ଆମ ଜିଲା ଖବର

ସୁସ୍ଥ ହୋଇ କାର୍ଯ୍ୟରେ ଯୋଗଦେଲେ ୮ କରୋନା ଯୋଦ୍ଧା

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.) : କରୋନାରୁ ସୁସ୍ଥ ହୋଇ ଗଞ୍ଜାମ ଜିଲାରେ ୮ କରୋନା ଯୋଦ୍ଧା ପୁଣି ନିଜ କାର୍ଯ୍ୟରେ ମଙ୍ଗଳବାର ଯୋଗ ଦେଇଛନ୍ତି। ଏମାନଙ୍କ ମଧ୍ୟରେ ବିଡିଓ, ସହକାରୀ ଯନ୍ତ୍ରୀ, ମାର୍କେଟିଂ ଇନ୍ସପେକ୍ଟର, ପଞ୍ଚାୟତ ନିର୍ବାହୀ ଅଧିକାରୀ, ୪ ପୋଲିସ ଅଧିକାରୀ ଓ…

କର୍ମଚାରୀ କରୋନା ଅକ୍ରାନ୍ତ ଚିହ୍ନଟ ପରେ ସିଲ୍‌ ହେଲା ବ୍ୟାଙ୍କ

ଜି ଉଦୟଗିରି, ୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖାର ଜଣେ କର୍ମଚାରୀ ମଙ୍ଗଳବାର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହା ପରେ ବୁଧବାରଠାରୁ ଉକ୍ତ ବ୍ୟାଙ୍କକୁ ସିଲ୍‌ କରାଯାଇଛି। ଏ ନେଇ ବିଡିଓ ତଥା…

ରୂପ ବଦଳାଉଛି କରୋନା ଭୂତାଣୁ

କଟକ ଅଫିସ,୧୫ା୭: ଲୁଚକାଳି ଖେଳୁଛି କରୋନା ଭୂତାଣୁ। ବାରମ୍ବାର ରୂପ ବଦଳାଉଛି। ସମାନ ମଣିଷ ଦେହରେ କେତେବେଳେ ରିପୋର୍ଟ ପଜିଟିଭ ତ ଆଉ କେତେବେଳେ ନେଗେଟିଭ ଆସୁଛି। ଗତ ୪ ତାରିଖରେ ସୁସ୍ଥ ହୋଇ ଫେରିଥିବା ଏସ୍‌ସିବିର ଜଣେ ଡାକ୍ତରୀ ଛାତ୍ରଙ୍କ…

ଭିକ୍ଷା ମାଗୁଛନ୍ତି ପୂର୍ବତନ ଡିଏସ୍‌ପିଙ୍କ ପୁଅ

କଟକ ଅଫିସ,୧୫ା୭: ଦିବାକର ପରିଡ଼ା ଥିଲେ ପୋଲିସ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ସେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଭାରତ ପକ୍ଷରୁ ବ୍ରିଟିଶ ସେନାରେ ଯୋଗ ଦେଇଥିଲେ। ସ୍ବାଧୀନ ଭାରତରେ ଓଡ଼ିଶା ପୋଲିସ ଗଠନ ହେବା ପରେ ଏଥିରେ ମଧ୍ୟ ତାଙ୍କୁ ନିଯୁକ୍ତି…

ଭତ୍ତା ଦେଇ ରାଶନ କାଟିଦେଲେ

କଣିହଁ। ,୧୫ା୭(ଡି.ଏନ.ଏ.) ଜନ୍ମରୁ ଦୃଷ୍ଟିହୀନ। ତେଣୁ ଆଧାରକାର୍ଡ ନାହିଁ। ଏହା ଜାଣି ବି ଜଣେ ଦିବ୍ୟାଙ୍ଗଙ୍କ ସହ ଅନ୍ୟାୟ କରାଯାଇଛି। ମାତ୍ର କେଇମାସ ତଳେ ଭତ୍ତା ଯୋଜନାରେ ତାଙ୍କୁ ସାମିଲ କରାଯାଇଥିବା ବେଳେ ଏବେ ଆଧାରକାର୍ଡ ନ ଥିବାକୁ ଆଳ କରି…

ସରକାରୀ କ୍ୱାରିରୁ ବଢୁଛି ଚୋରି

ଅନୁଗୋଳ ଅଫିସ, ୧୫ା୭ ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ସରକାରୀ ପଥର କ୍ୱାରିରୁ ବଢ଼ୁଛି ଚୋରି। ଉକ୍ତ କ୍ୱାରିର ନିଲାମ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ସେଠାରୁ ଲଘୁ ଖଣିଜ ଦ୍ରବ୍ୟର ଚୋରା ଉତ୍ପାଦନ ଜାରି ରହିଥିବା ଅଭିଯୋଗ ହେଉଛି।…

ଅଫିସ୍‌ରେ ଭଡ଼ାଟିଆ ଠିକାସଂସ୍ଥା

ପରଜଙ୍ଗ, ୧୫।୭(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଜଳ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌)-୧ ଯନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟ ଓ ବାସଭବନ ୮ବର୍ଷ ହେଲା ଭଡ଼ାରେ ଲାଗିଛି। ଜଣେ ଠିକାସଂସ୍ଥାଙ୍କୁ ମାସିକ ୧୨ ହଜାର ଟଙ୍କାରେ ଉକ୍ତ ଅଫିସ୍‌ ଭଡ଼ାସୂତ୍ରରେ ଦିଆଯାଇଛି। ଦୁଇ…

ସଜେଇ ହେଉଛି ଉଦଳା ସହର

ଉଦଳା, ୧୫ା୭(ଡି.ଏନ.ଏ.)-କଳା ସଂସ୍କୃତିକୁ ବଞ୍ଚାଇ ରଖିବା ସହିତ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଆରମ୍ଭ ହୋଇଛି ଏକ ନିଆରା ପ୍ରୟାସ ା ସବୁଜ ସୁନ୍ଦର ଉଦଳା ଏବେ କଳା ସଂସ୍କୃତିର ଝଲକରେ ଝଲସି ଉଠିଛି ା ଯେଉଁ ରାସ୍ତା କଡ଼ ପାଚେରି…

୨ ଗଞ୍ଜେଇ ମାଫିଆ କୋଭିଡ୍‌ ହସ୍‌ପିଟାଲରୁ ଚମ୍ପଟ

ଗୋପାଳପୁର,୧୫ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ଶୀତଳାପଲ୍ଲୀ କୋଭିଡ୍‌ ହସ୍‌ପିଟାଲରୁ ୨ ଗଞ୍ଜେଇ ମାଫିଆ ରବିବାର ସନ୍ଧ୍ୟାରେ ଚମ୍ପଟ ମାରିଛନ୍ତି। ହସ୍ପିଟାଲର ଜେନେରାଲ ମ୍ୟାନେଜର ସନ୍ଦୀପ ମିଶ୍ର ୨୪ ଘଣ୍ଟା ପରେ ସୋମବାର ରାତିରେ ଏନେଇ ଗୋପାଳପୁର ଥାନାରେ ଅଭିଯୋଗ…

ରେଡ୍‌ ଜୋନ୍‌ରେ ସଂକ୍ରମିତଙ୍କ ଉପରେ ନଜର ରଖ-ଜିଲାପାଳ : ସମସ୍ତଙ୍କ ହେବ ସ୍ବାସ୍ଥ୍ୟ ଯାଞ୍ଚ

ଛତ୍ରପୁର,୧୫ା୭(ଡି.ଏନ୍‌.ଏ.)- ଛତ୍ରପୁରଠାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ସମସ୍ତ ଅଧିକାରୀଙ୍କ ସହ କୋଭିଡ୍‌-୧୯ ପରିଚାଳନାଗତ ବିଭିନ୍ନ ବିଷୟ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଥିଲେ। କରୋନା ଯୋଦ୍ଧା ଭାବେ କାର୍ଯ୍ୟକରି ସଂକ୍ରମିତ ହୋଇଥିବା କେତେକ ଅଧିକାରୀ ଓ…

ବାରିକେଡ୍‌ ଡେଉଁଛନ୍ତି ଅମାନିଆ, ଶଟ୍‌ଡାଉନ୍‌ କଲେ ସରପଞ୍ଚ

ଆର.ଉଦୟଗିରି,୧୫ା୭(ଡି.ଏନ.ଏ)- ଗଜପତି ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆର୍‌.ଉଦୟଗିରି ପଞ୍ଚାୟତର ଜଣେ ଆୟୁଷ ଡ଼ାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ହୋମ୍‌ଗାର୍ଡ କରୋନା ସଂକ୍ରମିତ ହେବାପରେ ସେମାନେ ରହୁଥିବା ପଞ୍ଚାୟତର ୩ ସାହିକୁ ୭ଦିନ ପାଇଁ କଣ୍ଟେନ୍‌ମେଣ୍ଟ ଜୋନ୍‌…

ବାଲେଶ୍ୱର ରେମୁଣା ବିଧାୟକ କରୋନା ପଜିଟିଭ୍‌

ବାଲେଶ୍ୱର ଅଫିସ, ୧୪।୭-ବାଲେଶ୍ୱରର ଆଉ ଜଣେ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପ୍ରଥମେ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ପରେ ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଓ ଏବେ ରେମୁଣା ନିର୍ବାଚନମଣ୍ଡଳୀର ବିଧାୟକ ସୁଧାଂଶୁ ଶେଖର ପରିଡ଼ା ଏହି ଭୂତାଣୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?