର ୧୧ନମ୍ବର ୱାର୍ଡ ରାଧାମୋହନ ମନ୍ଦିର ସମ୍ମୁଖ ରାସ୍ତାଟି ଆଜିକୁ ଦୀର୍ଘଦିନ ହେବ ଖାଲଖମା ହୋଇ ପଡିରହିଥିଲା। ଉକ୍ତ ରାସ୍ତା ଦେଇ ଲୋକଙ୍କୁ ଯିବା ଆସିବା କରିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିଲା। ପ୍ରଶାସନଙ୍କୁ ଏନେଇ…

ଶଟ୍‌ଡାଉନ୍‌ରେ ଗଞ୍ଜାମ ପୋଲିସର କଡ଼ାକଡ଼ି ଯାଞ୍ଚ

ଗଞ୍ଜାମ, ୧୬।୭(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବଢି ଚାଲିଥିବା ବେଳେ ଗଞ୍ଜାମ ଜିଲାରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ୧୬ରୁ…

ଭଦ୍ରକ ଜିଲାରୁ ପୁଣି ୭ କରୋନା ଆକ୍ରାନ୍ତ ଚିହ୍ନଟ

ଭଦ୍ରକ ଅଫିସ,୧୬।୭: ଭଦ୍ରକ ଜିଲାରେ ଗୁରୁବାର ପୁଣି ୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କ ମଧ୍ୟରୁ ୬ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏନେଇ ଭଦ୍ରକ ଜିଲାପାଳ ଟୁଇଟ କରି ସୂଚନା…

ଫେରାର ହେବାକୁଯାଇ ପୋଖରୀକୁ ଡେଇଁପଡ଼ିଲେ

ଢେଙ୍କାନାଳ ଅଫିସ, ୧୬।୭: ରାତିଅଧିଆ ଦୋକାନ ତାଲା ଭାଙ୍ଗି ଚୋରି କରୁଥିବାବେଳେ ମାଡ଼ିବସିଲା ପୋଲିସ। ପୋଲିସ କବ୍‌ଜାରୁ ଖସିଯିବାକୁ ଉଦ୍ୟମ କରି ଜଣେ ଅଭିଯୁକ୍ତ ଡେଇଁପଡ଼ିଲେ ପୋଖରୀକୁ। ହେଲେ ପୋଖରୀ ଭିତରେ ପଶି ପୋଲିସ କର୍ମଚାରୀମାନେ ତାଙ୍କୁ କାବୁ କରିବାରେ ସକ୍ଷମ…

ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ତତ୍ପରତା

ପୁରୀ ଅଫିସ,୧୬ା୭: ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ସାମିଲ କରାଯାଇଛି। ଦୂରଦୂରାନ୍ତରୁ ମୃତଦେହ ଦାହ ପାଇଁ ଆସୁଥିବା ସମ୍ପର୍କୀୟମାନେ ଯେପରି କୌଣସି ପ୍ରକାର ତିକ୍ତ…

କାମକରୁନି ଏଚ୍‌ଆଇଭି ପରୀକ୍ଷଣ ମେଶିନ

ଢେଙ୍କାନାଳ ଅଫିସ, ୧୬।୭: କରୋନା ସଙ୍କଟ ସମୟରେ ବଡ଼କଷ୍ଟରେ ଆୟୋଜନ କରାଯାଉଛି ରକ୍ତଦାନ ଶିବିର। ରକ୍ତ ଭଣ୍ଡାରକୁ ସଂଗୃହୀତ ଆସୁଛି ରକ୍ତ। ହେଲେ ଏହା ରୋଗୀଙ୍କ କାମରେ ଆସୁନି। କାରଣ ରକ୍ତ ପରୀକ୍ଷଣ ଲାଗି ବ୍ୟବହୃତ ଏଚ୍‌ଆଇଭି ପରୀକ୍ଷଣ ମେଶିନ ହିଁ…

ଶୋଷଣ ନୁହେଁ ସେବାରେ ବିଶ୍ୱାସକରେ

ବଅଁରପାଳ,୧୬ା୭(ଡି.ଏନ.ଏ.) ଅନେକ ମେକାନିକ ଅଛନ୍ତି ଯେଉଁମାନେ ଗ୍ରାହକଙ୍କଠାରୁ ଅଧିକ ଅର୍ଥ ନେବାରେ ଆଗ୍ରହ ରଖନ୍ତି। ସେମାନେ ଦାବି କରିଥିବା ଅର୍ଥ ପରିଶ୍ରମର ଉଚିତ ମୂଲ୍ୟ କି ନୁହେଁ ତାହା ଦେଖନ୍ତିନି। କିନ୍ତୁ ଦୀର୍ଘ ୧୩ ବର୍ଷର ଓଲଡିଂ କାମ ମଧ୍ୟରେ ଏପରି…

୨ କୋଟିରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କାର ହିସାବ ମିଳିନି

ଆଠମଲ୍ଲିକ, ୧୬ା୭(ଡି.ଏନ.ଏ.) ବୃଦ୍ଧା, ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗଙ୍କ ପାଇଁ ସରକାର ଯୋଗାଇ ଦେଉଥିବା ୨କୋଟିରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କାର ହିସାବ ମିଳୁନି। ୨୦୧୧ରୁ ୨୦୧୯ ମଧ୍ୟରେ ମୋଟ୍‌ ୯ଜଣ ନିର୍ବାହୀ ଅଧିକାରୀ ଏହି ବଣ୍ଟନ ଦାୟିତ୍ୱରେ ଥିଲେ ହେଁ କେହି…

ଯୋଡ଼ି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି

କଟକ ଅଫିସ,୧୬ା୭: ଯୋଡ଼ିି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି। ଏଭଳି ବିରଳ ଅସ୍ତ୍ରୋପଚାର ଏସ୍‌ସିବିର ପ୍ଲାଷ୍ଟିକ ସର୍ଜରୀ ବିଭାଗ ଡାକ୍ତରମାନେ କରିଛନ୍ତି। ଫଳରେ ଅସ୍ତ୍ରୋପଚାରର ୧୧ ଦିନ ପରେ ସମ୍ପୃକ୍ତା ମହିଳାଙ୍କ ୪ କଟା ଆଙ୍ଗୁଠି କିଛି ଅଂଶରେ ପୁନଃ…

ସବୁ ଆର୍‌ଟିଓରେ ହେବ ସ୍ବତନ୍ତ୍ର ସିଙ୍ଗଲ୍‌ ୱିଣ୍ଡୋ କାଉଣ୍ଟର୍‌

କଟକ ଅଫିସ,୧୬ା୭: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ର ଆବେଦନରେ ସମସ୍ୟା ଭୋଗୁଥିଲେ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଆର୍‌ଟିଓରେ ସ୍ବତନ୍ତ୍ର…

ମିସ୍‌ ଇଣ୍ଡିଆ-୨୦୨୦ରେ ଓଡ଼ିଆ ଝିଅଙ୍କୁ ସଫଳତା

ଜୟପୁର,୧୬ା୭ (ନି.ପ୍ର.): ଜାତୀୟ ସ୍ତରରେ ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ପୁଣି ଜଣେ ଓଡ଼ିଆ ଝିଅ। ଜିରୋନ ପ୍ରଡକ୍ସନ ହାଉସ୍‌ ପକ୍ଷରୁ ଆୟୋଜିତ ମିସ୍‌ ଇଣ୍ଡିଆ-୨୦୨୦ ସିଜନ-୨ରେ କୋରାପୁଟ ଜିଲାର ଜୟପୁରର ଦୀପ୍ତିରାଣୀ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ତାଙ୍କର ଏହି ସଫଳତା କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?