ଆମ ଜିଲା ଖବର

କଟକ ସହରରେ ଥମିବାର ନାଁ ନେଉନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ପୁଣି ୧୬ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୧୩।୭: କଟକ ସହରରୁ ସୋମବାର ଆଉ ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରେ ଥିବାବେଳେ ୨ ଜଣ ହୋମ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ଏହାସହ ୮ଟି ଲୋକାଲ କେସ ରହିଛି। ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ…

ଛାତ ପଡ଼ି ଶ୍ରମିକଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ,୧୩ା୭: ବଲାଙ୍ଗୀର ସହର ତୁଲସୀନଗର ପଡ଼ାରେ ଏକ ଅଘଟଣ ଘଟିଛି। ସେଣ୍ଟ୍ରିଂ ଖୋଲୁଥିବା ବେଳେ ଘର ଛାତ ପଡ଼ି ଜଣେ ଶ୍ରମିକଙ୍କ ଜୀବନ ଯାଇଛି। ସୂଚନାଯୋଗ୍ୟ, ତୁଳସୀନଗର ପଡ଼ାର ରବି ନାରାୟଣ ମିଶ୍ରଙ୍କ ପୁରୁଣା ଘର ମୁଖ୍ୟଦ୍ୱାରରେ ଏକ ନୂଆ…

କୋଭିଡ୍‌ ନିୟମ ଉଲ୍ଲଂଘନ: ମଦ ଡିପୋରେ ଚଢ଼ାଉ କଲା ଜିଲା ପ୍ରଶାସନ

ଖୋର୍ଦ୍ଧା ଅଫିସ,୧୩ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ସୋମବାର ମଦ ଡିପୋରେ ଚଢ଼ାଉ କରାଯାଇଛି । ଉପଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଆସିଷ୍ଟାଣ୍ଟ କଲେକ୍ଟର ବିଜୟ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ଡିପୋରେ ଚଢ଼ାଉ କରିଥିଲେ। କୋଭିଡ୍‌ ଗାଇଡ୍‌ ଲାଇନ ପାଳନ ଲାଗି…

ଗଞ୍ଜାମର ୮୧ ପ୍ରତିଶତ ଗାଁ ଗ୍ରୀନ୍‌ ଜୋନ୍‌ରେ: ବୁଝାଇଲେ ଜ଼ିଲାପାଳ

ଛତ୍ରପୁର, ୧୩।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେହିପରି ଦୈନିକ ୩ରୁ ୪ ଜଣଙ୍କର କରୋନାରେ ମୃତ୍ୟୁ ଘଟୁଛି। ଜିଲାରେ ପ୍ରତିଦିନ ୨ଶହରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚି଼ହ୍ନଟ ହେବାରେ ଲାଗିଛନ୍ତି। ଅପରପକ୍ଷରେ ସୋମବାର…

ମାଲକାନଗିରିରେ ଆଜି ୧୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୮୪କୁ ବୃଦ୍ଧି

କୋରୁକୋଣ୍ଡା,୧୩ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ପ୍ରତିଦିନ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ସୋମବାର ମାଲକାନଗିରି ପୌରପରିଷଦ, କୋରୁକୋଣ୍ଡା, କାଲିମେଳା, ଖଇରିପୁଟ ବ୍ଲକ ଏବଂ ବାଲିମେଳା ଏନ୍‌ଏସିରେ ମୋଟ୍‌ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମାଲକାନଗିରି…

ବରଗଡ଼ରେ ପୁଣି ୩୧ ନୂଆ ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ବରଗଡ଼ ଅଫିସ,୧୩ା୭: କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ । ସୋମବାର ଜିଲାରେ ପୁଣି ୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ବ୍ଲକ କଟାପାଲିର ୧୫, ବରଗଡ଼ ମ୍ୟୁନିସିପାଲିଟିର ୮, ଗାଇସିଲେଟ୍‌ ବ୍ଲକ, ବରପାଲି ଏନ୍‌ଏସି…

୩ ଶହ ଟପିଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର, ୧୩୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ଆଉ ୨୩ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୮ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ…

ଶିକ୍ଷୟିତ୍ରୀଙ୍କ ଅଶ୍ଳୀଳ ଫଟୋ ଉଠାଇ ଜେଲ୍‌ ଗଲେ ଶିକ୍ଷକ

ପଦ୍ମପୁର,୧୩ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଣେ ଶିକ୍ଷୟିତ୍ରୀଙ୍କ ଅଶ୍ଲୀଳ ଫଟୋ ଉଠାଇ ଜେଲ୍‌ ଯାଇଛନ୍ତି ଜଣେ ଶିକ୍ଷକ। ସୂଚନାଯୋଗ୍ୟ, ସଂପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଫଟୋ ଉଠାଇ ତାଙ୍କ ଶାଶୁଘରକୁ ପଠାଇ ବ୍ଲାକ୍‌ ମେଲିଂ କରୁଥିଲେ। ଏନେଇ ଅଭିଯୋଗ ହେବା…

ନ୍ୟୁୟର୍କରେ ଥିବା ଓଡ଼ିଆ ଡାକ୍ତରଙ୍କ ବଦାନ୍ୟତା: ଗଞ୍ଜାମକୁ ଦେଲେ ୧୫ ଲକ୍ଷ ଟଙ୍କାର ଭ୍ୟାନ୍‌

ଛତ୍ରପୁର, ୧୩।୭(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସବୁଠାରୁ ଅଧିକ ଚିନ୍ତାର କାରଣ ପାଲଟିଛି ଗଞ୍ଜାମ ଜିଲା। ଏଠାରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ସବୁଠାରୁ ଅଧିକ। ଏହି ମହାମାରୀ…

ଗର୍ଭବତୀଙ୍କୁ ମରଣାନ୍ତକ ଆକ୍ରମଣ: ଭିଡିଓ ଭାଇରାଲ

ଭଦ୍ରକ ଅଫିସ, ୧୩।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିରୋଳି ଶାସନ ଅଞ୍ଚଳରେ ଜଣେ ଗର୍ଭବତୀ ମହିଳାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଛି। ଗ୍ରାମର କିଛି ପଡୋଶୀ ଉକ୍ତ ଗର୍ଭବତୀଙ୍କ ବେକକୁ ବାଉଁଶରେ ଚାପିବା ସହ ତାଙ୍କ ମୁଣ୍ଡକୁ କାଠ ଫାଳିଆରେ…

ଜୁନାଗଡ଼ରୁ ୩.୨ କୁଇଣ୍ଟାଲ ରତ୍ନ ପଥର ଜବତ, ଯୁବକ ଅଟକ

ଜୁନାଗଡ଼,୧୩।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ପଲାସ ଗ୍ରାମରେ କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଓ ଜୁନାଗଡ଼ ପୋଲିସ ରବିବାର ସନ୍ଧ୍ୟାରେ ଚଢ଼ାଉକରି ୩ କୁଇଣ୍ଟାଲ ୨ କିଗ୍ରା ରତ୍ନ ପଥର (ରୁବି ଓ ପାନ୍ନା) ଜବତ କରିଛି। ଏଥିରେ ସମ୍ପୃକ୍ତ…

କଟକ ସହରରୁ ଉଠିଲା ଶଟ୍‌ଡାଉନ

କଟକ ଅଫିସ,୧୩।୭: ପ୍ରାୟ ସପ୍ତାହେ ପର୍ଯ୍ୟନ୍ତ ବନ୍ଦ ରହିବା ପରେ ସୋମବାରଠାରୁ ସ୍ବାଭାବିକ ହୋଇଛି କଟକ ସହର। ଶଟ୍‌ଡାଉନ ଉଠାଇବା ପାଇଁ ରବିବାର କଟକ ମହାନଗର ନିଗମ (ସିଏମ୍‌ସି) ଘୋଷଣା କରାଯାଇଥିଲା। ଏହାସହ ଦୋକାନ ବଜାର ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?