ଜିଲାରେ ୧୭,୨୨୮ ମାଟ୍ରିକ ପରୀକ୍ଷାର୍ଥୀ
ଢେଙ୍କାନାଳ ଅଫିସ, ୧୬।୨ – ମାଟ୍ରିକ୍ ପରୀକ୍ଷାକୁ ଶୃଙ୍ଖଳିତ ଏବଂ କପିମୁକ୍ତ କରିବାକୁ ଢେଙ୍କାନାଳ ଜିଲା ଶିକ୍ଷା ବିଭାଗର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷ ଜିଲାରେ ୧୭,୨୨୮ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ସେଥିରୁ ୧୬,୬୨୯ ରେଗୁଲାର, ଏବଂ ୫୯୯...
ସାମ୍ବାଦିକତାରେ ବିଚାରଶକ୍ତି ଗୁରୁତ୍ୱପୂର୍ଣ୍ଣ
ଢେଙ୍କାନାଳ ଅଫିସ, ୧୬।୨ – ସାମ୍ବାଦିକତା ବୃତ୍ତିରେ ସାଧାରଣ ବିଚାରଶକ୍ତି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଡିଜିଟାଲ ମିଡିଆର ବହୁଳ ପ୍ରଚଳନ ଆହ୍ବାନ ପାଲଟିଛି। ତେଣୁ ସାମ୍ବାଦିକତା ବୃତ୍ତିଧାରୀଙ୍କ ଡିଜିଟାଲ ଭାଷା ଉପରେ ଦଖଲ ରହିବା ନିହାତି ଜରୁରୀ ବୋଲି...
ସେବା ସମବାୟ ସମିତିରେ ପକାଇଲେ ତାଲା
ବଇଣ୍ଡା,୧୬।୨(ଡି.ଏନ.ଏ.) – ଆଠମଲ୍ଲିକ ବ୍ଲକ ସାନହୁଲା ସେବା ସମବାୟ ସମିତିରେ ଧାନ କିଣାରେ ଅବ୍ୟବସ୍ଥା ଦେଖାଦେଇଛି। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଅନେକ ଚାଷୀଙ୍କୁ ଧାନ କିଣାରେ ଅଣଦେଖା କରାଯାଉଥିବା ପ୍ରତିବାଦ କରି କେତେଜଣ ଚାଷୀ ଶନିବାର...
ଅସୁରକ୍ଷିତ ଅଭୟାରଣ୍ୟ
ଢେଙ୍କାନାଳ ଅଫିସ, ୧୬।୨ – ପ୍ରକୃତିର ବରଦାନ କପିଳାସ। ଶାନ୍ତ ସବୁଜିମା ଭରା ପରିବେଶ, ଜୈବ ବିବିଧତା ସାଙ୍ଗକୁ ବନ୍ୟଜନ୍ତୁଙ୍କ ସମ୍ଭାର ଏହାର ପରିଚୟ। ହେଲେ ଅଭୟାରଣ୍ୟ ମାନ୍ୟତା ମିଳିବାର ଦୀର୍ଘ ୯ବର୍ଷ ପରେ ବି ଏହାର ବିକାଶ ପାଇଁ...
ଏନ୍ଆର୍ଟିଏସ୍ ପରୀକ୍ଷାରେ ପ୍ରଥମ ୧୦ ମଧ୍ୟରେ ୪ ଛାତ୍ରୀଛାତ୍ର
ବ୍ରହ୍ମପୁର ଅଫିସ,୧୬ା୨ ୨୦୧୯ ଶିକ୍ଷାବର୍ଷର ରଙ୍ଗେଇଲୁଣ୍ଡା ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ୮ମ ଶ୍ରେଣୀ ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣ (ଏନ୍ଆରଟିଏସ୍) ପରୀକ୍ଷା ଫଳ ପ୍ରକାଶ ପାଇଛି। ପ୍ରକାଶିତ ଏନ୍ଆରଟିଏସ୍...
ଛାତ୍ରୀଙ୍କ ପ୍ୟାଣ୍ଟ ଖୋଲିଲେ ଶିକ୍ଷୟିତ୍ରୀ : ଥାନାରେ ଦୋଷ ସ୍ବୀକାର ପରେ ସମାଧାନ
ବ୍ରହ୍ମପୁର ଅଫୁସ,୧୬ା୨-ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଏକ ଘରୋଇ ସ୍କୁଲରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଶ୍ରେଣୀ ଗୃହରେ ଜଣେ ଛାତ୍ରୀଙ୍କ ପ୍ୟାଣ୍ଟ(ଲେଗିଙ୍ଗସ୍) ଶିକ୍ଷୟତ୍ରୀ ଖୋଲି ଦେବାରୁ ମାମଲା ଥାନାକୁ ଯାଇଛି। ଏହାକୁ ନେଇ ଛାତ୍ରୀଙ୍କ ବାପା ସ୍କୁଲରେ ପହଞ୍ଚି...
ସରପଞ୍ଚଙ୍କୁ ଆକ୍ରମଣ, ଗଁ। ପୁଣି ଅଶାନ୍ତ
ଦିଗପହଣ୍ଡି,୧୬ା୨(ଡି.ଏନ୍.ଏ.) – ଦିଗପହଣ୍ଡି ବ୍ଲକ କରପଡା ସରପଞ୍ଚ ଗାୟତ୍ରୀ ପ୍ରଧାନଙ୍କୁ ବିପକ୍ଷ ଗୋଷ୍ଠୀର ରାମେଶ୍ୱର ପ୍ରଧାନ ଓ ପ୍ରଶାନ୍ତ ପ୍ରଧାନ ଶନିବାର ଅପରାହ୍ନରେ ଗାଳିଗୁଲଜ କରିଥିଲେ। ଏହାର ପ୍ରତିବାଦରେ ସରପଞ୍ଚଙ୍କ ଗୋଷ୍ଠୀ ପକ୍ଷରୁ ରାମେଶ୍ୱର ଓ ପ୍ରଶାନ୍ତଙ୍କୁ ଠେଙ୍ଗା ଓ...
ପାଚିକା, ସହାୟିକା ସଂଘ ଦେଲା ସ୍ମାରକପତ୍ର
ଛତ୍ରପୁର,୧୬ା୨(ଡି.ଏନ.ଏ.) – ୧୨ ଦଫା ଦାବି ନେଇ ନିଖିଳ ଓଡିଶା ଏମ୍ଡିଏମ୍ ପାଚିକା, ସହାୟିକା ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ରାରମ୍ଭରେ ସ୍ଥାନୀୟ ଅପର ବସ୍ଷ୍ଟାଣ୍ଡଠାରୁ ଏକ...
ପାଚେରି ଭଙ୍ଗାକୁ ନେଇ ଉତ୍ତେଜନା
ଧାମନଗର,୧୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗରରେ ପାଣି ଟାଙ୍କି ପାଚେରି ଭଙ୍ଗାକୁ ନେଇ ଶନିବାର ଦୁଇଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏହାକୁ କେନ୍ଦ୍ରକରି ଉତ୍ତେଜନା ପ୍ରକାଶ ପାଇଥିଲା। ସନ୍ଧ୍ୟାରେ ଧାମନଗର ଥାନା ପରିସରରେ ଏକ ଜରୁରିକାଳୀନ ଶାନ୍ତି କମିଟି ବୈଠକ ବସି ଘଟଣାର...
କଳା, ସଂସ୍କୃତିର ଏନ୍ତୁଡ଼ିଶାଳ ମୟୂରଭଞ୍ଜ
ବାରିପଦା ଅଫିସ, ୧୬ା୨-ସ୍ଥାନୀୟ ସଂସ୍କୃତି ଭବନଠାରେ କ୍ରିଏଟିଭ ସ୍କୁଲ ଅଫ୍ ଆର୍ଟ ଆଣ୍ଡ କ୍ରାଫ୍ଟର୍ସ ପକ୍ଷରୁ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ନବମ ରାଜ୍ୟସ୍ତରୀୟ ଚିତ୍ର ପ୍ରଦର୍ଶନୀ ଉଦ୍ଯାପିତ ହୋଇଯାଇଛି। ପରିଚାଳନା କମିଟି ସଭାପତି କଳ୍ପନା ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ...
ବାର୍ଷିକ ଉତ୍ସବରେ ଛାତ୍ରୀଛାତ୍ରଙ୍କ ପାଲା ପରିବେଷଣ
ସିମୁଳିଆ, ୧୬।୨(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକକଳାର ଚାହିଦା କମି ଆସୁଥିବା ବେଳେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ଏହାକୁ ବଞ୍ଚାଇ ରଖିବାକୁ କରିଥିବା ପ୍ରୟାସକୁ ସାଧାରଣରେ ପ୍ରଶଂସା କରାଯାଇଛି। ମାର୍କୋଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ସାଂସ୍କୃତିକ ଉତ୍ସବ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିଲା।...
ପହଞ୍ଚିଲା ଶହୀଦ ଅଭିରାମ ରାମଙ୍କ ମରଶରୀର: ବସ୍ତାରେ ଶୋକାକୁଳ ପରିବେଶ
ବସ୍ତା, ୧୬।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ଥାନା ବ୍ରାହ୍ମଣଦା ପଞ୍ଚାୟତ ରଣାମୁଣ୍ଡଳି ଗ୍ରାମର ସେନାବାହିନୀରେ କାର୍ଯ୍ୟରତ ସୈନିକ ଅଭିରାମ ରାମ ଶହୀଦ ହେବା ପରେ ତାଙ୍କ ମରଶରୀର ବସ୍ତାରେ ପହଞ୍ଚିଛି। ତାଙ୍କ ମରଶରୀର ପହଞ୍ଚିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ...
Archives


