ଆମ ଜିଲା ଖବର

ଗାଡ଼ି ସ୍ପିଡରେ କଟକଣା ଲଗାଇଲେ ଜିଲାପାଳ

ଛତ୍ରପୁର,୧୩ା୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣା ସଂଖ୍ୟା ହ୍ରାସ କରିବାରୁ ବିଭିନ୍ନ ଗାଡ଼ିର ସ୍ପିଡ୍‌ ଉପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲା ସଡ଼କ ସୁରକ୍ଷା କମିଟିର ଅଧ୍ୟକ୍ଷ ତଥା ଜିଲାପାଳ ମୋଟର ଭେହିକିଲ୍‌ ଆକ୍ଟ...

ବିଦ୍ୟୁତ୍‌ ସଂସ୍ପର୍ଶରେ ମୃତ୍ୟୁ ଘଟଣା : ସାଉଥ୍‌କୋ ଅଫିସ ଆଗରେ ଧାରଣା ଦେଲା ଭାଜପା

ବ୍ରହ୍ମପୁର ଅଫିସ,୧୩ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ୍‌ ପରିବଣ୍ଟନ ସଂସ୍ଥା ସାଉଥ୍‌-କୋର ବ୍ରହ୍ମପୁରସ୍ଥ କର୍ପୋରେଟ ଅଫିସ ଆଗରେ ବୁଧବାର ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଓ ଗଣଧାରଣା ଦିଆଯାଇଥିଲା। ଗତ ରବିବାର ରଙ୍ଗେଇଲୁଣ୍ଡା ବ୍ଲକ ମେଣ୍ଢରାଜପୁର ଛକ ରାସ୍ତାରେ ଚଳନ୍ତା...

ରିକ୍ସା ଟାଣି ଗୁଜୁରାଣ ମେଣ୍ଟାଉଛନ୍ତି ଲକ୍ଷ୍ମୀଧର

କେନ୍ଦୁଝର, ୧୩ା୨(ଡି.ଏନ.ଏ.): ବର୍ତ୍ତମାନ ସହରମାନଙ୍କରେ ଟ୍ୟାକ୍ସି ଅନ୍‌ କଲ୍‌ ଗ୍ରାହକଙ୍କ ନିକଟରେ ସହଜସାଧ୍ୟ ଭାବରେ ପହଞ୍ଚି ପାରୁଥିବା ସହ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ପାଇଁ ଅଟୋର ସୁବିଧା ମଧ୍ୟ ପର୍ଯ୍ୟାପ୍ତ ହୋଇଛି। ଅନୁରୂପ ଭାବେ ମାଲ ପରିବହନ...

ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ବିକ୍ଷୋଭ

ବାରିପଦା ଅଫିସ, ୧୩ା୨- ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣା ଦିଆଯାଇଥିଲା। ଶିମିଳିପାଳର ସୁରକ୍ଷା ସମେତ ଜିଲାରେ ଥିବା ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଏବଂ ବନ୍ୟଜାତ ଦ୍ରବ୍ୟର...

ତହସିଲ କାର୍ଯ୍ୟାଳୟ ଘେରିଲେ ହିତାଧିକାରୀ

ବାରିପଦା ଅଫିସ,୧୩ା୨ – ରାଜ୍ୟସରକାରଙ୍କ ଯୋଜନା ଅନୁଯାୟୀ ମୟୂରଭଞ୍ଜ ଜିଲା ଶାମାଖୂଣ୍ଟା ବ୍ଲକ ଅଧୀନ ଦୁଧିଆଶୋଳ ପଞ୍ଚାୟତର ଭୂମିହୀନ କାଳିନ୍ଦୀ ସମ୍ପ୍ରଦାୟର ଲୋକମାନଙ୍କୁ ବସୁନ୍ଧରା ଯୋଜନାରେ ପ୍ରଶାସନ ପକ୍ଷରୁ ୨୦୦୬ରେ ୪ ଡେସିମିଲ ଜମି ଯୋଗାଇ ଦିଆଯାଇଥିଲା ା ମାତ୍ର...

ଭଙ୍ଗାହେଲା ୧୦ ମନ୍ଦିର

କଟକ ଅଫିସ,୧୩ା୨: କଟକସ୍ଥ ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ସଂପ୍ରସାରଣ ଓ ଉନ୍ନତୀକରଣ ଯୋଜନା କାର୍ଯ୍ୟକାରୀ କ୍ରମରେ ଏହାର ଆଖପାଖ ଅଞ୍ଚଳକୁ ଖାଲି କରାଯାଉଛି। ଏ ନେଇ ବୁଧବାରଠାରୁ ତୃତୀୟ ପର୍ଯ୍ୟାୟ ଉଚ୍ଛେଦ ଅଭିଯାନ ଆରମ୍ଭ...

କୋର୍ଟ ଚାଲାଣ ବେଳେ ଖସିଗଲେ ଅଭିଯୁକ୍ତ

ବଡମ୍ବା,୧୩ା୨(ଡି.ଏନ୍‌.ଏ): ନରସିଂହପୁର ଅବକାରୀ ସ୍କ୍ବାର୍ଡ ପକ୍ଷରୁ ବୁଧବାର ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜଣେ ଖସି ପଳାଇଯାଇଥିଲେ। ପରେ ତାଙ୍କୁ ଗିରଫ କରାଯାଇଛି। ସେ ହେଲେ ନରେଶ ବେହେରା(୩୦)। ତାଙ୍କ ଘର ବଡ଼ମ୍ବା ଥାନା ଅନ୍ତର୍ଗତ ମହୁଲିଆ...

୩ୟ ସ୍ତ୍ରୀଙ୍କୁ ମାରି ଥାନାରେ ଅଭିଯୁକ୍ତ

ବିଶୋଇ,୧୩ା୨(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଖଡ଼ମବେଡା ପଞ୍ଚାୟତର ବାଢୁଣିଆ ଗ୍ରାମ କଲୋନୀ ସାହିରେ ତୃତୀୟ ସ୍ତ୍ରୀଙ୍କୁ ହତ୍ୟା କରି ଜଣେ ବ୍ୟକ୍ତି ଥାନାରେ ଆତ୍ମସମର୍ପଣ କରିଛନ୍ତି। ପୋଲିସ ଅଭିଯୁକ୍ତ ଗୋରା ମାହାଲି(୫୫)ଙ୍କୁ ଗିରଫ କରିବା ସହ ଏକ...

ନିଖୋଜ ଶିଶୁ କନ୍ୟା ଉଦ୍ଧାର

ବଡ଼ସାହି,୧୩ା୨(ସ୍ବ.ପ୍ର)-ଉତ୍ତର ଓଡ଼ିଶାର ପ୍ରସିଦ୍ଧ ମା’ ହିଙ୍ଗୁଳାଙ୍କ ବାର୍ଷିକ ପୂଜାରେ ନିଖୋଜ ଥିବା ଶିଶୁକନ୍ୟାଙ୍କୁ ବୁଧବାର ସକାଳେ ଉଦ୍ଧାର କରାଯାଇଛି। ପୋଲିସ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଶିଶୁ କନ୍ୟାଙ୍କୁ ପାଇ ପରିବାର ଲୋକେ...

ବଙ୍ଗୀୟ ପର୍ଯ୍ୟଟକ ପଞ୍ଚଲିଙ୍ଗେଶ୍ୱର ଶୈବପୀଠରେ ନିଖୋଜ: ୨୦ଘଣ୍ଟା ପରେ ଅଭୟାରଣ୍ୟ ନିକଟରୁ ଉଦ୍ଧାର

ସଜନାଗଡ଼,୧୩।୨(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପ୍ରସିଦ୍ଧ ଶୈବପୀଠ ପଞ୍ଚଲିଙ୍ଗେଶ୍ୱରକୁ ରାଜ୍ୟ ଓ ରାଜ୍ୟ ବାହାରୁ ପ୍ରତିଦିନ ଭକ୍ତଙ୍କ ସୁଅ ଛୁଟିଥାଏ। ମଙ୍ଗଳବାର ଜଣେ ବଙ୍ଗୀୟ ପର୍ଯ୍ୟଟକ ପରିବାର ସହ ପାହାଡ଼ର ପ୍ରାକୃତିକ ପରିବେଶକୁ ଉପଭୋଗ କରି ଫେରୁଥିବାବେଳେ ନିଖୋଜ ହୋଇଯାଇଥିଲେ।...

ନାବାଳିକାଙ୍କ ଆତ୍ମହତ୍ୟା, ଯୁବକଙ୍କୁ ହତ୍ୟା ଅଭିଯୋଗ

ଜଗତ୍‌ସିଂହପୁର ଅଫିସ,୧୨ା୨: ମାତ୍ର ୨ କିଲୋମିଟର ବ୍ୟବଧାନରେ ଜଣେ ୧୪ବର୍ଷର ନାବାଳିକା ଓ ଜଣେ ଯୁବକଙ୍କ ମୃତଦେହ ପୃଥକ ସ୍ଥାନରୁ ଉଦ୍ଧାର କରାଯାଇଛି। ନାବାଳିକା ଜଣଙ୍କ ବାଲିକୁଦା ଥାନା ଅନ୍ତର୍ଗତ ଚଷାପଡ଼ାର ବୋଲି ଜଣାପଡ଼ିଛି। ଯୁବକ ଜଣଙ୍କ ଥାନା ଅଧୀନ...

ଖୋଲା ପଡ଼ିଆରେ ଶିଶୁ କନ୍ୟା ଜନ୍ମ କଲେ ମହିଳା

କେନ୍ଦୁଝର, ୧୨ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ଅଞ୍ଚଳରେ ଜଣେ ପ୍ରସୂତି ମହିଳା ଖୋଲା ପଡିଆରେ ଶିଶୁ ଜନ୍ମ ଭଳି ଅଭାବନୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଉକ୍ତ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ମେଡିକାଲକୁ ଯାଇଥିଲେ ହେଁ ସେଠାରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri