ବିଶୃଙ୍ଖଳିତ ଆଚରଣ ପାଇଁ ନିଲମ୍ବିତ ହେଲେ ଯବାନ
ବଡ଼ସାହି,୧୫ା୨(ସ୍ବ.ପ୍ର)- ଡ୍ୟୁଟି ସମୟରେ ନିଶାଗ୍ରସ୍ତ ଅବସ୍ଥାରେ ପାଟିତୁଣ୍ଡ କରିବା ସହ ଅଶ୍ରାବ୍ୟ ଭାଷା ପ୍ରୟୋଗ କରିଥିବା ଅଭିଯୋଗରେ ଓଡ଼ିିଶା ଅକ୍ଜୁଲେରୀ ପ୍ରୋଟେକ୍ସନ ଫୋର୍ସ (ଓଏପିଏଫ୍)ର ଜଣେ ଯବାନଙ୍କୁ ମୟୂରଭଞ୍ଜ ଏସପି କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ଏସ୍ପିଙ୍କ ଚିଠି ନଂ.୧୭/୧୪ା୨ା୨୦୨୦ରେ ତାଙ୍କୁ...
‘ଉତ୍ସବ ପ୍ରଧାନପାଟ-୨୦୨୦’ର ଅନ୍ତିମସନ୍ଧ୍ୟା: ନାଚ, ଗୀତରେ ଝୁମିଲେ ଦର୍ଶକ
ଦେବଗଡ଼, ୧୫।୨(ଡି.ଏନ.ଏ)-ସ୍ଥାନୀୟ ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଧରି ଚାଲିଥିବା ‘ଉତ୍ସବ ପ୍ରଧାନପାଟ-୨୦୨୦’ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଅନ୍ତିମ ସନ୍ଧ୍ୟାରେ ଦର୍ଶକଙ୍କ ପ୍ରବଳ ଭିଡ ଜମିଥିଲା। ରାଜ୍ୟ ଓ ରାଜ୍ୟ ବାହାର କଳାକାରମାନଙ୍କ ନାଚଗୀତରେ ଦର୍ଶକ ଝୁମିଉଠିଥିଲେ। ଜିଲାପାଳ ସୁଧାଂଶୁ...
ସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା
ଉଦଳା,୧୫ା୨(ଡ଼ି.ଏନ୍.ଏ.)- ତରକାରୀ ଦେବାରେ ବିଳମ୍ବ ହେବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଖଡିକାଶୁଳ ଗ୍ରାମର ଜଣେ ବ୍ୟକ୍ତି ଗୁରୁବାର ତାଙ୍କ ସ୍ତ୍ରୀଙ୍କୁ କାଠଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୁକ୍ତ ସ୍ବାମୀ ଗଦାଧର ଭକ୍ତାଙ୍କୁ ଥାନାରେ...
ଜମି ଚିହ୍ନଟ ଦାବିରେ ଆର୍ଆଇ ଅଫିସ୍ ଘେରିଲେ ଭୂମିହୀନ
ବାଲେଶ୍ୱର ଅଫିସ, ୧୫।୨-ବାଲେଶ୍ୱର ଜିଲା ସଦର ତହସିଲ ଅଧୀନ ହିଡ଼ିଗାଁ ପଞ୍ଚାୟତରେ ଥିବା ଭୂମିହୀନମାନେ ୫ବର୍ଷ ପୂର୍ବରୁ ଚିହ୍ନଟ ହୋଇ ଚାନ୍ଦିପୁର ଆର୍ଆଇ ଅଫିସରୁ ପଟ୍ଟା ପାଇଥିଲେ। ପଟ୍ଟା ପାଇଥିବା ଭୂମିହୀନମାନେ ନିଜର ଜମି ଚିହ୍ନଟ ଦାବିରେ ଶୁକ୍ରବାର ଘେରାଉ...
ଏସ୍ସିବି ମେଡିକାଲରେ ଖୋଲିଲା ଜରୁରୀକାଳୀନ ଲୋକସମ୍ପର୍କ କାର୍ଯ୍ୟାଳୟ
କଟକ ଅଫିସ,୧୫।୨: କଟକ ଏସ୍ସିବି ମେଡିକାଲ ପରିସରରେ ୨୪ ଘଣ୍ଟିଆ ଜରୁରିକାଳୀନ ଲୋକ ସମ୍ପର୍କ କାର୍ଯ୍ୟାଳୟ ଶୁକ୍ରବାର ଉଦ୍ଘାଟିତ ହୋଇଛି। ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍ଘାଟନ କରି କହିଛନ୍ତି, ଦୁର୍ଘଟଣାର ଶିକାର ହୋଇ ଏସ୍ସିବି ମେଡିକାଲରେ ଭର୍ତ୍ତି...
ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଛକାପଞ୍ଝା
ଗୁଣପୁର,୧୫।୨(ଡି.ଏନ.ଏ) ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ ା ଏଥିଲାଗି ବିଭିନ୍ନ ଦଳ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ହେଲେ ଏହି ନିର୍ବାଚନ ନିର୍ଦ୍ଧାରିତ ତାରିଖରେ ହେବ ନା ନାହିଁ ତାହାକୁ ନେଇ...
୨୭ରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା: ଯୋଗଦେବେ ୩ ହଜାରରୁ ଉର୍ଦ୍ଧ୍ୱ ଚାଷୀ
ବାଲେଶ୍ୱର ଅଫିସ, ୧୫।୨-ଆସନ୍ତା ୨୭ ଓ ୨୮ ତାରିଖରେ ବାଲେଶ୍ୱରରେ ମତ୍ସ୍ୟ ଚାଷ ସମ୍ପର୍କିତ ଜାତୀୟ କର୍ମଶାଳା ଆୟୋଜିତ ହେବ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଅଣୁ କ୍ଷୁଦ୍ର...
ଶ୍ରମ କାର୍ଡ ନାଁରେ ଠକୁଛନ୍ତି ଦଲାଲ:ନକଲି କାର୍ଡ଼ ଦେଇ ଲୋକଙ୍କଠାରୁ ଲୁଟୁଛନ୍ତି ଟଙ୍କା
ନବରଙ୍ଗପୁର,୧୫।୨(ବି.ପ୍ର.) ଶିକ୍ଷା ଓ ସଚେତନତା ଅଭାବ ଯୋଗୁ ଅନେକ ଶ୍ରମିକ ଠକାମିର ଶିକାର ହେଉଛନ୍ତି। ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟରେ ଶ୍ରମ କାର୍ଡ ପାଇଁ ନାମ ପଞ୍ଜୀକରଣ କରାଇ ଦେବାକୁ କହି ଲୋକଙ୍କୁ ଠକି ଚାଲିଛନ୍ତି ଦଲାଲ। ନକଲି ପଞ୍ଜୀକରଣ...
ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ ପ୍ରସଙ୍ଗ: ତହସିଲ ସମ୍ମୁଖରେ ଧାରଣାକାରୀଙ୍କ ବିକ୍ଷୋଭ
ଏରସମା, ୧୫।୨ (ସ୍ବ.ପ୍ର.): ଏରସମା ଥାନା ଅଧୀନ ଜିରାଇଲୋ ପଞ୍ଚାୟତସ୍ଥିତ ଶରବା ଗ୍ରାମ ନିକଟରେ ପ୍ରସ୍ତାବିତ ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧ କରି ଗତ ଜାନୁୟାରୀ ୨୧ରୁ ଦିଆଯାଇଥିବା ଗଣଧାରଣା ଶୁକ୍ରବାର ୨୫ ଦିନରେ ପହଞ୍ଚିଛି। ଧାରଣା ଦିଆ ଯିବାର...
ଶହୀଦ ପ୍ରସନ୍ନ ସାହୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ନାଉଗଁ।, ୧୫।୨ (ସ୍ବ.ପ୍ର.): ଜମ୍ମୁ-କଶ୍ମୀରର ପୁଲଓ୍ବାମାଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଶହୀଦ ହୋଇଥିବା ନାଉଗଁ। ବ୍ଲକର ପ୍ରସନ୍ନ ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ଶିଖର ପଞ୍ଚାୟତ ପାରିଶିଖର ଗ୍ରାମରେ ପାଳିତ ହୋଇଯାଇଛି। ଏହି ଅବସରରେ ଦେବୀ ନଦୀ ପଠାରେ ନିର୍ମିତ...
ଅସ୍ଥାୟୀ ଡମ୍ପିଂୟାର୍ଡ ହଟାଇବା ଦାବିରେ ଆନ୍ଦୋଳନ
ଜଗତ୍ସିଂହପୁର ଅଫିସ, ୧୫।୨: ସ୍ଥାନୀୟ କଲେଜ ଛକ ନିକଟ ଅସ୍ଥାୟୀ ଡମ୍ପିଂୟାର୍ଡ ଯୋଗୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ବିଶେଷକରି ଅଳିଆ ଗଦାରେ ନିଆଁ ଲଗାଇ ଦିଆଯାଉଥିବାରୁ ଏହି ଧୂଆଁ ସମଗ୍ର ଅଞ୍ଚଳକୁ ପ୍ରଦୂଷିତ କରିଦେଉଛି। ଲୋକେ ଘର ଭିତରେ...
ସିସିଟିଭି ନଜରରେ ରହିବ ଜଗତ୍ସିଂହପୁର ସହର
ଜଗତ୍ସିଂହପୁର ଅଫିସ, ୧୫।୨: ଜଗତ୍ସିଂହପୁର ସହରରେ ଦିନ ଦି ପ୍ରହରରେ ଲୁଟ୍ କିଛି ନୂଆ କଥା ନୁହେଁ। ଏଭଳି ଘଟଣା ଥରେ କି ଦୁଇଥର ନୁହେଁ, ଏକାଧିକ ବାର ଘଟିଥିଲେ ସୁଦ୍ଧା ପ୍ରତିକାର ନାହିଁ। କାରଣ ଅପରାଧୀମାନେ ଜାଣନ୍ତି ସହରରେ...
Archives


