ପିଇଲା ପାଏନ୍ ଲାଗି ଜହଗଁଜ୍ ଛାତ୍ରୀଛାତ୍ର
ବିନିକା,୧୩।୨(ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍ ପିତାଇପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟରେ ପିଇଲା ପାଏନ୍ ସମସିଆ ଲାଗିରହିଛେ। ଇ ଘଟନାକେ ନେଇ ଅଭିଭାବ ଆର ସ୍କୁଲ କତୁରପକ୍ଷ ବିଭାଗୀୟ ଅଧ୍କାରୀମାନକୁ ଜନେଇଥିଲେ ବି ଆଏଜ୍ତକ ସମସିଆର...
ବିଦ୍ୟୁତ୍ ଶୁଳ୍କ ବୃଦ୍ଧିର କୁପ୍ରଭାବ ଯୋଗୁ ସଙ୍କଟରେ ସୁନ୍ଦରଗଡ଼ ଜିଲାର ଷ୍ଟିଲ୍ ଶିଳ୍ପ
ରାଉରକେଲା ଅଫିସ, ୧୩।୨-ଷ୍ଟିଲ ଉତ୍ପାଦନ କରୁଥିବା ସହର ଭାବେ ରାଉରକେଲା ବେଶ୍ ପରିଚିତ। ରାଉରକେଲା ସମେତ ସୁନ୍ଦରଗଡ଼ ଜିଲାରେ ଛୋଟବଡ଼ ଷ୍ଟିଲ ଶିଳ୍ପ କାରଖାନା ଗଢିଉଠିଛି। ଏଠାକାର ଶତକଡ଼ା ୭୦ ଭାଗ ବ୍ୟବସାୟ ଷ୍ଟିଲ ଶିଳ୍ପ ଉପରେ ପ୍ରତ୍ୟକ୍ଷ ଭାବେ...
ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଭଂଗା କୁରିଆରେ ଜୀବନ୍ ବିତଉଛନ୍ ରତି
ଖପ୍ରାଖୋଲ, ୧୩।୨(ଡି.ଏନ୍.ଏ.)- କେନ୍ଦ୍ର ଆର ରାଏଜ୍ ଉଭଏ ସରକାର ଗାଁଗଁଲିନୁ ସହର ତକ୍ ଗରିବ୍ ଦୁଖି, ବାସହୀନ ପରିବାରମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଅବାସ, ବିଜୁ ପକାଘର ଲେଖେଁ ଯୋଜନାରେ ପକାଘର ଯୁଗେଇ ଦେଉଛନ୍। ହେଲେ ଆଏଜ୍ ବି ଗାଁଗଁଲିମାନକେ...
ଅଭାବୀ ବିକ୍ରି ହୋଇପାରେ ୨୦ ହଜାର କୁଇଣ୍ଟାଲ ଧାନ
କୁନ୍ଦୁରା,୧୩।୨(ଡି.ଏନ୍.ଏ.) କୋରାପୁଟ ଜିଲାରେ ଚଳିତବର୍ଷ ଖରିଫ ଋତୁରେ ଅମଳ ଧାନ ବିକ୍ରି କରିବା କିମ୍ବା ଚାଷୀ ପଞ୍ଜୀକୃତ ହେବାରେ ପ୍ରଶାସନ ଯେଉଁ ଦାୟିତ୍ୱହୀନତା ଦେଖାଇଛି, ସେଥିରେ ପ୍ରଭାବିତ ହୋଇଛନ୍ତି ଶତାଧିକ ଚାଷୀ। ସେମାନେ ଧାନ ବିକି ନ ପାରି ଏବେ ଅଭାବୀ...
ଶ୍ରୀବିଗ୍ରହଙ୍କ ଚିତାଲାଗିରେ ତ୍ରୁଟି
ପୁରୀ ଅଫିସ,୧୩ା୨: ଶ୍ରୀବିଗ୍ରହଙ୍କ ଶ୍ରୀମସ୍ତକରେ ଲାଗିଥିବା ଚିତାରେ ରହିଛି ତ୍ରୁଟି। ସେବାୟତଙ୍କ ଖାମଖିଆଲି ଯୋଗୁ ଏପରି ହୋଇଥିବା ଅଭିଯୋଗ ଶୁଣିବାକୁ ମିଳୁଛି। ଶ୍ରାବଣ ମାସ ଅମାବାସ୍ୟା ତିଥିରେ ପରମ୍ପରା ଅନୁଯାୟୀ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରେ ପୂର୍ବରୁ ଖୋଲା ଯାଇଥିବା ଦୁର୍ମୂଲ୍ୟ...
ଟ୍ରାଫିକ ନିୟମର ବାର୍ତ୍ତା ବାଣ୍ଟିଲେ ପିଲା
ବେଗୁନିଆ, ୧୩ା୨ (ଡି.ଏନ୍.ଏ): ବେଗୁନିଆ ସଦର ମହକୁମାରେ ବୁଧବାର ଟ୍ରାଫିକ ନିୟମର ବାର୍ତ୍ତା ଛୋଟ ପିଲାମାନେ ବାଣ୍ଟୁଥିବାର ଦେଖିବାକୁ ମିଳିଥିଲା। ତେବେ ପିଲାମାନେ ବିଭିନ୍ନ ପ୍ରକାର କୋତୁକିଆ ପୋଷାକରେ ପିନ୍ଧି ରାସ୍ତା ଘାଟରେ ଯାତାୟାତ କରୁଥିବା ଲୋକମାନଙ୍କୁ ଅନେକ ଶିକ୍ଷଣୀୟ...
ଏପ୍ରିଲ ୧ରେ ଲକ୍ଷେ ପ୍ରେରଣା ଗ୍ରୀନ୍ ଆର୍ମିଙ୍କ ସମାବେଶ
ବେଗୁନିଆ, ୧୩ା୨(ଡି.ଏନ୍.ଏ): ବିପ୍ଲବର ମାଟି ଖୋର୍ଦ୍ଧା। ଭାରତର ପ୍ରଥମ ସ୍ବାଧୀନତା ସଂଗ୍ରାମ ଆରମ୍ଭ ହୋଇଥିଲା ଖୋର୍ଦ୍ଧାରୁ। ଏବେ ସମଗ୍ର ବିଶ୍ୱର ମହାସଙ୍କଟ ହେଉଛି, କ୍ଲାଇମେଟ ଚେଞ୍ଜ, ଗ୍ଲୋବାଲ ୱାରମିଂ, ପରିବେଶ ପ୍ରଦୂଷଣ ଆଦି ସମସ୍ୟା। ଏହାର ପ୍ରଭାବରେ ପୃଥିବୀର ବହୁ...
ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା
ବୋଲଗଡ,୧୩ା୨(ଡି.ଏନ.ଏ.): ଚାଷୀମାନଙ୍କ ନ୍ୟାଯ୍ୟ ଦାବି ହାସଲ ପାଇଁ ସଂଗ୍ରାମ ଚଳାଇଥିବା ନବନିର୍ମାଣ କୃଷକ ସଙ୍ଗଠନର ନ୍ୟାୟ ଯାତ୍ରା ବୁଧବାର ବୋଲଗଡ଼ ବ୍ଲକ ସାଗରଗଁା ପଞ୍ଚାୟତରେ ପହଞ୍ଚତ୍ଥିଲା। ସଙ୍ଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦଙ୍କ ନେତୃତ୍ୱରେ ଆସିଥିବା କର୍ମକର୍ତ୍ତାଙ୍କୁ ପାଇକ ସମରକଳା...
ତାଲିକା ପ୍ରକାଶ ପରେ କୁହୁଳୁଛି ଅସନ୍ତୋଷ
ବେଗୁନିଆ, ୧୩ା୨(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଯୋଗ୍ୟ ହିତାଧିକାରୀମାନେ ବଞ୍ଚିତ ରହିଥିଲେ। ଏମାନଙ୍କ ପାଇଁ ନୂତନ ଗୃହ ପ୍ରଦାନ ନିମନ୍ତେ ନାମ ତାଲିକା ପ୍ରକାଶ ପାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓଡ଼ିଶାଙ୍କ ପତ୍ର ସଂଖ୍ୟା ୩୨୬୮ରେ ଜାନୁୟାରୀ...
କିଷାନ କ୍ରେଡିଟ କାର୍ଡର ଲାଭ ନିଅନ୍ତୁ କୃଷକ
ଫୁଲବାଣୀ ଅଫିସ, ୧୩ା୨-ସରକାର କୃଷକମାନଙ୍କ ପାଇଁ କିଷାନ କ୍ରେଡିଟ କାର୍ଡ ବ୍ୟବସ୍ଥା କରିଛନ୍ତି। ଚାଷ ପାଇଁ ଏହାର ସମସ୍ତ ସୁବିଧା ଯେପରି ସମସ୍ତ କୃଷକ ନେବେ ଏବଂ ଏଥିରୁ କେହି ବଞ୍ଚିତ ନ ହେବେ ସେ ନେଇ ଏକ ଖବରଦାତା...
କାମ କରି ମିଳୁନି ଟଙ୍କା
ଦାରିଙ୍ଗବାଡ଼ି,୧୩।୨ (ଡି.ଏନ.ଏ)-ଦାରିଙ୍ଗବାଡି ବ୍ଲକ ଦାସିଂବାଡି ପଞ୍ଚାୟତର ଟେକାଙ୍ଗିଆ ଗ୍ରାମରେ ଆମ ଗାଁ ଆମ ବିକାଶ ଯୋଜନାରେ କରାଯାଇଥିବା ଗୋଷ୍ଠୀ ସଭାଗୃହ ନିର୍ମାଣ କାମ ଶେଷ ହୋଇଛି। ଯେଉଁ ଯୁବକ ଉକ୍ତ କାର୍ଯ୍ୟ ଯନ୍ତ୍ରୀଙ୍କ ଜରିଆରେ କରିଥିଲେ ତାଙ୍କୁ ମାତ୍ର ୧ଲକ୍ଷ...
ପିକ୍ଅପ୍ ଭ୍ୟାନ ଓଲଟି ୭ ଆହତ
ସୋରଡା,୧୩ା୨(ଡି.ଏନ.ଏ.): ସୋରଡା-ଆସିକା ରାସ୍ତା ତତାବାଲି ଗ୍ରାମ ନିକଟରେ ବୁଧବାର ରାତି ପ୍ରାୟ ୮ଟାରେ ଏକ ପିକ୍ଅପ୍ ଭ୍ୟାନ ଓଲଟି ୭ଜଣ ଆହତ ହୋଇଛନ୍ତି। ସୋରଡା ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପ୍ରକାଶ...
Archives


